ପ୍ରମୁଖ ଖବର

ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ
ୟୁନେସ୍କୋ ମେମୋରୀ ଅଫ ଦ ଓ୍ବର୍ଲ୍ଡ ରେଜିଷ୍ଟରରେ ସ୍ଥାନ ପାଇଲା ‘ଭଗବଦ ଗୀତା’ ଓ ‘ନାଟ୍ୟଶାସ୍ତ୍ର’
ମାଲେସିଆ ଗସ୍ତରେ ଯିବେ ଓଡ଼ିଶା ଚାଷୀ
ଛତିଶଗଡ଼ ସୁକମାରେ ୯ ମହିଳା ନକ୍ସଲଙ୍କ ସମେତ ୨୨ ଜଣଙ୍କ ଆତ୍ମସମର୍ପଣ କରିଛନ୍ତି
କ୍ରୀଡ଼ା ବିକାଶ ପାଇଁ ୪ ହଜାର କୋଟି ଟଙ୍କା ଖର୍ଚ୍ଚ କରିବେ ଓଡ଼ିଶା ସରକାର
ସଂସଦୀୟ ବ୍ୟାପାର ସଚିବ ଭାବେ ନିଯୁକ୍ତ ହେଲେ ଆଇଏଏସ ନିକୁଞ୍ଜ ବିହାରୀ ଧଳ
୩୫ଟି ଔଷଧ ଉପରେ କଟକଣା ଲଗାଇଲେ ସରକାର
Browsing Category

ସାମାଜିକ

ପୁନଃବିକଶିତ ହେବ ସୁଆଣ୍ଡୋ

୫ଟି ସଚିବଙ୍କ ସୁଆଣ୍ଡୋ ପରିଦର୍ଶନଉତ୍କଳମଣି ଙ୍କ ଗାଁ ଶିବ ମନ୍ଦିର ର ପୁନରୁଦ୍ଧାର ଓ ପ୍ରତିଷ୍ଠା . ଭୁବନେଶ୍ବର; ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ଆଜି ପୁରୀ ଜିଲ୍ଲାର ସୁଆଣ୍ଡୋସ୍ଥିତ ଗୋପବନ୍ଧୁଙ୍କ
Read More...

ଜ୍ଞାନପ୍ରଭା ମିଶନର ପ୍ରତିଷ୍ଠା ଉତ୍ସବରେ ଯୋଗ ଦେଲେ ରାଷ୍ଟ୍ରପତି

ଭୁବନେଶ୍ୱର; ଉତ୍କଳ ମଣ୍ଡପରେ ଆୟୋଜିତ ଜ୍ଞାନପ୍ରଭା ମିଶନର ପ୍ରତିଷ୍ଠା ଉତ୍ସବରେ ଯୋଗ ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କରିଥିଲେ ରାଷ୍ଟ୍ରପତି । ମାତୃଶକ୍ତି ଉତ୍ଥାନ ସଂସ୍ଥାରେ ପହଞ୍ଚି ମାଆଙ୍କୁ ମନେ ପକାଇ ଭାବବିହ୍ବଳ ହୋଇଥିଲେ ରାଷ୍ଟ୍ରପତି ।
Read More...

ନବ ଦାସଙ୍କ ସ୍ମୃତିସଭାରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଝାରସୁଗୁଡ଼ା: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ସ୍ମୃତିସଭାରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସ୍ମୃତିସଭାରେ ପହଞ୍ଚି ଦିବଂଗତ ନେତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତାଙ୍କ ପରିବାର ସଦସ୍ୟଙ୍କୁ ସମବେଦନା ଜଣାଇବା ସହ
Read More...

ଯାଜପୁର ଜିଲ୍ଲା ମହୋତ୍ସବ ଉଦ୍‌ଘାଟିତ

ଯାଜପୁର ଓଡିଶାର ଏକ ନମ୍ବର ଜିଲ୍ଲା ହେବ – ମୁଖ୍ୟମନ୍ତ୍ରୀଯାଜପୁର ବିଭିନ୍ନ ଧର୍ମ, ଆଧ୍ୟାତ୍ମିକ ଓ ଦର୍ଶନ ତତ୍ତ୍ବର ସଂଗମ ସ୍ଥଳ ଯାଜପୁର; ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ମାଧ୍ୟମରେ ଯାଜପୁର ଜିଲ୍ଲା ମହୋତ୍ସବ ୨୦୨୩ ଉଦ୍‌ଘାଟନ କରିଛନ୍ତି । ଏହି
Read More...

ଚିର ନିଦ୍ରାରେ ସାରସ୍ୱତ ସାଧିକା ନିର୍ମଳପ୍ରଭା

ଭୁବନେଶ୍ୱର : ବିଶିଷ୍ଟ ସାରସ୍ୱତ ସାଧିକା ଶ୍ରୀମତୀ ନିର୍ମଳପ୍ରଭା ନାୟକଙ୍କର ଆଜି ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ପରଲୋକ ହୋଇଯାଇଛି । ତାଙ୍କ ମୃତ୍ୟୁରେ ସାହିତ୍ୟ, ରାଜନୀତି ଓ ସମାଜସେବା ସହ ଜଡିତ ବିଭିନ୍ନ ମହଲରେ ଗଭୀର ଶୋକ ପ୍ରକାଶ ପାଇଛି । ଶ୍ରୀମତୀ ନାୟକ ପାଟକୁରା ଗାନ୍ଧୀ
Read More...

