ପ୍ରମୁଖ ଖବର

ୟୁପିଆଇ କାରବାରରେ ନୂଆ ଶୁଳ୍କ ଲାଗୁ ନେଇ ଅନିଶ୍ଚିତତା, ୨୦୨୭ ଯାଏଁ ଘୁଞ୍ଚିପାରେ ତାରିଖ
ନନ୍ଦିଗ୍ରାମରେ ବିଜେପିର ବଡ଼ ବିଜୟ, ୧.୨୨ ଲକ୍ଷ ଭୋଟରେ ଜିତିଲେ ହସିରାଣୀ
ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ବୀରତ୍ୱ ସମ୍ମାନ
Browsing Category

ରାଜନୀତି

ବିଜେପି ନେତା ଗଲେ କୁଆଡେ ?

ପଞ୍ଚାୟତରେ ଶୋଚନୀୟ ପ୍ରଦର୍ଶନ ପରେ ବି ଆଶ୍ବାସନା ଦେଉନି ଦଳଏଯାଏ କାରଣ ଖୋଜା ବୈଠକ ବସିଲାନି କି କେହି ଦାୟିତ୍ବ ମୁଣ୍ଡାଇଲେନିଧର୍ମେନ୍ଦ୍ର, ବୈଜୟନ୍ତ, ସମ୍ବିତଙ୍କ ଭୂମିକା ନେଇ ସବୁଠାରେ ପ୍ରଶ୍ନ ଉଠିଲାଣିପୌରାଞ୍ଚଳ ହାତଛଡ଼ା ହେଲେ ଆଗକୁ ବଡ ମୂଲ୍ୟ ଦେଇପାରେ ବିଜେପିଦଳର ଶୀର୍ଷ…
Read More...

କଂଗ୍ରେସ ପରାଜୟ ନୁହେଁ, ସୋନିଆଙ୍କ ପାଇଁ ବେଶୀ ଚିନ୍ତା!

ସଭାପତି ପଦରେ ରହିବେ ସୋନିଆ, ଗାନ୍ଧୀ ପରିବାର ଇସ୍ତଫା ଖବର ଫୁସ୍ରାହୁଲଙ୍କୁ କଂଗ୍ରେସ ନେତୃତ୍ବ ଦେବା ପାଇଁ ପୁଣି ଥରେ ଦଳରୁ ସ୍ବର ତେଜିଲାସଂସଦ ଅଧିବେଶନ ପରେ କଂଗ୍ରେସ ସଂଗଠନରେ ପରିବର୍ତ୍ତନ ହୋଇପାରେ ନୂଆଦିଲ୍ଲୀ: ନିକଟରେ ଶେଷ ହୋଇଥିବା ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନରେ…
Read More...

ପ୍ରାର୍ଥୀ ଘୋଷଣା ସରିଲା, ଏବେ ପରୀକ୍ଷା ବେଳ

ପୌର ନିର୍ବଚାନ ପାଇଁ ରାଜନୀତି ସରଗରମ ଥିବା ବେଳେ ଏବେ କିଏ ହେବ ୩ ମହାନଗର ନିଗମର ମେୟର ତାକୁ ନେଇ ଆରମ୍ଭ ହୋଇଗଲାଣି ରାଜନୀତି । ପ୍ରଥମ ଥର ପାଇଁ ରାଜ୍ୟରେ ମେୟର ପଦବୀ ପାଇଁ ପ୍ରତ୍ୟକ୍ଷ ନିର୍ବାଚନ ହେବାକୁ ଯାଉଛି । ଭୁବନେଶ୍ୱର,କଟକ,ବ୍ରହ୍ମପୁର ପାଇଁ ଅନୁଷ୍ଠିତ ହେବାକୁ ଯାଉଛି ନିର୍ବାଚନ…
Read More...

ମଣିପୁରରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ, ୨୨ଟି ଆସନ ପାଇଁ ପଡୁଛି ଭୋଟ୍‌

ଆଜି ମଣିପୁରରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ । ସକାଳୁ ମତଦାନ ଆରମ୍ଭ ହୋଇସାରିଛି । ଆଜି ୨୨ଟି ଆସନ ପାଇଁ ୯୨ ପ୍ରାର୍ଥୀ ନିର୍ବାଚନ ମୈଦାନରେ ଅଛନ୍ତି । ଆଠଲକ୍ଷରୁ ଅଧିକ ଭୋଟର ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ । ୧୨୪୭ଟି ପୁଲିଂ ବୁଥରେ ଭୋଟ ଗ୍ରହଣ ଚାଲିଛି । ନିର୍ବାଚନ ଆୟୋଗଙ୍କ…
Read More...

ୟୁପିରେ ଆଜି ଷଷ୍ଠ ପର୍ଯ୍ୟାୟ ମତଦାନ, ଯୋଗୀଙ୍କ ଭାଗ୍ୟ ପରୀକ୍ଷା

ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଆଜି ଷଷ୍ଠ ପର୍ଯ୍ୟାୟ ମତଦାନ। ସକାଳ ୭ରୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ୧୦ଟି ଜିଲ୍ଲାର ୫୭ ବିଧାନସଭା ଆସନ ପାଇଁ ମତାଧିକାର ସାବ୍ୟସ୍ତ କରୁଛନ୍ତି ଭୋଟର। ୧୦ ଜିଲ୍ଲାର ୫୭ ଆସନରେ ପ୍ରତିଦ୍ୱନ୍ଦିତା କରୁଥିବା ୬୭୬ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ…
Read More...

