ପ୍ରମୁଖ ଖବର

ଯୁକ୍ତ ଦୁଇ ଫର୍ମପୂରଣ ଅବଧି ବୃଦ୍ଧି
ସୁଦାନରେ ଓଡ଼ିଆ ଯୁବକଙ୍କୁ ଉଦ୍ଧାର ପାଇଁ ବୈଦେଶିକ ମନ୍ତ୍ରଣାଳୟକୁ ଅନୁରୋଧ କଲେ ନବୀନ
ଏସ୍‌ଆଇ ଜାଲିଆତି ମାମଲା: ୫ ଦିନିଆ ରିମାଣ୍ଡରେ ଯିବେ ଶଙ୍କର ଓ ସୁରେଶ
ମାଲବାହୀ ଟ୍ରେନ୍କୁ ଧକ୍କା ଦେଲା ଯାତ୍ରୀବାହୀ ଟ୍ରେନ୍, ୧୦ ମୃତ, ଅନେକ ଆହତ
୬୦ ହଜାର ଲାଞ୍ଚ ନେଇ ବନ୍ଧା ହେଲେ ଆରଆଇ
ଉତ୍କଳ ବିଲ୍‌ଡର୍ସରେ ଆୟକର ଚଢ଼ାଉ
କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରକୁ ଗଡ଼ିବ ୩ ସ୍ପେଶାଲ ଟ୍ରେନ୍‌
ବରମୁଣ୍ଡା ବସଷ୍ଟାଣ୍ଡରେ ମା’-ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଗିରଫ
୭ରେ ସ୍କୁଲ, କଲେଜରେ ଛାତ୍ରୀଛାତ୍ରୀ ଗାଇବେ ’ବନ୍ଦେ ମାତରମ’
Browsing Category

ସାମାଜିକ

ଐତିହାସିକ ବାଲିଯାତ୍ରା ପାଇଁ ଚଳଚଞ୍ଚଳ କଟକ ସହର

କଟକ: କାଲି ଠାରୁ କଟକର ଐତିହାସିକ ବାଲିଯାତ୍ରା ଆରମ୍ଭ ହେବ। ଏହି ଯାତ୍ରା ଆସନ୍ତା ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଚଳିତ ବର୍ଷ ୮ ଦିନ ହେବାକୁ ଥିବା ବାଲିଯାତ୍ରାକୁ ଅଧିକ ଆକର୍ଷଣୀୟ, ସୁରକ୍ଷିତ ଆଉ ଜନାଦୃତ କରିବା ପାଇଁ ତଥା ବିଭିନ୍ନ ବିଭାଗ ମଧ୍ୟରେ ଉତ୍ତମ ସମନ୍ୱୟ ରକ୍ଷା
Read More...

ଜାନୁୟାରୀ ପହିଲାରୁ ଶ୍ରୀମନ୍ଦିର ପରିସରରେ ପାନ, ଗୁଟଖା ମନା

ପୁରୀ: ଜାନୁୟାରୀ ପହିଲାରୁ ଶ୍ରୀମନ୍ଦିର ପରିସରରେ ପାନ, ଗୁଟଖାକୁ କରାଯିବ ସମ୍ପୂର୍ଣ୍ଣ ନିଷେଧ । ଏଥିପାଇଁ ଆଜିଠୁ ସମସ୍ତଙ୍କୁ ସଚେତନ କରାଯିବ । ଏନେଇ ଛତିଶା ନିଯୋଗକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚିଠି କରାଯାଇଛି। ଜାନୁଆରୀ ୧ରୁ  ଡ୍ରେସକୋଡ୍ ଭଳି ପାନଗୁଟୁଖାକୁ ସମ୍ପୂର୍ଣ୍ଣ ନିଷିଦ୍ଧ
Read More...

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କଲେ ଭି.କେ ପାଣ୍ଡିଆନ

ପୁରୀ: ପୁରୀରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ କେମିତି ଚାଲିଛି ସେ ନେଇ ଗ୍ରାଉଣ୍ଡକୁ ଯାଇ ସମୀକ୍ଷା କରିଛନ୍ତି ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ । ଆଜି ଭୋରୁ ପୁରୀ ଗସ୍ତ କରି ପ୍ରଥମେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ । ପରେ ଶ୍ରୀମନ୍ଦିର
Read More...

ଦୁର୍ଘଟଣାରେ ପ୍ରାଣ ହାରିଲେ ଗର୍ଭବତୀ ପତ୍ନୀ

ଭଦ୍ରକ: ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ନେଲା ଗର୍ଭବତୀ ପତ୍ନୀଙ୍କ ଜୀବନ । ଭଦ୍ରକ- ଚାନ୍ଦବାଲି ନାଉଗୋରାଡ଼ା ଛକରେ ପଛପଟୁ ବାଇକକୁ ଧକ୍କା ଦେଲା କୋଇଲା ବୋଝେଇ ପିକ୍ଅପ୍ ଗାଡ଼ି । ଘଟଣାରେ ପତ୍ନୀ ମୃତ୍ୟୁ ହୋଇଥିବା ବେଳେ ସ୍ୱାମୀ ଗୁରୁତର ଅଛନ୍ତି । ମହିଳାଙ୍କ ମୃତ୍ୟୁକୁ ନେଇ ସ୍ଥାନୀୟ ଅଂଚଳରେ
Read More...

