Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ପଶ୍ଚିମବଙ୍ଗରେ ମୁକ୍ତ, ନିରପେକ୍ଷ ଓ ଶାନ୍ତିପୂର୍ଣ୍ଣ ନିର୍ବାଚନ, ନିର୍ବାଚନ କମିଶନଙ୍କ ପ୍ରାଥମିକତା
ଦାଦନ ଶ୍ରମିକ ଯିବାରେ ବଲାଙ୍ଗୀର ଜିଲ୍ଲା ସର୍ବାଗ୍ରେ
ପୁରୀ: ପୋଲିସର ନିର୍ଯାତନା ସହି ନପାରି ଯୁବକଙ୍କ ଆତ୍ମହତ୍ୟା
ଓଡିଶାର ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍
ସିବିଏସଇ ଅଷ୍ଟମ ଶ୍ରେଣୀ ସାମାଜିକ ବିଜ୍ଞାନ ପୁସ୍ତକକୁ ନେଇ କ୍ଷମା ପ୍ରାର୍ଥନା କଲା ଏନସିଇଆରଟି
କରୁର ଦଳାଚକଟା ମାମଲାରେ ଅଭିନେତା ବିଜୟଙ୍କୁ ପୁଣିଥରେ ସିବିଆଇ ସମନ୍
ଦିଲ୍ଲୀ ଦଙ୍ଗା ମାମଲାରେ ଶର୍ଜିଲ ଇମାମଙ୍କୁ ୧୦ ଦିନ ପାଇଁ ଅନ୍ତରୀଣ ଜାମିନ
ରାଜ୍ୟରେ ଖାଲି ପଡ଼ିଛି ୪,୬୦୭ ଡାକ୍ତର ପଦବୀ: ସ୍ୱାସ୍ଥ୍ୟମନ୍ତ୍ରୀ
Browsing Category
ସାମାଜିକ
ବିଶ୍ୱ ସ୍ୱାସ୍ଥ୍ୟ ଦିବସ ପାଳନ ଅବସରରେ ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ରେ କୁଇଜ ପ୍ରତିଯୋଗିତା ଆୟୋଜିତ
ଭୁବନେଶ୍ୱର,୧୨/୦୪: ବିଶ୍ୱ ସ୍ୱାସ୍ଥ୍ୟ ଦିବସ ପାଳନ ଅବସରରେ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ରେ ଆୟୋଜିତ ଏକ କୁଇଜ ପ୍ରତିଯୋଗିତାରେ ଇସିକା ଅଗ୍ରୱାଲ୍, ଶିବମ୍ ଓ ଜୟନ୍ତ କୁମାରଙ୍କୁ ନେଇ ଗଠିତ ଟିମ୍ ବିଜୟୀ ହୋଇଛି ।
ଇଣ୍ଡିଆନ୍ ଆସୋସିଏସନ୍ ଅଫ୍!-->!-->!-->…
Read More...
Read More...
ପଞ୍ଜାବ ନ୍ୟାସନାଲ୍ ବ୍ୟାଙ୍କର ୧୨୯ତମ ପ୍ରତିଷ୍ଠା ଦିବସ ଅବସରରେ ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲ ପକ୍ଷରୁ ସ୍ୱାସ୍ଥ୍ୟ…
ଭୁବନେଶ୍ୱର,୧୨/୦୪: ପଞ୍ଜାବ ନ୍ୟାସ୍ନାଲ ବ୍ୟାଙ୍କର ୧୨୯ ତମ ପ୍ରତିଷ୍ଠା ଦିବସ ଅବସରରେ ବୁଧବାର ବ୍ୟାଙ୍କର ପୋଖରୀପୁଟ ଶାଖାରେ ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ପକ୍ଷରୁ ଏକ ସ୍ୱତବ ସ୍ୱାସ୍ଥ୍ୟ ଶିବିରଆୟୋଜିତ ହୋଇଯାଇଛି । ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ର ଏକ ୬ ଜଣିଆ ଡାକ୍ତରୀ!-->…
Read More...
