ପ୍ରମୁଖ ଖବର

ଶୁଭେନ୍ଦୁ ଅଧିକାରୀଙ୍କ ପିଏ ହତ୍ୟାକାଣ୍ଡ: ଶାର୍ପ ସୁଟର ସହ ୩ ଗିରଫ
ମୁଖ୍ୟମନ୍ତ୍ରୀ ହେବା ପରେ ତ୍ରିଚି ଆସନ ଛାଡିଲେ ବିଜୟ
ମୁମ୍ବଇ-ପୁଣେ ଏକ୍ସପ୍ରେସୱେରେ ସୁପ୍ରିୟା ସୁଲେଙ୍କ କାର୍‌କୁ ଧକ୍କା, ଅଳ୍ପକେ ବର୍ତ୍ତିଲେ ସାଂସଦ
ଜୁଲାଇ ୧ରୁ ଲାଗୁ ହେବ ‘ଭିବି-ଜିରାମ-ଜି’ ଆଇନ
ମୋଦୀଙ୍କ ଦେଶବାସୀଙ୍କୁ ଆହ୍ୱାନ:‘ଗୋଟିଏ ବର୍ଷ ‘ସୁନା କିଣନ୍ତୁ ନାହିଁ,ୱାର୍କ ଫ୍ରମ୍ ହୋମ୍‌ କରନ୍ତୁ -ଇନ୍ଧନ ସଞ୍ଚୟ କରନ୍ତୁ’
Browsing Category

ବିଜ୍ଞାନ

୪ରେ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି, ୭ ସୁଦ୍ଧା ନେଇପାରେ ଲଘୁଚାପ ରୂପ

ଭୁବନେଶ୍ୱର, ନଭେମ୍ବର ୪ ତାରିଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଉତ୍ତର ସୁମାତ୍ରା ନିକଟରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ୭ ସୁଦ୍ଧା ଏହା ଲଘୁଚାପ ରୂପ ନେଇପାରେ ବୋଲି ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ଡ. ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି । ଡ.
Read More...

୪୮ ଘଣ୍ଟା ମଧ୍ୟରେ ଉପକୂଳ ଓ ଉତ୍ତର ଓଡ଼ିଶା ରେ ବର୍ଷା ସମ୍ଭାବନା!

ଭୁବନେଶ୍ବର; ସକାଳ ୬.୦୦ ରେ ଉପଗ୍ରହ ରୁ ଉତ୍ତୋଳନ କରାଯାଇଥିବା ପାଣିପାଗ ଚିତ୍ର ଦର୍ଶାଉଛି ଯେ, ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଅଞ୍ଚଳ ରେ ଡିପ୍ରେଶନ ସକ୍ରିୟ ରହିଛି । ଏହି କ୍ଷେତ୍ର ଆସନ୍ତା ୦୬ ଘଣ୍ଟା ମଧ୍ୟରେ ଡିପ ଡିପ୍ରେଶନ ରେ ପରିଣତ ହେବ ଏବଂ ଗତିପଥ ପରିବର୍ତ୍ତନ
Read More...

ମହାକାଶରେ ସଫଳ ଅବସ୍ଥାନ କଲା ଏଲଭିଏମ୍୩

ଆନ୍ଧ୍ରପ୍ରଦେଶ; ସଫଳ ହେଲା ଇସ୍ରୋର ଐତିହାସିକ ମିଶନ । ମଧ୍ୟରାତ୍ରିରେ ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାୱନ ମହାକାଶ କେନ୍ଦ୍ରରୁ ମହାକାଶକୁ ଗଲା ଲଞ୍ଚ ଭେହକିଲ୍‌ ଏଲଭିଏମ୍୩। ରାତି ୧୨ଟା ୭ ମିନିଟରେ ଏଲଭିଏମ୩-ଏମ୨ ମହାକାଶକୁ ଯାତ୍ରା କରିଥିଲା । ଏଥିରେ ଏକାସଙ୍ଗେ ୩୬ଟି
Read More...

ରାଜ୍ୟ ରୁ ଫେରିଗଲା ମୌସୁମୀ ବାୟୁ

ବାଂଲାଦେଶ - ପଶ୍ଚିମବଙ୍ଗ ଉପକୂଳ ଆଡ଼କୁ ବାତ୍ୟା ଯିବ !ଓଡ଼ିଶା ଉପକୂଳ ନିକଟସ୍ଥ ସମୁଦ୍ର ରେ ସମାନ୍ତରାଳ ଭାବେ ଗତି କରିବ୨୪ ଘଣ୍ଟା ମଧ୍ୟରେ ସମଗ୍ର ଦେଶ ରୁ ବିଦାୟ ନେବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଭୁବନେଶ୍ବର; ଗତ କାଲି ଉତ୍ତର ଆଣ୍ଡମାନ ସାଗର ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ
Read More...

