Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଝାରସୁଗୁଡା ଉପନିର୍ବାଚନ ପାଇଁ ବିଜେଡିର ପ୍ରାର୍ଥୀ ଘୋଷଣା: ଦୀପାଳି ଦାସ ହେଲେ ବିଜେଡି ପ୍ରାର୍ଥୀ
ଜେଲରେ ରହିବେ ମନିଷ ସିସୋଦିଆ, ଜାମିନ ଆବେଦନ ଖାରଜ
୧୦ମାସର ଜେଲ ଜୀବନ ପରେ ଶନିବାର ଜେଲରୁ ମୁକୁଳିବେ ସିଦ୍ଧୁ, ରୋଡ ରେଜ୍ ମାମଲାରେ ପାଇଥିଲେ ଦଣ୍ଡ
ଗତକାଲି ଭୁବନେଶ୍ବର ଉପକଣ୍ଠ ଦୟାନଦୀରେ ବୁଡି ଯାଇଥିବା ବାଳକର ମୃତଦେହ ଉଦ୍ଧାର
ଇନ୍ଦୋର୍ ମହାଦେବ ମନ୍ଦିର ଅଘଟଣ: ମୃତ୍ୟୁସଂଖ୍ୟା ୩୫କୁ ବୃଦ୍ଧି
ଫକୀରମୋହନ ମେଡିକାଲ କଲେଜ ବିଲ୍ଡିଂରୁ ଡେଇଁ ଡାକ୍ତରୀ ଛାତ୍ରଙ୍କ ମୃତ୍ୟୁ
ଆସନ୍ତାକାଲି ନବନିଯୁକ୍ତ ପର୍ଯ୍ୟବେକ୍ଷକଙ୍କୁ ନେଇ ନବୀନ ନିବାସରେ ଗୁରୁତ୍ୱପୂର୍ଣ୍ଣ ବୈଠକ
ଆଜିଠୁ ଆଇପିଏଲ ମହାକୁମ୍ଭ : ଉଦଘାଟନୀ ମ୍ୟାଚରେ ମୁହାଁମୁହିଁ ହେବେ ଗୁଜରାଟ ଟାଇଟନ୍ସ ଓ ଚେନ୍ନାଇ ସୁପର କିଙ୍ଗସ
Browsing Category
ସାମାଜିକ
ସୋଆ ଏନ୍ଏସ୍ଏସ୍ ପକ୍ଷରୁ ଭୋଳା ଗ୍ରାମରେ ସ୍ୱତନ୍ତ୍ର ଶିବିର
ଭୁବନେଶ୍ୱର, ୨୫/୦୩: ସମାଜରେ ସ୍ୱଚ୍ଛତା ଓ ପରିମଳ ପରିବେଶର ଉପକାରିତା, ପ୍ଳାଷ୍ଟିକ୍ ବର୍ଜନ, ବୃକ୍ଷରୋପଣ ଏବଂ ଜଳ ସଂରକ୍ଷଣ ବିଷୟକୁ ନେଇ ଶିକ୍ଷା ଓ ଅନୁସନ୍ଧାନ ( ସୋଆ) ର ଜାତୀୟ ସେବା ଯୋଜନା (ଏନ୍ଏସ୍ଏସ୍) ଶାଖା ପକ୍ଷରୁ ଶୁକ୍ରବାର ଭୁବନେଶ୍ୱର ଉପକଣ୍ଠ ଭୋଳା ଗ୍ରାମରେ ଏକ ସ୍ୱତନ୍ତ୍ର…
Read More...
Read More...
ବିଶ୍ୱ ଯକ୍ଷ୍ମା ଦିବସ ଅବସରରେ ସମ୍ ହସ୍ପିଟାଲ୍ ପକ୍ଷରୁ ସଚେତନତା ରାଲି
ଭୁବନେଶ୍ୱର , ୨୪/ ୦୩ : ବିଶ୍ୱ ଯକ୍ଷ୍ମା ଦିବସ ଅବସରରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ପକ୍ଷରୁ ଶୁକ୍ରବାର ଏକ ସଚେତନତା ରାଲି ଆୟୋଜିତ ହୋଇଯାଇଛି । ଯକ୍ଷ୍ମାର କାରଣ, ନିରାକରଣ ଓ ଚିକିତ୍ସା ପଦ୍ଧତି ବିଷୟରେ…
Read More...
