ପ୍ରମୁଖ ଖବର

ଶିକ୍ଷକଙ୍କ ପାଇଁ ନୂଆ ସର୍ଭିସ୍‌ ରୁଲ୍‌, ୪.୨୦ ଲକ୍ଷ ଯୁବକଯୁବତୀଙ୍କୁ ମିଳିବ ଦକ୍ଷତା ତାଲିମ
ମଣିପୁରରେ ପୁଣି ରକ୍ତପାତ: କଟାମୁଣ୍ଡ ଫେରାଇବାକୁ ୪୮ ଘଣ୍ଟାର ମହଲତ
ଓଡ଼ିଶାରେ ଶିଳ୍ପାୟନକୁ ବଡ଼ ଗତି: ୩୯ ହଜାର କୋଟିରୁ ଅଧିକ ନିବେଶ
ରାଜଧାନୀରେ ପୋଖରୀରେ ବୁଡ଼ି ୧୭ ବର୍ଷୀୟ ନାବାଳକଙ୍କ ମୃତ୍ୟୁ
ଦୀପାବଳି ପର୍ଯ୍ୟନ୍ତ ଘୁଞ୍ଚିଲା ୟୁପିଆଇ ଚାର୍ଜ ଲାଗୁ ନିଷ୍ପତ୍ତି
ହସ୍ପିଟାଲରେ ଚିକିତ୍ସା ଖର୍ଚ୍ଚର ତାଲିକା ଲଗାଇବାକୁ ରାଜ୍ୟଗୁଡ଼ିକୁ କେନ୍ଦ୍ରର ନିର୍ଦ୍ଦେଶ
ବାଣଫୁଟା ନୁହେଁ, ପ୍ରଦୂଷଣମୁକ୍ତ ପର୍ବ ପାଳନ ଉପରେ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱ
Browsing Category

ରାଜନୀତି

ବିଜେଡିରେ ଯୋଗଦେଲେ ସାମ୍ବାଦିକ ଗୌତମବୁଦ୍ଧ ଦାସ

ଭୁବନେଶ୍ଵର, ୧୧/୧୧: ବରିଷ୍ଠ ସାମ୍ବାଦିକ ତଥା ବାଲେଶ୍ଵର ଜିଲ୍ଲା ଭୋଗରାଇର ଜଣାଶୁଣା ସମାଜସେବୀ ଗୌତମବୁଦ୍ଧ ଦାସ ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି। ଆଜି ଏଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ବିଜେଡିର ସାଙ୍ଗଠନିକ ସମ୍ପାଦକ ବିଧାୟକ ପ୍ରଣବ ପ୍ରକାଶ ଦାସ ତାଙ୍କୁ ଦଳୀୟ ଉତ୍ତରୀୟ ପିନ୍ଧାଇ ଦଳକୁ…
Read More...

ଉଠିଲା କୋଟିଆ ପ୍ରସଙ୍ଗ..ମିଶିକି କରିବେ ସମାଧାନ

ଲୋକସେବା ଭବନରେ ଓଡିଶା ଓ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା ପରେ ଜାରି କରାଯାଇଛି ମିଳିତ ବିବୃତ୍ତି । ନବୀନ ଓ ଜଗନଙ୍କ ବୈଠକରେ ଦୁଇ ରାଜ୍ୟ ମଧ୍ୟରେ ଥିବା ସୀମା ବିବାଦ, ଜଳ ବିବାଦ, ଶକ୍ତ ଓ ନକ୍ସଲ ପ୍ରସଙ୍ଗରେ ଆଲୋଚନା କରାଯାଇଛି । କିଭଳି ଦୁଇ ରାଜ୍ୟ ମଧ୍ୟରେ ଥିବା ବିବାଦର…
Read More...

ଆଜି ଏନସିବିରେ ହାଜର ହୋଇପାରନ୍ତି ଆର୍ୟ୍ୟନ

ମୁମ୍ବାଇ: ମୁମ୍ବାଇ କ୍ରୁଜ ଡ୍ରଗ୍ସ ମାମଲାରେ ଶାହାରୁଖ ଖାନ୍‌ଙ୍କ ପୁଅ ଆର୍ୟ୍ୟନ ଖାନଙ୍କ ଆଜି ଏନସିବି ବୟାନ ରେକର୍ଡ କରିପାରେ। ଦେହ ଖରାପ ଥିବାରୁ ଆର୍ୟ୍ୟନ ରବିବାର ଏନସିବି କାର୍ଯ୍ୟାଳୟରେ ପହଞ୍ଚି ପାରିନଥିଲେ। ଏସଆଇଟି ଆର୍ୟ୍ୟନ ଖାନଙ୍କ ସମେତ ୬ଟି ମାମଲାର ଯାଞ୍ଚ କରୁଛି। ସେପଟେ ଏନସିବି…
Read More...

ଦିଲ୍ଲୀରେ ଆରମ୍ଭ ହେଲା ବିଜେପିର ରଣନୀତି କସରତ

ନୂଆଦିଲ୍ଲୀ: ଆସନ୍ତା ବର୍ଷ ୫ ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ଆଜି ଦିଲ୍ଲୀରେ ବସୁଛି ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକ। ଆଜି ଏନଡିଏମସି ସମ୍ମିଳନୀ କକ୍ଷରେ ବସିବାକୁ ଥିବା ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ୧୨୪ ଜଣ ସଦସ୍ୟ ଉପସ୍ଥିତ…
Read More...

