ପ୍ରମୁଖ ଖବର

ଶ୍ରୀମନ୍ଦିରରେ ଆସୁଛି ଇ-ହୁଣ୍ଡି ବ୍ୟବସ୍ଥା; ବିଶ୍ୱର ଯେକୌଣସି ସ୍ଥାନରୁ କରିହେବ ଦାନ
ଦିଲ୍ଲୀ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ: ୨୧ ମୃତ, ୪୦ରୁ ଅଧିକ ଉଦ୍ଧାର
ସରକାରୀ ଗାଡ଼ି ପାଇଁ ପେଟ୍ରୋଲ ପମ୍ପକୁ ମିଳିବ ଆଗୁଆ ଟଙ୍କା
୩୯,୨୯୦ କୋଟିର ମେଗା ପ୍ୟାକେଜକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରି
କର୍ଣ୍ଣାଟକର ୩୪ତମ ମୁଖ୍ୟମନ୍ତ୍ରୀ ଭାବେ ଡି.କେ. ଶିବକୁମାରଙ୍କ ଶପଥ ଗ୍ରହଣ
ସୁପ୍ରିମକୋର୍ଟଙ୍କ ଐତିହାସିକ ରାୟ,ବିବାହ ପରେ ବି ପିତାମାତାଙ୍କ ପରିବାରର ସଦସ୍ୟ ଝିଅ
Browsing Category

ସାମାଜିକ

ଘରେ ଗ୍ୟାସ୍‌ ଟାଙ୍କି ଫାଟି ଦୁଇ ଜଣ ଗୁରୁତର

ତାଳଚେର; ଘରେ ଗ୍ୟାସ୍‌ ଟାଙ୍କି ଫାଟି ଦୁଇ ଜଣ ଗୁରୁତର ହୋଇ କଟକ ବଡ ମେଡିକାଲକୁ ସ୍ଥାନାସ୍ତର ହୋଇଛନ୍ତି। ତାଳଚେର ଆର୍ଯ୍ୟବିହାର ଅଞ୍ଚଳର କିଶୋରୀ ‌ବେହେରା ନାମକ ଜଣେ ବ୍ୟକ୍ତିଙ୍କର ଗ୍ୟାସ୍‌ ଚୁଲାରେ ତ୍ରୁଟି ରହିଥିବାରୁ ଚୁଲା ଜଳୁ ନଥିଲା। ଠିକ୍‌ ଏହି ସମୟରେ ଆର୍ଯ୍ୟବିହାର ଦେଇ ଗୋବରା
Read More...

ଆଜିଠାରୁ ଆରମ୍ଭ ହେଲା ରାଜ୍ୟସ୍ତରୀୟ ଆଦିବାସୀ ମେଳା

ଭୁବନେଶ୍ୱର: ଭୁବନେଶ୍ବର ୟୁନିଟ୍‌‌-୧ ଆଦିବାସୀ ପଡ଼ିଆରେ ଆରମ୍ଭ ହେଲା ରାଜ୍ୟସ୍ତରୀୟ ଆଦିବାସୀ ମେଳା । ମେଳାକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଆଦିବାସୀ ମହିଳାଙ୍କ ସହ ଫଟୋ ଉଠାଇଥିଲେ । ଷ୍ଟଲ୍ ବୁଲି ଆଦିବାସୀ ଜନଜାତିଙ୍କ ଦ୍ୱାରା ପ୍ରସ୍ତୁତ
Read More...

ଜୀବନ ନେଲା ଜେନେରେଟର ଧୂଆଁ

ଗଜପତି: ଘରେ ଶୋଇଥିବା ବେଳେ ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜଣଙ୍କ ଜୀବନ । ଜଣେ ଗୁରୁତର ମେଡିକାଲରେ ଭର୍ତ୍ତି । ଘଟଣା ଘଟିଛି ଗଜପତି ଜିଲ୍ଲା ଆର୍ ଉଦୟଗିରି ଥାନା ବେତାରସିଂ ଗାଁରେ । ଗାଁର କମଳ ନାୟକଙ୍କ ପରିବାରରେ ବାହାଘର ଭୋଜି ଚାଲିଥିଲା । ବାପା ମାଧବ ନାୟକ, ଭାଇ ଗଣେଶ ନାୟକ ଓ ଦୁଇଝିଅ
Read More...

ଦୁଇ ଦିନ ଓଡିଶାରେ ରହି ଫେରିଗଲେ ରାଷ୍ଟ୍ରପତି

ଭୁବନେଶ୍ବର; ଆଜି ସକାଳୁ କଡା ସୁରକ୍ଷା ଭିତରେ ମହାପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିରରେ ପହଞ୍ଚିଥିଲେ ରାଷ୍ଟ୍ରପତି । ଆଦିବାସୀ ନୃତ୍ୟଗୀତରେ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରାଯାଇଥିଲା । ତେବେ ପୂଜା କରିବା ପୂର୍ବରୁ ବିନ୍ଦୁ ସାଗରରେ ପାଦ ଧୋଇ ଖାଲି ପାଦରେ ଚାଲି ଚାଲି ମନ୍ଦିରରେ ପ୍ରବେଶ କରିଥିଲେ
Read More...

