ପ୍ରମୁଖ ଖବର

ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍‌ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍‌ ଶଫିନ୍‌ ଅହମ୍ମଦ
ଚଳନ୍ତା ସ୍ଲିପର୍‌ ବସ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍‌
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍‌ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ
Browsing Category

ରାଜନୀତି

ପଞ୍ଜାବ,ୟୁପିରେ ପଡୁଛି ଭୋଟ

ଆଜି ପଞ୍ଜାବ ବିଧାନସଭା ନିର୍ବାଚନ । ୧୧୭ ଆସନ ପାଇଁ ଭୋଟ ଗ୍ରହଣ ଚାଲିଛି । ସକାଳ ୮ରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି , ସନ୍ଧ୍ୟା ୬ ଯାଏଁ ଚାଲିବ। ମଇଦାନରେ ରହିଛନ୍ତି ହଜାରେ ୩୦୪ ପ୍ରାର୍ଥୀ । ପ୍ରାର୍ଥୀଙ୍କ ମଧ୍ୟରେ ୯୧ ଜଣ ମହିଳା ଅଛନ୍ତ । ୨ କୋଟି ୧୪ ଲକ୍ଷ ଭୋଟର ଏମାନଙ୍କ ଭାଗ୍ୟ
Read More...

ତୃତୀୟ ପର୍ଯ୍ୟାୟ ମତଦାନ: ଭୋଟ ଦେଉଛି ଓଡିଶା

ପଞ୍ଚାୟତ ନିର୍ବାଚନ ପାଇଁ ଆଜି ତୃତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ଚାଲିଛି । ସକାଳ ୭ରୁ ମତଦାନ ଆରମ୍ଭ ହୋଇଛି । ୬୭ ବ୍ଲକର ୧୭୧ ଜିଲ୍ଲା ପରିଷଦ ଆସନ ପାଇଁ ଭୋଟ ଗ୍ରହଣ ଜାରି ରହିଛି । ୧୩୮୨ଟି ପଞ୍ଚାୟତ ଓ ୧୮ ହଜାର ୪୯୫ଟି ୱାର୍ଡରେ ମତାଧିକାର ସାବ୍ୟସ୍ତ କରିବେ ଭୋଟର । ୧୭୧ ଟି ଜିଲ୍ଲା ପରିଷଦ
Read More...

ହାତ ଗୋଡ଼ ବନ୍ଧା ଅବସ୍ଥାରେ ସରପଞ୍ଚ ପ୍ରାର୍ଥୀ ଉଦ୍ଧାର

ପଞ୍ଚାୟତ ନିର୍ବାଚନର ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟରେ ବିଭିନ୍ନ ଜାଗାରେ ରାଜନୀତି ହିଂସା ଦେଖିବାକୁ ମିଳିଛି ।କେଉଁଠି ବୋମାମାଡ଼ ତ କେଉଁଠି ଗୁଳିମାଡ଼ । କେଉଁଠି ବୁଥ ରିଗିଂ ତ ଆଉ କେଉଁଠି କିଏ କାହାକୁ ଆକ୍ରମଣ କଲାଣି । ନୂଆପଡ଼ା ଖଡିଆଳରେ ଗତକାଲିଠୁ ନିଖୋଜ ଥିବା ଜଣେ ସରପ ପ୍ରାର୍ଥୀଙ୍କ
Read More...

ଭୋଟ ବାକ୍ସ ଉଠାଇନେଲେ ଦୁର୍ବୃତ୍ତ, ମତଦାନ ବନ୍ଦ

ଆଜି ଦ୍ୱିତୀୟ ପର୍ଯ୍ୟାୟ ପ ।ୟତ ନିର୍ବାଚନ ଚାଲିଥିବା ବେଳେ ଜଗତସିଂହପୁର ଏକ ମତଦାନ କେନ୍ଦ୍ରରେ ଉତ୍ତେଜନା ଦେଖାଦେଇଛି । ଆଳିପିଙ୍ଗଳ ପଟଶରାରେ କିଛି ଦୁର୍ବୃତ୍ତ ଭୋଟ ବାକ୍ସ ଉଠାଇନେଇଥିବା ଅଭିଯୋଗ ହୋଇଛି । ଏହାକୁ ନେଇ ପଟଶରା ୧ ନମ୍ବର ୨ ନମ୍ବର ବୁ୍‌ଥରେ ଉତ୍ତେଜନା ଦେଖାଦେଇଛି । ଫଳରେ
Read More...

ବିବାଦ ଭିତରେ କୋଟିଆରେ ପଡୁଛି ଭୋଟ

ବିବାଦ ଭିତରେ କୋଟିଆରେ ପଡୁଛି ପଞ୍ଚାୟତ ଭୋଟ । କୋଟିଆ ଗ୍ରାମପୁଞ୍ଜରେ ପଞ୍ଚାୟତ ନିର୍ବାଚନକୁ ଭଣ୍ଡୁର କରିବାର ଆନ୍ଧ୍ରର ଷଡଯନ୍ତ୍ର ଭିତରେ ସକାଳ ୭ରୁ ଆରମ୍ଭ ହୋଇଛି ମତଦାନ । ମତଦାନ ଆରମ୍ଭ ହୋଇଥିବାରୁ ଆଇନଶୃଙ୍ଖଳା ଦୃଷ୍ଟିରୁ ଆନ୍ଧ୍ର ସୀମାକୁ ସିଲ୍ କରିଛି ଓଡିଶା ପ୍ରଶାସନ । ମାଟି ଆଗ
Read More...

