ପ୍ରମୁଖ ଖବର

ପିକନିକ୍ ପାଇଁ ମାର୍ଗଦର୍ଶିକା ଜାରି କଲା ପରିବହନ ବିଭାଗ
ନୂଆବର୍ଷ ଭିଡକୁ ଦୃଷ୍ଟିରେ ରଖି ପୁରୀରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ
ଜାନୁଆରୀ ୨ରୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ୍ ପରୀକ୍ଷା
ଭୁବନେଶ୍ବର ବିମାନବନ୍ଦରରୁ ୪ କୋଟି ଟଙ୍କାର ମରିଜୁଆନା ଜବତ
ନିୟନ୍ତ୍ରଣ ହରାଇ ଘାଇକୁ ଖସିଲା ବସ୍, ୭ମୃତ
Browsing Category

ବିଜ୍ଞାନ

ଏଥର ଦୀପାବଳୀ ରେ ପଡୁଛି ସୂର୍ଯ୍ୟପରାଗ

ଭୁବନେଶ୍ବର: ଆଗକୁ ଆସୁଛି ପବିତ୍ର ଦୀପାବଳି ଅମାବାସ୍ୟା । ଏହିଦିନ ବର୍ଷର ଦ୍ୱିତୀୟ ତଥା ଶେଷ ସୂର୍ଯ୍ୟ ଗ୍ରହଣ ଲାଗୁଛି। ଏହି ଗ୍ରହଣ ୟୁରୋପ, ପଶ୍ଚିମ ସାଇବେରିଆ, ଦକ୍ଷିଣ ଏସିଆ, ପଶ୍ଚିମ ଏସିଆ, ଉତ୍ତର ଆଫ୍ରିକା, ପୂର୍ବ ଆଫ୍ରିକା ଏବଂ ଆଟଲାଣ୍ଟିକ୍ ରୁ ସୂର୍ଯ୍ୟ ପରାଗ ଦୃଶ୍ୟମାନ ହେବ ।
Read More...

ଦଶହରାରେ ଭିଜିବ ଓଡ଼ିଶା

ଭୁବନେଶ୍ୱର, ୨୬/୦୯ : ଚଳିତ ବର୍ଷ ଦୁର୍ଗା ପୂଜାର ମାହୋଲ ଟିକେ ଫିକା ପଡ଼ିବାର ସମ୍ଭାବନା ରହିଛି । କାରଣ ଏଥର ଦଶହରାରେ ଭିଜିବ ଓଡ଼ିଶା । ଦକ୍ଷିଣ ଚାଇନା ସାଗରରେ ଟାଇଫୁନ ନୋରୁର ପ୍ରଭାବରେ ଆସନ୍ତା ଅକ୍ଟୋବର ୨ ରେ ଉତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ।
Read More...

ଅକ୍ଟୋବର ରେ ସକ୍ରିୟ ରହିବ ବଙ୍ଗୋପସାଗର

ସ୍ଵାଭାବିକ ଠାରୁ ଅଧିକ ବର୍ଷା ସମ୍ଭାବନା!ସିଷ୍ଟମ୍ ବିକଶିତ ପାଇଁ ପାଗ ଅନୁକୂଳ । ଭୁବନେଶ୍ବର; ଚଳିତ ବର୍ଷ ଅକ୍ଟୋବର ମାସ ରେ ବଙ୍ଗୋପସାଗର ସକ୍ରିୟ ରହିବ। ନିର୍ଦ୍ଧାରିତ ସମୟରେ ସମୟ ରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଫେରିବ। ଅକ୍ଟୋବର ମାସ ରେ ବଙ୍ଗୋପସାଗର ରେ ଲଘୁଚାପ କ୍ଷେତ୍ର ସୃଷ୍ଟି
Read More...

ଆସନ୍ତା ଦୁଇ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ବର: ଘୂର୍ଣ୍ଣିବଳୟର ପ୍ରଭାବରେ ଉପକୂଳ ଓଡ଼ିଶାରେ ଲାଗି ରହିଛି ବର୍ଷା । ଆଜି ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଓ ପୁରୀ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ଏହି ୪ ଜିଲ୍ଲାକୁ ଅରେଞ୍ଜ
Read More...

ଆସୁଛି ଆଉ ଏକ ଲଘୁଚାପ

୧୮-୨୩ ଯାଏଁ ରାଜ୍ୟ ର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା।୧୯-୨୧ ବର୍ଷା ର ପରିମାଣ ଓ ବିସ୍ତୃତି ବୃଦ୍ଧି ପାଇବ।ଉପକୂଳ ଓ ଆଭ୍ୟନ୍ତର ରେ ପ୍ରବଳ ବର୍ଷା ସମ୍ଭାବନା। ଭୁବନେଶ୍ବର; ୧୮ ରେ ଉତ୍ତର ପଶ୍ଚିମ ତତ୍ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ରେ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି
Read More...

