Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଶିକ୍ଷକଙ୍କ ପାଇଁ ନୂଆ ସର୍ଭିସ୍ ରୁଲ୍, ୪.୨୦ ଲକ୍ଷ ଯୁବକଯୁବତୀଙ୍କୁ ମିଳିବ ଦକ୍ଷତା ତାଲିମ
ମଣିପୁରରେ ପୁଣି ରକ୍ତପାତ: କଟାମୁଣ୍ଡ ଫେରାଇବାକୁ ୪୮ ଘଣ୍ଟାର ମହଲତ
ଓଡ଼ିଶାରେ ଶିଳ୍ପାୟନକୁ ବଡ଼ ଗତି: ୩୯ ହଜାର କୋଟିରୁ ଅଧିକ ନିବେଶ
ରାଜଧାନୀରେ ପୋଖରୀରେ ବୁଡ଼ି ୧୭ ବର୍ଷୀୟ ନାବାଳକଙ୍କ ମୃତ୍ୟୁ
ଦୀପାବଳି ପର୍ଯ୍ୟନ୍ତ ଘୁଞ୍ଚିଲା ୟୁପିଆଇ ଚାର୍ଜ ଲାଗୁ ନିଷ୍ପତ୍ତି
ହସ୍ପିଟାଲରେ ଚିକିତ୍ସା ଖର୍ଚ୍ଚର ତାଲିକା ଲଗାଇବାକୁ ରାଜ୍ୟଗୁଡ଼ିକୁ କେନ୍ଦ୍ରର ନିର୍ଦ୍ଦେଶ
ବାଣଫୁଟା ନୁହେଁ, ପ୍ରଦୂଷଣମୁକ୍ତ ପର୍ବ ପାଳନ ଉପରେ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱ
Browsing Category
ରାଜନୀତି
ଆଜି ପଞ୍ଚାୟତ ନିର୍ବାଚନ ତାରିଖ ଘୋଷଣା
ଭୁବନେଶ୍ବର: ବାଜିବ ପଞ୍ଚାୟତ ନିର୍ବାଚନ ବିଗୁଲ। ପଞ୍ଚାୟତ ନିର୍ବାଚନ ପାଇଁ ଆଜି ହୋଇପାରେ ତାରିଖ ଘୋଷଣା। ଦିନ ସାଢେ ୧୧ଟାରେ ନିର୍ବାଚନ କମିଶନ ପ୍ରେସମିଟ ଡାକିଛନ୍ତି। ଗୀତଗୋବିନ୍ଦ ସଦନରେ ପ୍ରେସମିଟ କରିବେ। ପ୍ରେସମିଟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନେଇ ତାରିଖ ଘୋଷଣା କରିପାରନ୍ତି!-->…
Read More...
Read More...
ପଞ୍ଚାୟତ ନିର୍ବାଚନ: ବିଜେଡିର ହଁ, ବିରୋଧୀଙ୍କ ନା…
ଭୁବନେଶ୍ବର; ପଞ୍ଚାୟତ ନିର୍ବାଚନ ପାଇଁ ଆଜି ନିର୍ବାଚନ କମିଶନ ସର୍ବଦଳୀୟ ବୈଠକ ଡାକିଥିଲେ ଏଥିରେ ସରକାରୀ ଦଳ ବିଜେଡିକୁ ଛାଡି ଅନ୍ୟ ସମସ୍ତ ଦଳ ନିର୍ବାଚନକୁ ସ୍ଥଗିତ ରଖିବା ପାଇଁ ଦାବି କରିଛନ୍ତି । କରୋନାର ତୃତୀୟ ଲହର ଚାଲିଥିବାରୁ ସଂକ୍ରମଣ ଦ୍ରୁତ ଗତିରେ ବଢୁଛି ତେଣୁ ନିର୍ବାଚନ ସ୍ଥଗିତ!-->…
Read More...
Read More...
ସଂସଦ ଭବନରେ ପଶିଲା କରୋନା
ନୂଆଦିଲ୍ଲୀ: ଦିଲ୍ଲୀରେ ରକେଟ୍ ସ୍ପିଡରେ କରୋନା ବ୍ୟାପୁଥିବା ବେଳେ ସଂସଦରେ ଭବନରେ ବ୍ୟାପିଲା ସଂକ୍ରମଣ। ଗତ ୬ ଓ ତାରିଖରେ ସଂସଦ ଭବନରେ କାମ କରୁଥିବା କର୍ମଚାରୀ ଓ ସୁରକ୍ଷା କର୍ମୀଙ୍କ କରୋନା ଟେଷ୍ଟ ହୋଇଥିଲା। ସେଥିରୁ ୪୦୦ ଶହରୁ ଅଧିକ କର୍ମଚାରୀ ସଂକ୍ରମିତ ଥିବା ଜଣାପଡିଛି । ସମସ୍ତଙ୍କ!-->…
Read More...
Read More...
ନୂଆଦିଲ୍ଲୀ: ପଞ୍ଜାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସୁରକ୍ଷା ତ୍ରୁଟି ମାମଲା। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ରେକର୍ଡ ସୁରକ୍ଷିତ ରଖିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସେହି ଦିନର ଗସ୍ତ ରେକର୍ଡ ସୁରକ୍ଷିତ ରଖିବାକୁ ପଞ୍ଜାବ ହାଇକୋର୍ଟ ରେଜିଷ୍ଟ୍ରାରଙ୍କୁ ନିର୍ଦ୍ଦେଶ!-->…
Read More...
Read More...
