ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା
Browsing Category

ରାଜନୀତି

ଯୋଗୀ ଲଢିବେ ଗୋରଖପୁରରୁ..

ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନା ପାଇଁ ଆରମ୍ଭ ହୋଇସାରିଛି ପ୍ରସ୍ତୁତି । ଆଜି ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ଭୋଟିଂ ପାଇଁ ବିଜେପିର ତାର ପ୍ରାର୍ଥୀ ତାଲିକା ଘୋଷଣା କରିଛି । ବିଜେପିର ଉ ର ପ୍ରଦେଶ ଦାୟିତ୍ୱରେ ଥିବା କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାମ୍ବାଦିକ ସମ୍ମିଳନୀ କରି
Read More...

ପଞ୍ଚାୟତ ନିର୍ବାଚନ: ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ବର: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି। ନିର୍ବାଚନ ଅଧିକାରୀ ମାନେ ବିଜ୍ଞପ୍ତି ଜାରି କରିଛନ୍ତି। ଗ୍ରାମପଞ୍ଚାୟତ କାର୍ଯ୍ୟାଳୟରେ ସରପଞ୍ଚ ଓ ସମିତି ସଭ୍ୟଙ୍କ ପାଇଁ ଏବଂ ଜିଲ୍ଲା ଓ ବ୍ଲକ ଅଫିସରେ ଜିଲ୍ଲା ପରିଷଦ ସଭ୍ୟଙ୍କ ପାଇଁ ବିଜ୍ଞପ୍ତି ପ୍ରକାଶ
Read More...

ଉତ୍ତରପ୍ରଦେଶରେ ସଙ୍କଟରେ ବିଜେପି!

ଲକ୍ଷ୍ନୌ: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ପରେ ବିଜେପିକୁ ଶକ୍ତ ଝଟକା ଲାଗିଛି। ଗତ ଦୁଇ ଦିନ ଧରି ଜଣେ ପରେ ଜଣେ ମନ୍ତ୍ରୀ ଓ ବିଧାୟକ ଦଳ ଛାଡୁଛନ୍ତି। ବୁଧବାରକୁ ଓବିସି ନେତା ଦାରା ସିଂହ ଚୌହ୍ୱାନ ଯୋଗୀ ଆଦିତ୍ୟନାଥ କ୍ୟାବିନେଟରୁ ଇସ୍ତଫା ଦେଇଛନ୍ତି। ମଙ୍ଗଳବାର
Read More...

ଅପରାଜିତାଙ୍କୁ ଚେକମେଟ୍!

ଭୁବନେଶ୍ବର: ହିନ୍ଦୀରେ ଏକ ଲୋକକଥା ରହିଛି କହିଁ ପେ ନିଗାହୈ, କହିଁ ପେ ନିଶାନା। ଭୁବନେଶ୍ୱର ମେୟର ପଦବି ମହିଳାଙ୍କ ପାଇଁ ସଂରକ୍ଷିତ ଘୋଷଣା ହେଲା ପରେ ଓଡ଼ିଶା ରାଜନୀତିରେ ଏହି ଲୋକକଥାକୁ ନେଇ ତର୍ଜମା ଚାଲିଛି। ପ୍ରଥମଥର ପାଇଁ ଭୁବନେଶ୍ୱର ଦେଖିବ ମହିଳା ମେୟର। ଯେତେବେଳେ ଶାସକ ଦଳର
Read More...

ଭୋଟ ପଡିବ ପଞ୍ଚାୟତରେ, ଘୋଷଣା ହେଲା ତାରିଖ

ପଞ୍ଚାୟତ ନିର୍ବାଚନ ପାଇଁ ବାଜିଲା ବିଗୁଲ । ଘୋଷଣା ହେଲା ତାରିଖ । କୋଭିଡ କଟକଣା ମଧ୍ୟରେ ୫ଟି ପର୍ଯ୍ୟାୟରେ ହେବ ଚଳିତ ପଞ୍ଚାୟତ ନିର୍ବାଚନ । ପ୍ରତି ପର୍ଯ୍ୟାୟ ମଧ୍ୟରେ ଗୋଟିଏ ଦିନ ବ୍ୟବଧାନ ରହିବ । ଫେବୃଆର ୧୬,୧୮,୨୦ ୨୨,୨୪ ତାରିଖରେ ପଡିବ ପଞ୍ଚାୟତ ଭୋଟ । ସକାଳ ୭ରୁ ଅପରାହ୍ନ ଗୋଟାଏ
Read More...

