ପ୍ରମୁଖ ଖବର

କିସ୍‍ ବିଶ୍ୱବିଦ୍ୟାଳୟର ୫ମ ସମାବର୍ତ୍ତନ
୧୦ ଶିକ୍ଷକଙ୍କ ଦରମା ବନ୍ଦ କଲେ ବିଇଓ
ଓଡ଼ିଶାରେ ଗତ ୨ ବର୍ଷରେ ୧୧,୩୩୭ ଶିଶୁ ନିଖୋଜ
୪ ନମ୍ୱର ଆମିଷ ବଜାରରୁ ହଟିବ ସମସ୍ତ ଜବରଦଖଲ
ରୋଗୀସେବାରେ ସାମିଲ ହେବ ୨୦୦ଟି ନୂଆ ୧୦୮ ଆମ୍ବୁଲାନ୍ସ
ଅନେକ ପ୍ରେରଣା ଆଣିଛି ନଭେମ୍ବର ମାସ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
Browsing Category

ରାଜନୀତି

ଆତିଶୀଙ୍କ ସମେତ ୧୨ ଆପ୍ ବିଧାୟକ ସସ୍‌ପେଣ୍ଡ

ନୂଆଦିଲ୍ଲୀ: ଗୃହରେ ହଟ୍ଟଗୋଳ କରିବାରୁ ୨୨ ଆପ୍ ବିଧାୟକଙ୍କୁ ଦିନକ ପାଇଁ ସସପେଣ୍ଡ କଲେ ବାଚସ୍ପତି। ଦିଲ୍ଲୀ ବିଧାନସଭା ଅଧିବେଶନର କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ଆମ ଆଦମୀ ପାର୍ଟି ବିଧାୟକମାନେ ହଟ୍ଟଗୋଳ କରିବା ଆରମ୍ଭ କରିଦେଇଛନ୍ତି। ଆଜି ଗୃହକାର୍ଯ୍ୟ ଆରମ୍ଭ ହେବା ପରେ ଉପ-ରାଜ୍ୟପାଳ ଭି
Read More...

ଆତିଶୀ ହେବେ ଦିଲ୍ଲୀ ବିଧାନସଭାର ପ୍ରଥମ ମହିଳା ବିରୋଧୀ ଦଳ ନେତା

ନୂଆଦିଲ୍ଲୀ: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆପ ନେତ୍ରୀ ଆତିଶୀ ମରଲେନ ହେବେ ଦିଲ୍ଲୀ ବିଧାନସଭାରେ ବିରୋଧୀ ଦଳ ନେତା। ରବିବାର ଦିଲ୍ଲୀ ବିଧାନସଭାରେ ବିରୋଧୀ ଦଳ ନେତା ହେବା ପାଇଁ ଦଳୀୟ ବିଧାୟକମାନେ ଆତିଶୀଙ୍କ ନାଁ ମନୋନୀତ କରିଥିଲେ। ଆଉ ଏହାପରେ ଆତିଶୀ ବନିଛନ୍ତି ଗୃହରେ ପ୍ରଥମ ମହିଳା
Read More...

ଦିଲ୍ଲୀର ଚତୁର୍ଥ ମହିଳା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ରେଖା ଗୁପ୍ତା

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ରେଖା ଗୁପ୍ତା। ଦିଲ୍ଲୀର ନୂଆ ତଥା ଚତୁର୍ଥ ମହିଳା ମୁଖ୍ୟମନ୍ତ୍ରୀ ଭାବରେ ରେଖା ଗୁପ୍ତା ଗୁରୁବାର ଶପଥ ଗ୍ରହଣ କରିଛନ୍ତି। ଲେଫ୍ଟନାଣ୍ଟ ଗଭର୍ଣ୍ଣର ବିନୟ କୁମାର ସାକ୍ସେନା ରେଖା ଗୁପ୍ତାଙ୍କୁ ମୁଖ୍ୟମନ୍ତ୍ରୀ ପଦର ଶପଥ ପାଠ କରାଇଥିଲେ।
Read More...

ରେଖା ଗୁପ୍ତା ହେବେ ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଦିଲ୍ଲୀର ନୂତନ ମୁଖ୍ୟମନ୍ତ୍ରୀ ହେବେ ରେଖା ଗୁପ୍ତା। ବହୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ବିଜେପି ଘୋଷଣା କଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ନାଁ। ଆଜି ସନ୍ଧ୍ୟାରେ ଦିଲ୍ଲୀ ବିଜେପି ବିଧାୟକ ଦଳ ବୈଠକ ପରେ କରାଯାଇଛି ଏହି ଘୋଷଣା। ସେ ଆସନ୍ତାକାଲି ଐତିହାସିକ ରାମଲୀଲା ମୈଦାନରେ
Read More...

୧୮ରୁ କଂଗ୍ରେସର ସଂକଳ୍ପ ପଦଯାତ୍ରା

ଭୁବନେଶ୍ୱର: ଫେବୃଆରୀ ୧୮ ତାରିଖରୁ ଆରମ୍ଭ ହେବାକୁ ଯାଉଛି କଂଗ୍ରେସର ସଂକଳ୍ପ ପଦଯାତ୍ରା। ପ୍ରଥମେ ଭୁବନେଶ୍ୱର ବିମାନବନ୍ଦରରୁ ଲିଙ୍ଗିପୁର ପର୍ଯ୍ୟନ୍ତ ଏହି ପଦଯାତ୍ରା ହେବ। ଏହାପରେ ପୁଣି ଲିଙ୍ଗିପୁରରୁ ପିପିଲି ପର୍ଯ୍ୟନ୍ତ ଏହି ସଂକଳ୍ପ ପଦଯାତ୍ରା ଯିବ। ସଫଳ ଓଡିଶାର ରୂପାୟନ ସହ ଓଡିଶାର
Read More...

