ପ୍ରମୁଖ ଖବର

ଦିଲ୍ଲୀରେ କାଲି ‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’
୩୬ ଦିନ ପରେ ଓଡ଼ିଶା ଫେରିଲେ ମେରାଇନ୍ ଅଫିସର ଅଶୋକ ଦୀକ୍ଷିତ
ସ୍ୱତନ୍ତ୍ର ସଂସଦ ଅଧିବେଶନ ପୂର୍ବରୁ ସାଂସଦଙ୍କୁ କଡ଼ା ନିର୍ଦ୍ଦେଶ :୩ ଦିନ ଗୃହରେ ଉପସ୍ଥିତ ରହିବା ବାଧ୍ୟତାମୂଳକ
ପରିବାରିକ କଳହର କରୁଣ ପରିଣତି, ମା’ଙ୍କ ହାତରେ ଦୁଇ ଶିଶୁର ମୃତ୍ୟୁ
ଅଦିନିଆ ରଥଯାତ୍ରା ନେଇ ଚିନ୍ତା: ପ୍ରଧାନମନ୍ତ୍ରୀଙ୍କୁ ଗଜପତିଙ୍କ ଚିଠି
୨୧ରେ ରାଉରକେଲା ଗସ୍ତରେ ରାଷ୍ଟ୍ରପତି
ଜମି ଦେବା ନାମରେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କଠୁ ୯୫ ଲକ୍ଷ ଠକିନେଲେ ଆଇଏଏସ୍‌ ଅଧିକାରୀ
ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ
Browsing Category

ସାମାଜିକ

ସୋଆ ସୁରକ୍ଷିତ, ସମ୍ମାନଜନକ ଏବଂ ଆବେଗପୂର୍ଣ୍ଣ କ୍ୟାମ୍ପସ ବାତାବରଣକୁ ଗୁରୁତ୍ୱ ଦିଏ: ସୋଆ ଉପସଭାପତି

ଭୁବନେଶ୍ୱର: ଛାତ୍ରଛାତ୍ରୀମାନେ ଶୈକ୍ଷିକ ଦାୟିତ୍ୱ ଓ ଶୃଙ୍ଖଳା ପ୍ରତି ଅଧିକ ଧ୍ୟାନ ଦେବା ଆବଶ୍ୟକ ଯାହାଦ୍ୱାରା କି ବିଶ୍ୱବିଦ୍ୟାଳୟର ସମ୍ମାନ ଊର୍ଦ୍ଧ୍ୱକୁ ଯିବ ବୋଲି କହିଛନ୍ତି ଶିକ୍ଷା ଓ ଅନୁସନ୍ଧାନ(ସୋଆ)ର ଉପସଭାପତି ଶ୍ରୀମତି ଶାଶ୍ୱତୀ ଦାସ। ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ
Read More...

ସୁଦାନରୁ ଫେରିଲେ ଅପହୃତ ଓଡ଼ିଆ ଯୁବକ ଆଦର୍ଶ

ଜଗତସିଂହପୁର: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ନିଖୋଜ ଥିବା ଜଗତସିଂହପୁର ଜିଲ୍ଲାର ଓଡିଆ ଯୁବକ ଆଦର୍ଶ କୁମାର ବେହେରାଙ୍କୁ ଉଦ୍ଧାର କରାଯାଇଛି। କେନ୍ଦ୍ର ସରକାରଙ୍କ ଉଦ୍ୟମ ପରେ ସେ ଭାରତ ଫେରିଛନ୍ତି। ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ
Read More...

ସୋଆ ପକ୍ଷରୁ ପଠାଣି ସାମନ୍ତଙ୍କ ୧୯୦ତମ ଜନ୍ମଜୟନ୍ତୀ ପାଳିତ

ଭୁବନେଶ୍ୱର: ବିଶ୍ୱବିଖ୍ୟାତ ଜ୍ୟୋତିର୍ବିଜ୍ଞାନୀ ପଠାଣି ସାମନ୍ତଙ୍କର ୧୯୦ ତମ ଜନ୍ମଜୟନ୍ତୀ ସୋମବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟରେ ମହାସମାରୋହରେ ପାଳିତ ହୋଇଯାଇଛି। ସାରା ବିଶ୍ୱରେ ବିଶିଷ୍ଟ ଜ୍ୟୋତିର୍ବଜ୍ଞାନୀ ଓ ଗଣିତଜ୍ଞ ଭାବେ ଖ୍ୟାତି ଅର୍ଜନ କରିଥିବା ତଥା ଖଣ୍ଡପଡ଼ା
Read More...

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ

ଭୁବନେଶ୍ୱର, ୬/୧୨: ଓଡ଼ିଶାରେ ଜନସ୍ୱାସ୍ଥ୍ୟ ଭିତିଭୂମିକୁ ସୁଦୃଢ଼ କରିବାର ଉଦ୍ଦେଶ୍ୟ ନେଇ ଇନ୍‌ଷ୍ଟିଚ୍ୟୁଟ୍ ଅଫ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ ଫୁଲନଖରାରେ ବୁଧବାର ଏକ ନୂତନ ଆଂଟିରେଟ୍ରୋଭାଇରାଲ ଟ୍ରିଟମେଂଟ (ଏଆରଟି) ସେଂଟର ଉଦ୍‌ଘାଟିତ ହୋଇଯାଇଛି। ଓଡ଼ିଶାର ପ୍ରଥମ
Read More...

