Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
୨୦୩୬ ସୁଦ୍ଧା ୫୦୦ ବିଲିୟନ ଡଲାର ଛୁଇଁବ ଓଡ଼ିଶାର ଅର୍ଥନୀତି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵରରେ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା
ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଏଆରଆଇ
ଶ୍ରୀରାମ ମନ୍ଦିରରେ ଉଡ଼ିଲା ଧର୍ମଧ୍ୱଜା
Browsing Category
ସାମାଜିକ
ମୃତକ ଙ୍କ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପାଞ୍ଚ ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଘୋଷଣା
ଭୁବନେଶ୍ବର; ଆଜି ମକର ମେଳା ରେ କଟକ ଜିଲ୍ଲା ବଡ଼ମ୍ବା ନୃସିଂହନାଥ ପୀଠରେ ଦଳାଚକଟା ରେ ଜଣେ ମହିଳାଙ୍କ ମୃତ୍ୟୁ ଘଟଣା ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ପାଞ୍ଚ ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା!-->…
Read More...
Read More...
ମହାନଦୀ ଉପରେ ନିର୍ମିତ ଟି-ସେତୁ ଦଳାଚକଟାରେ ୨ ମୃତ
କଟକ: କଟକ ଜିଲ୍ଲା ବଡ଼ମ୍ବା-ଗୋପୀନାଥପୁର ଟି-ସେତୁରେ ଦଳାଚକଟା ଯୋଗୁଁ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦ ଜଣ ଶ୍ରଦ୍ଧାଳୁ ଗୁରୁତର ହୋଇଥିବା ସୂଚନା ମିଳିଛି। ଏଥିରୁ ୫ ଜଣଙ୍କ ଅବସ୍ଥା ସଂକଟାପନ୍ନ ରହିଛି। ଗୁରୁତରମାନଙ୍କ ମଧ୍ୟରେ ମହିଳା ଓ ଛୋଟ ପିଲା ଥିବା ଜଣାପଡ଼ିଛି। ଗୁରୁତରମାନଙ୍କୁ!-->…
Read More...
Read More...
ମହିଳା କ୍ରିକେଟର ରାଜଶ୍ରୀ ସ୍ୱାଇଁଙ୍କ ଝୁଲନ୍ତା ମୃତଦେହ ଠାବ
କଟକ: ମହିଳା କ୍ରିକେଟର ରାଜଶ୍ରୀ ସ୍ୱାଇଁଙ୍କ ଝୁଲନ୍ତା ମୃତଦେହ ଠାବ । ଗୁରିଡିଝାଟିଆ ଥାନା ଏକ ଘଞ୍ଚ ଜଙ୍ଗଲରୁ ମୃତଦେହ ମିଳିଛି । ମଙ୍ଗଳାବାଗ ଥାନା ଆଇଆଇସି ଏ ନେଇ ସୂଚନା ଦେଇଛନ୍ତି । ତାଙ୍କ ଦେହରେ ଅନେକଗୁଡ଼ିଏ କ୍ଷତ ଚିହ୍ନ ଏବଂ ଆଖି ଦୁଇଟିକୁ ନଷ୍ଟ କରିଦିଆଯାଇଥିବାର ସୂଚନା ମିଳିଛି।!-->…
Read More...
Read More...
ସୋଆ ପ୍ରତିଷ୍ଠାତା ସଭାପତିଙ୍କ ଓଏସ୍ଡିଙ୍କୁ ଶିକ୍ଷାଭାରତୀ ସମ୍ମାନ
ଭୁବନେଶ୍ୱର, ୧୨/୦୧: ସର୍ବଭାରତୀୟ ଶିକ୍ଷା ସଂସ୍ଥା, ସେଂଟର ଫର୍ ଏକ୍ସଲେନ୍ସ ଡେଭେଲପମେଂଟ (ସିଇଡି) ପକ୍ଷରୁ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପ୍ରତିଷ୍ଠାତା ସଭାପତିଙ୍କ ଓଏସ୍ଡି ଶ୍ରୀ ପ୍ରୀତମ ନାୟକଙ୍କୁ ଶିକ୍ଷା ଭାରତୀ ସମ୍ମାନ ପ୍ରଦାନ କରାଯାଇଛି । ଉତରପ୍ରଦେଶ ଗୁରୁଗ୍ରାମ ଠାରେ ଆୟୋଜିତ ଏକ!-->…
Read More...
Read More...
ଭୁବନେଶ୍ୱର-ରାଉରକେଲାକୁ ଗଡିବ ୨ ସ୍ୱତନ୍ତ୍ର ଟ୍ରେନ୍
ଭୁବନେଶ୍ବର; ପୁରୁଷ ହକି ଓ୍ବାର୍ଲ୍ଡ କପ୍ ପାଇଁ ଚଳଚଞ୍ଚଳ ସାରା ଓଡ଼ିଶା । ଏହାରି ମଧ୍ୟରେ ହକିପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ଟ୍ରେନ୍ ସେବା ଯୋଗାଇ ଦେବା ପାଇଁ ନିଷ୍ପତ୍ତି ନେଇଛି ପୂର୍ବତଟ ରେଳପଥ । ରେଳପଥ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ହକି ମ୍ୟାଚ ସମୟରେ ଭୁବନେଶ୍ବର ଓ ରାଉରକେଲା!-->…
Read More...
