ପ୍ରମୁଖ ଖବର

ପଶ୍ଚିମବଙ୍ଗରେ ମୁକ୍ତ, ନିରପେକ୍ଷ ଓ ଶାନ୍ତିପୂର୍ଣ୍ଣ ନିର୍ବାଚନ, ନିର୍ବାଚନ କମିଶନଙ୍କ ପ୍ରାଥମିକତା
ଦାଦନ ଶ୍ରମିକ ଯିବାରେ ବଲାଙ୍ଗୀର ଜିଲ୍ଲା ସର୍ବାଗ୍ରେ
ପୁରୀ: ପୋଲିସର ନିର୍ଯାତନା ସହି ନପାରି ଯୁବକଙ୍କ ଆତ୍ମହତ୍ୟା
ଓଡିଶାର ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍
ସିବିଏସଇ ଅଷ୍ଟମ ଶ୍ରେଣୀ ସାମାଜିକ ବିଜ୍ଞାନ ପୁସ୍ତକକୁ ନେଇ କ୍ଷମା ପ୍ରାର୍ଥନା କଲା ଏନସିଇଆରଟି
କରୁର ଦଳାଚକଟା ମାମଲାରେ ଅଭିନେତା ବିଜୟଙ୍କୁ ପୁଣିଥରେ ସିବିଆଇ ସମନ୍
ଦିଲ୍ଲୀ ଦଙ୍ଗା ମାମଲାରେ ଶର୍ଜିଲ ଇମାମଙ୍କୁ ୧୦ ଦିନ ପାଇଁ ଅନ୍ତରୀଣ ଜାମିନ
ରାଜ୍ୟରେ ଖାଲି ପଡ଼ିଛି ୪,୬୦୭ ଡାକ୍ତର ପଦବୀ: ସ୍ୱାସ୍ଥ୍ୟମନ୍ତ୍ରୀ
Browsing Category

ସାମାଜିକ

ଚିର ନିଦ୍ରାରେ ସାରସ୍ୱତ ସାଧିକା ନିର୍ମଳପ୍ରଭା

ଭୁବନେଶ୍ୱର : ବିଶିଷ୍ଟ ସାରସ୍ୱତ ସାଧିକା ଶ୍ରୀମତୀ ନିର୍ମଳପ୍ରଭା ନାୟକଙ୍କର ଆଜି ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ପରଲୋକ ହୋଇଯାଇଛି । ତାଙ୍କ ମୃତ୍ୟୁରେ ସାହିତ୍ୟ, ରାଜନୀତି ଓ ସମାଜସେବା ସହ ଜଡିତ ବିଭିନ୍ନ ମହଲରେ ଗଭୀର ଶୋକ ପ୍ରକାଶ ପାଇଛି । ଶ୍ରୀମତୀ ନାୟକ ପାଟକୁରା ଗାନ୍ଧୀ
Read More...

ଶିକ୍ଷା ସହିତ କ୍ରୀଡାକୁ ଗୁରୁତ୍ୱ ଦେବା ଜରୁରୀ : ଅରୁଣ ଲାଲ

ଭୁବନେଶ୍ୱର , ୪/ ୨ : ଛାତ୍ରଛାତ୍ରୀମାନେ ପାଠପଢ଼ା ସହିତ ଖେଳରେ ମଧ୍ୟ ମନୋନିବେଶ କରିବା ଜରୁରୀ । ପାଠ ସହିତ ଖେଳ ସମାନ୍ତରାଳ ଭାବେ ନ ରହିଲେ ଛାତ୍ରଛାତ୍ରୀଙ୍କୁ ଅର୍ଦ୍ଧ ଶିକ୍ଷିତ କୁହାଯିବ ବୋଲି କହିଛନ୍ତି ପୂର୍ବତନ କ୍ରୀକେଟର ତଥା କମେଂଟେଟର୍ ଅରୁଣ ଲାଲ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର
Read More...

