Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ମେସି ଇଭେଣ୍ଟ ଅବ୍ୟବସ୍ଥା: ୩୩ ହଜାର ଦର୍ଶକଙ୍କୁ ଟଙ୍କା ଫେରାଇବାକୁ ଘୋଷଣା
କଟକ କଂଗ୍ରେସରେ ଫାଟ ବଢ଼ିଲା, ଓଜେସିରୁ ଲଢ଼ିବେ ସୋଫିଆ: ମୋକିମ
ପାଲଲହଡ଼ାରେ ସ୍କ୍ରବ୍ ଟାଇଫସ୍ ଆତଙ୍କ, ୨ ଦିନରେ ୧୯ ପଜିଟିଭ୍, ଜଣେ ମୃତ
ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ମୋଦି
ଚାଷୀଙ୍କୁ ଆଶ୍ୱସ୍ତି: ଧାନ ପଞ୍ଜୀକରଣ ଅବଧି ବଢ଼ିଲା ଆଉ ୭ ଦିନ
‘ମନ୍ କୀ ବାତ୍’ରେ ଓଡ଼ିଶାର ମୈଥିଲୀଙ୍କ କାହାଣୀ, ଇକୋ-ଟୁରିଜିମ୍ ବଦଳାଇଲା ଜୀବିକା
ନେପାଳକୁ ସହାୟତା , ୬୮.୫ ଟନ୍ ରିଲିଫ୍ ସାମଗ୍ରୀ ପଠାଇଲା ଭାରତ
Browsing Category
ରାଜନୀତି
ବିଜେପି ପାଳୁଛି ପ୍ରତିଷ୍ଠା ଦିବସ
ବିଜେପି ଆଜି ପାଳୁଛି ୪୨ ତମ ପ୍ରତିଷ୍ଠା ଦିବସ ।ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦଳର କର୍ମକର୍ତ୍ତା ଙ୍କୁ ସମ୍ବୋଧନ ଦେଇ ଦଳର କାର୍ଯ୍ୟପନ୍ଥା ବାବଦରେ ଅବଗତ କରିଛନ୍ତି । ପ୍ରତିଷ୍ଠା ଦିବସରେ ମୋଦୀ ରାଷ୍ଟ୍ରବାଦକୁ ଗୁରୁତ୍ୱ ଦେଇଥିବା ପରିବାରବାଦକୁ ବିରୋଧ କରିଛନ୍ତି ।!-->…
Read More...
Read More...
କାହାକୁ ନେତା ବାଛିଲେ ଧାମନଗର ଭୋଟର
ଭଦ୍ରକ: କିଏ ହାତେଇବ ଧାମନଗର ଏନଏସି। ଆଜି ଆସିବ ଧାମନଗର ଏନଏସିର ପୌର ଫଳ। ଆଜି ସକାଳ ୮ରୁ ଆରମ୍ଭ ହୋଇଛି ଭୋଟ ଗଣତି ଧାମନଗର ବ୍ଲକ ଛକ ସ୍ଥିତ କଲ୍ୟାଣ ମଣ୍ଡପରେ ଭୋଟ ଗଣତି ଚାଲିଛି। ଶାନ୍ତିଶୃଙ୍ଖଳାର ସହ ଗଣତି ଚାଲିଥିବା ବେଳେ କୌଣସି ଅପ୍ରୀତିକର ପରିସ୍ଥିତି ଆଶଙ୍କା ଏନଏସିରେ ୧୪୪ ଧାରା!-->…
Read More...
Read More...
ଧାମନଗର ଏନଏସିର ୬ଟି ବୁଥ୍ରେ ଆଜି ସାନି ମତଦାନ
ଭଦ୍ରକ ଧାମନଗର ଏନଏସିର ୬ଟି ବୁଥରେ ଆଜି ସାନି ମତଦାନ । ସକାଳ ୧୦ଟାରୁ ଦିନ ୪ଟା ଯାଏଁ ଚାଲିବ ଭୋଟ ଗ୍ରହଣ । ଶାନ୍ତିଶୃଙ୍ଖଳାର ସହ ମଦଦାନ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ୨ ନମ୍ବର ୱାର୍ଡର ୩ ନମ୍ବର ବୁଥ, ୫ ନମ୍ବର ୱାର୍ଡର ୮ ଓ ୯ ନମ୍ବର ବୁଥ୍,୯ ନମ୍ବର ୱାର୍ଡର ୧୬ ନମ୍ବର ବୁଥ!-->…
Read More...
Read More...
ମୋଦୀଙ୍କୁ ଭେଟିଲେ ଅପରାଜିତା
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ସାଂସଦ ଅପରାଜିତା ଷଡଙ୍ଗୀ । ରାଜ୍ୟ ବିଜେପି ସଭାପତି ଓ ତାଙ୍କ ଟିମ ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡାଙ୍କୁ ଭେଟିବା ପରେ ଅପରାଜିତା ମୋଦୀଙ୍କୁ ଭେଟିଛନ୍ତି । ମୋଦୀଙ୍କୁ ଭେଟିବା ପରେ ଏନେଇ ଫଟୋ ଟୁଇଟ କରି ସୂଚନା ଦେଇଛନ୍ତି ଅପରାଜିତା ।!-->…
Read More...
Read More...
