Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍ ଶଫିନ୍ ଅହମ୍ମଦ
ଚଳନ୍ତା ସ୍ଲିପର୍ ବସ୍ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ
Browsing Category
ରାଜନୀତି
ନିର୍ବାଚନ ପୂର୍ବରୁ ଆଖିବୁଜିଲେ ସରପଞ୍ଚ ପ୍ରାର୍ଥୀ, ବନ୍ଦ ରହିଲା ମତଦାନ
ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପାଇଁ ଆଜି ପ୍ରଥମ ପର୍ଯ୍ୟାୟ ଭୋଟ ପଡୁଥିବା ବେଳେ ଆସିଛି ଦୁଃଖଦ ଖବର । ନିର୍ବାଚନ ପୂର୍ବରୁ ଆଖି ବୁଜିଲେ ସରପଞ୍ଚ ପ୍ରାର୍ଥୀ । ଫଳରେ ମତଦାନ ବନ୍ଦ ରହିଛି । କଟକ ସଦର ବ୍ଲକର ଯଶପଡା ପଞ୍ଚାୟତରେ ଏଭଳି ଦୁଃଖଦ ଘଟଣା ଘଟିଛି । କଟକ ସଦର ବ୍ଲକର ଯଶପଡ଼ା ପଞ୍ଚାୟତରେ!-->…
Read More...
Read More...
ପ୍ରାର୍ଥୀଙ୍କ ଘର ଉପରକୁ ବୋମାମାଡ଼
ରାଜ୍ୟରେ ଆଜି ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ପଡୁଥିବା ବେଳେ ବିଭିନ୍ନ ସ୍ଥାନରୁ ଆସିଛି ହିଂସାର ଖବର । କେଉଁଠି ଗୁଳିମାଡ଼ ହୋଇଛି ତ କେଉଁଠି ବୋମାମାଡ଼ । ଆଉ କେଉଁଠି ମତଦାନ କେନ୍ଦ୍ରରେ ବଳପୂର୍ବକ ଭୋଟିଂକୁ ନେଇ ଉତେଜନା ଦେଖାଦେଇଛି । ସାଲେପୁର ଶିଶୁଆ ପଞ୍ଚାୟତର ସମିତି!-->…
Read More...
Read More...
ପଞ୍ଚାୟତ ଲଢେଇ: ଭୋଟ ଦେଉଛି ଓଡିଶା
ଭୁବନେଶ୍ବର: ରାଜ୍ୟରେ ଆରମ୍ଭ ହୋଇଛି ପ୍ରଥମ ପର୍ଯ୍ୟାୟ ମତଦାନ । ସକାଳ ୭ରୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ଅପରାହ୍ନ ଗୋଟାଏ ଯାଏଁ ଭୋଟ ଗ୍ରହଣ ଚାଲିବ। ହଜାରେ ୬୬୯ଟି ପଞ୍ଚାୟତରେ ଆରମ୍ଭ ହୋଇଛି ମତଦାନ। ୨୨ ହଜାର ୩୭୯ ବୁଥରେ ମତାଧିକାର ସାବ୍ୟସ୍ତ କରୁଛନ୍ତି ଭୋଟର। ଏହି ନିର୍ବାଚନରେ ବହୁ ବଡ଼ ବଡ଼!-->…
Read More...
Read More...
କାଲି ପ|ଞ୍ଚାୟତ ଭୋଟ, କ’ଣ କହିଲେ ନିର୍ବାଚନ କମିଶନ?
ରାତିପାହିଲେ ପଞ୍ଚାୟତ ନିର୍ବାଚନ ପାଇଁ ପଡିବ ପ୍ରଥମ ପର୍ଯ୍ୟାୟ ଭୋଟ । ତେବେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ କେତେ ପ୍ରସ୍ତୁତ କରାଯାଇଛି ସେ ନେଇ ରାଜ୍ୟ ନିର୍ବାଚନ କମିଶନ ଆଦିତ୍ୟ ପ୍ରସାଦ ପାଢୀ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି । ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ଆଜି ଅପରାହ୍ନ!-->…
Read More...
Read More...
