ପ୍ରମୁଖ ଖବର

ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍‌
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍‌ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍‌ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍‌ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
Browsing Category

ସାମାଜିକ

ଆସନ୍ତା ୧୫ତାରିଖ ଠାରୁ ଓଡ଼ିଶା ଡ୍ରାଇଭର ମହାସଂଘର ଆନ୍ଦୋଳନ

ଭୁବନେଶ୍ବର: ଓଡ଼ିଶା ଡ୍ରାଇଭର ମହାସଂଘ ୧୦ ଦଫା ଦାବି ନେଇ ଆସନ୍ତା ୧୫ ତାରିଖ ଠାରୁ ଆନ୍ଦୋଳନ କରିବାକୁ ଯାଉଛି। ଏହି ଆନ୍ଦୋଳନରେ ମହାସଂଘର ୫ ଲକ୍ଷ ଡ୍ରାଇଭର ‌ସାମିଲ ହେବେ। ଡ୍ରାଇଭରମାନେ ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ୧୫ ତାରିଖ ଠାରୁ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ଆନ୍ଦୋଳନ କରିବେ।…
Read More...

ଲୋକାର୍ପିତ ହେଲା ଅତ୍ୟାଧୁନିକ ରକ୍ତ ସଂଗ୍ରହ ଓ ରକ୍ତ ସଂରକ୍ଷଣ ଯାନ

ଭୁବନେଶ୍ବର; ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ସନ୍ଧ୍ୟାରେ ରାଜ୍ୟ ଟିକା ସଂରକ୍ଷଣ ଭଣ୍ଡାର ଓ ୯ଟି ଆଞ୍ଚଳିକ ଟିକା ସଂରକ୍ଷଣ କେନ୍ଦ୍ର ପାଇଁ ୧୦ଟି ‘ତାପ ସଂରକ୍ଷିତ ଯାନ’ ଏବଂ ଅତ୍ୟାଧୁନିକ ରକ୍ତ ସଂଗ୍ରହ ଓ ରକ୍ତ ସଂରକ୍ଷଣ ସୁବିଧା ସମ୍ପନ୍ନ ୫ଟି ‘ରକ୍ତ ସଂଗ୍ରହ ଯାନ’ ଲୋକାର୍ପଣ…
Read More...

ପୁରୀରେ ଜଳୁଛି ମାର୍କେଟ କମ୍ପ୍ଲେକ୍ସ

ପୁରୀ; ପୁରୀରେ ଜଳୁଛି ମାର୍କେଟ କମ୍ପ୍ଲେକ୍ସ। ଅଣାୟତ ହେଉଛି ନିଆଁ । ରାତି ସାରା ପ୍ରଚେଷ୍ଟା ସତ୍ୱେ ନିଆଁ ଲିଭିପାରୁନି। ପ୍ରଥମ ଓ ଦ୍ୱିତୀୟ ମହଲାକୁ ବ୍ୟାପିଲା ନିଆଁ । ପ୍ରଥମ ମହଲାରେ ରହିଛି ବ୍ୟାଙ୍କ ଓ ଲୁଗା ଦୋକାନ। ୧୫ ଘଣ୍ଟାରୁ ଅଧିକ ସମୟ ହେବ ଅଗ୍ନିଶମବାହିନୀ ଏବଂ ଓଡ୍ରାଫ ଟିମ ଆୟତ୍ତ…
Read More...

ଆସନ୍ତା ୧୦ତାରିଖରେ ରାଉରକେଲା ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର; ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆସନ୍ତା ୧୦ତାରିଖରେ ରାଉରକେଲା ଯିବାର କାର୍ଯ୍ୟକ୍ରମ ରହିଛି । ବିଜେଡି ବିଧାୟକ ଶାରଦା ନାୟକ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ରାଉରକେଲା ଗସ୍ତରେ ଆସି ସୁନ୍ଦରଗଡ଼ ଜିଲ୍ଲା ପାଇଁ ବିଭିନ୍ନ…
Read More...

ନିଶା ଖାଇ ମଉଜ କରୁଥିଲେ ସାବଧାନ

ଭୁବନେଶ୍ବର; କାଲି ରଙ୍ଗର ଖେଳ ହେବ ଆଉ ଏଥିପାଇଁ ଭୁବନେଶ୍ୱରରେ ସୁରକ୍ଷାକୁ ବଢାଇଦିଆଯାଇଛି । ଭୁବନେଶ୍ୱର ସହର ଉପରେ ନଜର ରଖିବ ୬୦ଟି ସ୍ପେଶାଲ ସ୍କ୍ୱାର୍ଡ । ୩୧ଟି ସ୍ଥାନରେ ପୋଲିସ ପିକେଟିଂ କରାଯିବ ବୋଲି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ୧୭ଟି ମୋବାଇଲ ପାଟ୍ରୋଲିଂ ଟିମ୍…
Read More...

