ପ୍ରମୁଖ ଖବର

ପଶ୍ଚିମବଙ୍ଗରେ ମୁକ୍ତ, ନିରପେକ୍ଷ ଓ ଶାନ୍ତିପୂର୍ଣ୍ଣ ନିର୍ବାଚନ, ନିର୍ବାଚନ କମିଶନଙ୍କ ପ୍ରାଥମିକତା
ଦାଦନ ଶ୍ରମିକ ଯିବାରେ ବଲାଙ୍ଗୀର ଜିଲ୍ଲା ସର୍ବାଗ୍ରେ
ପୁରୀ: ପୋଲିସର ନିର୍ଯାତନା ସହି ନପାରି ଯୁବକଙ୍କ ଆତ୍ମହତ୍ୟା
ଓଡିଶାର ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍
ସିବିଏସଇ ଅଷ୍ଟମ ଶ୍ରେଣୀ ସାମାଜିକ ବିଜ୍ଞାନ ପୁସ୍ତକକୁ ନେଇ କ୍ଷମା ପ୍ରାର୍ଥନା କଲା ଏନସିଇଆରଟି
କରୁର ଦଳାଚକଟା ମାମଲାରେ ଅଭିନେତା ବିଜୟଙ୍କୁ ପୁଣିଥରେ ସିବିଆଇ ସମନ୍
ଦିଲ୍ଲୀ ଦଙ୍ଗା ମାମଲାରେ ଶର୍ଜିଲ ଇମାମଙ୍କୁ ୧୦ ଦିନ ପାଇଁ ଅନ୍ତରୀଣ ଜାମିନ
ରାଜ୍ୟରେ ଖାଲି ପଡ଼ିଛି ୪,୬୦୭ ଡାକ୍ତର ପଦବୀ: ସ୍ୱାସ୍ଥ୍ୟମନ୍ତ୍ରୀ
Browsing Category

ସାମାଜିକ

ସମ୍ ହସ୍ପିଟାଲ୍ ଦ୍ୱିତୀୟ କ୍ୟାମ୍ପସ୍ ନିର୍ମାଣ ଘଟଣା: ଏନ୍‌ଜିଟିଙ୍କ ରହିତାଦେଶ ଉପରେ ହାଇକୋର୍ଟଙ୍କ ରୋକ

ଭୁବନେଶ୍ୱର, ୧୮/୦୧: ଭୁବନେଶ୍ୱର ଉପକଣ୍ଠ ଫୁଲନଖରାଠାରେ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର କ୍ୟାମ୍ପସ-୨ ନିର୍ମାଣ ପ୍ରସଙ୍ଗରେ ଜାତୀୟ ଗ୍ରୀନ୍ ଟ୍ରିବ୍ୟୁନାଲ୍ (ଏନ୍‌ଜିଟି) ଡିସେମ୍ବର ୧୨, ୨୦୨୨ରେ ପ୍ରଦାନ କରିଥିବା ନିର୍ଦ୍ଦେଶ ଉପରେ ପରବର୍ତୀ ଶୁଣାଣି
Read More...

କଣ୍ଠଶିଳ୍ପୀ ହ୍ୟୁମାନଙ୍କ ନାଁରେ ଥାନାରେ ମାମଲା

କଟକ; ବିବାଦରେ ଫସିଲେ କଣ୍ଠଶିଳ୍ପୀ ହ୍ୟୁମାନ ସାଗର । ତାଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଛନ୍ତି ତାଙ୍କ ପତ୍ନୀ। ପତ୍ନୀଙ୍କ ଅଭିଯୋଗ ଅନୁଯାୟୀ, ହ୍ୟୁମାନ ଶାରୀରିକ ଓ ମାନସିକ ନିର୍ଯାତନା ଦେଉଛନ୍ତି । ଯାହାଫଳରେ ନିଜ ସ୍ୱାମୀଙ୍କ ନିର୍ଯାତନାରେ ଅତିଷ୍ଠ ପତ୍ନୀ ନ୍ୟାୟ ପାଇଁ ମହିଳା ଥାନାର
Read More...

