ପ୍ରମୁଖ ଖବର

MKCG ନର୍ସିଂ ହଷ୍ଟେଲରେ ଅଗ୍ନିକାଣ୍ଡ, ଗ୍ୟାସ୍‌ ଲିକ୍‌ରୁ ନିଆଁ ଲାଗିଥିବା ସୂଚନା
୪୧ ଲକ୍ଷରୁ ଅଧିକ ଚାଷୀଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ-କିଷାନ ଯୋଜନାର ପଞ୍ଚମ କିସ୍ତି
ନୟାଗଡ଼ରେ ଭୟଙ୍କର ବସ୍‌ ଦୁର୍ଘଟଣା: ଗଛରେ ପିଟିହେଲା ବସ୍‌, ଚାଳକ ମୃତ
ପାଟନାରେ ବନ୍ୟା ବିଭୀଷିକା: ଘରେ ପଶିଲା ପାଣି, ରାସ୍ତାଘାଟ ଜଳମଗ୍ନ
ଅଗ୍ନି ନିରାପତ୍ତା ଉଲ୍ଲଂଘନ ଉପରେ କଡ଼ା ନଜର
ଟ୍ରାଫିକ ନିୟମ ଭାଙ୍ଗିଲେ ଡିଏଲରୁ କଟିବ ପଏଣ୍ଟ, ବାତିଲ ହୋଇପାରେ ଲାଇସେନ୍ସ
Browsing Category

ସାମାଜିକ

ସୋଆ ‘ଜାଗୋ’ ପକ୍ଷରୁ ଜଳ ସେବା ଶିବିର ଆୟୋଜିତ

ଭୁବନେଶ୍ୱର, ଏପ୍ରିଲ ୨୦: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଅନ୍ତର୍ଗତ ‘ଜାଗୋ’ କ୍ଲବ ପକ୍ଷରୁ ସୋମବାର ଜଳ ସେବା ଶିବିର ବିଶ୍ୱବିଦ୍ୟାଳୟର ମୁଖ୍ୟ କାର୍ଯ୍ୟାଳୟ ସମ୍ମୁଖରେ ଆୟୋଜିତ ହୋଇଯାଇଛି। ଏହି ମହତ୍ କାର୍ଯ୍ୟ ଅବସରରେ ସୋଆର ଉପକୁଳପତି ପ୍ରଫେସର ପ୍ରଶାନ୍ତ କୁମାର ପାତ୍ର, କଂଟ୍ରୋଲର ଅଫ୍
Read More...

ସୋଆ କୃଷି ମହାବିଦ୍ୟାଳୟ ପକ୍ଷରୁ ଅକ୍ଷୟ ତୃତୀୟା ଉତ୍ସବ ପାଳିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ ସାଇନ୍‌ସେସ୍ (ଆଇଏଏସ୍‌) ପକ୍ଷରୁ ଓଡ଼ିଶାର କୃଷିଭିତିକ ପର୍ବ ପବିତ୍ର ‘ଅକ୍ଷୟ ତୃତୀୟା’ ପାଳିତ ହୋଇଯାଇଛି। ନୂଆଗାଁ ସ୍ଥିତ ସୋଆ ଅନ୍ତର୍ଗତ ଆଇ.ଏନ.ଏସ ଫାର୍ମ ଓ ବିଂଝଗିରି ସ୍ଥିତ
Read More...

ହାଭେରୀରେ ମହାତ୍ମା ଗାନ୍ଧୀ ପ୍ରତିମା ଭାଙ୍ଗିଲେ ଦୁର୍ବୁତ୍ତ

କର୍ଣ୍ଣାଟକ: କର୍ଣ୍ଣାଟକର ହାଭେରୀ ସହରରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିକୁ ଦୁର୍ବୁତ୍ତମାନେ ଭାଙ୍ଗି ଦେଇଥିବା ଘଟଣା ଅଞ୍ଚଳରେ ଉତ୍ତେଜନା ସୃଷ୍ଟି କରିଛି। ଘଟଣାଟି ମହାତ୍ମା ଗାନ୍ଧୀ ରୋଡରେ ଗତକାଲି ବିଳମ୍ବିତ ରାତିରେ ଘଟିଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ,
Read More...

ପେଟ୍ରୋଲ ପମ୍ପରେ ବିକ୍ରି ହେବ କିରୋସିନ

ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତି ଓ ଗ୍ୟାସ୍ ସିଲିଣ୍ଡର ସଙ୍କଟକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି। କିରୋସିନ ବିକ୍ରୟ ଉପରେ ଥିବା ପ୍ରତିବନ୍ଧକୁ ହଟାଇ ଦିଆଯାଇଛି ଏବଂ ଆଗାମୀ ୬୦ ଦିନ ପର୍ଯ୍ୟନ୍ତ ଏହାକୁ ବିକ୍ରି କରିବାକୁ ଅନୁମତି ମିଳିଛି।
Read More...

ସୋଆରେ ଆନ୍ତର୍ଜାତିକ ମହିଳା ଦିବସ ପାଳିତ

ଶୈକ୍ଷିକ ଉତ୍କର୍ଷତା, ବିକାଶ ଓ ସଶକ୍ତୀକରଣ କ୍ଷେତ୍ରରେ ମହିଳାଙ୍କ ନେତୃତ୍ୱ ନେଇ ସୋଆ ବଦ୍ଧପରିକର: ସୋଆ ଉପସଭାପତିଭୁବନେଶ୍ୱର , ୧୬ ମାର୍ଚ୍ଚ : ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ କାର୍ଯ୍ୟରତ ମହିଳାମାନଙ୍କ ପକ୍ଷରୁ ସୋମବାର ଆନ୍ତର୍ଜାତିକ ମହିଳା ଦିବସ ପାଳିତ ହୋଇଯାଇଛି । ଏହି
Read More...

