Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଶୁଭେନ୍ଦୁ ଅଧିକାରୀଙ୍କ ପିଏ ହତ୍ୟାକାଣ୍ଡ: ଶାର୍ପ ସୁଟର ସହ ୩ ଗିରଫ
ମୁଖ୍ୟମନ୍ତ୍ରୀ ହେବା ପରେ ତ୍ରିଚି ଆସନ ଛାଡିଲେ ବିଜୟ
ମୁମ୍ବଇ-ପୁଣେ ଏକ୍ସପ୍ରେସୱେରେ ସୁପ୍ରିୟା ସୁଲେଙ୍କ କାର୍କୁ ଧକ୍କା, ଅଳ୍ପକେ ବର୍ତ୍ତିଲେ ସାଂସଦ
ଜୁଲାଇ ୧ରୁ ଲାଗୁ ହେବ ‘ଭିବି-ଜିରାମ-ଜି’ ଆଇନ
ମୋଦୀଙ୍କ ଦେଶବାସୀଙ୍କୁ ଆହ୍ୱାନ:‘ଗୋଟିଏ ବର୍ଷ ‘ସୁନା କିଣନ୍ତୁ ନାହିଁ,ୱାର୍କ ଫ୍ରମ୍ ହୋମ୍ କରନ୍ତୁ -ଇନ୍ଧନ ସଞ୍ଚୟ କରନ୍ତୁ’
Browsing Category
ବିଜ୍ଞାନ
ଦକ୍ଷିଣ ଆଣ୍ଡାମାନରେ ସୃଷ୍ଟି ଘୂର୍ଣ୍ଣିବଳୟ ନେବ କି ବାତ୍ୟାର ରୂପ?
ଦକ୍ଷିଣ ଆଣ୍ଡାମାନସାଗର ଓ ତାହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆଜି ସକାଳ ୫ଟା ୩୦ ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।
ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଏହା!-->!-->!-->…
Read More...
Read More...
ପାଣିପାଗ ସଂପର୍କରେ କିଛି ନୂଆ ଖବର
ଭୁବନେଶ୍ବର: ଆଜି ଦକ୍ଷିଣ ଆଣ୍ଡାମାନସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ପାଣିପାଗ ବିଭାଗ ଏ ନେଇ ପୂର୍ବାନୁମାନ କରିଛି। ଏହା ଆସନ୍ତା ୬ ତାରିଖ ସୁଦ୍ଧା ଗୋଟିଏ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ଅଧିକ। କେବଳ ସେତିକି ନୁହେଁ, ପରବର୍ତ୍ତୀ ୨୪ ଘଣ୍ଟାରେ ଏହା!-->…
Read More...
Read More...
ଅତି ଭୀଷଣ ହୋଇପାରେ ବାତ୍ୟା
ବାତ୍ୟା କେଉଁଠି ଛୁଇଁପାରେ ଜାଣନ୍ତୁ୪ରେ ଘୂର୍ଣ୍ଣବଳୟ, ୭ରେ ବାତ୍ୟା ରୂପ ନେବଅତି ଭୀଷଣ ରୂପ ନେଇ ଉପକୂଳ ମାଡି ଆସି ପାରେ ୧୦ରେ ଉପକୂଳ ଛୁଇଁବ ବୋଲି ପୂର୍ବାନୁମାନ
ଭୁବନେଶ୍ବର: ଆଶଙ୍କା ସତ ହୋଇପାରେ। ପାଣିପାଗ ବିଜ୍ଞାନୀ ସେଇ ଆଡକୁ ଆଙ୍ଗୁଠି ଉଠାଇଲେଣି। ବଙ୍ଗୋପସାଗରରେ ସୃଷ୍ଟି!-->!-->!-->…
Read More...
Read More...
ମେ’ ଦ୍ବିତୀୟ ସପ୍ତାହରେ ବାତ୍ୟା ହେବ କି?
ଭୁବନେଶ୍ବର: ପ୍ରଚଣ୍ଡ ଗ୍ରୀଷ୍ମ ପରେ ଏବେ ବର୍ଷା ଭୟ ଦେଖାଦେଲାଣି। ବଙ୍ଗୋପସାଗରରେ ମେ' ପ୍ରଥମ ସପ୍ତାହ ଶେଷରେ ଗୋଟିଏ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଆଣ୍ଡାମାନ ସାଗରରେ ସୃଷ୍ଟି ହେବାକୁ ଯାଉଥିବା ସମ୍ଭାବ୍ୟ ଲଘୁଚାପ ଶକ୍ତିଶାଳୀ ହେବା ସମ୍ଭାବନା ଅଧିକ। ସଂପ୍ରତି ସମୁଦ୍ରର ତାପମାତ୍ରା!-->…
Read More...