ଡିବିରି ଫାଟି ଜଳିଗଲେ ଗୋଟିଏ ପରିବାରର ୪ଜଣ

ସୋରଡା; ଗଞ୍ଜାମ ଜିଲ୍ଲା ସୋରଡ଼ା ଥାନା ଅନ୍ତର୍ଗତ ବନ୍ଧାଗୋଚ୍ଛା ଗାଁରୁ ଆସିଲା ଦୁଃଖଦ ଖବର ।ଶୋଇଥିବା ବେଳେ ଫାଟିଗଲା ଡିବିରି । ଯାହାଫଳରେ ନିଆଁ ଲାଗି ଜଳିଗଲେ ଗୋଟିଏ ପରିବାରର ୪ଜଣ। ତେବେ ଆହତ ମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଖବର ଅନୁଯାୟୀ, ବନ୍ଧାଗୋଚ୍ଛା ଗାଁରେ
Read More...

ସିଂହନାଥ ପୀଠରେ ଜାରି ହେଲା ୧୪୪ ଧାରା

କଟକ; ବଡ଼ମ୍ବାର ସିଂହନାଥ ପୀଠରେ ଜାରି ହୋଇଛି ୧୪୪ ଧାରା । ଦଳଚକଟାରେ ଜଣଙ୍କ ମୃତ୍ୟୁ ଓ ଏକାଧିକ ଲୋକ ଆହତ ହେବା ପରେ ଏଭଳି ନିଷ୍ପତ୍ତି ନେଇଛି ପ୍ରଶାସନ । ଏଥିସହିତ ଆଜି ଓ ଆସନ୍ତାକାଲି ମନ୍ଦିରକୁ ନଆସିବାକୁ ଶ୍ରଦ୍ଧାଳୁଙ୍କୁ କୁହାଯାଇଛି। ସେହିପରି ମକର ମେଳାରେ ପଡ଼ିଥିବା ଦୋକାନ ଗୁଡ଼ିକୁ
Read More...

ମୃତକ ଙ୍କ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପାଞ୍ଚ ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଘୋଷଣା

ଭୁବନେଶ୍ବର; ଆଜି ମକର ମେଳା ରେ କଟକ ଜିଲ୍ଲା ବଡ଼ମ୍ବା ନୃସିଂହନାଥ ପୀଠରେ ଦଳାଚକଟା ରେ ଜଣେ ମହିଳାଙ୍କ ମୃତ୍ୟୁ ଘଟଣା ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ପାଞ୍ଚ ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା
Read More...

ମହାନଦୀ ଉପରେ ନିର୍ମିତ ଟି-ସେତୁ ଦଳାଚକଟାରେ ୨ ମୃତ

କଟକ: କଟକ ଜିଲ୍ଲା ବଡ଼ମ୍ବା-ଗୋପୀନାଥପୁର ଟି-ସେତୁରେ ଦଳାଚକଟା ‌ଯୋଗୁଁ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦ ଜଣ ଶ୍ରଦ୍ଧାଳୁ ଗୁରୁତର ହୋଇଥିବା ସୂଚନା ମିଳିଛି। ଏଥିରୁ ୫ ଜଣଙ୍କ ଅବସ୍ଥା ସଂକଟାପନ୍ନ ରହିଛି। ଗୁରୁତରମାନଙ୍କ ମଧ୍ୟରେ ମହିଳା ଓ ଛୋଟ ପିଲା ଥିବା ଜଣାପଡ଼ିଛି। ଗୁରୁତରମାନଙ୍କୁ
Read More...

