ପ୍ରମୁଖ ଖବର

ଫିଫା ବିଶ୍ୱକପ୍ ଫାଇନାଲ୍ ପାଇଁ କେରଳରେ ଶିକ୍ଷାନୁଷ୍ଠାନ ଛୁଟି; ଫୁଟବଲ୍ ପ୍ରେମୀ ଛାତ୍ରଛାତ୍ରୀଙ୍କ ପାଇଁ ସରକାରଙ୍କ ବଡ଼ ନିଷ୍ପତ୍ତି
୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ତାମିଲ ସିନେମାର ଜଲୱା; ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ବିଜୟ
ଜମ୍ମୁ-କାଶ୍ମୀରରେ ଭୟଙ୍କର ଆକସ୍ମିକ ବନ୍ୟା: ୧୬ ମୃତ, ଅନେକ ନିଖୋଜ
ମାତୃଭାଷା ସହ ଆଉ ଗୋଟିଏ ଭାରତୀୟ ଭାଷା ଶିଖିବାକୁ ଛାତ୍ରଛାତ୍ରୀଙ୍କୁ ଆହ୍ୱାନ କଲେ ଅମିତ ଶାହ
୧୬ ବର୍ଷରୁ କମ୍ ବୟସ୍କଙ୍କ ପାଇଁ ସୋସିଆଲ ମିଡିଆରେ କଟକଣା ଆଣିପାରନ୍ତି କେନ୍ଦ୍ର ସରକାର
୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର: ଶ୍ରେଷ୍ଠ ଓଡ଼ିଆ ଫିଚର ଫିଲ୍ମ ସମ୍ମାନ ଜିତିଲା ‘ଲହରୀ’
ଜମ୍ମୁ-କାଶ୍ମୀରରେ ବାଦଲଫଟା ବର୍ଷା ଓ ଆକସ୍ମିକ ବନ୍ୟା: ୧୭ ମୃତ, ହାଇ ଆଲର୍ଟ ଜାରି
ଶ୍ରୀମନ୍ଦିରରେ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର ଅଳଙ୍କାର ଗଣତି ଓ ଥ୍ରୀଡି ସ୍କାନିଂ
Browsing Category

ବିଜ୍ଞାନ

ପୁଣି ଇତିହାସ ରଚିଲା ଇସ୍ରୋ

ଏସଏଲଭି ସି-୫୯ ପ୍ରୋବା-୩ର ସଫଳ ଉତକ୍ଷେପଣଶ୍ରୀହରିକୋଟା: ପୁଣି ଇତିହାସ ରଚିଲା ଭାରତୀୟ ମହାକାଶ ଗବେଷଣା ସଂସ୍ଥା ବା ଇସ୍ରୋ। ଆଜି ଶ୍ରୀହରିକୋଟା ସ୍ଥିତ ସତୀଶ ଧାୱନ ମହାକାଶ କେନ୍ଦ୍ରରୁ ସଫଳ ଉତକ୍ଷେପଣ ହେଲା ୟୁରୋପୀୟ ସ୍ପେସ ଏଜେନ୍ସିର ପ୍ରୋବା-୩ ସାଟେଲାଇଟକୁ ନେଇ ପିଏସଏଲଭି ସି-୫୯
Read More...

ରସାୟନ ବିଜ୍ଞାନରେ ୩ ଜଣ ପାଇବେ ନୋବେଲ ପୁରସ୍କାର

ନ୍ୟୁଜ ବ୍ୟୁରୋ: ରସାୟନ ବିଜ୍ଞାନ କ୍ଷେତ୍ରରେ ଉତ୍କୃଷ୍ଠତା ପାଇଁ ତିନି ଜଣ ବୈଜ୍ଞାନିକଙ୍କୁ ମିଳିବ ଚଳିତ ବର୍ଷର ନୋବେଲ ପୁରସ୍କାର। କମ୍ପ୍ୟୁଟେସନାଲ ପ୍ରୋଟିନ ଡିଜାଇନ ଲାଗି ୩ ଜଣଙ୍କୁ ମିଳିବ ସମ୍ମାନଜନକ ନୋବେଲ। ସେମାନେ ହେଲେ ଡାଭିଡ ବକର, ଡେମିସ ହସାବିସ ଓ ଜନ ଏମ. ଜମ୍ପର। ଏନେଇ ଘୋଷଣା
Read More...

