Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
୫ରୁ ୧୭ ବର୍ଷ ପିଲାଙ୍କ ଆଧାର ବାୟୋମେଟ୍ରିକ୍ ଅପଡେଟ୍ ମାଗଣା
‘ଚଳିବ’ ମାନସିକତା ବଦଳାଇ ସମୟାନୁବର୍ତ୍ତିତାକୁ ଗୁରୁତ୍ୱ: ମୋଦୀଙ୍କ ଆହ୍ୱାନ
ଏନ୍ଟିପିସି ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଆହତ
ରାଜ୍ୟ ସହିବ ୧ ଲକ୍ଷ କୋଟିର କ୍ଷତି: ଏମ୍ଏମ୍ଡିଆର୍ ବିଲ୍କୁ କଂଗ୍ରେସର ବିରୋଧ, ସ୍ୱତନ୍ତ୍ର ଅଧିବେଶନ ଦାବି
ୟୁପିର ୫୨ ନେତାଙ୍କୁ ମିଳିବ ବୁଲେଟ୍ପ୍ରୁଫ୍ ଜାକେଟ୍
୪ ବର୍ଷରୁ କମ୍ ପିଲାଙ୍କ ପାଇଁ କାଶ-ଥଣ୍ଡା ଔଷଧ ଉପରେ କେନ୍ଦ୍ରର କଟକଣା
ଚିନି ଦରରେ ରେକର୍ଡ ବୃଦ୍ଧି
ନେତାନ୍ୟାହୁଙ୍କ ବିରୋଧରେ ତୁର୍କୀର ଗିରଫ ପରୱାନା
Browsing Category
ସାମାଜିକ
ବଦଳିବ ମାଲକାନଗିରିର ରୂପରେଖ
ମାଲକାନଗିରି; ବଦଳିବ ମାଲକାନଗିରିର ରୂପରେଖ। ବଣ୍ଡାଘାଟିକୁ ଗଡିବ ବସ୍ ତାସହ ଛାତ୍ରଛାତ୍ରୀଙ୍କୁ ମିଳିବ ଉଚ୍ଚଶିକ୍ଷା ସୁଯୋଗ। ଆଜି ମାଲକାନଗିରିର ଜନସାଧାରଣଙ୍କୁ ଏହି ପ୍ରତିଶ୍ରୁତି ଦେଇଛନ୍ତି ଫାଇଭ-ଟି ସଚିବ ବିକେ ପାଣ୍ଡିଆନ। ମାଲକାନଗିରି ସୀତାକୁଣ୍ଡରେ ସ୍ଥାନୀୟ ପରମ୍ପରା ଅନୁସାରେ!-->…
Read More...
Read More...
କେନ୍ଦୁଝର ଜିଲ୍ଲାରେ ୪ ମଇଁଷିଙ୍କୁ ଖାଇଲା ବାଘ
ଘଟଗାଁ; କେନ୍ଦୁଝର ଜିଲ୍ଲା ଘଟଗାଁ ବନାଞ୍ଚଳ ଅଟେଇ ସଂରକ୍ଷିତ ଜଙ୍ଗଲରେ ୪ଟି ମଇଁଷିକୁ ବାଘ ମାରି ଖାଇଥିବା ରେଞ୍ଜର ସୂଚନା ଦେଇଛନ୍ତି । ଅଟେଇ ସଂରକ୍ଷିତ ଜଙ୍ଗଲ ନିକଟରେ ଥିବା ଏକ ଗାଁର କିଛି ମଇଁଷି ଶୁକ୍ରବାର ରାତିରେ ଜଙ୍ଗଲରେ ଥିଲେ। ଏହି ମଇଁଷ ପଲରୁ ୪ଟିକୁ ବାଘ ମାରି ଦେଇଥିବା!-->…
Read More...
Read More...