ଜୀବନରେ ସମସ୍ୟା ସହ ଲଢ଼ିବା ନିମନ୍ତେ ସକାରାତ୍ମକ ଚିନ୍ତାଧାରା ସବୁଠାରୁ ବଡ଼ ଅସ୍ତ୍ର: ଅରୁଣ ଲାଲ

ଭୁବନେଶ୍ୱର , ୪/ ୨ : ଜୀବନରେ ସମସ୍ୟା ସହିତ ଲଢ଼ିବା ନିମନ୍ତେ ମଣିଷର ସକାରାତ୍ମକ ଚିନ୍ତାଧାରା ହିଁ ସବୁଠାରୁ ବଡ଼ ସମ୍ପତି । ଏହାହିଁ ବିଜୟର ପଥ ସୁଗମ କରିଥାଏ ବୋଲି କ୍ୟାନ୍ସର ରୋଗୀମାନଙ୍କ ଉଦ୍ଦେଶ୍ୟରେ ମତ ରଖିଛନ୍ତି ପୂର୍ବତନ ଭାରତୀୟ କ୍ରିକେଟର ଅରୁଣ ଲାଲ । ମନ ଯାହାକୁ ବିଶ୍ୱାସ କରେ
Read More...

କଟକ ଅବକାରୀ ବିଭାଗ ଷ୍ଟୋରରୁମରେ ଅଗ୍ନିକାଣ୍ଡ

କଟକ; ହାଇକୋର୍ଟ ନିକଟ କଟକ ସବ ରେଜିଷ୍ଟ୍ରାର ଅଫିସ ପରିସରରେ ଥିବା ଅବକାରୀ ଷ୍ଟୋରରୁମ ଆଗ ହୋଟେଲରେ ଗ୍ୟାସ ସିଲିଣ୍ଡର ଫାଟି ଅଗ୍ନିକାଣ୍ଡ ହୋଇଥିବା ଜଣାପଡ଼ିଛି । ଏଥିରେ ୩ ଜଣ ହୋଟେଲ କର୍ମଚାରୀ ଆହତ ହୋଇଥିବାବେଳେ ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ନିଆଁକୁ ଆୟତ କରିବାକୁ ୩ଟି
Read More...

ପଞ୍ଚଭୂତରେ ବିଲୀନ ହୋଇଗଲେ ନବକିଶୋର

ଝାରସୁଗୁଡ଼ା: ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଆଜି ପୂର୍ବତନ ମନ୍ତ୍ରୀ ନବକିଶୋର ଦାସଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ପଞ୍ଚଭୂତରେ ଲୀନ ହୋଇଯାଇଛି ନବକିଶୋରଙ୍କ ମରଶରୀର । ଝାରସୁଗୁଡ଼ାର ଖେରୁଆଲରେ ଆଜି ଶହ ଶହ ଜନତାଙ୍କ ଉପସ୍ଥିତିରେ ନବ ଦାସଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି | ମନ୍ତ୍ରୀ ନବ
Read More...

ପରଲୋକରେ ହୁସେନ ରବି ଗାନ୍ଧୀ

କଟକ: ପରଲୋକରେ ହୁସେନ ରବି ଗାନ୍ଧୀ। ବିଶିଷ୍ଟ ସାହିତ୍ୟିକ ତଥା ରାଜନେତା ହୁସେନ ରବି ଗାନ୍ଧୀଙ୍କର ଆଜି ମଧ୍ୟାହ୍ନରେ ପରଲୋକ ହୋଇଛି। ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା। ତାଙ୍କର ଶେଷ ଦର୍ଶନ ଲାଗି ମରଶରୀରକୁ କଟକ
Read More...

