Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
୫ରୁ ୧୭ ବର୍ଷ ପିଲାଙ୍କ ଆଧାର ବାୟୋମେଟ୍ରିକ୍ ଅପଡେଟ୍ ମାଗଣା
‘ଚଳିବ’ ମାନସିକତା ବଦଳାଇ ସମୟାନୁବର୍ତ୍ତିତାକୁ ଗୁରୁତ୍ୱ: ମୋଦୀଙ୍କ ଆହ୍ୱାନ
ଏନ୍ଟିପିସି ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଆହତ
ରାଜ୍ୟ ସହିବ ୧ ଲକ୍ଷ କୋଟିର କ୍ଷତି: ଏମ୍ଏମ୍ଡିଆର୍ ବିଲ୍କୁ କଂଗ୍ରେସର ବିରୋଧ, ସ୍ୱତନ୍ତ୍ର ଅଧିବେଶନ ଦାବି
ୟୁପିର ୫୨ ନେତାଙ୍କୁ ମିଳିବ ବୁଲେଟ୍ପ୍ରୁଫ୍ ଜାକେଟ୍
୪ ବର୍ଷରୁ କମ୍ ପିଲାଙ୍କ ପାଇଁ କାଶ-ଥଣ୍ଡା ଔଷଧ ଉପରେ କେନ୍ଦ୍ରର କଟକଣା
ଚିନି ଦରରେ ରେକର୍ଡ ବୃଦ୍ଧି
ନେତାନ୍ୟାହୁଙ୍କ ବିରୋଧରେ ତୁର୍କୀର ଗିରଫ ପରୱାନା
Browsing Category
ସାମାଜିକ
ପୁରୁଣା କୋଠା ଭୁଶୁଡି ୩ରୁ ଅଧିକ ମୃତ, ଅନେକ ଆହତ
ଲକ୍ଷ୍ନୌ: ଆଜି ସଧ୍ୟାରେ ଲକ୍ଷ୍ନୌରେ ୱଜିର ହସନ ରୋଡରେ ଥିବା ଏକ ପାଞ୍ଚ ମହଲା କୋଠା ହଠାତ ଭୁଶୁଡି ପଡିଛି ଏହି ଦୁର୍ଘଟଣାରେ ଏପର୍ଯ୍ୟନ୍ତ ତିନି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୦-୪୦ଜଣ ଲୋକ ତଳେ ଦବି ରହିଥିବା କୁହାଯାଉଛି। ଦୁର୍ଘଟଣାର ସୂଚନା ପୁଲିସ ଏବଂ ଅଗ୍ନିଶମ ବାହିନୀ ଦଳକୁ ଦିଆଯିବା!-->…
Read More...
Read More...
ରାଜପଥରେ ମୁଖ୍ୟ ଆକର୍ଷଣ ହେବ ପୁରୀର ସାହିଯାତ
ଭୁବନେଶ୍ୱର: ଚଳିତବର୍ଷ ସାଧାରଣତନ୍ତ୍ର ଦିବସରେ ଓଡ଼ିଶୀ ନୃତ୍ୟରେ ନାଚିବ ନୂଆଦିଲ୍ଲୀର ରାଜପଥ। ମୁଖ୍ୟ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିବ ପୁରୀର ସାହିଯାତ ଏବଂ କେନ୍ଦୁଝରର ଝୁମର ନୃତ୍ୟ । କଟକ ଏବଂ ଭୁନେଶ୍ବରରେ ଥିବା ଓଡ଼ିଶୀ ନୃତ୍ୟାନୁଷ୍ଠାନ ମାନଙ୍କରୁ ମୋଟ ୯ ଜଣ ଓଡ଼ିଶୀ ନୃତ୍ୟ ଶିଳ୍ପୀ!-->…
Read More...
Read More...
ବ୍ରିଜ ଉପରୁ ବସ୍ ଖସି ୨ ମୃତ,୩୦ ଗୁରୁତର
ଢେଙ୍କାନାଳ; ବିଳମ୍ବିତ ରାତିରେ ପଞ୍ଚୁପଟି ବ୍ରିଜ ଉପରୁ ତଳକୁ ଖସିପଡିଛି ଏକ ଟୁରିଷ୍ଟ ବସ୍।ଘଟଣାସ୍ଥଳରେ ହିଁ ୨ ଜଣ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତକମାନେ ହେଲେ ରେଣୁବାଳା ସ୍ବାଇଁ ଓ ବିଜୟଲକ୍ଷ୍ମୀ ଜେନା । ଏହି ଦୁର୍ଘଟଣାରେ ୩୦ଜଣ ଆହତ ହୋଇଛନ୍ତି। ୫ ଜଣ ଗୁରୁତରଙ୍କୁ କଟକ ବଡ଼ ମେଡିକାଲକୁ!-->…
Read More...
Read More...
ବିଶିଷ୍ଟ ଶଲ୍ୟ ବିଶେଷଜ୍ଞଙ୍କ ପରଲୋକ
ଭୁବନେଶ୍ୱର: ବିଶିଷ୍ଟ ଶଲ୍ୟ ବିଶେଷଜ୍ଞ ତଥା ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସେସ ଆଣ୍ଡ ସମ ହସ୍ପିଟାଲ ର ପୂର୍ବତନ ଡିନ ପ୍ରଫେସର (ଡାକ୍ତର) ଧୀରେନ୍ଦ୍ର କୁମାର ରାୟ ଙ୍କର ରବିବାର ସକାଳେ ସମ ଆଲଟିମେଟ ମେଡିକେୟାର ରେ ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କର ବୟସ ୭୬ ବର୍ଷ!-->…
Read More...
Read More...