ସୋଆ ପକ୍ଷରୁ ରକ୍ତଦାନ ଶିବିର ଆୟୋଜିତ

ଭୁବନେଶ୍ୱର, ୨୦/୧୦: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ଗୁରୁବାର ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍‌ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌) ଠାରେ ଏକ ରକ୍ତଦାନ ଶିବିରର ଆୟୋଜନ କରାଯାଇଥିଲା । ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଟ୍ରାନ୍ସଫ୍ୟୁଜନ୍ ମେଡିସିନ୍ ବିଭାଗର ମୁଖ୍ୟ
Read More...

ଆସନ୍ତାକାଲିଠାରୁ ସାରା ରାଜ୍ୟରେ ବସ୍‌ ଧର୍ମଘଟ

ଭୁବନେଶ୍ବର: ଅକ୍ଟୋବର ୨୦ ତାରିଖ ଅର୍ଥାତ ଆସନ୍ତାକାଲିଠାରୁ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ରାଜ୍ୟରେ ଘରୋଇ ଯାତ୍ରୀବାହୀ ବସ୍ ସେବା ବନ୍ଦ ରହିବ। ସକାଳ ୬ଟାରୁ ଘରୋଇ ବସ୍ ଧର୍ମଘଟ ହେବ। ତେବେ ରାଜ୍ୟ ସରକାର ବସ୍ ମାଲିକ ସଂଘକୁ କୌଣସି ପ୍ରକାର ଲିଖିତ ପ୍ରତିଶ୍ରୁତି ଦେଇନଥିବାରୁ ବସ୍ ମାଲିକ
Read More...

ଆନ୍ଦୋଳନକୁ ସ୍ଥଗିତ ରଖିଲା ପରିବା ବ୍ୟବସାୟୀ ସଂଘ

ଭୁବନେଶ୍ବର: ଆନ୍ଦୋଳନରୁ ଓହରିଲା ରାଜଧାନୀ କଞ୍ଚା ପରିବା ବ୍ୟବସାୟୀ ମହାସଂଘ। ଲକ୍ଷ୍ମୀ ପୂଜା ପର୍ଯ୍ୟନ୍ତ ଆନ୍ଦୋଳନକୁ ସ୍ଥଗିତ ରଖିଲା ସଂଘ। ଗତକାଲି ମଧ୍ୟ ବିଧାୟକ, ଡେପୁଟି କମିଶନର, ଜୋନ ଏସପି ଓ ପରିବା ସଂଘକୁ ନେଇ ହୋଇଥିଲା ଆଲୋଚନା। ରାଜଧାନୀ କଞ୍ଚା ପନିପରିବା ମହାଜନ ସଂଘର ଦାବିକୁ ନେଇ
Read More...

ଛତିଶା ନିଯୋଗ ବୈଠକରେ କାର୍ତ୍ତିକ ମାସ ନୀତି ଚୂଡ଼ାନ୍ତ

ପୁରୀ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସଙ୍କ ଅଧ୍ୟକ୍ଷତାରେ ଆଜି ପୁରୀର ନୀଳାଦ୍ରି ଭକ୍ତ ନିବାସରେ ହୋଇଥିବା ଛତିଶା ନିଯୋଗ ବୈଠକରେ କାର୍ତ୍ତିକ ମାସ ନୀତି ଚୂଡ଼ାନ୍ତ ହୋଇଛି। ହବିଷ୍ୟାଳୀଙ୍କ ଦର୍ଶନ ଉପରେ ଅଧିକ ଗୁରୁତ୍ଵ ଦିଆଯାଇଛି। ସେହିପରି ଶୃଙ୍ଖଳିତ ନୀତି ,ବାଳଭୋଗ ଓ
Read More...

ଅପରାହ୍ନରେ ବସିବ ଛତିଶାନିଯୋଗ ବୈଠକ

ପୁରୀ: ଆଜି ଅପରାହ୍ନରେ ନୀଳାଦ୍ରି ଭକ୍ତନିବାସରେ ବସିବ ଛତିଶାନିଯୋଗ ବୈଠକ । କାର୍ତ୍ତିକ ମାସର ନୀତି ନିର୍ଘଣ୍ଟକୁ ଆଜି ଛତିଶାନିଯୋଗ ବୈଠକରେ ଅନୁମୋଦନ କରାଯିବା ସହ କିଭଳି ନୀତିକାନ୍ତି ଶୃଙ୍ଖଳିତ ହୋଇପାରିବ ଓ ସେହି ସମୟରେ ମହାପ୍ରଭୁଙ୍କ ଠାରେ ଲାଗି ବାଳଭୋଗ କିଭଳି ସମୟାନୁସାରେ
Read More...

ଜାଗୋର ୧୭ ତମ ପ୍ରତିଷ୍ଠା ଦିବସ ପାଳିତ

ଭୁବନେଶ୍ୱର, ୧୨/୧୦: ବସ୍ତିରେ ଅନେକ ଅବହେଳିତ ଓ ନିଷ୍ପେସିତ ପିଲା ରହୁଛନ୍ତି । ବିଭିନ୍ନ କାରଣରୁ ସେମାନେ ବସ୍ତି ଭିତରେ ହିଁ ସୀମିତ ରହିଯାଉଛନ୍ତି । ପାଠପଢ଼ା ତ ଦୂରର କଥା, ଦେହ ଲୁଚାଇବାକୁ ଖଣ୍ଡେ ଭଲ ପୋଷାକ ଆଉ ଦି’ ଓଳି ଦୁଇ ମୁଠା ଖାଇବା ସେମାନଙ୍କ ପାଇଁ ସ୍ୱପ୍ନ ପାଲଟିଛି । ଏମିତି
Read More...