ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା
Browsing Category

ସାମାଜିକ

ମଦ ଦୋକାନରେ ଅଗ୍ନିକାଣ୍ଡ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱର ସହୀଦ ନଗର ଭବାନୀ ମଲ ନିକଟରେ ଥିବା ଏକ ମଦ ଦୋକାନରେ ଅଗ୍ନିକାଣ୍ଡ ଘଟିଛି। ସର୍ଟ ସର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳୁଛି । ତେବେ ନିଆଁର ମାତ୍ରା ଏତେ ଅଧିକ ଥିଲା ଯେ ସ୍ଥାନୀୟ ଅଞ୍ଚଳରେ ଧୁଆଁ ଭର୍ତ୍ତି ହୋଇଯାଇଥିଲା । ମଦ ଦୋକାନ ପାଖ
Read More...

ଡାକ୍ତର ଜଗନ୍ନାଥ ମହାପାତ୍ର ଆଉ ନାହାନ୍ତି

ଭୁବନେଶ୍ୱର: ପୂର୍ବତନ ପୌରାଧ୍ୟକ୍ଷ ଯଥା ଜନପ୍ରିୟ ଡାକ୍ତର ଜଗନ୍ନାଥ ମହାପାତ୍ରଙ୍କର ଆଜି ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୪ବର୍ଷ ବୟସ ହୋଇଥିଲା। ଶ୍ରୀ ମହାପାତ୍ର ଗତ କିଛି ଦିନ ଅସୁସ୍ଥ ଥିଲେ। ଆଜି ସେ ସହିଦନଗରସ୍ଥିତ ବାସଭବନରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।
Read More...

ସୋଆ ଏସ୍‌ଏଚ୍‌ଏମ୍‌ରେ ମହିଳାଙ୍କ ନିମନ୍ତେ ରନ୍ଧନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ‘ୱି କ୍ୟାନ୍ କୁକ୍‌’ ଆରମ୍ଭ

ଭୁବନେଶ୍ୱର, ୨୨/୦୫: ଖାଦ୍ୟ ରନ୍ଧନ ଖୁବ୍ ଭଲ ଅନୁଭବ ଏବଂ ମା’ର ହାତ ରନ୍ଧାର ତୁଳନା ନାହିଁ । ଘରର ମହିଳାଟି ଯେଉଁ ଶ୍ରଦ୍ଧାରେ ଖାଦ୍ୟ ରାନ୍ଧିକି ଦିଏ ତାହାର ସ୍ୱାଦ ଖୁବ୍ ନିଆରା । ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ ପକ୍ଷରୁ ସୋମବାର ମହିଳାମାନଙ୍କ ନିମନ୍ତେ
Read More...

ସଂକ୍ରମଣ ନିରାକରଣ ଓ ନିୟନ୍ତ୍ରଣ ନେଇ ସମ୍ ରେ କର୍ମଶାଳା ଆୟୋଜିତ

ଭୁବନେଶ୍ୱର,୨୦/୫: ସଂକ୍ରମଣ ନିରାକରଣ ଓ ନିୟନ୍ତ୍ରଣ ନେଇ ସମ୍ ଅଲ୍ଟିମେଟ ମେଡିକେୟାରରେ ଶନିବାର ଏକ କର୍ମଶାଳା ଆୟୋଜିତ ହୋଇଯାଇଛି । ଏଥିରେ ଓଡ଼ିଶାର ବିଭିନ୍ନ ହସ୍ପିଟାଲ୍‌ର ଚିକିତ୍ସା କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତିଙ୍କ ସମେତ ନର୍ସ, ପାରାମେଡିକ୍ସ ଓ ଲାବାରେଟୋରୀ ଟେକ୍ନିସିଆନ୍‌ମାନେ ଯୋଗ
Read More...

ଦୁଇ ଦିନିଆ କଳାହାଣ୍ଡି ଗସ୍ତରେ ଫାଇଭ୍-ଟି ସଚିବ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ କଳାହାଣ୍ଡିରେ ପହଂଚିଛନ୍ତି ଫାଇଭ୍-ଟି ସଚିବ । ଜିଲ୍ଲାର ବିକାଶ ପାଇଁ ହାତକୁ ନିଆଯାଇଥିବା ବିଭିନ୍ନ ପ୍ରକଳ୍ପର ଅନୁଧ୍ୟାନ କରିବା ସହ ସିଧାସଳଖ ଲୋକଙ୍କ ସହ ଆଲୋଚନା କରିଛନ୍ତି ଭି.କେ ପାଣ୍ଡିଆନ୍ । ଗ୍ରାଉଣ୍ଡରେ ବିକାଶର
Read More...

