ପ୍ରମୁଖ ଖବର

ନଭେମ୍ବର ୨୮ରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ହେମନ୍ତ ସୋରେନ
ଜାମା ମସଜିଦରେ ସର୍ଭେ ବେଳେ ହିଂସା, ୩ ମୃତ
କଟକରୁ ବାଂଲାଦେଶୀ ନାବାଳିକା ଉଦ୍ଧାର ଘଟଣାରେ ମାମଲା ରୁଜୁ କରିଛି କମିଶନରେଟ ପୋଲିସ
Browsing Category

ସାମାଜିକ

ସୋନପୁର ଛାତ୍ର ଦୁର୍ଘଟଣା ନେଇ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର; ସୋନପୁର ଛାତ୍ର ଦୁର୍ଘଟଣାକୁ ନେଇ ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ଛାତ୍ରମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହାସହିତ ଆହତ ଛାତ୍ର ମାନଙ୍କ ପାଇଁ ଉପଯୁକ୍ତ
Read More...

ତିନି ପ୍ରମୁଖ ଦେବୀ ପୀଠର ମାଷ୍ଟର ପ୍ଲାନ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଅନୁମୋଦିତ

ଭୁବନେଶ୍ବର; ଓଡିଶାର ବିଭିନ୍ନ ଅଞ୍ଚଳରେ ମା ବିଭିନ୍ନ ରୂପରେ ପୂଜା ପାଇଆସୁଛନ୍ତି । ଶକ୍ତି ପୂଜାରେ ଚୈତ୍ର ମାସ ବିଶେଷ ଗୁରୁତ୍ୱ ବହନ କରିଥାଏ । ମାଙ୍କର ଚୈତ୍ର ମଙ୍ଗଳବାରକୁ ସାରା ଓଡିଶାର ମହିଳାମାନେ ଅତ୍ୟନ୍ତ ଭକ୍ତି ଓ ନିଷ୍ଠା ର ସହ ପାଳନ କରିଥାନ୍ତି । ମାଙ୍କର ଏହି ପବିତ୍ର ମାସ ଅବସରରେ
Read More...

ସୋଆରେ ଦୁଇ ଦିନିଆ କନ୍‌କ୍ଲେଭ୍‌, ଯୋଗ ଦେବେ ୬୦ ଟି ଷ୍ଟାର୍ଟଅପ୍

ଭୁବନେଶ୍ୱର, ୧୭/୦୩ : କୃଷକମାନଙ୍କୁ ଜଳବାୟୁ ପରିବର୍ତନ ସହିତ ତାଳ ଦେଇ କୃଷିକାର୍ଯ୍ୟ କରିବା ତଥା ଅତ୍ୟାଧୁନିକ କୃଷି ପ୍ରଣାଳୀରେ ଅଭ୍ୟସ୍ତ କରାଇବାର ଲକ୍ଷ୍ୟ ନେଇ ନୂତନ ଜ୍ଞାନ କୌଶଳ ଉପରେ କାର୍ଯ୍ୟ କରୁଥିବା ୬୦ ଟି ଷ୍ଟାର୍ଟଅପ୍ ଶନିବାର ଠାରୁ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଆୟୋଜିତ
Read More...

ଆନ୍ଦୋଳନ ପ୍ରତ୍ୟାହାର କଲା ଓଡିଶା ଡ୍ରାଇଭର ମହାସଂଘ

ଭୁବନେଶ୍ବର; ଦୁଇ ଦିନ ଆନ୍ଦୋଳନ ପରେ ପ୍ରତ୍ୟାହାର କଲା ଡ୍ରାଇଭର ମହାସଂଘ । ଓଡିଶା ଡ୍ରାଇଭର ମହାସଂଘର ଆନ୍ଦୋଳନ ପ୍ରତ୍ୟାହାର ନେଇ ଫେସବୁକ ପେଜରେ ପୋଷ୍ଟ କରାଯାଇଛି । ଡ୍ରାଇଭର ମହାସଂଘ ସଭାପତି ପ୍ରଶାନ୍ତ ମେଣ୍ଡୁଲି କହିଛନ୍ତି ସମସ୍ତଙ୍କୁ ସମୟ ଦେବା ଦରକାର । ସରକାର କେବେ ଆମ ପାଇଁ କିଛି
Read More...

ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ଯୋଗୁଁ ଖାଲି ଦିଶୁଛି ପରିବା ମାର୍କେଟ

ଭୁବନେଶ୍ବର; ୧୦ ଦଫା ଦାବି ପୂରଣ ନିମନ୍ତେ ଗତକାଲିଠୁ ଡ୍ରାଇଭର ମହାସଂଘ ଆନ୍ଦୋଳନ ଆରମ୍ଭ କରିଥିବା ବେଳେ ଏହାର ସିଧା ପ୍ରଭାବ ବଜାର ଉପରେ ପଡ଼ିଛି। ପରିବା, ଫଳ ସହ ଅତ୍ୟାବଶ୍ୟକ ଜିନିଷ ତଥା ଅନ୍ୟାନ୍ୟ ଆନୁସଙ୍ଗିକ ସାମଗ୍ରୀ ବଜାରକୁ ଆସିପାରୁନି। ବିଭିନ୍ନ ସ୍ଥାନରେ ପନିପରିବା ଓ ଅନ୍ୟ
Read More...