ହାତ ଗୋଡ଼ ବାନ୍ଧି ଲୁଟ୍
ହାତ ଗୋଡ଼ ବାନ୍ଧି ଲୁଟ । ହାତ ଗୋଡ ବାନ୍ଧି ୨୫ ଭରି ସୁନା ଅଳଙ୍କାର ସମେତ ୩୦ ହଜାର ଟଙ୍କା ଓ ୪ଟି ମୋବାଇଲ ଫୋନ ଲୁଟିନେଲେ ଦୁର୍ବୃତ୍ତ । ରାୟଗଡ଼ା ସହରର ସାଇପ୍ରିୟା ନଗରରେ ଏଭଳି ବଡ଼ ଧରଣର ଲୁଟ ହୋଇଛି । ପୁଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଥିବା ବେଳେ ସ୍ଥାନୀୟ ଅଂଚଳରେ ଭୟର ବାତାବରଣ!-->…
Read More...
Read More...
ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ, ଆଜି କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବେ ନବୀନ
ତିନି ଦିନିଆ ଦିଲ୍ଲୀ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ସଂସଦର ସେଣ୍ଟ୍ରାଲ ହଲରେ ବିଭିନ୍ନ ବିଭାଗର କେନ୍ଦ୍ରମନ୍ତ୍ରୀଙ୍କ ସହ ରାଜ୍ୟ ସ୍ୱାର୍ଥ ସମ୍ବଳିତ କିଛି ପ୍ରସଙ୍ଗରେ ଆଲୋଚନା କରିବେ । ଆବାସ ଯୋଜନାରେ ଘର ଯୋଗାଣ, ରାଜ୍ୟରୁ ଉଷୁନା ଚାଉଳ ଉଠାଣ, ବକେୟା ଥିବା ଧାନ!-->…
Read More...
Read More...
ବିଜେଡି କବଳରେ ଅମଲାତନ୍ତ୍ର: ପୃଥ୍ୱୀରାଜ
ନିର୍ବାଚନ ପରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶାସନିକ ଅଧିକାରୀ ଭେଟିବା ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି ବିଜେପି । ନିର୍ବାଚନରେ ସଫଳତା ପରେ ରାଜ୍ୟର ବରିଷ୍ଠ ଓ ବିଶିଷ୍ଟ ପ୍ରଶାସନିକ ଅଧିକାରୀମାନେ ରାଜ୍ୟର ମୁଖିଆଙ୍କୁ ଭେଟି ଅଭିନନ୍ଦନ ଜଣାଇବା ଏହା ଚାଟୁକାରିତାକୁ ଆଙ୍ଗୁଳି ନିର୍ଦ୍ଦେଶ!-->…
Read More...
Read More...
ବ୍ରହ୍ମପୁରରେ ନିର୍ବାଚନୀ ହିଂସା, ରାତି ଅଧରେ ଘର ଉପରୁ ଟେକା ପଥର ମାଡ଼
ବ୍ରହ୍ମପୁରରେ ଦେଖିବାକୁ ମିଳିଛି ନିର୍ବାଚନୀ ପରବର୍ତ୍ତୀ ହିଂସା । ଗଞ୍ଜାମ ଗୋଷାଣୀ ନୂଆ ଗାଁ ଅନ୍ତର୍ଗତ ବ୍ରିଟ କଲୋନୀରେ ହିଂସା ଦେଖିବାକୁ ମିଳିଛି । ପରାଜିତ ପ୍ରାର୍ଥୀଙ୍କ ଘର ଆଗରେ ରାତି ଅଧରେ ଦୁର୍ବୃତ୍ତମାନେ ଭଙ୍ଗାରୁଜା କରିଛନ୍ତି । ପରାଜିତ ପ୍ରାର୍ଥୀଙ୍କ ଘର ଉପରକୁ ଟେକା ପଥର ମାଡ଼!-->…
Read More...
Read More...
ପୌର ଫଇସଲା: କିଏ ଜିତିଲା କେଉଁଠି?
ଆସିଛି ପୌର ଫଳାଫଳ । ଗାଁରେ ପରେ ସହରରେ ବି ହୋଇଛି ଶଙ୍ଖନାଦ । ସହରର କୋଣ ଅନୁକୋଣରେ ଶଙ୍ଖ ବାଜିଛି । ପୌର ନିର୍ବାଚନରେ ମଧ୍ୟ ଶାସକ ବିଜେଡିର ଦବଦବା ଦେଖିବାକୁ ମିଳିଛି । ୧୦୬ ପୌରାଧ୍ୟକ୍ଷ ଆସନରୁ ବିଜେଡି ୭୬ଟି ଆସନରେ ବିଜୟୀ ହୋଇଥିବା ବେଳେ ୧୬ଟି ଆସନରେ ବିଜେପି ବିଜୟୀ ହୋଇଛି । ସେହିପରି!-->…
Read More...
Read More...
ବ୍ରହ୍ମପୁର ମେୟର ପଦ ହାତେଇଲା ବିଜେଡି, ସଂଘମିତ୍ରା ଦଳେଇ ବିଜୟୀ
ବ୍ରହ୍ମପୁର ମେୟର ପଦ ଅକ୍ତିଆର କଲା ବିଜେଡି । ବିଜେଡି ମେୟର ପ୍ରାର୍ଥୀ ସଂଘମିତ୍ରା ଦଳେଇ ବିଜୟୀ ହୋଇଛନ୍ତି । ବହୁ ଭୋଟ ବ୍ୟବଧାନରେ ସେ ବାଜିମାତ୍ କରିଛନ୍ତି । ୨୦ ହଜାର ୨୩୬ ଭୋଟ ବ୍ୟବଧାନରେ ସେ ଜିତିଛନ୍ତି। ବିଜେପିର ସବିତା ସୁଆର ଓ କଂଗ୍ରେସର ମଞ୍ଜୁ ରଥଙ୍କୁ ବହୁ ପଛରେ ପକାଇ ସଂଘମିତ୍ରା!-->…
Read More...
Read More...