ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା
Browsing Category

ରାଜନୀତି

ପଞ୍ଚାୟତ ଲଢେଇ: ଭୋଟ ଦେଉଛି ଓଡିଶା

ଭୁବନେଶ୍ବର: ରାଜ୍ୟରେ ଆରମ୍ଭ ହୋଇଛି ପ୍ରଥମ ପର୍ଯ୍ୟାୟ ମତଦାନ । ସକାଳ ୭ରୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ଅପରାହ୍ନ ଗୋଟାଏ ଯାଏଁ ଭୋଟ ଗ୍ରହଣ ଚାଲିବ। ହଜାରେ ୬୬୯ଟି ପଞ୍ଚାୟତରେ ଆରମ୍ଭ ହୋଇଛି ମତଦାନ। ୨୨ ହଜାର ୩୭୯ ବୁଥରେ ମତାଧିକାର ସାବ୍ୟସ୍ତ କରୁଛନ୍ତି ଭୋଟର। ଏହି ନିର୍ବାଚନରେ ବହୁ ବଡ଼ ବଡ଼
Read More...

କାଲି ପ|ଞ୍ଚାୟତ ଭୋଟ, କ’ଣ କହିଲେ ନିର୍ବାଚନ କମିଶନ?

ରାତିପାହିଲେ ପଞ୍ଚାୟତ ନିର୍ବାଚନ ପାଇଁ ପଡିବ ପ୍ରଥମ ପର୍ଯ୍ୟାୟ ଭୋଟ । ତେବେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ କେତେ ପ୍ରସ୍ତୁତ କରାଯାଇଛି ସେ ନେଇ ରାଜ୍ୟ ନିର୍ବାଚନ କମିଶନ ଆଦିତ୍ୟ ପ୍ରସାଦ ପାଢୀ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି । ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ଆଜି ଅପରାହ୍ନ
Read More...

ବୁଧବାର ପ୍ରଥମ ପର୍ଯ୍ୟାୟ ପ|ଞ୍ଚାୟତ ଭୋଟ, ଆଜି ସନ୍ଧ୍ୟାରେ ସରିବ ପ୍ରଚାର

ଆସନ୍ତା ୧୬ ତାରିଖରେ ଅର୍ଥାତ ବୁଧବାର ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ । ଏଥିପାଇଁ ଆଜି ସରିବ ପ୍ରଚାର । ଆଜି ସନ୍ଧ୍ୟା ସୁଦ୍ଧା ପ୍ରଚାର ଶେଷ ହେବ । ୩୬ ଘଣ୍ଟା ପୂର୍ବରୁ ପ୍ରଚାର, ସଭା ,ସଭିତି ,ଲାଉଡ ସ୍ୱିକର ବନ୍ଦ କରିବାକୁ ନିର୍ଦ୍ଦେଶ ରହିଛି । ତେଣୁ ଆଜି
Read More...

ଆଜି ୩ ରାଜ୍ୟରେ ଭୋଟ, ୟୁପିରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ

ଆଜି ୩ଟି ରାଜ୍ୟରେ ଚାଲିଛି ଭୋଟ ଗ୍ରହଣ। ଉତ୍ତରପ୍ରଦେଶରେ ଆଜି ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଥିବା ବେଳେ ଉତ୍ତରାଖଣ୍ଡ ଓ ଗୋଆର ବି ଭୋଟଗ୍ରହଣ । ଏହି ଦୁଇ ରାଜ୍ୟରେ ଗୋଟିଏ ପର୍ଯ୍ୟାୟରେ ଭୋଟିଂ ଶେଷ ହେବ । ସକାଳ ୬ରୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି । ଉତ୍ତରପ୍ରଦେଶରେ ଦ୍ୱିତୀୟ ପର୍ଯ୍ୟାୟରେ ୫୫ଟି
Read More...

ଭୋଟ ଗ୍ରହଣର ୩୬ ଘଣ୍ଟା ପୂର୍ବରୁ ଗାଁ ଛାଡିବାକୁ ନିର୍ଦ୍ଦେଶ

ଆସନ୍ତା ୧୬ ତାରିଖରେ ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ହେବ । ନିର୍ବାଚନ ପ୍ରସ୍ତୁତି ନେଇ ଆଜି ଜିଲ୍ଲାପାଳଙ୍କ ସହ ରାଜ୍ୟ ନିର୍ବାଚନ କମିସନର ଆଦିତ୍ୟ ପାଢୀ ବୈଠକ କରିଛନ୍ତି । ବୈଠକରେ ଉଭୟ ପୌର ଓ ପଞ୍ଚାୟତ ନିର୍ବାଚନ ନେଇ ଆଲୋଚନା ହୋଇଛି । ନିର୍ବାଚନ କମିସନ କହିଛନ୍ତି, ପ୍ରଚାର ସରିବା
Read More...

ପ୍ରଶାନ୍ତ କିଶୋରଙ୍କ ଅଫିସରେ ଚଢାଉ, ଜଣକୁ ଉଠାଇନେଲା ପୁଲିସ

ଗୋଆରେ ବିଧାନସଭା ନିର୍ବାଚନ ପାଇଁ ଫେବୃଆରୀ ୧୪ରେ ଭୋଟ ଗ୍ରହଣ ହେବ । ଅର୍ଥାତ ମତଦାନକୁ ଆଉ ଦୁଇ ଦିନ ବାକି ଅଛି । ହେଲେ ତା ପୂର୍ବରୁ ଗୋଆରେ ତୃଣମୂଳ କଂଗ୍ରେସ ପାଇଁ ସଂଗଠନ ପ୍ରସ୍ତୁତ କରିବାକୁ ଚେଷ୍ଟା କରୁଥିବା ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋରଙ୍କ କାର୍ଯ୍ୟାଳୟରେ ଚଢାଉ ।
Read More...

ଆଜି ୟୁପିରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌

ଆଜି ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ । ସକାଳ ୭ର ମତଦାନ ଆରମ୍ଭ ହୋଇଛି । ଏହା ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ । ମୋଟ ୪୦୩ ବିଧାନସଭା ଆସନରୁ ପ୍ରଥମ ପର୍ଯ୍ୟାୟରେ ୫୮ଟି ଆସନ ପାଇଁ ଭୋଟ ଗ୍ରହଣ ହେଉଛି । ମଇଦାନରେ ୬୨୩ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ
Read More...

‘ଦେଶର ସବୁ ସମସ୍ୟା ପାଇଁ କଂଗ୍ରେସ ଦାୟୀ’

ଲୋକସଭା ଭଳି ରାଜ୍ୟସଭାରେ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ଉପରେ ବର୍ଷିଛନ୍ତି । ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ନେଇ ଆସିଥିବା ଧନ୍ୟବାଦ ପ୍ରସ୍ତାବ ଉପରେ ଉତ୍ତର ରଖିଛନ୍ତି ମୋଦି । ମୋଦି କହିଛନ୍ତି, ଯେଉଁଠି ପରିବାରବାଦ ଚାଲେ, ସେଠି ଦକ୍ଷତାର ମୃତ୍ୟୁ ଘଟିଥାଏ ।
Read More...