Read More...
ସୋନପୁର ଛାତ୍ର ଦୁର୍ଘଟଣା ନେଇ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର; ସୋନପୁର ଛାତ୍ର ଦୁର୍ଘଟଣାକୁ ନେଇ ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ଛାତ୍ରମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହାସହିତ ଆହତ ଛାତ୍ର ମାନଙ୍କ ପାଇଁ ଉପଯୁକ୍ତ…
Read More...
Read More...
ତିନି ପ୍ରମୁଖ ଦେବୀ ପୀଠର ମାଷ୍ଟର ପ୍ଲାନ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଅନୁମୋଦିତ
ଭୁବନେଶ୍ବର; ଓଡିଶାର ବିଭିନ୍ନ ଅଞ୍ଚଳରେ ମା ବିଭିନ୍ନ ରୂପରେ ପୂଜା ପାଇଆସୁଛନ୍ତି । ଶକ୍ତି ପୂଜାରେ ଚୈତ୍ର ମାସ ବିଶେଷ ଗୁରୁତ୍ୱ ବହନ କରିଥାଏ । ମାଙ୍କର ଚୈତ୍ର ମଙ୍ଗଳବାରକୁ ସାରା ଓଡିଶାର ମହିଳାମାନେ ଅତ୍ୟନ୍ତ ଭକ୍ତି ଓ ନିଷ୍ଠା ର ସହ ପାଳନ କରିଥାନ୍ତି । ମାଙ୍କର ଏହି ପବିତ୍ର ମାସ ଅବସରରେ…
Read More...
Read More...
ସୋଆରେ ଦୁଇ ଦିନିଆ କନ୍କ୍ଲେଭ୍, ଯୋଗ ଦେବେ ୬୦ ଟି ଷ୍ଟାର୍ଟଅପ୍
ଭୁବନେଶ୍ୱର, ୧୭/୦୩ : କୃଷକମାନଙ୍କୁ ଜଳବାୟୁ ପରିବର୍ତନ ସହିତ ତାଳ ଦେଇ କୃଷିକାର୍ଯ୍ୟ କରିବା ତଥା ଅତ୍ୟାଧୁନିକ କୃଷି ପ୍ରଣାଳୀରେ ଅଭ୍ୟସ୍ତ କରାଇବାର ଲକ୍ଷ୍ୟ ନେଇ ନୂତନ ଜ୍ଞାନ କୌଶଳ ଉପରେ କାର୍ଯ୍ୟ କରୁଥିବା ୬୦ ଟି ଷ୍ଟାର୍ଟଅପ୍ ଶନିବାର ଠାରୁ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଆୟୋଜିତ…
Read More...
Read More...
ଆନ୍ଦୋଳନ ପ୍ରତ୍ୟାହାର କଲା ଓଡିଶା ଡ୍ରାଇଭର ମହାସଂଘ
ଭୁବନେଶ୍ବର; ଦୁଇ ଦିନ ଆନ୍ଦୋଳନ ପରେ ପ୍ରତ୍ୟାହାର କଲା ଡ୍ରାଇଭର ମହାସଂଘ । ଓଡିଶା ଡ୍ରାଇଭର ମହାସଂଘର ଆନ୍ଦୋଳନ ପ୍ରତ୍ୟାହାର ନେଇ ଫେସବୁକ ପେଜରେ ପୋଷ୍ଟ କରାଯାଇଛି । ଡ୍ରାଇଭର ମହାସଂଘ ସଭାପତି ପ୍ରଶାନ୍ତ ମେଣ୍ଡୁଲି କହିଛନ୍ତି ସମସ୍ତଙ୍କୁ ସମୟ ଦେବା ଦରକାର । ସରକାର କେବେ ଆମ ପାଇଁ କିଛି…
Read More...
Read More...
ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ଯୋଗୁଁ ଖାଲି ଦିଶୁଛି ପରିବା ମାର୍କେଟ
ଭୁବନେଶ୍ବର; ୧୦ ଦଫା ଦାବି ପୂରଣ ନିମନ୍ତେ ଗତକାଲିଠୁ ଡ୍ରାଇଭର ମହାସଂଘ ଆନ୍ଦୋଳନ ଆରମ୍ଭ କରିଥିବା ବେଳେ ଏହାର ସିଧା ପ୍ରଭାବ ବଜାର ଉପରେ ପଡ଼ିଛି। ପରିବା, ଫଳ ସହ ଅତ୍ୟାବଶ୍ୟକ ଜିନିଷ ତଥା ଅନ୍ୟାନ୍ୟ ଆନୁସଙ୍ଗିକ ସାମଗ୍ରୀ ବଜାରକୁ ଆସିପାରୁନି। ବିଭିନ୍ନ ସ୍ଥାନରେ ପନିପରିବା ଓ ଅନ୍ୟ…
Read More...
Read More...
୧୦ ଦଫା ଦାବି ନେଇ ରାଜରାସ୍ତାକୁ ଓହ୍ଲାଇଲେ ଡ୍ରାଇଭର ସଂଘ
ଭୁବନେଶ୍ବର; ଆଜି ରାଜରାସ୍ତାକୁ ଓହ୍ଲାଇଲେ ଡ୍ରାଇଭର ସଂଘ । ୧୦ ଦଫା ଦାବିକୁ ରାଜ୍ୟ ସରକାର ପୂରଣ କରିନଥିବାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଷ୍ଟିୟରିଂ ଛାଡ ଆନ୍ଦୋଳନ କଲେ ଡ୍ରାଇଭର । ସକାଳୁ ସକାଳୁ ବିଭିନ୍ନ ସ୍ଥାନରେ ଡ୍ରାଇଭରଙ୍କ ପ୍ରତିବାଦ ଦେଖିବାକୁ ମିଳିଥିଲା । ଭୁବନେଶ୍ୱର ତମାଣ୍ଡୋରେ…
Read More...
Read More...
ଆସନ୍ତା ୧୫ତାରିଖ ଠାରୁ ଓଡ଼ିଶା ଡ୍ରାଇଭର ମହାସଂଘର ଆନ୍ଦୋଳନ
ଭୁବନେଶ୍ବର: ଓଡ଼ିଶା ଡ୍ରାଇଭର ମହାସଂଘ ୧୦ ଦଫା ଦାବି ନେଇ ଆସନ୍ତା ୧୫ ତାରିଖ ଠାରୁ ଆନ୍ଦୋଳନ କରିବାକୁ ଯାଉଛି। ଏହି ଆନ୍ଦୋଳନରେ ମହାସଂଘର ୫ ଲକ୍ଷ ଡ୍ରାଇଭର ସାମିଲ ହେବେ। ଡ୍ରାଇଭରମାନେ ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ୧୫ ତାରିଖ ଠାରୁ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ଆନ୍ଦୋଳନ କରିବେ।…
Read More...
Read More...
ଲୋକାର୍ପିତ ହେଲା ଅତ୍ୟାଧୁନିକ ରକ୍ତ ସଂଗ୍ରହ ଓ ରକ୍ତ ସଂରକ୍ଷଣ ଯାନ
ଭୁବନେଶ୍ବର; ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ସନ୍ଧ୍ୟାରେ ରାଜ୍ୟ ଟିକା ସଂରକ୍ଷଣ ଭଣ୍ଡାର ଓ ୯ଟି ଆଞ୍ଚଳିକ ଟିକା ସଂରକ୍ଷଣ କେନ୍ଦ୍ର ପାଇଁ ୧୦ଟି ‘ତାପ ସଂରକ୍ଷିତ ଯାନ’ ଏବଂ ଅତ୍ୟାଧୁନିକ ରକ୍ତ ସଂଗ୍ରହ ଓ ରକ୍ତ ସଂରକ୍ଷଣ ସୁବିଧା ସମ୍ପନ୍ନ ୫ଟି ‘ରକ୍ତ ସଂଗ୍ରହ ଯାନ’ ଲୋକାର୍ପଣ…
Read More...
Read More...