ଜମ୍ମୁ କଶ୍ମୀର ଘାଟିରେ ବିସ୍ଫୋରଣ, ୮ ଆହତ
ଜମ୍ମୁ କଶ୍ମୀର; ଜମ୍ମୁ କଶ୍ମୀରରେ ଗତ ୨୪ ଘଣ୍ଟା ମଧ୍ୟରେ ୩ଥର ବିସ୍ଫୋରଣ ହେଲାଣି। ତେବେ ବିଳମ୍ବିତ ରାତିରେ ବଜାଲତା ଗାଁରେ ଏହି ବିସ୍ଫୋରଣ ଘଟିଥିବା ସୂଚନା ମିଳିଛି। ଏଥିରେ ଜଣେ ପୁଲିସ କନଷ୍ଟେବଳ ଆହତ ହୋଇଛନ୍ତି। ଏହାପୂର୍ବରୁ ନରୱାଲର ଟ୍ରାନ୍ସପୋର୍ଟ ନଗରରେ ବିସ୍ଫୋରଣ ହୋଇଥିଲା। ଏଥିରେ!-->…
Read More...
Read More...
କୂଅରେ ପଡ଼ି ୧୦ ବର୍ଷର ଛାତ୍ରଙ୍କ ମୃତ୍ୟୁ
ଖୋର୍ଦ୍ଧା: ସାଇକେଲ ଚଲାଇବା ବେଳେ କୂଅରେ ପଡ଼ି ଜଣେ ୧୦ ବର୍ଷର ଛାତ୍ରଙ୍କ ମୃତ୍ୟୁ ଘଟିଛି। ଘଟଣା ଘଟିଛି ଖୋର୍ଦ୍ଧା ଥାନା ପୁବୁସାହି ଓଲସିଂ ଗାଁରେ । ମୃତକ ହେଲେ ମହେଶ୍ବର ବେହେରାଙ୍କ ପୁଅ ଦିବ୍ୟଜ୍ୟୋତି ବେହେରା ।
ସୂଚନା ଅନୁସାରେ ମହେଶ୍ବରଙ୍କ ପୁଅ ଦିବ୍ୟଜ୍ୟୋତି ଗତକାଲି ସନ୍ଧ୍ୟାରେ!-->!-->!-->…
Read More...
Read More...
ନେପାଳରୁ ଫେରୁଥିବା ତୀର୍ଥଯାତ୍ରୀ ବସ୍ ଦୁର୍ଘଟଣାଗ୍ରସ୍ତ
ନୂଆଦିଲ୍ଲୀ: ନେପାଳରୁ ଫେରୁଥିବା ଏକ ତୀର୍ଥଯାତ୍ରୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରତୀୟ ତୀର୍ଥଯାତ୍ରୀଙ୍କୁ ନେଇ ନେପାଳରୁ ଫେରୁଥିବା ଏକ ତୀର୍ଥଯାତ୍ରୀ ବସ୍ ଶନିବାର ଅପରାହ୍ନରେ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ଏଥିରେ ଥିବା ୬୦ରୁ ଅଧିକ ତୀର୍ଥଯାତ୍ରୀ ଆହତ ହୋଇଛନ୍ତି। ଫେରିବା ବାଟରେ!-->…
Read More...
Read More...
ବାଛୁରୀର ନାଁ କ୍ରୀଷ୍ଣା ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆଜି ଜାମୁକୋଳି ଗୋଶାଳା ପରିଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗୋରୁଙ୍କ ରକ୍ଷଣାବେକ୍ଷଣ ସମ୍ପର୍କରେ ପଚାରି ବୁଝିବା ସହ ଉପଯୁକ୍ତ ଯତ୍ନ ନେବାକୁ ପରାମର୍ଶ ଦେଇଛନ୍ତି ନବୀନ । ବୁଲିବା ସମୟରେ ଏକ ନବଜାତ ବାଛୁରୀକୁ ଦେଖି ତାହାର ନାମକରଣ ହୋଇନଥିବା ଜାଣିବା ପରେ!-->…
Read More...
Read More...
ସାଧାରଣତନ୍ତ୍ର ଦିବସରେ ସମ୍ମାନିତ ଅତିଥି ହେବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର; ଏବର୍ଷବି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ନଯାଇ ଭୁବନେଶ୍ୱରର ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ସମାରୋହରେ ସମ୍ମାନିତ ଅତିଥି ଭାବେ ସାମିଲ ହେବେ ବୋଲି ଜଣାପଡ଼ିଛି । ଆସନ୍ତା ଜାନୁୟାରୀ ୨୬ରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ସମାରୋହରେ ରାଜ୍ୟପାଳ ପ୍ରଫେସର!-->…
Read More...
Read More...
୭୧ ହଜାର ଯୁବକଙ୍କୁ ନିଯୁକ୍ତିପତ୍ର ବାଣ୍ଟିଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ; ଆଜି ଦ୍ୱିତୀୟଥର ପାଇଁ ପ୍ରଧାନମନ୍ତ୍ରୀ ମୋଦୀ ଭର୍ଚ୍ଚୁଆଲ୍ ମାଧ୍ୟମରେ ୭୧ ହଜାର ବେରୋଜଗାରଙ୍କୁ ସରକାରୀ ଚାକିରୀ ପାଇଁ ନିଯୁକ୍ତିପତ୍ର ବାଣ୍ଟିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି କି ଦେଶର ଶିକ୍ଷିତ ବେରୋଜଗାରମାନଙ୍କୁ ନିଯୁକ୍ତି ଦେଇ ସରକାର ନିଜ ସୁଶାସନର ପରିଚୟ ଦେଇଛନ୍ତି ।!-->…
Read More...
Read More...