ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା
Browsing Category

ସାମାଜିକ

ସୋଆ ପକ୍ଷରୁ କମିଶନରେଟ୍ ପୋଲିସ୍ ଓ ଟ୍ରାଫିକ୍ ପୋଲିସ୍‌କୁ ଓଆର୍‌ଏସ୍ ଓ ଜଳ ବଂଟନ

ଭୁବନେଶ୍ୱର, ଏପ୍ରିଲ୍ ୨୩: ସାରା ରାଜ୍ୟର ଅସହ୍ୟ ଖରା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡ଼ିଥିବା ବେଳେ ରାଜଧାନୀରେ ଆଇନ୍ ଶୃଙ୍ଖଳା, ଅପରାଧ ନିୟନ୍ତ୍ରଣ ଓ ଟ୍ରାଫିକ୍ ବ୍ୟବସ୍ଥାରେ ନିୟୋଜିତ ଥିବା କମିଶନରେଟ ପୋଲିସ୍‌ର ଅଧିକାରୀ ଓ କର୍ମଚାରୀମାନଙ୍କୁ ଟିକେ ଆଶ୍ୱସ୍ତି ଦେବା ନିମନ୍ତେ ସହାୟତାର
Read More...

ମର୍ମନ୍ତୁଦ ସଡକ ଦୁର୍ଘଟଣା: ୩ ମୃତ ୫ ଆହତ

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ରାଇଘର ଥାନା ଜୋଡେଙ୍ଗା ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟି ୩ ମୃତ ୫ ଆହତ ହୋଇଛନ୍ତି। ଟ୍ରକ ଓ ଅଟୋ ମୁହାଁମୁହିଁ ଧକ୍କା ହେବା ଫଳରେ ଏପରି ଦୁର୍ଏଘଟଣା ଘଟିଛି। ଜଣେ ଦୁଇବର୍ଷର ଶିଶୁ ସହ ୫ ଜଣ ଗୁରୁତର ଅଛନ୍ତି । ମୃତକ ମାନଙ୍କୁ ଯୋଡିଙ୍ଗା
Read More...

ସ୍କୁଲ ବସ୍ ଦୁର୍ଘଟଣାରେ ୬ ଜଣ ଛାତ୍ରଛାତ୍ରୀଙ୍କ ମୃତ୍ଯୁ

ମହେନ୍ଦ୍ରଗଡ଼: ହରିୟାଣା ମହେନ୍ଦ୍ରଗଡ଼ରେ ଘଟିଛି ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏକ ସ୍କୁଲ ବସ୍ ଦୁର୍ଘଟଣାରେ ୬ ଜଣ ଛାତ୍ରଛାତ୍ରୀଙ୍କ ମୃତ୍ଯୁ ଘଟିଛି। ଏହି ସ୍କୁଲ ବସରେ ୩୫ରୁ ୪୦ ଜଣ ଛାତ୍ରଛାତ୍ରୀ ଥିଲେ। ଘଟଣାସ୍ଥଳରେ ୫ ଛାତ୍ରଛାତ୍ରୀଙ୍କ ମୃତ୍ଯୁ ହୋଇଥିବାବେଳେ ଅନ୍ଯ ଜଣେ ଗୁରୁତର ହୋଇ
Read More...

ସାଧାରଣ ସୁବିଧାରୁ ବଂଚିତ ଶିଶୁମାନଙ୍କର ସୋଆ କମ୍ୟୁନିଟି ରେଡ଼ିଓ ପରିଦର୍ଶନ

ଭୁବନେଶ୍ୱର, ଏପ୍ରିଲ୍ ୯: ସାଧାରଣ ମାନର ଜୀବନଯାପନ ଅଧିକାରରୁ ବଂଚିତ ପନ୍ଦର ଜଣ ଶିଶୁ ଗତ ଶନିବାର ଦିନ ସୋଆ କମ୍ୟୁନିଟି ରେଡ଼ିଓ ୯୦.୪ ବୁଲି ଦେଖିବା ସହ ରେଡ଼ିଓ ମାଧ୍ୟମରେ ନିଜର ଜୀବନର ଅନୁଭୂତି ବଖାଣିବା ସହ ନିଜର ଉତମ ଭବିଷ୍ୟତ ନେଇ ଆଶା ପ୍ରକାଶ କରିଛନ୍ତି । ପ୍ରଥମ ଥର ପାଇଁ କୌଣସି ରେଡ଼ିଓ
Read More...

ସମରେ ପାର୍କିନ୍ସନ୍ ରୋଗ ବିଷୟରେ ସଚେତନତା କାର୍ଯ୍ୟକ୍ରମ

ଭୁବନେଶ୍ୱର, ଏପ୍ରିଲ୍ ୯: ପାର୍କିନ୍ସନ୍ ସମସ୍ୟା ଏକ ବୟସ ଜନିତ ବ୍ୟାଧି। ଏହା ଦ୍ରୁତ ଗତିରେ ବୃଦ୍ଧି ପାଉଥିବା ଯୋଗୁଁ ଜଟିଳ ସମସ୍ୟାରେ ପରିଣତ ହୋଇଛି। ତେବେ ଉତମ ଜୀବନଶୈଳୀ ଆପଣାଇବା ଦ୍ୱାରା ଏହି ସମସ୍ୟାକୁ ଦୂର କରିହେବ ବୋଲି ବିଶିଷ୍ଟ ସ୍ନାୟୁଶଲ୍ୟ ବିଶେଷଜ୍ଞ ପ୍ରଫେସର ଅଶୋକ କୁମାର
Read More...