ବିକାଶର ନୂଆ ଇତିହାସ ଲେଖିବ ବିଜୁ ଏକ୍ସପ୍ରେସ ୱେ

ନୂଆପଡା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବରଗଡ, କଳାହାଣ୍ଡି ଓ ନୁଆପଡା ଜିଲ୍ଲା ଗସ୍ତରେ ଯାଇ ଆମପାଣିଠାରେ ବିଜୁ ଏକ୍ସପ୍ରେସ ଓ୍ଵେ କୁ ଏବଂ ସୋହେଲାରୁ ଆମପାଣି ପର୍ଯ୍ୟନ୍ତ ବିଜୁ ଅର୍ଥନୈତିକ କରିଡର ଲୋକାର୍ପଣ କରିଛନ୍ତି  ୲ ଏହା ସହିତ ଏହି ତିନି ଗୋଟି ଜିଲ୍ଲାରେ ୩୦୮୧ କୋଟି ଟଙ୍କାର…
Read More...

ଗ୍ୟାସ ଲିକ ଯୋଗୁଁ ନିଆଁ ଲାଗି ୪ ଗୁରୁତର

ରାଉରକେଲା: ଗ୍ୟାସ ଲିକ୍ ହୋଇ ନିଆଁ ଲାଗି ଯିବା ଯୋଗୁ ୪ ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଘଟଣାଟି ଘଟିଛି ରାଉରକେଲା ସହରର ରେଲୱେ କଲୋନୀର ଛୋଟା ପାର୍କ ନିକଟରେ। ସୂଚନାନୁସାରେ; ଆଜି ପ୍ରାୟ ଦିନ ସାଢେ଼ ୧୨ଟା ସମୟରେ ଏହି ଘଟଣା ଘଟିଥିଲା। ଏକ ଗ୍ୟାସ ସିଲିଣ୍ଡର ବୋଝେଇ ଟ୍ରକ୍‌ରୁ…
Read More...

“ଓଡ଼ିଶା ୱିମେନ୍ ଇନ୍ ମିଡିଆ”ର ଶୁଭାରମ୍ଭ

ଭୁବନେଶ୍ୱର , ୦୪/ ୦୩ : ଓଡ଼ିଶାର ବିଭିନ୍ନ ଗଣମାଧ୍ୟମ ଓ ଏବଂ ଏହି କ୍ଷେତ୍ର ସହିତ ଜଡ଼ିତ କାର୍ଯ୍ୟରତ ମହିଳାମାନଙ୍କୁ ନେଇ ଗଠନ ହୋଇଥିବା “ଓଡ଼ିଶା ୱିମେନ୍ ଇନ୍ ମିଡିଆ” (ଓଡବ୍ଲୁଏମ୍‌)ର ଶୁଭାରମ୍ଭ ହେବା ସହ ଏହାର ଲୋଗୋ ମଧ୍ୟ ଉନ୍ମୋଚିତ ହୋଇଯାଇଛି । ଏହି କ୍ଷେତ୍ର ସହିତ ଜଡ଼ିତ ମହିଳାମାନଙ୍କ…
Read More...

ନର୍ସମାନେ ଯତ୍ନର ସହ ରୋଗୀ ସେବା କରିବା ଉଚିତ୍

ଭୁବନେଶ୍ୱର , ୦୩/ ୦୩ : ନର୍ସମାନେ ତ୍ୟାଗ ଓ ସେବାର ପ୍ରତୀକ । ତାଙ୍କ ହାତରେ ମଣିଷର ଜୀବନ ନିର୍ଭର କରେ । ତେଣୁ ସେମାନେ ଯତ୍ନର ସହ ରୋଗୀ ସେବା କରନ୍ତୁ ବୋଲି ଗ୍ୱାଲିୟର ସ୍ଥିତ କ୍ୟାନ୍ସର ହିଲ ହସ୍ପିଟାଲ୍‌ର ଅବସରପ୍ରାପ୍ତ ଅଧ୍ୟକ୍ଷା ପ୍ରଫେସର ରେଣୁକା ଦାସ କହିଛନ୍ତି । ଶିକ୍ଷା ଓ…
Read More...

ମୁଖ୍ୟମନ୍ତ୍ରୀ କହିଲେ ମା’ ମାନେ କାହା ଠାରୁ କମ୍‌ ନୁହେଁ

ଆନ୍ତର୍ଜାତିକ ମହିଳା ଦିବସ ଅବସରରେ ସ୍ବତନ୍ତ୍ର କାର୍ଯ୍ୟକ୍ରମମହିଳା ସଶକ୍ତିକରଣ କେବଳ ଏକ ସ୍ଲୋଗାନ ନୁହେଁ, ଏବେ ଏହା ଏକ ବାସ୍ତବତା – ମୁଖ୍ୟମନ୍ତ୍ରୀଇନୋଭେସନ ଓ ଟେକ୍‌ନୋଲୋଜି ଦ୍ବାରା ଲିଙ୍ଗଗତ ବିଭେଦ ଦୂର କରାଯାଇ ସମାଜରେ ପରିବର୍ତ୍ତନ ଆସିପାରିବକିଶୋର କିଶୋରୀ ମାନଙ୍କ ପାଇଁ ମାସ୍କଟ…
Read More...