ମହିଳା କ୍ରିକେଟର ରାଜଶ୍ରୀ ସ୍ୱାଇଁଙ୍କ ଝୁଲନ୍ତା ମୃତଦେହ ଠାବ

କଟକ: ମହିଳା କ୍ରିକେଟର ରାଜଶ୍ରୀ ସ୍ୱାଇଁଙ୍କ ଝୁଲନ୍ତା ମୃତଦେହ ଠାବ । ଗୁରିଡିଝାଟିଆ ଥାନା ଏକ ଘଞ୍ଚ ଜଙ୍ଗଲରୁ ମୃତଦେହ ମିଳିଛି । ମଙ୍ଗଳାବାଗ ଥାନା ଆଇଆଇସି ଏ ନେଇ ସୂଚନା ଦେଇଛନ୍ତି । ତାଙ୍କ ଦେହରେ ଅନେକଗୁଡ଼ିଏ କ୍ଷତ ଚିହ୍ନ ଏବଂ ଆଖି ଦୁଇଟିକୁ ନଷ୍ଟ କରିଦିଆଯାଇଥିବାର ସୂଚନା ମିଳିଛି।
Read More...

ସୋଆ ପ୍ରତିଷ୍ଠାତା ସଭାପତିଙ୍କ ଓଏସ୍‌ଡିଙ୍କୁ ଶିକ୍ଷାଭାରତୀ ସମ୍ମାନ

ଭୁବନେଶ୍ୱର, ୧୨/୦୧: ସର୍ବଭାରତୀୟ ଶିକ୍ଷା ସଂସ୍ଥା, ସେଂଟର ଫର୍ ଏକ୍ସଲେନ୍ସ ଡେଭେଲପମେଂଟ (ସିଇଡି) ପକ୍ଷରୁ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପ୍ରତିଷ୍ଠାତା ସଭାପତିଙ୍କ ଓଏସ୍‌ଡି ଶ୍ରୀ ପ୍ରୀତମ ନାୟକଙ୍କୁ ଶିକ୍ଷା ଭାରତୀ ସମ୍ମାନ ପ୍ରଦାନ କରାଯାଇଛି । ଉତରପ୍ରଦେଶ ଗୁରୁଗ୍ରାମ ଠାରେ ଆୟୋଜିତ ଏକ
Read More...

ଭୁବନେଶ୍ୱର-ରାଉରକେଲାକୁ ଗଡିବ ୨ ସ୍ୱତନ୍ତ୍ର ଟ୍ରେନ୍

ଭୁବନେଶ୍ବର; ପୁରୁଷ ହକି ଓ୍ବାର୍ଲ୍ଡ କପ୍ ପାଇଁ ଚଳଚଞ୍ଚଳ ସାରା ଓଡ଼ିଶା । ଏହାରି ମଧ୍ୟରେ ହକିପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ଟ୍ରେନ୍ ସେବା ଯୋଗାଇ ଦେବା ପାଇଁ ନିଷ୍ପତ୍ତି ନେଇଛି ପୂର୍ବତଟ ରେଳପଥ । ରେଳପଥ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ହକି ମ୍ୟାଚ ସମୟରେ ଭୁବନେଶ୍ବର ଓ ରାଉରକେଲା
Read More...

ଦୁଇଟି ଔଷଧକୁ ବ୍ୟବହାର ପାଇଁ ମନାକଲା ବିଶ୍ବ ସ୍ବାସ୍ଥ୍ୟ ସଂଗଠନ

ନୂଆଦିଲ୍ଲୀ: ଭାରତୀୟ କମ୍ପାନୀ ଦ୍ବାରା ପ୍ରସ୍ତୁତ ଦୁଇଟି ଔଷଧକୁ ବ୍ୟବହାର ପାଇଁ ମନାକଲା ବିଶ୍ବ ସ୍ବାସ୍ଥ୍ୟ ସଂଗଠନ। ନୋଏଡାରେ ଥିବା ମାରିଅନ୍‌ ବାୟୋଟେକ ଦ୍ବାରା ଏହି ଔଷଧ ପ୍ରସ୍ତୁତ କରାଯାଉଛି । ଉଜବେକିସ୍ତାନରେ ଔଷଧ ଖାଇ ଶିଶୁଙ୍କ ମୃତ୍ୟୁ ଘଟଣା ପରେ ସେଠାରେ ଏହି ଔଷଧକୁ ବ୍ୟବହାର ପାଇଁ
Read More...