ସୋଆ ଏନ୍ଏସ୍ଏସ୍ ପକ୍ଷରୁ ଭୋଳା ଗ୍ରାମରେ ସ୍ୱତନ୍ତ୍ର ଶିବିର
ଭୁବନେଶ୍ୱର, ୨୫/୦୩: ସମାଜରେ ସ୍ୱଚ୍ଛତା ଓ ପରିମଳ ପରିବେଶର ଉପକାରିତା, ପ୍ଳାଷ୍ଟିକ୍ ବର୍ଜନ, ବୃକ୍ଷରୋପଣ ଏବଂ ଜଳ ସଂରକ୍ଷଣ ବିଷୟକୁ ନେଇ ଶିକ୍ଷା ଓ ଅନୁସନ୍ଧାନ ( ସୋଆ) ର ଜାତୀୟ ସେବା ଯୋଜନା (ଏନ୍ଏସ୍ଏସ୍) ଶାଖା ପକ୍ଷରୁ ଶୁକ୍ରବାର ଭୁବନେଶ୍ୱର ଉପକଣ୍ଠ ଭୋଳା ଗ୍ରାମରେ ଏକ ସ୍ୱତନ୍ତ୍ର!-->…
Read More...
Read More...
ବିଶ୍ୱ ଯକ୍ଷ୍ମା ଦିବସ ଅବସରରେ ସମ୍ ହସ୍ପିଟାଲ୍ ପକ୍ଷରୁ ସଚେତନତା ରାଲି
ଭୁବନେଶ୍ୱର , ୨୪/ ୦୩ : ବିଶ୍ୱ ଯକ୍ଷ୍ମା ଦିବସ ଅବସରରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ପକ୍ଷରୁ ଶୁକ୍ରବାର ଏକ ସଚେତନତା ରାଲି ଆୟୋଜିତ ହୋଇଯାଇଛି । ଯକ୍ଷ୍ମାର କାରଣ, ନିରାକରଣ ଓ ଚିକିତ୍ସା ପଦ୍ଧତି ବିଷୟରେ!-->…
Read More...
Read More...
ସୋନପୁର ଛାତ୍ର ଦୁର୍ଘଟଣା ନେଇ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର; ସୋନପୁର ଛାତ୍ର ଦୁର୍ଘଟଣାକୁ ନେଇ ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ଛାତ୍ରମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହାସହିତ ଆହତ ଛାତ୍ର ମାନଙ୍କ ପାଇଁ ଉପଯୁକ୍ତ!-->…
Read More...
Read More...
ତିନି ପ୍ରମୁଖ ଦେବୀ ପୀଠର ମାଷ୍ଟର ପ୍ଲାନ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଅନୁମୋଦିତ
ଭୁବନେଶ୍ବର; ଓଡିଶାର ବିଭିନ୍ନ ଅଞ୍ଚଳରେ ମା ବିଭିନ୍ନ ରୂପରେ ପୂଜା ପାଇଆସୁଛନ୍ତି । ଶକ୍ତି ପୂଜାରେ ଚୈତ୍ର ମାସ ବିଶେଷ ଗୁରୁତ୍ୱ ବହନ କରିଥାଏ । ମାଙ୍କର ଚୈତ୍ର ମଙ୍ଗଳବାରକୁ ସାରା ଓଡିଶାର ମହିଳାମାନେ ଅତ୍ୟନ୍ତ ଭକ୍ତି ଓ ନିଷ୍ଠା ର ସହ ପାଳନ କରିଥାନ୍ତି । ମାଙ୍କର ଏହି ପବିତ୍ର ମାସ ଅବସରରେ!-->…
Read More...
Read More...
