ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା
Browsing Category

ସାମାଜିକ

ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ପରଲୋକ

ଭୁବନେଶ୍ବର:ବରିଷ୍ଠ ରାଜନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ଶୁକ୍ରବାର ପରଲୋକ। ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୮୬ ବର୍ଷ ବୟସରେ କାହ୍ନୁଚରଣ ଲେଙ୍କାଙ୍କ ହୃଦଘାତରେ ଦେହାନ୍ତ ହୋଇଛି ।ନରସିଂମା ରାଓ ସରକାରରେ
Read More...

ବିଶିଷ୍ଟ ଶିକ୍ଷାବିତ୍ ପ୍ରଫେସର ବୀର କିଶୋର ସରାପଙ୍କ ପରଲୋକ

ଭୁବ‌ନେଶ୍ବର: ପରଲୋକରେ ବିଶିଷ୍ଟ ଶିକ୍ଷାବିତ୍ ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର)ର ପୂର୍ବତନ ଅଧ୍ୟକ୍ଷ ପ୍ରଫେସର ବୀର କିଶୋର ସରାପ। ମୃତ୍ୟୁ ବେଳକୁ ତାଙ୍କୁ ୮୯ବର୍ଷ ବୟସ ହୋଇଥିଲା। ସେ କିଛି ଦିନ ଧରି
Read More...

ଆସନ୍ତା ୧୯ ତାରିଖରୁ ସୋଆରେ ଦୁଇ ଦିନିଆ ପ୍ରଥମ ପୁଷ୍ପ ଉତ୍ସବ

ଭୁବନେଶ୍ୱର, ଜାନୁଆରୀ ୧୩: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ କୃଷି ମହାବିଦ୍ୟାଳୟ, ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ ସାଇନ୍‌ସେସ୍ (ଆଇଏଏସ୍‌) ପକ୍ଷରୁ ପ୍ରଥମ ସୋଆ ପୁଷ୍ପ ଉତ୍ସବ ଆୟୋଜିତ ହେବାକୁ ଯାଉଛି। ଆନ୍ତର୍ଜାତିକ ପୁଷ୍ପ ଦିବସ ପରିପ୍ରେକ୍ଷୀରେ ଜାନୁଆରୀ ୧୯ ଓ ୨୦ ତାରିଖରେ
Read More...

ପ୍ରଫେସର ଆର୍‌.ଏନ୍‌.ପି ଚୌଧରୀଙ୍କ ପରଲୋକ

ଭୁବନେଶ୍ୱର, ଜାନୁଆରୀ ୧୨: ବିଶିଷ୍ଟ ଶିକ୍ଷାବିତ୍‌, ଗବେଷକ ଏବଂ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର)ର ପଦାର୍ଥ ବିଜ୍ଞାନ ବିଭାଗର ପ୍ରଫେସର ଆର୍‌. ଏନ୍‌. ପି. ଚୌଧରୀଙ୍କ ରବିବାର ପରଲୋକ ହୋଇଯାଇଛି। ସେ ଦୀର୍ଘ
Read More...

ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି

ଭୁବନେଶ୍ବର: ଖଣ୍ଡଗିରି ମାଘ ମେଳାରେ ହେବନି ଅଶ୍ଳୀଳ ନୃତ୍ୟ। ଅଶ୍ଲିଳ ନୃତ୍ୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମେୟର ସୁଲୋଚନା ଦାସ। ମୋଟ ସାତୋଟି ପେଣ୍ଡାଲରେ ଯାତ୍ରା ପରିବେଷଣ ହେବ। ତେବେ ଯାତ୍ରା ସମୟରେ କୌଣସି ଅଶ୍ଳୀଳ ନୃତ୍ୟ କରିପାରିବେ ନାହିଁ। ସେହିପରି ଖଣ୍ଡଗିରି ମାଘ ମେଳା ପାଇଁ ଲାଗିବ
Read More...