କଟକ ମେୟର ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ପୌର ନିର୍ବାଚନ ପାଖେଇ ଆସୁଥିବା ବେଳେ ଏନେଇ ସବୁ ଦଳ ଆରମ୍ଭ କରିଦେଲେଣି ରଣନୀତି । ଏହାରି ମଧ୍ୟରେ ଆଜି କଂଗ୍ରେସ କଟକ ମହାନଗର ନିଗମ ପାଇଁ ମେୟର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି । ଗିରିବାଳା ବେହେରାଙ୍କୁ କଟକ ମହାନଗର ନିଗମର ମେୟର ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ । ପୌର ନିର୍ବାଚନ…
Read More...

ଆଜିଠୁ ପୌର ନାମାଙ୍କନ

ସରିଲା ଗାଁ ଭୋଟ, ଏବେ ସହର ପାଳି । ପୌର ନିର୍ବାଚନ ପାଇଁ ଆଜିଠୁ ନାମାଙ୍କନ ଦାଖଲ ପ୍ରକ୍ରିୟା । ଆସନ୍ତା ୭ ତାରିଖ ଯାଏଁ ଏହି ପ୍ରକ୍ରିୟା ଚାଲିବ । ରାଜ୍ୟର ୧୦୬ଟି ପୌର ସଂସ୍ଥା ଓ ୩ଟି ମହାନଗର ନିଗମରେ ନିର୍ବାଚନ ନେଇ ଆଜିଠୁ ନାମାଙ୍କନ । ଏଥର ପଞ୍ଚାୟତ ଭଳି ପୌର ନିର୍ବାଚନରେ ମଧ୍ୟ…
Read More...

ପଞ୍ଚାୟତ ନିର୍ବାଚନରେ ହାରିଗଲେ ପୂର୍ବତନ ମନ୍ତ୍ରୀ

ପଞ୍ଚାୟତ ନିର୍ବାଚନରେ ହାରିଲେ ପୂର୍ବତନ ମନ୍ତ୍ରୀ । ଅଧିକାଂଶ ସ୍ଥାନରେ ଫଳାଫଳ ଧୀରେ ଧୀରେ ସ୍ପଷ୍ଟ ହେବାରେ ଲାଗିଛି । କେଉଁ ଆସନ କାହା ହାତକୁ ଗଲା ତାହା ସାମନାକୁ ଆସିବାରେ ଲାଗିଛି । ତେବେ ଗାଁ ରାଜନୀତିରେ ଚର୍ଚ୍ଚିତ ଚେହେରା ଥିବା ପୂର୍ବତନ ମନ୍ତ୍ରୀ ଅଞ୍ଜଳି ବେହେରା ସମିତି ସଭ୍ୟ…
Read More...

ବିଜେଡିର ବଡ଼ ବିଜୟ, ଯୁଆଡେ ଚାହିଁବ ସିଆଡେ ଶଙ୍ଖ

ଭାଙ୍ଗିଲା ସବୁ ରେକର୍ଡ।ପଞ୍ଚାୟତ ନିର୍ବାଚନରେ ବିଜେଡିର ବଡ଼ ବିଜୟ । ଗାଁ ଗାଁରେ ଦେଖବାକୁ ମିଳିଛି ନବୀନ କ୍ରେଜ୍ । ୮୫୧ ଜିଲ୍ଲା ପରିଷଦ ଆସନରୁ ବର୍ତମାନ ୮୨୯ର ଫଳାଫଳ ଆସିଛି । ସେଥିରୁ ୭୪୩ ଜୋନରେ ବାଜିମାତ କରିଛି ବିଜେଡି । ବିଜେପି ଖାତାକୁ ମାତ୍ର ୪୨ ଆସନ ଯାଇଥିବା ବେଳେ କଂଗ୍ରେସ ୩୭ଟି…
Read More...

ତୃତୀୟ ଦିନର ଗଣତି, ଏବେ ସୁଦ୍ଧା କିଏ ଆଗରେ କିଏ ପଛରେ?

ଶନିବାରଠୁ ଆରମ୍ଭ ହୋଇଥିବା ପଞ୍ଚାୟତ ନିର୍ବାଚନ ଭୋଟ ଗଣତିର ଆଜି ଶେଷ ଦିନ । ଉପକୂଳରୁ ପଶ୍ଚିମ , ଦକ୍ଷିଣରୁ ଉତ୍ତର ଓଡିଶା ପର୍ଯ୍ୟନ୍ତ ସବୁଠି ନବୀନଙ୍କ କ୍ରେଜ୍ ଦେଖିବାକୁ ମିଳିଛି। ବିଜେଡି ବଡ଼ ବିଜୟ ଆଡକୁ ଅଗ୍ରସର ହେଉଥିବା ବେଳେ ବହୁ ପଛରେ ପଡିଛନ୍ତି ବିଜେପି ଓ କଂଗ୍ରେସ । ଆଜି ଆସିବ…
Read More...