ଘୂର୍ଣ୍ଣିବଳୟ ପ୍ରଭାବ ରେ ବର୍ଷା ସମ୍ଭାବନା

ଭୁବନେଶ୍ବର: ଗତ କାଲି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ତତ୍ ସଂଲଗ୍ନ ମିଆଁମାର ଉପକୂଳ ରେ ଥିବା ଘୂର୍ଣ୍ଣିବଳୟ କ୍ଷେତ୍ର ଆଜି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳ ଉପରେ ରହିଛି । ପ୍ରଭାବ ରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଉପକୂଳ ଓଡ଼ିଶା ର ଅଧିକାଂଶ ସ୍ଥାନ ରେ ବର୍ଷା
Read More...

ବନ୍ୟା ଭିତରେ ବଡ ବର୍ଷା ସହ ପବନ

ଭୁବନେଶ୍ବର: ଉତ୍ତର-ପୂର୍ବ ବଙ୍ଗୋପସାଗର ଓ ବାଂଲାଦେଶ ଉପକୂଳ ରେ ଥିବା ସଦୃଶ ଲଘୁଚାପ କ୍ଷେତ୍ର ଉତ୍ତର ପଶ୍ଚିମ ଦିଗରେ ଅଗ୍ରସର ହୋଇ ବର୍ତ୍ତମାନ ଉତ୍ତର ବଙ୍ଗୋପସାଗର ଆଖପାଖ ଅଞ୍ଚଳ ରେ କେନ୍ଦ୍ରୀଭୂତ ରହିଛି। ଏହି କ୍ଷେତ୍ର ଖୁବ୍ ଶୀଘ୍ର ଏକ ଅବପାତ ରେ ପରିଣତ ହେବ। ସାମୁଦ୍ରିକ ବାତାବରଣ ଓ
Read More...

ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ଅବବାହିକାରେ ଭାରୀ ବର୍ଷା

ଭୁବନେଶ୍ବର: ଆଜି ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ୨୪ ଘଣ୍ଟା ଭିତରେ ଏହା ଘନିଭୂତ ହୋଇ ଅବପାତରେ ପରିଣତ ହେବ। କ୍ରମଶଃ ଓଡିଶା ସଲଗ୍ନ ପଶ୍ଚିମ ବଙ୍ଗ ଉପକୂଳକୁ ମୁହାଁଇବ। ୧୯ ରେ ଓଡିଶା ସ୍ଥଳଭାଗ ଉପରେ ରହିବ, ୨୦ ତାରିଖରେ ଛତିଶଗଡ ଦେଇ ୨୧ ରେ ମଧ୍ୟପ୍ରଦେଶ ଉପରେ ରହିବାର
Read More...

ଆସନ୍ତା ଦୁଇ ଦିନ ପ୍ରବଳ ବର୍ଷା!

ଭୁବନେଶ୍ବର: ଉପଗ୍ରହରୁ ଉତ୍ତୋଳନ କରାଯାଇଥିବା ପାଣିପାଗ ସମ୍ବନ୍ଧିତ ଚିତ୍ର ଦର୍ଶାଉଛି ଯେ, ଉତ୍ତର ପୂର୍ବ ପାର୍ଶ୍ଵବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହି କ୍ଷେତ୍ର ପଶ୍ଚିମ_ଉତ୍ତର_ପଶ୍ଚିମ ଦିଗରେ ଅଗ୍ରସର ହୋଇ ଆସନ୍ତା ୧୨ ଘଣ୍ଟା ରେ ଚିହ୍ନିତ
Read More...

ବର୍ଷା ସମ୍ପର୍କରେ ପାଣିପାଗ ବିଭାଗ ଦେଲା ବଡ଼ ସୂଚନା

ଭୁବନେଶ୍ୱର: ୧୯ ଅଗଷ୍ଟ ବେଳକୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗର ସୂଚନା ଅନୁସାରେ, ଆସନ୍ତାକାଲି ଅର୍ଥାତ ୧୮ ତାରିଖରୁ ବଢିବ ବର୍ଷାର ବିସ୍ତୃତି। ୧୯ ଏବଂ ୨୦ ରେ ବଢିବ ବର୍ଷାର ପରିମାଣ ବୃଦ୍ଧି ପାଇବ।ପ୍ରାରମ୍ଭିକ ଭାବେ
Read More...