ଶିକ୍ଷା ସହିତ କ୍ରୀଡାକୁ ଗୁରୁତ୍ୱ ଦେବା ଜରୁରୀ : ଅରୁଣ ଲାଲ

ଭୁବନେଶ୍ୱର , ୪/ ୨ : ଛାତ୍ରଛାତ୍ରୀମାନେ ପାଠପଢ଼ା ସହିତ ଖେଳରେ ମଧ୍ୟ ମନୋନିବେଶ କରିବା ଜରୁରୀ । ପାଠ ସହିତ ଖେଳ ସମାନ୍ତରାଳ ଭାବେ ନ ରହିଲେ ଛାତ୍ରଛାତ୍ରୀଙ୍କୁ ଅର୍ଦ୍ଧ ଶିକ୍ଷିତ କୁହାଯିବ ବୋଲି କହିଛନ୍ତି ପୂର୍ବତନ କ୍ରୀକେଟର ତଥା କମେଂଟେଟର୍ ଅରୁଣ ଲାଲ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର
Read More...

ଜୀବନରେ ସମସ୍ୟା ସହ ଲଢ଼ିବା ନିମନ୍ତେ ସକାରାତ୍ମକ ଚିନ୍ତାଧାରା ସବୁଠାରୁ ବଡ଼ ଅସ୍ତ୍ର: ଅରୁଣ ଲାଲ

ଭୁବନେଶ୍ୱର , ୪/ ୨ : ଜୀବନରେ ସମସ୍ୟା ସହିତ ଲଢ଼ିବା ନିମନ୍ତେ ମଣିଷର ସକାରାତ୍ମକ ଚିନ୍ତାଧାରା ହିଁ ସବୁଠାରୁ ବଡ଼ ସମ୍ପତି । ଏହାହିଁ ବିଜୟର ପଥ ସୁଗମ କରିଥାଏ ବୋଲି କ୍ୟାନ୍ସର ରୋଗୀମାନଙ୍କ ଉଦ୍ଦେଶ୍ୟରେ ମତ ରଖିଛନ୍ତି ପୂର୍ବତନ ଭାରତୀୟ କ୍ରିକେଟର ଅରୁଣ ଲାଲ । ମନ ଯାହାକୁ ବିଶ୍ୱାସ କରେ
Read More...

କଟକ ଅବକାରୀ ବିଭାଗ ଷ୍ଟୋରରୁମରେ ଅଗ୍ନିକାଣ୍ଡ

କଟକ; ହାଇକୋର୍ଟ ନିକଟ କଟକ ସବ ରେଜିଷ୍ଟ୍ରାର ଅଫିସ ପରିସରରେ ଥିବା ଅବକାରୀ ଷ୍ଟୋରରୁମ ଆଗ ହୋଟେଲରେ ଗ୍ୟାସ ସିଲିଣ୍ଡର ଫାଟି ଅଗ୍ନିକାଣ୍ଡ ହୋଇଥିବା ଜଣାପଡ଼ିଛି । ଏଥିରେ ୩ ଜଣ ହୋଟେଲ କର୍ମଚାରୀ ଆହତ ହୋଇଥିବାବେଳେ ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ନିଆଁକୁ ଆୟତ କରିବାକୁ ୩ଟି
Read More...

ପଞ୍ଚଭୂତରେ ବିଲୀନ ହୋଇଗଲେ ନବକିଶୋର

ଝାରସୁଗୁଡ଼ା: ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଆଜି ପୂର୍ବତନ ମନ୍ତ୍ରୀ ନବକିଶୋର ଦାସଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ପଞ୍ଚଭୂତରେ ଲୀନ ହୋଇଯାଇଛି ନବକିଶୋରଙ୍କ ମରଶରୀର । ଝାରସୁଗୁଡ଼ାର ଖେରୁଆଲରେ ଆଜି ଶହ ଶହ ଜନତାଙ୍କ ଉପସ୍ଥିତିରେ ନବ ଦାସଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି | ମନ୍ତ୍ରୀ ନବ
Read More...

ପରଲୋକରେ ହୁସେନ ରବି ଗାନ୍ଧୀ

କଟକ: ପରଲୋକରେ ହୁସେନ ରବି ଗାନ୍ଧୀ। ବିଶିଷ୍ଟ ସାହିତ୍ୟିକ ତଥା ରାଜନେତା ହୁସେନ ରବି ଗାନ୍ଧୀଙ୍କର ଆଜି ମଧ୍ୟାହ୍ନରେ ପରଲୋକ ହୋଇଛି। ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା। ତାଙ୍କର ଶେଷ ଦର୍ଶନ ଲାଗି ମରଶରୀରକୁ କଟକ
Read More...