ଶୁକ୍ର ମିଶନ ତାରିଖ ଘୋଷଣା କଲା ଇସ୍ରୋ

ନ୍ୟୁଜ୍ ବ୍ୟୁରୋ: ଶୁକ୍ର ମିଶନ ନେଇ ତାରିଖ ଘୋଷଣା କରିଛି ଇସ୍ରୋ। ଶୁକ୍ର ଗ୍ରହ ପାଇଁ ‘ଶୁକ୍ର ଅର୍ବିଟର୍ ମିଶନ୍’ ଘୋଷଣା କରାଯାଇଛି। ଏହି ମିଶନ ୨୮ ମାର୍ଚ୍ଚ ୨୦୨୮ରେ ଆରମ୍ଭ ହେବ ଏବଂ ପାଞ୍ଚ ବର୍ଷ ପର୍ଯ୍ୟନ୍ତ ଚାଲିବ। ଏହାକୁ ଶୁକ୍ରଯାନ-୧ ବୋଲି କୁହାଯାଉଛି । ଏହି ମିଶନର ଲକ୍ଷ୍ୟ ହେଉଛି
Read More...

ଚନ୍ଦ୍ରାୟନ-୪ ମିଶନକୁ ମିଳିଲା କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ

ନୂଆଦିଲ୍ଲୀ: ଚନ୍ଦ୍ରାୟନ-୪ ମିଶନକୁ ମିଳିଲା କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ। ଚନ୍ଦ୍ରାୟନ-୪ ମିଶନ ପାଇଁ ୨୧୦୪ କୋଟି ଟଙ୍କା ମଞ୍ଜୁର ହୋଇଛି। ଏଥିସହ ଭେନସ୍‌-ଭେନସ୍‌ ଅର୍ବିଟ୍‌ ମିଶନକୁ ମଧ୍ୟ କ୍ୟାବିନେଟର ମଞ୍ଜୁରୀ ମିଳିଛି। ସେହିପରି ପିଏମ୍‌ ଆଶା ଯୋଜନା ପାଇଁ ୩୫,୦୦୦ କୋଟି, ଏନପିକେ ସାର
Read More...

ଭାରତୀୟ ବୈଜ୍ଞାନିକ ତିଆରି କଲେ ସୋଲାର ପ୍ଲେନ୍‌

ଥରେ ଚାର୍ଜ କଲେ ୯୦ଦିନ ଆକାଶରେ ଉଡିବବେଙ୍ଗାଲୁରୁ: ଭାରତୀୟ ବୈଜ୍ଞାନିକମାନେ ତିଆରି କରିଛନ୍ତି ସୌର ବିମାନ। ଯୁଦ୍ଧ ସମୟରେ ଶତ୍ରୁ ଉପରେ ନଜର ରଖିବା ଏବଂ ପର୍ଯ୍ୟବେକ୍ଷଣ ପାଇଁ ତିଆରି ହୋଇଛି ଏହି ସୌର ବିମାନ। ଏହି ବିମାନ ଥରେ ଚାର୍ଜ ହେଲେ ଲଗାତର ୯୦ ଦିନ ପର୍ଯ୍ୟନ୍ତ ଆକାଶରେ ଉଡ଼ିପାରିବ।
Read More...

ପୃଥିବୀ ପୃଷ୍ଠକୁ ଫେରିଲା ମହାକାଶ ଯାନ ଷ୍ଟାରଲାଇନର

ନ୍ୟୁଜ୍ ବ୍ୟୁରୋ: ମହାକାଶ ଗବେଷଣା ଓ ସ୍ପେସଫ୍ଲାଇଟ୍ ଇତିହାସରେ ପ୍ରଥମ ଥର ପାଇଁ ଏକ ଯାନ ମହାକାଶଯାତ୍ରୀଙ୍କୁ ଧରି ମହାକାଶ ଯାଇଥିଲା। କିନ୍ତୁ ବିନା ମହାକାଶଯାତ୍ରୀରେ ପୃଥିବୀ ପୃଷ୍ଠକୁ ଫେରିଛି। ପୃଥିବୀ ପୃଷ୍ଠକୁ ଫେରିଛି ବୋଇଂ ନିର୍ମିତ ମହାକାଶ ଯାନ ଷ୍ଟାରଲାଇନର। ସୁନୀତା ୱିଲିୟମସ ଓ
Read More...