ଆଜି ପଞ୍ଚାୟତ ନିର୍ବାଚନ ତାରିଖ ଘୋଷଣା

ଭୁବନେଶ୍ବର: ବାଜିବ ପଞ୍ଚାୟତ ନିର୍ବାଚନ ବିଗୁଲ। ପଞ୍ଚାୟତ ନିର୍ବାଚନ ପାଇଁ ଆଜି ହୋଇପାରେ ତାରିଖ ଘୋଷଣା। ଦିନ ସାଢେ ୧୧ଟାରେ ନିର୍ବାଚନ କମିଶନ ପ୍ରେସମିଟ ଡାକିଛନ୍ତି। ଗୀତଗୋବିନ୍ଦ ସଦନରେ ପ୍ରେସମିଟ କରିବେ। ପ୍ରେସମିଟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନେଇ ତାରିଖ ଘୋଷଣା କରିପାରନ୍ତି
Read More...

ପଞ୍ଚାୟତ ନିର୍ବାଚନ: ବିଜେଡିର ହଁ, ବିରୋଧୀଙ୍କ ନା…

ଭୁବନେଶ୍ବର; ପଞ୍ଚାୟତ ନିର୍ବାଚନ ପାଇଁ ଆଜି ନିର୍ବାଚନ କମିଶନ ସର୍ବଦଳୀୟ ବୈଠକ ଡାକିଥିଲେ ଏଥିରେ ସରକାରୀ ଦଳ ବିଜେଡିକୁ ଛାଡି ଅନ୍ୟ ସମସ୍ତ ଦଳ ନିର୍ବାଚନକୁ ସ୍ଥଗିତ ରଖିବା ପାଇଁ ଦାବି କରିଛନ୍ତି । କରୋନାର ତୃତୀୟ ଲହର ଚାଲିଥିବାରୁ ସଂକ୍ରମଣ ଦ୍ରୁତ ଗତିରେ ବଢୁଛି ତେଣୁ ନିର୍ବାଚନ ସ୍ଥଗିତ
Read More...

ସଂସଦ ଭବନରେ ପଶିଲା କରୋନା

ନୂଆଦିଲ୍ଲୀ: ଦିଲ୍ଲୀରେ ରକେଟ୍ ସ୍ପିଡରେ କରୋନା ବ୍ୟାପୁଥିବା ବେଳେ ସଂସଦରେ ଭବନରେ ବ୍ୟାପିଲା ସଂକ୍ରମଣ। ଗତ ୬ ଓ ତାରିଖରେ ସଂସଦ ଭବନରେ କାମ କରୁଥିବା କର୍ମଚାରୀ ଓ ସୁରକ୍ଷା କର୍ମୀଙ୍କ କରୋନା ଟେଷ୍ଟ ହୋଇଥିଲା। ସେଥିରୁ ୪୦୦ ଶହରୁ ଅଧିକ କର୍ମଚାରୀ ସଂକ୍ରମିତ ଥିବା ଜଣାପଡିଛି । ସମସ୍ତଙ୍କ
Read More...

ନୂଆଦିଲ୍ଲୀ: ପଞ୍ଜାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସୁରକ୍ଷା ତ୍ରୁଟି ମାମଲା। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ରେକର୍ଡ ସୁରକ୍ଷିତ ରଖିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସେହି ଦିନର ଗସ୍ତ ରେକର୍ଡ ସୁରକ୍ଷିତ ରଖିବାକୁ ପଞ୍ଜାବ ହାଇକୋର୍ଟ ରେଜିଷ୍ଟ୍ରାରଙ୍କୁ ନିର୍ଦ୍ଦେଶ
Read More...

ସୁପ୍ରିମକୋର୍ଟରେ ପହଞ୍ଚିଲା ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ମାମଲା

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସୁରକ୍ଷା ବ୍ୟବସ୍ଥାରେ ତ୍ରୁଟିକୁ ନେଇ ଆରମ୍ଭ ହୋଇଛି ରାଜନୀତି । ମୁହାଁମୁହିଁ ହୋଇଛନ୍ତି ବିଜେପି ଓ କଂଗ୍ରେସ । ଗୋଟେପଟେ ଏହି ମାମଲା ଏବେ ସୁପ୍ରିମକୋର୍ଟରେ ପହଞ୍ଚିଯାଇଛି। ଅନ୍ୟପଟେ ଏହି ଘଟଣାକୁ ନେଇ ଚର୍ଚ୍ଚାରେ ଆସିଛନ୍ତି ପଞ୍ଜାବର ଚନ୍ନି ସରକାର ।
Read More...