Read More...
ଆଜି ବି ଜଳୁଛି ସାରା ଓଡିଶା। ପ୍ରବଳ ଖରାର କୋପରେ ଲୋକେ ଆଉଟୁପାଉଟୁ ହେଉଛନ୍ତି। ସକାଳ ୯ଟା ପରେ ଲୋକେ ବାହାରକୁ ବାହାରି ପାରୁ ନାହାନ୍ତି। ପୂର୍ବାହ୍ନ ସାଢ଼େ ୧୧ ସୁଦ୍ଧା ରାଜଧାନୀର ସର୍ବୋଚ୍ଚ ତାପମାତ୍ରା ୩୯.୪ ଡିଗ୍ରିରେ ପହଞ୍ଚିଥିବାବେଳେ ରାଜ୍ୟର ଅନ୍ୟସ୍ଥାନ ଅପେକ୍ଷା ଏହା ଅଧିକ ବୋଲି!-->…
Read More...
Read More...
ରାଜଧାନୀରେ ମୁଣ୍ଡଫଟା ଖରା
ତାତିରେ ଛଟପଟ ହେଉଛି ସାରା ଓଡ଼ିଶା। ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ତାତି ବଢ଼ିଥିବା ବେଳେ ଭୁବନେଶ୍ୱର ରାଜ୍ୟର ସବୁଠୁ ଅଧିକ ଉତ୍ତପ୍ତ ସହର ପାଲଟିଛି । ଦିନ ୧୧ଟା ସୁଦ୍ଧା ଭୁବନେଶ୍ୱରରେ ତାପମାତ୍ରା ୪୦ ଡ଼ିଗ୍ରୀ ରେକର୍ଡ କରାଯାଇଛି। ମୁଣ୍ଡଫଟା ଖରା ସହ ଅସହ୍ୟ ଗୁଳୁଗୁଳିରେ ଆଉଟୁପାଉଟୁ!-->…
Read More...
Read More...
ରାଜ୍ୟରେ ଦୁଇ ଦିନ ଘଡଘଡି ସହ ବର୍ଷା ସମ୍ଭାବନା
ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହରେ ଆଉଟପାଉଟ ହେଉଛନ୍ତି ଲୋକେ । କିନ୍ତୁ ଏଥିରୁ ସାମାନ୍ୟ ଆଶ୍ୱସ୍ତି ମିଳିପାରେ । ରାଜ୍ୟରେ ଦୁଇ ଦିନ ହାଲୁକା ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର,ମୟୂରଭଞ୍ଜ, କୋରାପୁଟ,ଗଜପତି, ରାୟଗଡା ଆଦି!-->…
Read More...
Read More...
ମାର୍ଚ୍ଚରେ ହୋଇପାରେ ବାତ୍ୟା!
ପୁଣି ବାତ୍ୟା ଭୟ । ଖରାର ଦାଉ ଭିତରେ ପୁଣି ଦେଖାଦେଇଛି ବାତ୍ୟା ଆଶଙ୍କା । ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି । ଏହି ଲଘୁଚାପ ଘନୀଭୂତ ହୋଇ ଏଇ ମାସରେ ବାତ୍ୟାର ରୂପ ନେଇପାରେ ବୋଲି ଆଶଙ୍କା ସୃଷ୍ଟି ହୋଇଛି । ଆସନ୍ତା ୨୦ ତାରିଖ ବେଳକୁ ଦକ୍ଷିଣ!-->…
Read More...
Read More...
ଭୂକମ୍ପରେ ଥରିଲା ଓଡିଶା
ଭୂକମ୍ପରେ ଥରିଲା ଓଡିଶା । କଳାହାଣ୍ଡି ଓ ନବରଙ୍ଗପୁରରେ ଭୂମିକମ୍ପର ଝଟ୍କା ଅନୁଭୂତ ହୋଇଛି । ଆଜ ଦିନ ପ୍ରାୟ ସାଢେ ୨ଟା ସମୟରେ ଏହିଭୂକମ୍ପର ଝଟକା ୧୦ରୁ ୧୫ ସେକେଣ୍ଡ ପର୍ଯ୍ୟନ୍ତ ଅନୁଭୂତ ହୋଇଥିଲା । ହଠାତ ବଡ ଜୋରରେ ଶଦ୍ଦ ହେବା ସହ ଘରର ଆସବାବପତ୍ର ହଲିବାକୁ ଲାଗିଥିଲା । ଫଳରେ ଲୋକମାନେ!-->…
Read More...
Read More...