ଆର୍ଥ ଅବଜରଭେସନ ସାଟେଲାଇଟର ସଫଳ ଉତକ୍ଷେପଣ

ଆନ୍ଧ୍ରପ୍ରଦେଶ: ଆଜି ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କରିବ ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଇସ୍ରୋ।। ଉତକ୍ଷେପଣ ହେଲା SSLV-D3 ରକେଟ୍ । ଆଜି ଦେଶର ସବୁଠୁ ଛୋଟ ରକେଟ 'ସ୍ମଲ ସାଟେଲାଇଟ ଲଞ୍ଚ ଭେହିକିଲ'ରେ (SSLV-D3 ) ଆର୍ଥ ଅବଜରଭେସନ ସାଟେଲାଇଟ (EOS-08) ଲଞ୍ଚ କରିଛି ଭାରତୀୟ ମହାକାଶ
Read More...

ବଙ୍ଗୋପସାଗର ରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଉତ୍ତର ଓଡ଼ିଶା ରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆଜି ଉତ୍ତର ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ଓ ତତ୍ ସଂଲଗ୍ନ ବାଂଲାଦେଶ ଉପକୂଳ ରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ଓ ମୌସୁମୀ ବାୟୁ ସକ୍ରିୟ ରହିଛି। ଏହି ଲଘୁଚାପ କ୍ଷେତ୍ର ଟି ଆହୁରି ଘନୀଭୂତ ହେବା ସହ ପଶ୍ଚିମ ଉତ୍ତର ପଶ୍ଚିମ ଦିଗ ରେ ଅଗ୍ରସର
Read More...

ଆସନ୍ତା ୪୮ ଘଣ୍ଟାରେ କିପରି ରହିବ ପାଣିପାଗ

ଭୁବନେଶ୍ବର: ଉତ୍ତର ପଶ୍ଚିମ ଭାରତ ଉପରେ ଥିବା ଅବପାତ କ୍ଷେତ୍ର ରୁ ଏକ ଟ୍ରପ ରେଖା ଉତ୍ତର ଓଡ଼ିଶା ଯାଏଁ ବିସ୍ତାରିତ ହୋଇଛି। ଆସନ୍ତା ୪୮ ଘଣ୍ଟା ଯାଏଁ ରାଜ୍ୟ ର ଅନେକ ଅଞ୍ଚଳ ରେ ଆକାଶ ମେଘାଚ୍ଛନ୍ନ ରହିବା ସହ ବର୍ଷା ସମ୍ଭାବନା ରହିଛି। ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର,
Read More...

ଆସନ୍ତା ୫ ଦିନର କେମିତି ରହିବ ପାଣିପାଗ

ଭୁବନେଶ୍ୱର: ଉତ୍ତର ଝାଡ଼ଖଣ୍ଡ ଓ ନିକଟବର୍ତ୍ତୀ ଅଞ୍ଚଳ ରେ ଏକ ଅବପାତ କ୍ଷେତ୍ର ରହିଛି। ଏହି କ୍ଷେତ୍ର ଟି ପଶ୍ଚିମ ଉତ୍ତର ପଶ୍ଚିମ ଦିଗ ରେ ଅଗ୍ରସର ହୋଇ ଆସନ୍ତା ୨ ଦିନ ଯାଏଁ ଝାଡ଼ଖଣ୍ଡ, ଛତିଶଗଡ଼, ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ ଦେଇ ଗତି କରିବ। ପ୍ରଭାବ ରେ ଉତ୍ତର ପଶ୍ଚିମ ଝାଡ଼ଖଣ୍ଡ,
Read More...