୧୦ ଦଫା ଦାବି ନେଇ ରାଜରାସ୍ତାକୁ ଓହ୍ଲାଇଲେ ଡ୍ରାଇଭର ସଂଘ

ଭୁବନେଶ୍ବର; ଆଜି ରାଜରାସ୍ତାକୁ ଓହ୍ଲାଇଲେ ଡ୍ରାଇଭର ସଂଘ । ୧୦ ଦଫା ଦାବିକୁ ରାଜ୍ୟ ସରକାର ପୂରଣ କରିନଥିବାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଷ୍ଟିୟରିଂ ଛାଡ ଆନ୍ଦୋଳନ କଲେ ଡ୍ରାଇଭର । ସକାଳୁ ସକାଳୁ ବିଭିନ୍ନ ସ୍ଥାନରେ ଡ୍ରାଇଭରଙ୍କ ପ୍ରତିବାଦ ଦେଖିବାକୁ ମିଳିଥିଲା । ଭୁବନେଶ୍ୱର ତମାଣ୍ଡୋରେ
Read More...

ଆସନ୍ତା ୧୫ତାରିଖ ଠାରୁ ଓଡ଼ିଶା ଡ୍ରାଇଭର ମହାସଂଘର ଆନ୍ଦୋଳନ

ଭୁବନେଶ୍ବର: ଓଡ଼ିଶା ଡ୍ରାଇଭର ମହାସଂଘ ୧୦ ଦଫା ଦାବି ନେଇ ଆସନ୍ତା ୧୫ ତାରିଖ ଠାରୁ ଆନ୍ଦୋଳନ କରିବାକୁ ଯାଉଛି। ଏହି ଆନ୍ଦୋଳନରେ ମହାସଂଘର ୫ ଲକ୍ଷ ଡ୍ରାଇଭର ‌ସାମିଲ ହେବେ। ଡ୍ରାଇଭରମାନେ ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ୧୫ ତାରିଖ ଠାରୁ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ଆନ୍ଦୋଳନ କରିବେ।
Read More...

ଲୋକାର୍ପିତ ହେଲା ଅତ୍ୟାଧୁନିକ ରକ୍ତ ସଂଗ୍ରହ ଓ ରକ୍ତ ସଂରକ୍ଷଣ ଯାନ

ଭୁବନେଶ୍ବର; ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ସନ୍ଧ୍ୟାରେ ରାଜ୍ୟ ଟିକା ସଂରକ୍ଷଣ ଭଣ୍ଡାର ଓ ୯ଟି ଆଞ୍ଚଳିକ ଟିକା ସଂରକ୍ଷଣ କେନ୍ଦ୍ର ପାଇଁ ୧୦ଟି ‘ତାପ ସଂରକ୍ଷିତ ଯାନ’ ଏବଂ ଅତ୍ୟାଧୁନିକ ରକ୍ତ ସଂଗ୍ରହ ଓ ରକ୍ତ ସଂରକ୍ଷଣ ସୁବିଧା ସମ୍ପନ୍ନ ୫ଟି ‘ରକ୍ତ ସଂଗ୍ରହ ଯାନ’ ଲୋକାର୍ପଣ
Read More...

ପୁରୀରେ ଜଳୁଛି ମାର୍କେଟ କମ୍ପ୍ଲେକ୍ସ

ପୁରୀ; ପୁରୀରେ ଜଳୁଛି ମାର୍କେଟ କମ୍ପ୍ଲେକ୍ସ। ଅଣାୟତ ହେଉଛି ନିଆଁ । ରାତି ସାରା ପ୍ରଚେଷ୍ଟା ସତ୍ୱେ ନିଆଁ ଲିଭିପାରୁନି। ପ୍ରଥମ ଓ ଦ୍ୱିତୀୟ ମହଲାକୁ ବ୍ୟାପିଲା ନିଆଁ । ପ୍ରଥମ ମହଲାରେ ରହିଛି ବ୍ୟାଙ୍କ ଓ ଲୁଗା ଦୋକାନ। ୧୫ ଘଣ୍ଟାରୁ ଅଧିକ ସମୟ ହେବ ଅଗ୍ନିଶମବାହିନୀ ଏବଂ ଓଡ୍ରାଫ ଟିମ ଆୟତ୍ତ
Read More...

ଆସନ୍ତା ୧୦ତାରିଖରେ ରାଉରକେଲା ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର; ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆସନ୍ତା ୧୦ତାରିଖରେ ରାଉରକେଲା ଯିବାର କାର୍ଯ୍ୟକ୍ରମ ରହିଛି । ବିଜେଡି ବିଧାୟକ ଶାରଦା ନାୟକ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ରାଉରକେଲା ଗସ୍ତରେ ଆସି ସୁନ୍ଦରଗଡ଼ ଜିଲ୍ଲା ପାଇଁ ବିଭିନ୍ନ
Read More...