ପଞ୍ଚାୟତ ଲଢେଇ: ଦ୍ୱିତୀୟ ପର୍ଯ୍ୟାୟ ପାଇଁ ପଡୁଛି ଭୋଟ୍‌

ପଞ୍ଚାୟତ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପାଇଁ ଚାଲିଛି ଭୋଟିଂ । ସକାଳ ୭ରୁ ମତଦାନ ଆରମ୍ଭ ହୋଇଛି । ଦିନ ଗୋଟାଏ ଯାଏଁ ଭୋଟ ଗ୍ରହଣ ଚାଲିବ। ୩୦ଟି ଜିଲ୍ଲାର ୬୮ ବ୍ଲକର ୧୮୬ ଜିଲ୍ଲା ପରିଷଦ ଜୋନରେ ମତାଧିକାର ସାବ୍ୟସ୍ତ କରୁଛନ୍ତି ଭୋଟର। ୧୫୧୪ ପଞ୍ଚାୟତର ୨୦ ହଜାର ୪୩୫ ବୁଥରେ ଭୋଟ ଦେଇ
Read More...

ହାରିବା ଭୟରେ ରକ୍ତମୁଖା ହେଉଛି ବିଜେପି: ସସ୍ମିତ

ପ୍ରଥମ ପର୍ଯ୍ୟାୟ ମତଦାନ ବେଳେ ନିର୍ବାଚନୀ ହିଂସାକୁ ନେଇ ବିଜେପି ବିଜେଡି ଉପରେ ବର୍ଷିବା ପରେ କାଉଣ୍ଟର ଆଟାକ କରିଛନ୍ତି ବିଜେଡି ସାଂସଦ ସସ୍ମିତ ପାତ୍ର । ହିଂସା ପଛରେ ବିଜେପିର ହାତ ଅଛି । ହାରିବା ଭୟରେ ବିଜେପି ଏପରି ଗୁଣ୍ଡାଗିରି କରୁଛି ବୋଲି କହିଛନ୍ତି ସସ୍ମିତ ପାତ୍ର । ସସ୍ମିତ
Read More...

ବିଜେଡ଼ି କରିଛି ନିର୍ବାଚନୀ ହିଂସା: ବିଜେପି

ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ମତଦାନ ବେଳେ ବିଭିନ୍ନ ଅଞ୍ଚଳରୁ ହିଂସାର ଖବର ଆସିଥିଲା । ବୁଥରେ କେଉଁଠି ଦୁଇ ଗୋଷ୍ଠୀ ମୁହାଁମୁହିଁ ହେଲେଣି ତ ଆଉ କେଉଁଠି ଠେଙ୍ଗାରେ ପିଟାପିଟି ହେଲେଣି । କଣାସରେ ମଧ୍ୟ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଥିଲା । ତେବେ ଏସବୁ ଘଟଣା ପାଇଁ
Read More...

ସାମ୍ବାଦିକଙ୍କୁ ମାଡ଼ ମାରି ବନ୍ଧା ହେଲେ

ପଞ୍ଚାୟତ ନିର୍ବାଚନ ସମ୍ପର୍କିତ ଖବର ସଂଗ୍ରହ କରିବାକୁ ଯାଇଥିବା ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ କାର୍ଯ୍ୟାନୁଷ୍ଠାନ । ପୁରୀ କଣାସରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ପୁଲିସ ୮ ଜଣଙ୍କୁ ଗିରଫ କରିଛି । ଅଭିଯୋଗ ଆଧାରରେ ବିଭିନ୍ନ ସ୍ଥାନରେ ଚଢାଉ କରି ପୁଲିସ ଏମାନଙ୍କୁ ଗିରଫ କରିଛି । ଗିରଫ
Read More...

ପ୍ରଥମ ପର୍ଯ୍ୟାୟରେ ୬୦ ପ୍ରତିଶତରୁ ଅଧିକ ମତଦାନ

ସରିଛି ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ମତଦାନ । ଦିନ ଗୋଟାଏ ସୁଦ୍ଧା ୬୦ ପ୍ରତିଶତ ମତଦାନ ହୋଇଥିବା ରାଜ୍ୟ ନିର୍ବାଚନ କମିଶନ ସୂଚନା ଦେଇଛନ୍ତି । କାଁ ଭାଁ ଗଣ୍ଡଗୋଳ ଛାଡିଦେଲେ ଶାନ୍ତିଶୃଙ୍ଖଳାର ସହ ସରିଛି ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ । ସକାଳ ୭ରୁ ଭୋଟ ଗ୍ରହଣ ଆରମ୍ଭ ହୋଇଥିବା
Read More...