୬ ଘଣ୍ଟା ମଧ୍ୟରେ ସୃଷ୍ଟି ହେବ ଲଘୁଚାପ, ବାତ୍ୟା ସୃଷ୍ଟି ପାଇଁ ପାଗ ଅନୁକୂଳ

ଓଡ଼ିଶା- ପଶ୍ଚିମବଙ୍ଗ- ବାଂଲାଦେଶ ଉପକୂଳ ଉପରେ ନଜର !!! ଭୁବନେଶ୍ବର; ଉତ୍ତର ଆଣ୍ଡମାନ ସାଗର ରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି ଓ ଅନୁକୂଳ ସାମୁଦ୍ରିକ ଓ ବାୟୁମଣ୍ଡଳ ବାତାବରଣ ମଧ୍ୟରେ ରହିଛି । ଆସନ୍ତା ୦୬ ଘଣ୍ଟା ମଧ୍ୟରେ ଏହା ଉତ୍ତର ଆଣ୍ଡାମାନ ସାଗର ତତ୍ ସଂଲଗ୍ନ ଦକ୍ଷିଣ ପୂର୍ବ
Read More...

ବଙ୍ଗୋପସାଗରରେ ଆସୁଛି ବାତ୍ୟା

୨୨ ତାରିଖରେ ସ୍ପଷ୍ଟ ହେବ କେତେ ଓ କେଉଁଠି ପ୍ରଭାବ ପକାଇବ ଭୁବନେଶ୍ବର: ଉତ୍ତର ଆଣ୍ଡମାନ ସାଗର ରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହି କ୍ଷେତ୍ର ଆସନ୍ତା ୪୮ ଘଣ୍ଟା ମଧ୍ୟରେ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଅଗ୍ରସର ହୋଇ ଦକ୍ଷିଣ ପୂର୍ବ ତତ୍ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ
Read More...

ଓଡ଼ିଶାକୁ ବଡବର୍ଷା ଆସୁଛି

ଭୁବନେଶ୍ୱର: ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ୨୦ ତାରିଖରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବା ସମ୍ଭାବନା ରହିଛି । ଏହା ସମୁଦ୍ର ପତ୍ତନଠାରୁ ୩.୧ କିଲୋମିଟର ପର୍ଯ୍ୟନ୍ତ ଲମ୍ବିଛି। ଦକ୍ଷିଣ ପୂର୍ବ ପାର୍ଶ୍ୱବର୍ତ୍ତୀ ପୂର୍ବ
Read More...

ବାଲିଷ୍ଟିକ ମିସାଇଲ୍‌ର ସଫଳ ପରୀକ୍ଷଣ

ଶକ୍ତିଶାଳୀ ହେଉଛି ଭାରତର ଆଣବିକ ଶକ୍ତି କ୍ଷମତା । ଏଣିକି ଡ଼ରିବେ ଶତ୍ରୁପକ୍ଷ। ଆଇଏନ୍‌ଏସ୍ ଅରିହନ୍ତରୁ ବାଲିଷ୍ଟିକ ମିସାଇଲ୍‌ର ସଫଳ ପରୀକ୍ଷଣ କଲା ଭାରତ । ବଙ୍ଗୋପସାଗରେ ଏକ ନିର୍ଦ୍ଧାରିତ ଟାର୍ଗେଟକୁ ସଫଳତାର ସହ ଲକ୍ଷଭେଦ କରିଛି ଏହି କ୍ଷେପଣାସ୍ତ୍ର। ଏନେଇ ପ୍ରତିରକ୍ଷା ମନ୍ତ୍ରାଳୟ
Read More...

୧୮ରେ ଆଣ୍ଡମାନ ସାଗର ରେ ଘୂର୍ଣ୍ଣିବଳୟ

ଆସନ୍ତା ୪୮ ଘଣ୍ଟା ଯାଏଁ ବିଭିନ୍ନ ସ୍ଥାନ ରେ ବର୍ଷା ଓ ବଜ୍ରପାତ ର ପ୍ରଭାବଅଧିକ ଘନୀଭୂତ ହେବା ପାଇଁ ପାଗ ଅନୁକୂଳ ଭୁବନେଶ୍ବର; ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସକ୍ରିୟ ରହିଛି। ଆସନ୍ତା ୩ ଦିନ ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେନ୍ଦ୍ରୀୟ ଭାରତ ର
Read More...

ନାସାର ‘ଡାର୍ଟ ମିଶନ’ ସଫଳ

ନାସାକୁ ମିଳିଛି ବଡ ସଫଳତା । ସଫଳ ହୋଇଛି ନାସାର ଐତିହାସିକ ଡାର୍ଟ ମିଶନ । ପୃଥିବୀ ଆଡକୁ ମାଡିଆସୁଥିବା ଆଷ୍ଟ୍ରଏଡ୍ ଗୁଡିକର ଦିଗ ବଦଳାଇଦେଇଛି ଏହି ‘ଡାର୍ଟ ମିଶନ୍’ । ପୃଥିବୀକୁ କୌଣସି କ୍ଷତି ହେବାରୁ ବଞ୍ଚାଇବାକୁ ଯାଇ ଏହାର କକ୍ଷ ପଥରେ ଥିବା ସମସ୍ତ ଗ୍ରହାଣୁ ଗୁଡିକର ଦିଗ ବଦଳାଇ ଦେଇଛି
Read More...