ସୋଆରେ ଦୁଇ ଦିନିଆ କନ୍କ୍ଲେଭ୍, ଯୋଗ ଦେବେ ୬୦ ଟି ଷ୍ଟାର୍ଟଅପ୍
ଭୁବନେଶ୍ୱର, ୧୭/୦୩ : କୃଷକମାନଙ୍କୁ ଜଳବାୟୁ ପରିବର୍ତନ ସହିତ ତାଳ ଦେଇ କୃଷିକାର୍ଯ୍ୟ କରିବା ତଥା ଅତ୍ୟାଧୁନିକ କୃଷି ପ୍ରଣାଳୀରେ ଅଭ୍ୟସ୍ତ କରାଇବାର ଲକ୍ଷ୍ୟ ନେଇ ନୂତନ ଜ୍ଞାନ କୌଶଳ ଉପରେ କାର୍ଯ୍ୟ କରୁଥିବା ୬୦ ଟି ଷ୍ଟାର୍ଟଅପ୍ ଶନିବାର ଠାରୁ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଆୟୋଜିତ!-->…
Read More...
Read More...
ଆନ୍ଦୋଳନ ପ୍ରତ୍ୟାହାର କଲା ଓଡିଶା ଡ୍ରାଇଭର ମହାସଂଘ
ଭୁବନେଶ୍ବର; ଦୁଇ ଦିନ ଆନ୍ଦୋଳନ ପରେ ପ୍ରତ୍ୟାହାର କଲା ଡ୍ରାଇଭର ମହାସଂଘ । ଓଡିଶା ଡ୍ରାଇଭର ମହାସଂଘର ଆନ୍ଦୋଳନ ପ୍ରତ୍ୟାହାର ନେଇ ଫେସବୁକ ପେଜରେ ପୋଷ୍ଟ କରାଯାଇଛି । ଡ୍ରାଇଭର ମହାସଂଘ ସଭାପତି ପ୍ରଶାନ୍ତ ମେଣ୍ଡୁଲି କହିଛନ୍ତି ସମସ୍ତଙ୍କୁ ସମୟ ଦେବା ଦରକାର । ସରକାର କେବେ ଆମ ପାଇଁ କିଛି!-->…
Read More...
Read More...
ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ଯୋଗୁଁ ଖାଲି ଦିଶୁଛି ପରିବା ମାର୍କେଟ
ଭୁବନେଶ୍ବର; ୧୦ ଦଫା ଦାବି ପୂରଣ ନିମନ୍ତେ ଗତକାଲିଠୁ ଡ୍ରାଇଭର ମହାସଂଘ ଆନ୍ଦୋଳନ ଆରମ୍ଭ କରିଥିବା ବେଳେ ଏହାର ସିଧା ପ୍ରଭାବ ବଜାର ଉପରେ ପଡ଼ିଛି। ପରିବା, ଫଳ ସହ ଅତ୍ୟାବଶ୍ୟକ ଜିନିଷ ତଥା ଅନ୍ୟାନ୍ୟ ଆନୁସଙ୍ଗିକ ସାମଗ୍ରୀ ବଜାରକୁ ଆସିପାରୁନି। ବିଭିନ୍ନ ସ୍ଥାନରେ ପନିପରିବା ଓ ଅନ୍ୟ!-->…
Read More...
Read More...
୧୦ ଦଫା ଦାବି ନେଇ ରାଜରାସ୍ତାକୁ ଓହ୍ଲାଇଲେ ଡ୍ରାଇଭର ସଂଘ
ଭୁବନେଶ୍ବର; ଆଜି ରାଜରାସ୍ତାକୁ ଓହ୍ଲାଇଲେ ଡ୍ରାଇଭର ସଂଘ । ୧୦ ଦଫା ଦାବିକୁ ରାଜ୍ୟ ସରକାର ପୂରଣ କରିନଥିବାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଷ୍ଟିୟରିଂ ଛାଡ ଆନ୍ଦୋଳନ କଲେ ଡ୍ରାଇଭର । ସକାଳୁ ସକାଳୁ ବିଭିନ୍ନ ସ୍ଥାନରେ ଡ୍ରାଇଭରଙ୍କ ପ୍ରତିବାଦ ଦେଖିବାକୁ ମିଳିଥିଲା । ଭୁବନେଶ୍ୱର ତମାଣ୍ଡୋରେ!-->…
Read More...
Read More...