Read More...
ଦୁଇଟି ଔଷଧକୁ ବ୍ୟବହାର ପାଇଁ ମନାକଲା ବିଶ୍ବ ସ୍ବାସ୍ଥ୍ୟ ସଂଗଠନ
ନୂଆଦିଲ୍ଲୀ: ଭାରତୀୟ କମ୍ପାନୀ ଦ୍ବାରା ପ୍ରସ୍ତୁତ ଦୁଇଟି ଔଷଧକୁ ବ୍ୟବହାର ପାଇଁ ମନାକଲା ବିଶ୍ବ ସ୍ବାସ୍ଥ୍ୟ ସଂଗଠନ। ନୋଏଡାରେ ଥିବା ମାରିଅନ୍ ବାୟୋଟେକ ଦ୍ବାରା ଏହି ଔଷଧ ପ୍ରସ୍ତୁତ କରାଯାଉଛି । ଉଜବେକିସ୍ତାନରେ ଔଷଧ ଖାଇ ଶିଶୁଙ୍କ ମୃତ୍ୟୁ ଘଟଣା ପରେ ସେଠାରେ ଏହି ଔଷଧକୁ ବ୍ୟବହାର ପାଇଁ!-->…
Read More...
Read More...
ସ୍କୁଲ ବସ୍ ଦୁର୍ଘଟଣାଗ୍ରସ୍ତ, ୧୫ ଛାତ୍ରଛାତ୍ରୀ ଆହତ
ନବରଙ୍ଗପୁର: ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପିଲାଙ୍କୁ ନେଇ ଯାଉଥିବା ଏକ ପ୍ରାଇଭେଟ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୧୫ ଜଣ ଛାତ୍ର ଆହତ ହୋଇଛନ୍ତି । ସମସ୍ତ ଆହତମାନଙ୍କୁ ଚନ୍ଦାହାଣ୍ଡି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି।
ସୂଚନାଯୋଗ୍ୟ: ନବରଙ୍ଗପୁର ଜିଲ୍ଲାର!-->!-->!-->…
Read More...
Read More...
ହାଇସିକ୍ୟୁରିଟି ନମ୍ବର ଲଗାଇନଥିଲେ ଗଣିବେ ତଣ୍ଡ
ଭୁବନେଶ୍ବର; ଯାଞ୍ଚ ହେବ ଏଚଏସଆରପି ନମ୍ବର ବା ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍। ରାଜ୍ୟ ପରିବହନ କର୍ତ୍ତୃପକ୍ଷଙ୍କ ବଡ ଅଧିକାରୀଙ୍କ ସୂତ୍ରରୁ ଏହି ସୂଚନା ମିଳିଛି । ୮୦ ପ୍ରତିଶତ ଲୋକ ଲଗାଇ ସାରିଲେଣି ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍ । ଯେଉଁମାନେ ହାଇସିକ୍ୟୁରିଟି ନମ୍ବର ଲଗାଇନଥିବେ ସେମାନେ!-->…
Read More...
Read More...
ଉଦ୍ଧାର ହେଲା ବୋରୱେଲରେ ଫସିଥିବା ଶିଶୁ
ଉତ୍ତରପ୍ରଦେଶ; ୪୦ଫୁଟ ଗଭୀର ବୋରୱେଲ ଭିତରେ ଖସିପଡ଼ିଥିବା ୬ବର୍ଷର ଶିଶୁକୁ ଉଦ୍ଧାର କରାଯାଇଛି । ଏହି ଘଟଣା ଦେଖିବାକୁ ମିଳିଛି ଉତ୍ତରପ୍ରଦେଶର ହାପୁରର କୋଟଲା ସାଦତରେ। ସ୍ଥାନୀୟ ପ୍ରଶାସନ ଓ ଜାତୀୟ ବିପର୍ଯ୍ୟୟ ପରିଚାଳନା ବାହିନୀ ପକ୍ଷରୁ ପ୍ରାୟ ୫ରୁ ୭ ଘଣ୍ଟାର ଅପରେସନ ପରେ ଉକ୍ତ!-->…
Read More...
Read More...
ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଠିକା ଶ୍ରମିକଙ୍କ ମୃତ୍ୟୁ
ରାଉରକେଲା; ପୁରୁଷ ହକି ବିଶ୍ୱକପ୍ ପୂର୍ବରୁ ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଘଟିଲା ଅଘଟଣ। ଆଜି ବିଦ୍ୟୁତ ଆଘାତରେ ମୃତ୍ୟୁବରଣ କରିଛନ୍ତି ଠିକା ଶ୍ରମିକ । ମୃତକ ହେଲେ ଗୋପାଳ ତୀର୍କୀ । ତାଙ୍କ ଘର ଲାଠିକଟା ବ୍ଲକ ଟାଇଁସର ପଞ୍ଚାୟତ ଅନ୍ତର୍ଗତ ମାଙ୍ଗରାଟୋଲା ଗାଁରେ । ସେ ଦୀପଶିକ୍ଷା!-->…
Read More...
Read More...