ଡାକ୍ତରଖାନାରେ ଭୟାବହ ଅଗ୍ନିକାଣ୍ଡ, ଡାକ୍ତର ଦମ୍ପତିଙ୍କ ସମେତ ୬ଜଣଙ୍କର ମୃତ୍ୟୁ

ଝାଡଖଣ୍ଡ: ଶୁକ୍ରବାର ରାତିରେ ଝାଡ଼ଖଣ୍ଡର ଧାନବାଦ ଅନ୍ତର୍ଗତ ପୁରୁଣା ବଜାରସ୍ଥିତ ହଜ୍‌ରା ଡାକ୍ତରଖାନାରେ ଭୟାବହ ଅଗ୍ନିକାଣ୍ଡ ଘଟିବାରୁ ଶ୍ବାସରୁଦ୍ଧ ହୋଇ ଡାକ୍ତର ଦମ୍ପତିଙ୍କ ସମେତ ଅନ୍ୟୂନ ୬ଜଣଙ୍କର ମୃତ୍ୟୁ ଘଟିଛି। ଘଟଣାସ୍ଥଳରୁ ୯ଜଣ ଲୋକଙ୍କୁ ଉଦ୍ଧାର କରାଯାଇଛି। ମୃତ ବ୍ୟକ୍ତିମାନଙ୍କ
Read More...

ମାଘ ସପ୍ତମୀରେ ଚନ୍ଦ୍ରଭାଗାରେ ବୁଡ ପକାଇଲେ ଶ୍ରଦ୍ଧାଳୁ

କୋଣାର୍କ: ଆଜି ପବିତ୍ର ମାଘ ସପ୍ତମୀ ତିଥିରେ ଚନ୍ଦ୍ରଭାଗାରେ ବୁଡ଼ ପକାଇଛନ୍ତି ଲକ୍ଷାଧିକ ଶ୍ରଦ୍ଧାଳୁ। ପରମ୍ପରା ଅନୁସାରେ ଗତକାଲି ତିନି ଠାକୁର କୋଣାର୍କର ତ୍ରିବେଣୀଶ୍ୱର, ଐଶାନେଶ୍ୱର ଓ ଦକ୍ଷିଣେଶ୍ୱର ମହାଦେବ ରାତିରେ ବିମାନ ବିଜେ କରିଥିଲେ। ମଧ୍ୟରାତ୍ରରେ ଭୋଗ ମଣ୍ଡପରେ ଭୋଗ ଖାଇଥିଲେ।
Read More...

ଆରପାରିରେ ସ୍ବର୍ଗତ ଅଭିନେତା ମିହିର ଦାସଙ୍କ ସାନ ପୁଅ ଅକ୍ଲାନ୍ତ

କଟକ: ଚାଲି ଯାଇଛନ୍ତି ସ୍ବର୍ଗତ ଅଭିନେତା ମିହିର ଦାସଙ୍କ ସାନ ପୁଅ ଅକ୍ଲାନ୍ତ ଦାସ। ପରଲୋକରେ ଅଭିନେତା ସ୍ୱର୍ଗତଃ ମିହିର ଦାସଙ୍କ ସାନ ପୁଅ ଅକ୍ଲାନ୍ତ ଦାସ। ଗତକାଲି ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ଲିଭର ଜନିତ ସମସ୍ୟା ଯୋଗୁ ମାସେ ହେଲା ଅକ୍ଲାନ୍ତ ଭୁବନେଶ୍ୱର
Read More...

ପୁରୁଣା କୋଠା ଭୁଶୁଡି ୩ରୁ ଅଧିକ ମୃତ, ଅନେକ ଆହତ

ଲକ୍ଷ୍ନୌ: ଆଜି ସଧ୍ୟାରେ ଲକ୍ଷ୍ନୌରେ ୱଜିର ହସନ ରୋଡରେ ଥିବା ଏକ ପାଞ୍ଚ ମହଲା କୋଠା ହଠାତ ଭୁଶୁଡି ପଡିଛି ଏହି ଦୁର୍ଘଟଣାରେ ଏପର୍ଯ୍ୟନ୍ତ ତିନି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୦-୪୦ଜଣ ଲୋକ ତଳେ ଦବି ରହିଥିବା କୁହାଯାଉଛି। ଦୁର୍ଘଟଣାର ସୂଚନା ପୁଲିସ ଏବଂ ଅଗ୍ନିଶମ ବାହିନୀ ଦଳକୁ ଦିଆଯିବା
Read More...