ପୁନଃବିକଶିତ ହେବ ସୁଆଣ୍ଡୋ

୫ଟି ସଚିବଙ୍କ ସୁଆଣ୍ଡୋ ପରିଦର୍ଶନଉତ୍କଳମଣି ଙ୍କ ଗାଁ ଶିବ ମନ୍ଦିର ର ପୁନରୁଦ୍ଧାର ଓ ପ୍ରତିଷ୍ଠା . ଭୁବନେଶ୍ବର; ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ଆଜି ପୁରୀ ଜିଲ୍ଲାର ସୁଆଣ୍ଡୋସ୍ଥିତ ଗୋପବନ୍ଧୁଙ୍କ
Read More...

ଜ୍ଞାନପ୍ରଭା ମିଶନର ପ୍ରତିଷ୍ଠା ଉତ୍ସବରେ ଯୋଗ ଦେଲେ ରାଷ୍ଟ୍ରପତି

ଭୁବନେଶ୍ୱର; ଉତ୍କଳ ମଣ୍ଡପରେ ଆୟୋଜିତ ଜ୍ଞାନପ୍ରଭା ମିଶନର ପ୍ରତିଷ୍ଠା ଉତ୍ସବରେ ଯୋଗ ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କରିଥିଲେ ରାଷ୍ଟ୍ରପତି । ମାତୃଶକ୍ତି ଉତ୍ଥାନ ସଂସ୍ଥାରେ ପହଞ୍ଚି ମାଆଙ୍କୁ ମନେ ପକାଇ ଭାବବିହ୍ବଳ ହୋଇଥିଲେ ରାଷ୍ଟ୍ରପତି ।
Read More...

ନବ ଦାସଙ୍କ ସ୍ମୃତିସଭାରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଝାରସୁଗୁଡ଼ା: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ସ୍ମୃତିସଭାରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସ୍ମୃତିସଭାରେ ପହଞ୍ଚି ଦିବଂଗତ ନେତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତାଙ୍କ ପରିବାର ସଦସ୍ୟଙ୍କୁ ସମବେଦନା ଜଣାଇବା ସହ
Read More...

ଯାଜପୁର ଜିଲ୍ଲା ମହୋତ୍ସବ ଉଦ୍‌ଘାଟିତ

ଯାଜପୁର ଓଡିଶାର ଏକ ନମ୍ବର ଜିଲ୍ଲା ହେବ – ମୁଖ୍ୟମନ୍ତ୍ରୀଯାଜପୁର ବିଭିନ୍ନ ଧର୍ମ, ଆଧ୍ୟାତ୍ମିକ ଓ ଦର୍ଶନ ତତ୍ତ୍ବର ସଂଗମ ସ୍ଥଳ ଯାଜପୁର; ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ମାଧ୍ୟମରେ ଯାଜପୁର ଜିଲ୍ଲା ମହୋତ୍ସବ ୨୦୨୩ ଉଦ୍‌ଘାଟନ କରିଛନ୍ତି । ଏହି
Read More...

ଚିର ନିଦ୍ରାରେ ସାରସ୍ୱତ ସାଧିକା ନିର୍ମଳପ୍ରଭା

ଭୁବନେଶ୍ୱର : ବିଶିଷ୍ଟ ସାରସ୍ୱତ ସାଧିକା ଶ୍ରୀମତୀ ନିର୍ମଳପ୍ରଭା ନାୟକଙ୍କର ଆଜି ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ପରଲୋକ ହୋଇଯାଇଛି । ତାଙ୍କ ମୃତ୍ୟୁରେ ସାହିତ୍ୟ, ରାଜନୀତି ଓ ସମାଜସେବା ସହ ଜଡିତ ବିଭିନ୍ନ ମହଲରେ ଗଭୀର ଶୋକ ପ୍ରକାଶ ପାଇଛି । ଶ୍ରୀମତୀ ନାୟକ ପାଟକୁରା ଗାନ୍ଧୀ
Read More...

ଶିକ୍ଷା ସହିତ କ୍ରୀଡାକୁ ଗୁରୁତ୍ୱ ଦେବା ଜରୁରୀ : ଅରୁଣ ଲାଲ

ଭୁବନେଶ୍ୱର , ୪/ ୨ : ଛାତ୍ରଛାତ୍ରୀମାନେ ପାଠପଢ଼ା ସହିତ ଖେଳରେ ମଧ୍ୟ ମନୋନିବେଶ କରିବା ଜରୁରୀ । ପାଠ ସହିତ ଖେଳ ସମାନ୍ତରାଳ ଭାବେ ନ ରହିଲେ ଛାତ୍ରଛାତ୍ରୀଙ୍କୁ ଅର୍ଦ୍ଧ ଶିକ୍ଷିତ କୁହାଯିବ ବୋଲି କହିଛନ୍ତି ପୂର୍ବତନ କ୍ରୀକେଟର ତଥା କମେଂଟେଟର୍ ଅରୁଣ ଲାଲ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର
Read More...