ପ୍ରମୁଖ ଖବର

କୋଟିପତି ଡେପୁଟି ରେଞ୍ଜର ଗିରଫ
ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା ବାତିଲ୍ ଘଟଣାରେ; ବଦଳି ହେଲେ ୬ ଅଧିକାରୀ
ବିନା ସିସିଟିଭିରେ ଔଷଧ ବିକିପାରିବେନି ଦୋକାନୀ
ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣା, ନିଲମ୍ବିତ ଅଧ୍ୟାପକଙ୍କ ଜେଲ୍ ଅବଧି ବୃଦ୍ଧି
ଲାଞ୍ଚ ଅଭିଯୋଗରେ ଡାକ୍ତରଙ୍କୁ ୫ ବର୍ଷ ଜେଲ
Browsing Category

ବିଜ୍ଞାନ

ଓଡ଼ିଶାରେ ଜୁନ୍ ୧୦ ସୁଦ୍ଧା ଦକ୍ଷିଣ ପଶ୍ଚିମ ମୌସୁମୀ ପ୍ରବେଶ କରିପାରେ : ସିଇସି

ଭୁବନେଶ୍ୱର, ୦୬/୦୬:ଆରବ ସାଗରରୁ ଦକ୍ଷିଣ-ପଶ୍ଚିମ ବାୟୁ ପ୍ରବାହରେ ଦକ୍ଷିଣ ପଶ୍ଚିମ ମୌସୁମୀ ଦକ୍ଷିଣ ଓଡ଼ିଶାରେ ଜୁନ୍ ୧୦ ସୁଦ୍ଧା ପ୍ରବେଶ କରିପାରେ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ ସୂଚନା ଦିଆଯାଇଛି। ଦକ୍ଷିଣ ପଶ୍ଚିମ ବାୟୁ
Read More...

ସ୍ବାଭାବିକ ସମୟର ଦୁଇ ଦିନ ପୂର୍ବରୁ ମୌସୁମୀ ଓଡ଼ିଶା ଛୁଇଁବ

ଭୁବନେଶ୍ୱର: ଆସନ୍ତା ଦୁଇରୁ ତିନି ଦିନ ମଧ୍ୟରେ ଓଡିଶା ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ସ୍ବାଭାବିକ ସମୟର ଦୁଇ ଦିନ ପୂର୍ବରୁ ମୌସୁମୀ ଓଡ଼ିଶା ଛୁଇଁବ। ଓଡିଶା ଛୁଇଁବା ପାଇଁ ପାଗ ଅନୁକୂଳ ରହିଛି। ତେବେ ୪୮ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରଚଣ୍ଡ ବିଜୁଳି ଘଡଘଡି ସହ ବର୍ଷା ହେବ। ବଜ୍ରପାତ
Read More...

ତାତି ଥମିବା ନାଁ ଧରୁନି, ଯନ୍ତ୍ରଣା ଆଉ ୭୨ ଘଣ୍ଟା

ଭୁବନେଶ୍ବର: ରାଜ୍ୟରେ ତାତି ଥମିବାର ନାଁ ଧରୁନି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ ମନୋରମା ମହାନ୍ତି ଆଜି ପୁଣି ଥରେ ଗଣମାଧ୍ୟମକୁ ସୂଚନା ଦେଇ ତାତିର ଭୟାବହତା ସଂପର୍କରେ ସତର୍କ କରାଇଛନ୍ତି। ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ କହୁଛି, ଆଭ୍ୟନ୍ତରୀଣ ଓଡିଶାରେ
Read More...

ଗରମ, ଗୁଳୁଗୁଳି ପ୍ରଭାବ ଆଉ ୪୮ ଘଣ୍ଟା

ଭୁବନେଶ୍ବର: ଆସନ୍ତା ୪୮ ଘଣ୍ଟା ଯାଏଁ ଓଡ଼ିଶାରେ ଜାରି ରହିବ ଗରମ ଗୁଳୁଗୁଳି ର ପ୍ରଭାବ। ଗତକାଲି ପରି ଆଜି ମଧ୍ୟ ପଶ୍ଚିମ ଓଡ଼ିଶାର ଅନେକ ଅଞ୍ଚଳରେ ପାରଦ ୪୫ ଡିଗ୍ରି ସେଣ୍ଟିଗ୍ରେଡ୍‌ ଉପରେ ରହିବ। ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରୁ କ୍ରମାଗତ ଉଷ୍ମ ବାୟୁ ଚଳନ ଯୋଗୁଁ ଦିନ ତାପମାତ୍ରା
Read More...

‘ଗଗନଯାନ’ ଅଭିଯାନ ପାଇଁ ୪ଜଣ ମହାକାଶଚାରୀଙ୍କ ନାଁ ଘୋଷଣା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ‘ଗଗନଯାନ’ ଅଭିଯାନ ପାଇଁ ୪ଜଣ ମହାକାଶଚାରୀଙ୍କ ନାଁ ଘୋଷଣା କରିଛନ୍ତି। ସେମାନେ ହେଲେ ଗ୍ରୁପ୍ କ୍ୟାପ୍ଟେନ୍ ପ୍ରଶାନ୍ତ ବାଲକ୍ରିଷନ୍‌, ଅଜିତ କ୍ରିଷନନ୍‌, ଅଙ୍ଗଦ ପ୍ରତାପ ଏବଂ ୱିଙ୍ଗ୍ କମାଣ୍ଡର ଶୁଭାଂଶୁ ଶୁକ୍ଲା। ବିକ୍ରମ ସାରାଭାଇ
Read More...