ଓଡ଼ିଶା ଉମେନ୍ ଇନ୍ ମିଡିଆ (OWM)ର ୩ୟ ବାର୍ଷିକ ଅବସରରେ ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ…

ଭୁବନେଶ୍ୱର, ୧୫ ମାର୍ଚ୍ଚ : ଓଡ଼ିଶାର ଗଣମାଧ୍ୟମ ଏବଂ ତତସମ୍ପର୍କିତ କ୍ଷେତ୍ରରେ କାର୍ଯ୍ୟରତ ମହିଳା ପେଶାଜୀବୀମାନଙ୍କର ମଞ୍ଚ ଓଡ଼ିଶା ଉଇମେନ୍ ଇନ୍ ମିଡିଆ (OWM) ର ୩ୟ ପ୍ରତିଷ୍ଠା ଦିବସ ରବିବାର ପାଳିତ ହୋଇଯାଇଛି. ଏହି ଅବସରରେ ସାମିଲ ହୋଇଥିବା ବିଭିନ୍ନ କ୍ଷେତ୍ରର ବିଶିଷ୍ଟ ଅତିଥିମାନେ
Read More...

ଜିନ୍ଦଲ ପାନ୍ଥର ପକ୍ଷରୁ ‘ଶାନ୍ତ ସିଟି, ସେଫ୍ ସିଟି’ ଅଭିଯାନର ଶୁଭାରମ୍ଭ

ଏକ ସର୍ଭେ ଅନୁସାରେ ଭୁବନେଶ୍ୱରର ୮୭% ବାସିନ୍ଦା ଟ୍ରାଫିକ୍ ଶବ୍ଦକୁ ଏକ ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ବୋଲି ଭାବନ୍ତି ୭୧% ଲୋକ ଶବ୍ଦ ପ୍ରଦୁଷଣଜନିତ ବିଭ୍ରାଟ ଯୋଗୁଁ ଦୁର୍ଘଟଣା ବା ଦୁର୍ଘଟଣାରୁ ଅଳ୍ପକେ ବର୍ତି ଥିବା ପ୍ରକାଶ କରିଛନ୍ତି। ପ୍ରାୟ ୯୪% ଲୋକ ଏହା ଦ୍ଵାରା ବିରକ୍ତିଭାବ
Read More...

ଦିଲ୍ଲୀ ଏମ୍ସ ଗଲେ ସୁରେଶ ପୂଜାରୀ

ଭୁବନେଶ୍ବର: ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ସୁରେଶ ପୂଜାରୀ। ଅଧିକ ଚିକିତ୍ସା ପାଇଁ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଭୁବନେଶ୍ୱର ଏମ୍ସରୁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର କରାଯାଇଛି। ଏନେଇ ଏମ୍ସ ଭୁବନେଶ୍ବର ପକ୍ଷରୁ ସୂଚନା ଦିଆଯାଇଛି। ହୃଦରୋଗ ସମସ୍ୟା ପାଇଁ ଭୁବନେଶ୍ୱର ଏମ୍ସରେ
Read More...

ଜିନ୍ଦଲ ଫାଉଣ୍ଡେସନ ଓ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଭ୍ରାମ୍ୟମାଣ ଶୌଚାଳୟର ଶୁଭାରମ୍ଭ

• -ଜିନ୍ଦଲ ଫାଉଣ୍ଡେସନ ପକ୍ଷରୁ ବିଏମସିକୁ ଟ୍ରକ୍ ଚାଳିତ ଅତ୍ୟାଧୁନିକ ସୁବିଧାସମ୍ପନ୍ନ ଶୌଚାଳୟ ପ୍ରଦାନ• -ଜନସମାବେଶ ଓ ସାମାଜିକ କାର୍ଯ୍ୟକ୍ରମରେ ସୁଲଭ ଓ ସ୍ୱଚ୍ଛ ଶୌଚାଳୟ ବ୍ୟବସ୍ଥା ଉପଲବ୍ଧ ହେବ ଭୁବନେଶ୍ୱର, ୨/୩: ସାମୁଦାୟିକ କଲ୍ୟାଣ ଓ ସହରାଞ୍ଚଳରେ ସ୍ୱଚ୍ଛତାରେ ସୁଧାର ଆଣିବାର
Read More...

ପୂର୍ବତନ କେନ୍ଦ୍ର ରେଳମନ୍ତ୍ରୀ ମୁକୁଲ ରାୟଙ୍କ ପରଲୋକ

ପଶ୍ଚିମବଙ୍ଗ: ବେଙ୍ଗଳ ରାଜନୀତିରେ ‘ଚାଣକ୍ୟ’ ଭାବେ ପରିଚିତ ଦିଗ୍ଗଜ ନେତା ମୁକୁଲ ରାୟଙ୍କ ୭୧ ବର୍ଷ ବୟସରେ ଦେହାନ୍ତ ଘଟିଛି। ପୂର୍ବତନ ରେଳମନ୍ତ୍ରୀ ଓ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ଭାବେ ସେ ଦୀର୍ଘ ସମୟ ଧରି ସକ୍ରିୟ ଥିଲେ। କୋଲକାତାର ଏକ ବେସରକାରି ଚିକିତ୍ସାଳୟରେ ରାତି ୧ଟା ୩୦
Read More...