Read More...
ସୋଆରେ ଜି-୨୦ ପ୍ରେସିଡେନ୍ସି ଅଧ୍ୟକ୍ଷତା ପାଳନ ପରିପ୍ରେକ୍ଷୀରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଆୟୋଜିତ
ଭୁବନେଶ୍ୱର, ଏପ୍ରିଲ୍ ୮: ଭାରତରେ ଜି-୨୦ ଅଧ୍ୟକ୍ଷତା ଉପଲକ୍ଷେ ଓଡ଼ିଶାରେ ଏକ ମାସ ଧରି କାର୍ଯ୍ୟକ୍ରମର ଆୟୋଜନ କରାଯିବ। ଏହି ପରିପ୍ରେକ୍ଷୀରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଶନିବାର ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି ।
ସୋଆ କ୍ୟାମ୍ପସ ୫ରେ ରୋଟାରୀ କ୍ଲବ!-->!-->!-->…
Read More...
Read More...
ସମରେ ମେକାନିକାଲ୍ ଭେଂଟିଲେସନ୍ ସମ୍ପର୍କିତ ଜାତୀୟ କର୍ମଶାଳା ଉଦ୍ଘାଟିତ
ଭୁବନେଶ୍ୱର, ୦୮/୦୪: ସ୍ଥାନୀୟ ସମ୍ ଅଲ୍ଟିମେଟ ମେଡିକେୟାରରେ ଶନିବାର ମେକାନିକାଲ୍ ଭେଂଟିଲେସନ୍କୁ ନେଇ ଆରମ୍ଭ ହୋଇଥିବା ଦୁଇ ଦିନିଆ ଜାତୀୟ କର୍ମଶାଳାରେ ସାମିଲ ହୋଇଛନ୍ତି ଦେଶର ୭୩ ଜଣ ଡାକ୍ତର ଓ ଇନ୍ଟେନ୍ସିଭି୍ଷ୍ଟସ । ଏହି କର୍ମଶାଳାରେ ଯୋଗ ଦେଇଥିବା ପ୍ରତିନିଧିମାନଙ୍କୁ!-->…
Read More...
Read More...
ବିଲରେ ଖେଳୁଥିବା ବେଳେ କୀଟନାଶକ ପିଇଦେଲେ ୪ ଶିଶୁ
ଭଦ୍ରକ; ଭଦ୍ରକ ଜିଲ୍ଲା ତିହିଡ଼ି ଥାନା ଝିଙ୍କିରିଆରେ ଘଟିଛି ଅଭାବନୀୟ ଘଟଣା। ବିଲରେ ଖେଳୁଥିବା ବେଳେ କୀଟନାଶକ ପିଇଦେଇଛନ୍ତି ୪ ଜଣ ଶିଶୁ। ସେମାନଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।ଏହି ଶିଶୁମାନଙ୍କ ବୟସ ଦେଢ଼ ବର୍ଷରୁ ୩ ବର୍ଷ ମଧ୍ୟରେ।!-->…
Read More...
Read More...
ସୋଆରେ ଜି-୨୦ ପ୍ରେସିଡେନ୍ସି ପାଳନ ନେଇ ସଭା ଆୟୋଜିତ
ଭୁବନେଶ୍ୱର, ଏପ୍ରିଲ୍ ୧: ଭାରତର ଜି-୨୦ ଅଧ୍ୟକ୍ଷତା ଉପଲକ୍ଷେ ଓଡ଼ିଶାରେ ଏକ ମାସ ଧରି କାର୍ଯ୍ୟକ୍ରମର ଆୟୋଜନ କରାଯିବ । ଏଥି ନିମନ୍ତେ ଫ୍ୟାକଲ୍ଟି ଓ ଛାତ୍ରଛାତ୍ରୀମାନଙ୍କୁ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଠାରେ ଉତ୍କଳ ଦିବସ ଅବସରରେ ଏକ ସଭା ଆୟୋଜିତ ହୋଇଯାଇଛି ।
ଆସନ୍ତା ଏପ୍ରିଲ୍!-->!-->!-->…
Read More...