ସୋଆ ଜାଗୋ କ୍ଳବ୍ ପକ୍ଷରୁ ଶିଶୁଦିବସ ପାଳନ

ଭୁବନେଶ୍ୱର: ଶିଶୁମାନେ ହେଉଛନ୍ତି ରାଷ୍ଟ୍ରର ଭବିଷ୍ୟତ ନାଗରିକ। ତେଣୁ ପ୍ରତ୍ୟେକ ଶିଶୁକୁ ସ୍ନେହ ପ୍ରଦାନ କରିବା ସହ ଏକ ସୁରକ୍ଷିତ ପରିବେଶ ଓ ଉପଯୁକ୍ତ ଶିକ୍ଷା ଗ୍ରହଣ ନିମନ୍ତେ ସମସ୍ତ ସୁଯୋଗ ଦେବା ଆମ ସମସ୍ତଙ୍କର କର୍ତବ୍ୟ ବୋଲି କହିଛନ୍ତି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର ଉପସଭାପତି
Read More...

କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଅସୁସ୍ଥ

ଭୁବନେଶ୍ବର: ବିଗିଡ଼ିଲା ହ୍ୟୁମାନ ସାଗରଙ୍କ ସ୍ବାସ୍ଥ୍ୟ ଅବସ୍ଥା। ଓଲିଉଡ୍ ଇଣ୍ଡଷ୍ଟ୍ରିର ଖ୍ୟାତନାମା ସିଙ୍ଗର୍ ହ୍ୟୁମାନ ସାଗର କିଛିଦିନ ହେବ ସେ କିଡନି ଓ ଲିଭର୍ ଜନିତ ସମସ୍ୟାରେ ପୀଡିତ ଥିଲେ। ପ୍ରଥମେ ସେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ, ଏବେ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ
Read More...

ଜିନ୍ଦଲ ଫାଉଣ୍ଡେସନ ପକ୍ଷରୁ ଶାଲୁ ଜିନ୍ଦଲଙ୍କ ଜନ୍ମଦିନ ଅବସରରେ ସେବା ଦିବସ ପାଳିତ

ଭୁବନେଶ୍ୱର: ଜିନ୍ଦଲ ଷ୍ଟିଲର ସାମାଜିକ ଶାଖା ଜିନ୍ଦଲ ଫାଉଣ୍ଡେସନ ପକ୍ଷରୁ, ଏହାର ଅଧ୍ୟକ୍ଷା ଏବଂ ଓପି ଜିନ୍ଦଲ ବିଶ୍ୱବିଦ୍ୟାଳୟର କୁଳପତି ତଥା ବିଶିଷ୍ଠ ସମାଜସେବୀ ଶ୍ରୀମତୀ ଶାଲୁ ଜିନ୍ଦଲଙ୍କ ଜନ୍ମଦିନକୁ ଦେଶର ବିଭିନ୍ନ ସ୍ଥାନରେ 'ସେବା ଦିବସ' ଭାବରେ ପାଳନ କରାଯାଇଛି ।  ଏହି ଅବସରରେ
Read More...

ସୋଆ ଏସ୍‌ପିଏସ୍‌ର ଏନ୍‌ଏସ୍‌ଏସ୍ ଶାଖା ପକ୍ଷରୁ ସ୍ୱତନ୍ତ୍ର ସେବା ଶିବିର ଆୟୋଜିତ

ଭୁବନେଶ୍ୱର, ୨୯/୦୯ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ଫାର୍ମାସ୍ୟୁଟିକାଲ୍ ସାଇନସେସ୍ (ଏସ୍‌ପିଏସ୍‌)ର ଏନ୍‌.ଏସ୍‌.ଏସ୍ ଶାଖା ପକ୍ଷରୁ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ଭଗବତୀପୁର ଗ୍ରାମରେ ଚଳିତ ମାସ ୧୭ରୁ ୨୩ ତାରିଖ ସାତ ଦିନ ଧରି ସ୍ୱତନ୍ତ୍ର ସେବା ଶିବିର ସ୍ଥାନୀୟ
Read More...

ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସମ୍ ହସ୍ପିଟାଲ୍ ପକ୍ଷରୁ ୱାକାଥନ ଆୟୋଜିତ

ଭୁବନେଶ୍ୱର, ୨୪/୦୯: ସେପ୍ଟେମ୍ବର ୨୫ ତାରିଖ ବିଶ୍ୱ ଫାର୍ମାସିଷ୍ଟ ଦିବସ ପରିପ୍ରେକ୍ଷୀରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ ପକ୍ଷରୁ ବୁଧବାର ୱାକାଥନ ଆୟୋଜିତ ହୋଇଛି।ସୁସ୍ଥ ରୁହନ୍ତୁ, ଡାକ୍ତରଙ୍କ ପରାମର୍ଶରେ ଔଷଧ
Read More...

ସୋଆ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ‘ଡିଜିଟାଲ୍ ଟ୍ରାନ୍ସଫର୍ମେସନ୍‌’ ଶୀର୍ଷକ କର୍ମଶାଳା ଆୟୋଜିତ

ଭୁବନେଶ୍ୱର, ସେପ୍ଟେମ୍ବର ୧୭: ଡିଜିଟାଲାଇଜେସନ୍ ଆମ ଜୀବନକୁ ଭିନ୍ନ ଏବଂ ଅଧିକ ସୁରକ୍ଷିତ କରିଛି। ଭାରତରେ ବିଶ୍ୱର ସର୍ବାଧିକ ସାର୍ବଜନୀନ ଭିତିଭୂମି ରହିଥିବା ବେଳେ ପ୍ରତ୍ୟେକ ଭାରତୀୟ ପରସ୍ପର ସହିତ ଯୋଡ଼ି ହୋଇ ରହିବାର ଆବଶ୍ୟକତା ରହିଛି। ଏହା ପୂରଣ କରିବାରେ ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ
Read More...