ଆଉଟସୋର୍ସିଂ କର୍ମଚାରୀଙ୍କ ପାରିଶ୍ରମିକ ୨୫% ବଢିଲା

ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଆଉଟସୋର୍ସିଂ ସଂସ୍ଥା ଜରିଆରେ ତଥା ଚୁକ୍ତିଭିତ୍ତିରେ ନିୟୋଜିତ ହୋଇଥିବା ବ୍ୟକ୍ତି ମାନଙ୍କର ପାରିଶ୍ରମିକରେ ୨୫ ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଏହାଦ୍ବାରା ଓଡିଶା ସରକାରଙ୍କ ବିଭିନ୍ନ ବିଭାଗରେ…
Read More...

ସମବାୟ ନିର୍ବାଚନ ପାଇଁ ବାଟ ଖୋଲିଲା

ଭୁବନେଶ୍ବର: ପଞ୍ଚାୟତ ଓ ପୌର ନିର୍ବାଚନ ପରେ ଏବେ ସମବାୟ ନିର୍ବାଚନ ପାଇଁ ରାସ୍ତା ଖୋଲିଛି। ଆଜି ହାଇକୋର୍ଟ ସମବାୟ ସମିତି ନିର୍ବାଚନ ସଂକ୍ରାନ୍ତ ଏକ ମାମଲାର ଶୁଣାଣି କରି ଏ ପ୍ରସଙ୍ଗରେ ତୁରନ୍ତ ପଦକ୍ଷେପ ନେବାକୁ ଜଷ୍ଟିସ ବିଶ୍ବଜିତ ମହାନ୍ତିଙ୍କୁ ନେଇ ଗଠିତ ଖଣ୍ଡପୀଠ ନିର୍ଦେଶ…
Read More...

ବିଜେପିକୁ ଟିକେ ଅଧିକ ଝଟକା, କଂଗ୍ରେସ ଖୁସି

ପଶ୍ଚିମବଙ୍ଗରେ ଅମାନତ ହରାଇଲେ ତିନି ବିଜେପି ପ୍ରାର୍ଥୀହିମାଚଳ ପ୍ରଦେଶରେ କଂଗ୍ରେସର ପ୍ରଦର୍ଶନ ଉଲ୍ଲେଖନୀୟ୨୯ ବିଧାନସଭା ଓ ୩ ଲୋକସଭା ଆସନ ପାଇଁ ହେଉଥିଲା ଉପନିର୍ବାଚନ ନୂଆଦିଲ୍ଲୀ: ୨୯ ବିଧାନସଭା ଓ ୩ ଲୋକସଭା ଆସନ ଫଳାଫଳ ଭାରତ ରାଜନୀତିକୁ ଦୋହଲାଇ ଦେବାଭଳି ହୋଇଛି। ଉତ୍ତର…
Read More...

ଟିଏମସିରେ ସାମିଲ ହେଲେ ଲିଆଣ୍ଡର ପେସ୍

ଭାରତର ଟେନିସ ଖେଳାଳି ଲିଆଣ୍ଡର ପେସ୍ ନିଜର ରାଜନୈିତିକ ଇନିଂସ ଆରମ୍ଭ କରିଛନ୍ତି । ଟିଏମସିରେ ସାମିଲ ହୋଇଛନ୍ତି ଲିଆଣ୍ଡର ପେସ୍ । ଆଜି ଲିଆଣ୍ଡର ପେସ୍ ବିଧିବଦ୍ଧ ଭାବେ ତୃଣମୂଳ କଂଗ୍ରେସରେ ଯୋଗ ଦେଇଛନ୍ତି । ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏହି ଅବସରରେ କହିଛନ୍ତି , ସେ ମୋର…
Read More...

ଜେଲରୁ ଫେରିବ ପୁଅ

ଜେଲରୁ ଫେରିବ ପୁଅ । ବଲିଉଡ ଷ୍ଟାର ଶାହାରୁଖ ଖାନ୍‌ଙ୍କ ପୁଅ ଆର୍ୟନ ଖାନଙ୍କୁ ୨୫ ଦିନ ପରେ ଜାମିନ ମିଳିବା ପରେ ସେ ଏବେ ମନ୍ନତ ଫେରିବେ । ଆଜି କିମ୍ବା ଆସନ୍ତାକାଲି ସେ ଜେଲରୁ ମୁକୁଳିପାରନ୍ତି । ତେବେ ଆର୍ୟନ ଖାନଙ୍କ ଜାମିନ ମିଳିବା ଶୁଣିବା ପରେ ଖୁସିର କାନ୍ଦି ପକାଇଥିଲେ ଶାହାରୁଖ ଖାନ୍…
Read More...

କ୍ୟାପଟେନ ଗଢିବେ ନୂଆ ଦଳ

ପଞ୍ଜାବ ପୂର୍ବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂହ ଆଜି ସାମ୍ବାଦିକ ସମ୍ମିଳନୀ କରି ବଡ଼ ଘୋଷଣା କରିଛନ୍ତି । ଅମରିନ୍ଦର କହିଛନ୍ତି ଯେ, ସେ ଏକ ନୂଆ ରାଜନୈତିକ ଦଳ ଗଠନ କରିବାକୁ ଯାଉଛନ୍ତି । ଯାହାର ନାମ ଖୁବ ଶୀଘ୍ର ଘୋଷଣା କରିବେ । ଦଳର ଚିହ୍ନ ମଧ୍ୟ ଖୁବ ଶୀଘ୍ର ସ୍ଥିର ହେବ । ନୂଆ…
Read More...