ଘୋଷଣା ହେବ ଗଗନଯାନ ମିଶନ ପାଇଁ ୪ ପାଇଲଟଙ୍କ ନାମ

ନ୍ୟୁଜ ବ୍ୟୁରୋ: ଆଜି ଇସ୍ରୋର ବହୁ ପ୍ରତୀକ୍ଷିତ ଗଗନଯାନ ମିଶନ ପାଇଁ ତାଲିମ ନେଉଥିବା ୪ ପାଇଲଟଙ୍କ ନାମ ଘୋଷଣା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। କେରଳର ବିକ୍ରମ ସାରାଭାଇ ସ୍ପେଶ ସେଂଟର ପରିଦର୍ଶନ କରିବା ସହ ଗଗନଯାନ ମିଶନ ପ୍ରସ୍ତୁତିର ମଧ୍ୟ ସମୀକ୍ଷା କରିବେ ପିଏମ ମୋଦୀ । ଏଥି
Read More...

ଡିସେମ୍ବର ୯ରୁ ସୋଆରେ ଆଇଏନ୍‌ଏଇ ର ତିନିଦିନଆ ବାର୍ଷିକ ସମ୍ମିଳନୀ ଆରମ୍ଭ

ଭୁବନେଶ୍ୱର,୦୮/୧୨: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଡିସେମ୍ବର ୯ ତାରିଖରୁ ଇଣ୍ଡିଆନ୍ ନ୍ୟାସ୍‌ନାଲ୍ ଏକାଡେମୀ ଅଫ୍ ଇଞ୍ଜିନିୟରିଂ (ଆଇଏନ୍‌ଏଇ)ର ତିନିଦିନିଆ ବାର୍ଷିକ ସମ୍ମିଳନୀ ଆରମ୍ଭ ହେଉଥିବା ବେଳେ ଏଥିରେ ସାରା ଦେଶରୁ ଯାନ୍ତ୍ରିକ ବିଜ୍ଞାନ କ୍ଷେତ୍ରର ବିଶିଷ୍ଟ ବ୍ୟକ୍ତିବିଶେଷ ଯୋଗ ଦେବେ
Read More...

ଇତିହାସ ରଚିଲା ଭାରତ: ସଫଳତାର ସହ ଅବତରଣ କଲା ଚନ୍ଦ୍ରଯାନ-୩

ଭୁବନେଶ୍ବର: ଆଜି ଇତିହାସ ରଚିଲା ଭାରତ। ସବୁ ପ୍ରତୀକ୍ଷାର ଅନ୍ତ ଘଟାଇ ସଫଳତାର ସହ ଅବତରଣ କଲା ଚନ୍ଦ୍ରଯାନ-୩। ଇସ୍ରୋ ବୈଜ୍ଞାନିକଙ୍କ ସମସ୍ତ ପ୍ରଚେଷ୍ଠା ଓ ପରିଶ୍ରମର ଫଳ ଆଜି ଦେଶବାସୀଙ୍କୁ ମିଳିଛି। ୨୦୧୯ ରେ ଭାରତ ତାର ଚନ୍ଦ୍ର ଅଭିଯାନରେ ବିଫଳ ହୋଇଥିବା ବେଳେ ଦୀର୍ଘ ୫ବର୍ଷର ଅକ୍ଳାନ୍ତ
Read More...

ଚନ୍ଦ୍ରରେ ପାଦ ଥାପିବ ଚନ୍ଦ୍ରଯାନ

ବେଙ୍ଗାଲୁରୁ: ଆଉ କିଛି ଘଣ୍ଟା ପରେ ଭାରତକୁ ମିଳିବ ଏକ ବଡ ସଫଳତା। ଅର୍ଥାତ ସନ୍ଧ୍ୟା ୬ଟା ୪ ମିନିଟରେ ଚନ୍ଦ୍ର ପୃଷ୍ଠରେ ସଫ୍ଟ ଲ୍ୟାଣ୍ଡିଂ କରିବ ଚନ୍ଦ୍ରଯାନ-୩ । ମହାକାଶ ବିଜ୍ଞାନୀଙ୍କ ମତରେ ଚନ୍ଦ୍ରଯାନ ୩ର ସଫଳତା କେବଳ କିଛି ମିନିଟର ଖେଳ ଅଟେ। ଏହି ସମୟରେ ମହାକାଶ ଯାନକୁ ଚନ୍ଦ୍ରର
Read More...

ଭୀଷଣ ବାତ୍ୟାର ରୂପ ନେଲା ’ବିପର୍ଯ୍ୟୟ’

ଗାନ୍ଧିନଗର: ଉତ୍ତର ପୂର୍ବ ଆରବ ସାଗର ରେ ଅତି ଭୀଷଣ ବାତ୍ୟା ' ବିପର୍ଯ୍ୟୟ ' ଏବେ ଘଣ୍ଟା ପ୍ରତି ପ୍ରାୟ ୦୩ କିମି ବେଗ ରେ ଉତ୍ତର ଦିଗ ରେ ଅଗ୍ରସର ହେଉଛି। ବାତ୍ୟା ବିପର୍ଯ୍ୟୟ ଏବେ ଜଖାଉ ବନ୍ଦର ଠାରୁ ପଶ୍ଚିମ- ଦକ୍ଷିଣ ପଶ୍ଚିମ ଦିଗରେ ୨୮୦ କିମି ଦୂରରେ କେନ୍ଦ୍ରୀଭୂତ ରହିଛି । ବାତ୍ୟା
Read More...