ସ୍କୁଲ ବସ୍ ଓଲଟି ୪ ଶିଶୁ ମୃତ୍ୟୁ, ୨୫ ଶିଶୁ ଗୁରୁତର

ବାରାବାଙ୍କି: ଉତ୍ତର ପ୍ରଦେଶର ବାରବାଙ୍କିରେ ଏକ ସ୍କୁଲ ବସ୍ ଓଲଟି ପଡିବାରୁ ଘଟଣାସ୍ଥଳରେ ୪ ଶିଶୁଙ୍କ ମୃତ୍ୟୁ ହୋଇଛି। ଜଣେ ବସ କର୍ମଚାରୀ ବି ମୃତ୍ୟୁବରଣ କରିଛନ୍ତି । ଏହି ଦୁର୍ଘଟଣାରେ ପ୍ରାୟ ୨୫ ଜଣ ଶିଶୁ ଗୁରୁତର ଆହତ ହୋଇଛନ୍ତି। ଆହତ ଶିଶୁମାନଙ୍କୁ ତୁରନ୍ତ ସ୍ଥାନୀୟ ଲୋକଙ୍କ ସହାୟତାରେ
Read More...

ସୋଆ ପକ୍ଷରୁ ଉତ୍କଳ ଦିବସ ପାଳିତ

ଭୁବନେଶ୍ୱର, ୧ ଏପ୍ରିଲ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ସୋମବାର ୮୯ତମ ଉତ୍କଳ ଦିବସ ପାଳିତ ହୋଇଯାଇଛି । ୧୯୩୬ ମସିହା ଏପ୍ରିଲ ୧ ତାରିଖ ଦିନ ଭାଷା ଭିତିକ ରାଜ୍ୟ ଭାବେ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ହେବାର ସ୍ମୃତିକୁ ଉଦ୍‌ଜୀବିତ କରି ବିଶ୍ୱବିଦ୍ୟାଳୟ ପକ୍ଷରୁ ଏହି ଦିବସ ପାଳନ
Read More...

ଆଉ ୬ଟି ଜିଲ୍ଲାରେ ଗଡିଲା ଲକ୍ଷ୍ମୀ ବସ୍

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସିଂ ଜରିଆରେ ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର ଓ ନୟାଗଡ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ‘ଗାଁ ଲୋକମାନେ ଲକ୍ଷ୍ମୀ ବସ୍ ଜରିଆରେ ସୁବିଧାରେ
Read More...

ଓଲଟିଲା ବସ୍: ୧ ମୃତ, ୧୦ ଆହତ

କଟକ: କଟକ ଗୋପାଳପୁର ଛକରେ ଓଲଟିଲା ବସ୍। ଆଜି ସନ୍ଧ୍ୟାରେଭୁବନେଶ୍ବରରୁ ବାଲେଶ୍ବର  ଯାଉଥିବାବେଳେ ବସଟି ଓଲଟି ପଡ଼ିଥିବା କୁହାଯାଇଛି । ତେବେ ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତ ଯାତ୍ରୀଙ୍କୁ ଉଦ୍ଧାର କରୁଛି ପ୍ରଶାସନ। ଉଦ୍ଧାର ଯାତ୍ରୀଙ୍କୁ କଟକ ଏସସିବିରେ ଭର୍ତ୍ତି କରାଯାଉଛି। ଏହି
Read More...

ବୁଧବାର ଲୋକାର୍ପିତ ହେବ ସମ୍ ହସ୍ପିଟାଲ୍ ଶିତଳାପଲ୍ଲୀ କ୍ୟାମ୍ପସ

ଭୁବନେଶ୍ବର; ଦୀର୍ଘ ୧୯ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଜନସାଧାରଣଙ୍କୁ ଅବିରତ ଓ ଉତ୍ସର୍ଗୀକୃତ ଭାବେ ସ୍ୱାସ୍ଥ୍ୟ ସେବା ପ୍ରଦାନ କରିଆସୁଥିବା ଶିକ୍ଷା ଓ ଅନୁସନ୍ଧାନ ଏବେ ଦକ୍ଷିଣ ଓଡ଼ିଶାରେ ଉତମ ତଥା ଅତ୍ୟାଧୁନିକ ସେବା ପ୍ରଦାନ କରିବା ଲକ୍ଷ୍ୟରେ ବ୍ରହ୍ମପୁର ନିକଟ ଶିତଳାପଲ୍ଲୀ ଠାରେ ସମ୍
Read More...