ସୁପ୍ରିମକୋର୍ଟରେ ପହଞ୍ଚିଲା ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ମାମଲା
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସୁରକ୍ଷା ବ୍ୟବସ୍ଥାରେ ତ୍ରୁଟିକୁ ନେଇ ଆରମ୍ଭ ହୋଇଛି ରାଜନୀତି । ମୁହାଁମୁହିଁ ହୋଇଛନ୍ତି ବିଜେପି ଓ କଂଗ୍ରେସ । ଗୋଟେପଟେ ଏହି ମାମଲା ଏବେ ସୁପ୍ରିମକୋର୍ଟରେ ପହଞ୍ଚିଯାଇଛି। ଅନ୍ୟପଟେ ଏହି ଘଟଣାକୁ ନେଇ ଚର୍ଚ୍ଚାରେ ଆସିଛନ୍ତି ପଞ୍ଜାବର ଚନ୍ନି ସରକାର ।
!-->!-->…
Read More...
Read More...
ମୁଖ୍ୟମନ୍ତ୍ରୀଙ୍କ ସାମ୍ନାରେ ମନ୍ତ୍ରୀ ଓ ସାଂସଦ ହାତାହାତି
ମଞ୍ଚ ଉପରେ କଂଗ୍ରେସ ଓ ବିଜେପି ନେତା ଭିଡ଼ାଭିଡ଼ିଇଣ୍ଟରନେଟରେ ଭାଇରାଲ୍ ହେଉଛି କର୍ଣ୍ଣାଟକର ଏହି ଦୃଶ୍ୟ
ବେଙ୍ଗାଲୁର: ମୁଖ୍ୟମନ୍ତ୍ରୀଙ୍କ ସାମନାରେ ହାତ ଉଠାଉଠି ହେଲେ ମନ୍ତ୍ରୀ ଓ ସାଂସଦ। ମଞ୍ଚ ଉପରେ ପରସ୍ପର ଦୁଇ ବିରୋଧୀ ରାଜନୀତିକ ଦଳର ଜନ ପ୍ରତିନିଧି ପରସ୍ପରକୁ ପିଟିବା ପାଇଁ!-->!-->!-->…
Read More...
Read More...
ମନ୍ଦିର-ପାର୍କ-ଭୋଜିକୁ ନା, ନେତାଙ୍କୁ ଫୁଲତୋଡା ପାଇଁ ହଁ
ନୂଆବର୍ଷ କଟକଣାକୁ ଫୁ କରି ଉଡ଼ାଇ ଦିଆଗଲାସମସ୍ତେ ସବୁ ଦେଖିଲେ, କିଛି କାର୍ଯ୍ୟାନୁଷ୍ଠାନ ନାହିଁକେହି କାହାକୁ ବାରଣ କିମ୍ବା ତାଗିଦ୍ କଲେନାହିଁକରୋନା ସଂକ୍ରମଣ ବଢ଼ିଲେ କିଏ ଦାୟୀ ହେବ?ଥୋକାଏ ଲୋକ କଟକଣା ମାନିବେନି, ତା ପରେ..
ଭୁବନେଶ୍ବର: ଦେଶର ଦିଲ୍ଲୀ, ମୁମ୍ବାଇ ଭଳି ସହରରେ!-->!-->!-->…
Read More...
Read More...
ପ୍ରଥମ ପରୀକ୍ଷାରେ ଡିଜି ବଂଶଲ ପାସ୍
ଭୁବନେଶ୍ବର: ନୂଆବର୍ଷ ଅବ୍ୟବହିତ ପୂର୍ବରୁ ଅର୍ଥାତ୍ ଡିସେମ୍ବର ୩୧ ତାରିଖରେ ପୁଲିସ ମହାନିର୍ଦେଶକ ଭାବେ ଦାୟିତ୍ବ ଗ୍ରହଣ କରିଥିଲେ ୧୯୮୭ ବ୍ୟାଚ୍ ଆଇପିଏସ୍ ସୁନୀଲ ବଂଶଲ। କେନ୍ଦ୍ର ସରକାର ସମ୍ମତି ପ୍ରକାଶ କରିଥିବା ତିନିଟି ନାମ ମଧ୍ୟରେ ଶ୍ରୀବଂଶଲ ଅନ୍ୟତମ ଥିଲେ। ଅନ୍ୟ ଦୁଇଜଣ ଥିଲେ!-->…
Read More...
Read More...
ବସ୍ତିବାସିନ୍ଦାଙ୍କୁ କେନ୍ଦ୍ର ଚାହିଁଲାନି; ନବୀନ ସାମ୍ନାକୁ ଆସିଲେ
୫ମହାନଗର ନିଗମର ୯୩୯ବସ୍ତିରେ ଜାଗା ମିସନରେ ଦିଆଯିବ ଜମିକେନ୍ଦ୍ର ସରକାର ଘର ପ୍ରଦାନ ନେଇ ଟାଳଟୁଳ ନୀତି ଅବଲମ୍ବନ କରୁଥିଲେ୧.୯୦ଲକ୍ଷ ପରିବାର ଉପକୃତ ହେବେ, ୬ମାସ ଟାର୍ଗେଟ ଦିଆଗଲାଜମି ବଣ୍ଟନ ପରେ ଘର ଦେବାକୁ ବି ସରକାର ଦେଇଛନ୍ତି ପ୍ରତିଶ୍ରୁତିନିର୍ବାଚନ ପୂର୍ବରୁ ବଡ ନିଷ୍ପତ୍ତି ନେଇଗଲେ!-->…
Read More...
Read More...