ପୁଣି କଂଗ୍ରେସକୁ ଫେରିଲେ ସୁରେଶ ରାଉତରାୟ

ଭୁବନେଶ୍ଵର: ପୁଣି କଂଗ୍ରେସକୁ ଫେରିଲେ ସୁରେଶ ରାଉତରାୟ। କଂଗ୍ରେସ ସର୍ବକ୍ଷମା ଆଣିବା ପରେ ଆଜି ମୁଣ୍ଡିଆ ମାରି, ନଡ଼ିଆ ଭାଙ୍ଗି, କଂଗ୍ରେସ ପତାକା ବେକରେ ପକାଇ ପୁଣି କମ୍ ବ୍ୟାକ୍‌ କରିଛନ୍ତି ସୁର। କଂଗ୍ରେସ ଭବନରେ ବଡ଼ ପୁଅ ସିଦ୍ଧାର୍ଥ ରାଉତରାୟ ବାପାକୁ ସ୍ୱାଗତ ଜଣାଇବା ସହ ପାଛୋଟି
Read More...

ଲୋକ ସଭାରେ ଆଗତ ହେଲା ନୂତନ ଆୟକର ବିଲ

ନୂଆଦିଲ୍ଲୀ: ଲୋକସଭାରେ ନୂତନ ଆୟକର ବିଲ ଆଗତ ହୋଇଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଲୋକ ସଭାରେ ନୂତନ ଆୟକର ବିଲ ୨୦୨୫ ଆଗତ କରିଛନ୍ତି।ପୂର୍ବରୁ, ୭ ଫେବୃଆରୀ ୨୦୨୫ରେ, କେନ୍ଦ୍ର କ୍ୟାବିନେଟ ଏହି ବିଲକୁ ଅନୁମୋଦନ କରିଥିଲେ। ଏହି ନୂତନ ବିଲ ପ୍ରାୟ ୬୦ ବର୍ଷ ପୁରୁଣା ଆୟକର ଆଇନକୁ ବଦଳାଇବ
Read More...

ଟ୍ୟାବ୍‌ରେ ପ୍ରଶ୍ନୋତ୍ତର ପ୍ରସ୍ତାବ ପଢ଼ିବେ ବିଧାୟକ

ଭୁବନେଶ୍ବର: ଏଣିକି ଆଉ ପେପର ଦେଖିବେ ନାହିଁ ବିଧାୟକ। ପେପର ଲେସ୍ ହେବ ବିଧାନସଭା। ସ୍ବାର୍ଟ ହେବେ ବିଧାୟକ। ଏବେ ପେପର ବଦଳରେ ଟ୍ୟାବରେ ପଢିବେ ବିଧାୟକ। ନେଭା ପକ୍ଷରୁ ଏହି ଏହି ବ୍ୟବସ୍ଥା କରାଯାଇଛି।ବିଧାନସଭାରେ ୧୪୭ ବିଧାୟକଙ୍କ ଆସନରେ ଟ୍ୟାବ୍ ଲାଗିଛି। ଏଥର ବିଧାନସଭାରେ କୌଣସି
Read More...

ଭକ୍ତ ଚରଣ ଦାସ ହେଲେ ପିସିସି ସଭାପତି

ଭୁବନେଶ୍ବର: କିଏ ହେବ କଂଗ୍ରେସ ପିସିସି ସଭାପତି ? ଏହାକୁ ଅନେକ ଦିନ ଧରି ଚର୍ଚ୍ଚା ଲାଗି ରହିଥିଲା। ଶେଷରେ ପିସିସି ସଭାପତିଙ୍କ ନାଁ ଘୋଷଣା କଲା ଏଆଇସିସି। ଓଡ଼ିଶା ପିସିସି ସଭାପତି ଭାବେ ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତଚରଣ ଦାସଙ୍କୁ ନାଁ ଘୋଷଣା କରାଯାଇଛି।
Read More...

ଇସ୍ତଫା ଦେଲେ ମଣିପୁର ମୁଖ୍ୟମନ୍ତ୍ରୀ ଏନ୍ ବିରେନ ସିଂହ

ମଣିପୁର: ଇସ୍ତଫା ଦେଲେ ମଣିପୁର ମୁଖ୍ୟମନ୍ତ୍ରୀ ବିରେନ ସିଂହ। ମଣିପୁର ମୁଖ୍ୟମନ୍ତ୍ରୀ ଏନ୍ ବିରେନ ସିଂହ ରବିବାର ରାଜଭବନରେ ରାଜ୍ୟପାଳ ଅଜୟ କୁମାର ଭଲ୍ଲାଙ୍କୁ ତାଙ୍କ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ଶ୍ରୀ ସିଂହଙ୍କ ସହ ବିଜେପି ଓ ଏନପିଏଫର ୧୪ ଜଣ ବିଧାୟକ ମଧ୍ୟ ଉପସ୍ଥିତ ଥିଲେ। ଏହି
Read More...