ସମ୍ ହସ୍ପିଟାଲ୍ ପକ୍ଷରୁ ବିଶ୍ୱ ଲୁପସ୍ ଦିବସ ଅବସରରେ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର, ୧୦/୦୫ : ଲୁପସ୍ ଏକ ସଂକ୍ରମକ ରୋଗ ନୁହେଁ । ଏହା ଏକ ଅଟୋ ଇମ୍ୟୁନ୍ (ସ୍ୱ-ପ୍ରତିରକ୍ଷୀ) ରୋଗ । ତେବେ ଏହାର ଚିକିତ୍ସା ସମ୍ଭବ । ତେଣୁ ରୋଗକୁ ଡରିବା ପରିବର୍ତେ ଉପଯୁକ୍ତ ଚିକିତ୍ସା କରାଗଲେ ମଣିଷ ସୁସ୍ଥ ହୋଇପାରିବ । ଏଭଳି ସଚେତନତାର ବାର୍ତା ନେଇ ବିଶ୍ୱ ଲୁପସ୍ ଦିବସ ଅବସରରେ
Read More...

ବାପା ଓ ୨ ଝିଅଙ୍କୁ ଧକ୍କା ଦେଲା ବସ୍: ସାନ ଝିଅ ମୃତ, ବାପା ଓ ବଡ଼ ଝିଅ ଗୁରୁତର

ବଲାଙ୍ଗୀର: ସୋନପୁର-ବଲାଙ୍ଗୀର ଜାତୀୟ ରାଜପଥ-୫୭ର ଗଇଁତଲା ଛକଠାରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ବାଇକରେ ଯାଉଥିବା ବାପା ଓ ୨ ଝିଅଙ୍କୁ ବସ୍ ଧକ୍କା ଦେବା ଫଳରେ ସାନ ଝିଅର ଜୀବନ ଚାଲିଯାଇଥିବା ବେଳେ ବାପା ଓ ବଡ଼ ଝିଅ ଛିଟିକି ପଡ଼ି ଗୁରୁତର ହୋଇଛନ୍ତି।
Read More...

ସୋଆରେ ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ୧୦ ଦିନିଆ ସମର କ୍ୟାମ୍ପ

ଭୁବନେଶ୍ୱର, ୬/୦୫: ଗ୍ରୀଷ୍କକାଳୀନ ଛୁଟି ସମୟରେ ସ୍କୁ୍‌ଲ ଛାତ୍ରଛାତ୍ରୀମାନଙ୍କୁୁ କ୍ରୀଡ଼ା କ୍ଷେତ୍ରରେ ଅଧିକ ପ୍ରୋତ୍ସାହିତ କରିବାର ଲକ୍ଷ୍ୟ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ଶୁକ୍ରବାର ଆରମ୍ଭ ହୋଇଛି ଏକ ୧୦ ଦିନିଆ ଗ୍ରୀଷ୍ମକାଳୀନ ଶିବିର । ସୋଆ କ୍ୟାମ୍ପସ ୨ ସ୍ପୋର୍ଟ୍ସ
Read More...

କଟକ ଲିଙ୍କ ରୋଡ ଛକରେ ବସରେ ଲାଗିଲା ନିଆଁ

କଟକ: କଟକ ଲିଙ୍କରୋଡଠାରେ ଦେଖିବାକୁ ମିଳିଛି ଏକ ଭୟାବହ ଅଗ୍ନିକାଣ୍ଡ। କଟକ ଲିଙ୍କ ରୋଡ ଛକରେ ବସରେ ଲାଗିଲା ନିଆଁ । ସିଟ୍ ଲେଦର ଓ କପଡାରେ ନିଆଁ ଲାଗିଥିବାରୁ ଖୁବ ଜୋରରେ ବସଟି ଜଳିଥିଲା । ବସଟି କିଛି ଦିନ ହେଲା ଛକରେ ରଖାଯାଇଥଲା । ଏହା ନିୟମିତ ଭାବେ କଟକରୁ ବରଗଡ ଯିବା ଆସିବା କରୁଥିଲା
Read More...

ଜି-୨୦ ଜନ ଭାଗିଦାରୀ : ସୋଆରେ ଫୁଡ ମିନି ମାରାଥନ ଆୟୋଜିତ

ଭୁବନେଶ୍ୱର: ଓଡ଼ିଶାରେ ଭାରତର ଜି-୨୦ ଅଧ୍ୟକ୍ଷତା ପରିପ୍ରେକ୍ଷୀରେ ଆୟୋଜିତ ଜନ ଭାଗିଦାରୀ କାର୍ଯ୍ୟକ୍ରମ ଭିତିରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ରବିବାର ଦିନ ଏକ ମିନି ମାରାଥନ ଆୟୋଜିତ ହୋଇଯାଇଛି । ସୋଆର ବିଭିନ୍ନ ଅନୁଷ୍ଠାନର ସହ ସହ ଛାତ୍ରଛାତ୍ରୀ ଏହି ମାରାଥନ ରେ ଦୌଡି ଥିଲେ ।ସୋଆ
Read More...