ବୁଧବାର ପ୍ରଥମ ପର୍ଯ୍ୟାୟ ପ|ଞ୍ଚାୟତ ଭୋଟ, ଆଜି ସନ୍ଧ୍ୟାରେ ସରିବ ପ୍ରଚାର
ଆସନ୍ତା ୧୬ ତାରିଖରେ ଅର୍ଥାତ ବୁଧବାର ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ । ଏଥିପାଇଁ ଆଜି ସରିବ ପ୍ରଚାର । ଆଜି ସନ୍ଧ୍ୟା ସୁଦ୍ଧା ପ୍ରଚାର ଶେଷ ହେବ । ୩୬ ଘଣ୍ଟା ପୂର୍ବରୁ ପ୍ରଚାର, ସଭା ,ସଭିତି ,ଲାଉଡ ସ୍ୱିକର ବନ୍ଦ କରିବାକୁ ନିର୍ଦ୍ଦେଶ ରହିଛି । ତେଣୁ ଆଜି!-->…
Read More...
Read More...
ଆଜି ୩ ରାଜ୍ୟରେ ଭୋଟ, ୟୁପିରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ
ଆଜି ୩ଟି ରାଜ୍ୟରେ ଚାଲିଛି ଭୋଟ ଗ୍ରହଣ। ଉତ୍ତରପ୍ରଦେଶରେ ଆଜି ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଥିବା ବେଳେ ଉତ୍ତରାଖଣ୍ଡ ଓ ଗୋଆର ବି ଭୋଟଗ୍ରହଣ । ଏହି ଦୁଇ ରାଜ୍ୟରେ ଗୋଟିଏ ପର୍ଯ୍ୟାୟରେ ଭୋଟିଂ ଶେଷ ହେବ । ସକାଳ ୬ରୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି । ଉତ୍ତରପ୍ରଦେଶରେ ଦ୍ୱିତୀୟ ପର୍ଯ୍ୟାୟରେ ୫୫ଟି!-->…
Read More...
Read More...
ଭୋଟ ଗ୍ରହଣର ୩୬ ଘଣ୍ଟା ପୂର୍ବରୁ ଗାଁ ଛାଡିବାକୁ ନିର୍ଦ୍ଦେଶ
ଆସନ୍ତା ୧୬ ତାରିଖରେ ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ହେବ । ନିର୍ବାଚନ ପ୍ରସ୍ତୁତି ନେଇ ଆଜି ଜିଲ୍ଲାପାଳଙ୍କ ସହ ରାଜ୍ୟ ନିର୍ବାଚନ କମିସନର ଆଦିତ୍ୟ ପାଢୀ ବୈଠକ କରିଛନ୍ତି । ବୈଠକରେ ଉଭୟ ପୌର ଓ ପଞ୍ଚାୟତ ନିର୍ବାଚନ ନେଇ ଆଲୋଚନା ହୋଇଛି । ନିର୍ବାଚନ କମିସନ କହିଛନ୍ତି, ପ୍ରଚାର ସରିବା!-->…
Read More...
Read More...
ପ୍ରଶାନ୍ତ କିଶୋରଙ୍କ ଅଫିସରେ ଚଢାଉ, ଜଣକୁ ଉଠାଇନେଲା ପୁଲିସ
ଗୋଆରେ ବିଧାନସଭା ନିର୍ବାଚନ ପାଇଁ ଫେବୃଆରୀ ୧୪ରେ ଭୋଟ ଗ୍ରହଣ ହେବ । ଅର୍ଥାତ ମତଦାନକୁ ଆଉ ଦୁଇ ଦିନ ବାକି ଅଛି । ହେଲେ ତା ପୂର୍ବରୁ ଗୋଆରେ ତୃଣମୂଳ କଂଗ୍ରେସ ପାଇଁ ସଂଗଠନ ପ୍ରସ୍ତୁତ କରିବାକୁ ଚେଷ୍ଟା କରୁଥିବା ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋରଙ୍କ କାର୍ଯ୍ୟାଳୟରେ ଚଢାଉ ।!-->…
Read More...
Read More...