Read More...
ଚାଷୀ ଭାଇ-ଭଉଣୀମାନଙ୍କୁ କାଳିଆ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଉତ୍କଳ ଦିବସରେ ଚାଷୀ ଭାଇ-ଭଉଣୀମାନଙ୍କୁ କାଳିଆ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ । ଖରିଫ ୨୦୨୩ ପାଇଁ ୪୩ ଲକ୍ଷରୁ ଅଧିକ ଚାଷୀଙ୍କ ବ୍ଯାଙ୍କ ଖାତାକୁ ଯାଇଛି ୮୭୭ କୋଟି ଟଙ୍କାର କାଳିଆ ସହାୟତା । ଖାଦ୍ୟ ଶସ୍ୟ ଉତ୍ପାଦନରେ ଓଡ଼ିଶାର ସଫଳତାର ଶ୍ରେୟ ଚାଷୀ ଭାଇ ଭଉଣୀଙ୍କୁ ଦେଲେ!-->…
Read More...
Read More...
ଦୟାନଦୀରେ ଗାଧୋଉଥିବା ବେଳେ ବୁଡିଗଲା ନାବାଳକ
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ବର ଉପକଣ୍ଠ ଦୟାନଦୀକୁ ଗାଧୋଇବାକୁ ଯାଇ ଗୁରୁବାର ଜଣେ ନାବାଳକ ନିଖୋଜ ହୋଇଯାଇଛି। ନିଖୋଜ ହୋଇଥିବା ନାବାଳକ ହେଲେ ଭୁବନେଶ୍ବର ଉପକଣ୍ଠ ଲିଙ୍ଗିପୁର ପଞ୍ଚାୟତ ଇନ୍ଦିରା କଲୋନୀର ସୁମିତେନ୍ଦ୍ର ସାହୁ ।
ଆଜି ଅପରାହ୍ନରେ ୪ ଜଣ ନାବାଳକ ଦୟା ନଦୀ ବ୍ରିଜ ତଳେ ମାଛ!-->!-->!-->…
Read More...
Read More...
ସୋଆ ଏନ୍ଏସ୍ଏସ୍ ପକ୍ଷରୁ ବିଭିନ୍ନ ପୋଷ୍ୟ ଗ୍ରାମରେ ଏକ ସପ୍ତାହ ଧରି ସ୍ୱତବ ଶିବିର ଆୟୋଜିତ
ଭୁବନେଶ୍ୱର, ୨୯/୦୩: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ ଅଫ୍ ଫାର୍ମାସ୍ୟୁଟିକାଲ ସାଇନ୍ସେସ୍ (ଏସ୍ପିଏସ୍), ସ୍କୁ୍ଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ (ଏସ୍ଏଚ୍ଏମ୍), ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ ଏବଂ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଏଗ+!-->…
Read More...
Read More...
ବଦଳିବ ମାଲକାନଗିରିର ରୂପରେଖ
ମାଲକାନଗିରି; ବଦଳିବ ମାଲକାନଗିରିର ରୂପରେଖ। ବଣ୍ଡାଘାଟିକୁ ଗଡିବ ବସ୍ ତାସହ ଛାତ୍ରଛାତ୍ରୀଙ୍କୁ ମିଳିବ ଉଚ୍ଚଶିକ୍ଷା ସୁଯୋଗ। ଆଜି ମାଲକାନଗିରିର ଜନସାଧାରଣଙ୍କୁ ଏହି ପ୍ରତିଶ୍ରୁତି ଦେଇଛନ୍ତି ଫାଇଭ-ଟି ସଚିବ ବିକେ ପାଣ୍ଡିଆନ। ମାଲକାନଗିରି ସୀତାକୁଣ୍ଡରେ ସ୍ଥାନୀୟ ପରମ୍ପରା ଅନୁସାରେ!-->…
Read More...
Read More...