ସ୍ୱାସ୍ଥ୍ୟସେବାରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଜିନ୍ଦଲ ଷ୍ଟିଲ୍ କୁ ବେଙ୍ଗଲ ଚାମ୍ବର୍ସ ଅଫ୍ କମର୍ସ ଆଣ୍ଡ୍ ଇଣ୍ଡଷ୍ଟ୍ରି…

ଭୁବନେଶ୍ୱର: ସ୍ୱାସ୍ଥ୍ୟ, ସାମାଜିକ ବିକାଶ ଏବଂ ମହିଳା ବିକାଶ କ୍ଷେତ୍ରରେ ଏହାର ଉଲ୍ଲେଖନୀୟ  କର୍ପୋରେଟ୍ ସାମାଜିକ ଦାୟିତ୍ୱ (ସିଏସଆର) କାର୍ଯ୍ୟ ପାଇଁ ଜିନ୍ଦଲ ଷ୍ଟିଲକୁ ବେଙ୍ଗଲ ଚାମ୍ବର୍ସ ଅଫ୍ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି (ବିସିସି ଆଣ୍ଡ ଆଇ) ଦ୍ୱାରା ପୁରସ୍କୃତ କରାଯାଇଛି। ଡିସେମ୍ବର ୧୯,
Read More...

ସୋଆ ସୁରକ୍ଷିତ, ସମ୍ମାନଜନକ ଏବଂ ଆବେଗପୂର୍ଣ୍ଣ କ୍ୟାମ୍ପସ ବାତାବରଣକୁ ଗୁରୁତ୍ୱ ଦିଏ: ସୋଆ ଉପସଭାପତି

ଭୁବନେଶ୍ୱର: ଛାତ୍ରଛାତ୍ରୀମାନେ ଶୈକ୍ଷିକ ଦାୟିତ୍ୱ ଓ ଶୃଙ୍ଖଳା ପ୍ରତି ଅଧିକ ଧ୍ୟାନ ଦେବା ଆବଶ୍ୟକ ଯାହାଦ୍ୱାରା କି ବିଶ୍ୱବିଦ୍ୟାଳୟର ସମ୍ମାନ ଊର୍ଦ୍ଧ୍ୱକୁ ଯିବ ବୋଲି କହିଛନ୍ତି ଶିକ୍ଷା ଓ ଅନୁସନ୍ଧାନ(ସୋଆ)ର ଉପସଭାପତି ଶ୍ରୀମତି ଶାଶ୍ୱତୀ ଦାସ। ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ
Read More...

ସୁଦାନରୁ ଫେରିଲେ ଅପହୃତ ଓଡ଼ିଆ ଯୁବକ ଆଦର୍ଶ

ଜଗତସିଂହପୁର: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ନିଖୋଜ ଥିବା ଜଗତସିଂହପୁର ଜିଲ୍ଲାର ଓଡିଆ ଯୁବକ ଆଦର୍ଶ କୁମାର ବେହେରାଙ୍କୁ ଉଦ୍ଧାର କରାଯାଇଛି। କେନ୍ଦ୍ର ସରକାରଙ୍କ ଉଦ୍ୟମ ପରେ ସେ ଭାରତ ଫେରିଛନ୍ତି। ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ
Read More...

ସୋଆ ପକ୍ଷରୁ ପଠାଣି ସାମନ୍ତଙ୍କ ୧୯୦ତମ ଜନ୍ମଜୟନ୍ତୀ ପାଳିତ

ଭୁବନେଶ୍ୱର: ବିଶ୍ୱବିଖ୍ୟାତ ଜ୍ୟୋତିର୍ବିଜ୍ଞାନୀ ପଠାଣି ସାମନ୍ତଙ୍କର ୧୯୦ ତମ ଜନ୍ମଜୟନ୍ତୀ ସୋମବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟରେ ମହାସମାରୋହରେ ପାଳିତ ହୋଇଯାଇଛି। ସାରା ବିଶ୍ୱରେ ବିଶିଷ୍ଟ ଜ୍ୟୋତିର୍ବଜ୍ଞାନୀ ଓ ଗଣିତଜ୍ଞ ଭାବେ ଖ୍ୟାତି ଅର୍ଜନ କରିଥିବା ତଥା ଖଣ୍ଡପଡ଼ା
Read More...

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ

ଭୁବନେଶ୍ୱର, ୬/୧୨: ଓଡ଼ିଶାରେ ଜନସ୍ୱାସ୍ଥ୍ୟ ଭିତିଭୂମିକୁ ସୁଦୃଢ଼ କରିବାର ଉଦ୍ଦେଶ୍ୟ ନେଇ ଇନ୍‌ଷ୍ଟିଚ୍ୟୁଟ୍ ଅଫ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ ଫୁଲନଖରାରେ ବୁଧବାର ଏକ ନୂତନ ଆଂଟିରେଟ୍ରୋଭାଇରାଲ ଟ୍ରିଟମେଂଟ (ଏଆରଟି) ସେଂଟର ଉଦ୍‌ଘାଟିତ ହୋଇଯାଇଛି। ଓଡ଼ିଶାର ପ୍ରଥମ
Read More...