ପ୍ରମୁଖ ଖବର

୨୦୩୬ ସୁଦ୍ଧା ୫୦୦ ବିଲିୟନ ଡଲାର ଛୁଇଁବ ଓଡ଼ିଶାର ଅର୍ଥନୀତି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵରରେ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା
ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଏଆରଆଇ
ଶ୍ରୀରାମ ମନ୍ଦିରରେ ଉଡ଼ିଲା ଧର୍ମଧ୍ୱଜା
Browsing Category

ସାମାଜିକ

ଦୁର୍ଘଟଣାଗସ୍ତ ହେଲା ବିମାନ, ପାଇଲଟ ମୃତ

ରେଓ୍ଵା; ମଧ୍ୟପ୍ରଦେଶ ରେଓ୍ଵା ଜିଲ୍ଲାରେ ହୋଇଛି ବିମାନ ଦୁର୍ଘଟଣା । ମନ୍ଦିରରେ ମାଡ଼ ହୋଇ ଖଣ୍ଡବିଖଣ୍ଡିତ ହୋଇଯାଇଛି ବିମାନ । ଦୁର୍ଘଟଣାରେ ପାଇଲଟଙ୍କର ମୃତ ହୋଇଥିବା ବେଳେ ଜଣେ ଆହତ ହୋଇଛନ୍ତି। ବିମାନଟି ଏକ ପାଇଲଟ ଟ୍ରେନିଂ କମ୍ପାନୀର । ଟ୍ରେନିଂ ବେଳେ ମନ୍ଦିରର ଉପରି ଭାଗରେ ମାଡ଼
Read More...

ମାଲକାନଗିରିକୁ ଗଡ଼ିଲା ବାଇକ୍‌ ଆମ୍ୱୁଲାନ୍ସ

ମାଲକାନଗିରି; ଦୀର୍ଘ ଦିନର ଦୂର ହେଲା ଦୁଃଖ । ଆଜିଠାରୁ ମାଲକାନଗିରି ଜିଲ୍ଲାର ସ୍ୱାଭିମାନ ଅଞ୍ଚଳକୁ ପ୍ରଥମ ଥର ପାଇଁ ଗଡ଼ିଲା ବାଇକ୍‌ ଆମ୍ୱୁଲାନ୍ସ। ନାବାର୍ଡ଼ ସହାୟତାରେ ଦୁଇ ବାଇକ୍‌ ଆମ୍ୱୁଲାନ୍ସ ଯୋଗାଇ ଦେଇଛି ଜିଲ୍ଲା ପ୍ରଶାସନ। ଏହି ବାଇକ ଆମ୍ବୁଲାନ୍ସ ମାଧ୍ୟମରେ ଦୁର୍ଗମ ଅଞ୍ଚଳରୁ
Read More...

୨୬ ଦିନିଆ ସୋଆ କପ୍ କ୍ରୀଡା ପ୍ରତିଯୋଗିତା ଉଦ୍‌ଘାଟିତ

ଭୁବନେଶ୍ୱର, ୪/୦୧: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର ବାର୍ଷିର୍କ କ୍ରୀଡା ଉତ୍ସବ ‘ସୋଆ କପ୍‌’ ବୁଧବାର ବିଶ୍ୱବିଦ୍ୟାଳୟର କ୍ୟାମ୍ପସ ୨ ସ୍ପୋର୍ଟ୍ସ କମ୍ପେ୍ଲକ୍ସ ଠାରେ ଉଦ୍‌ଘାଟିତ ହୋଇଯାଇଛି । ୨୬ ଦିନ ଧରି ଚାଲିବାକୁ ଥିବା ଏହି ସୋଆ କପ୍‌ରେ ୧୨ ରୁ ଅଧିକ କ୍ରୀଡା ପ୍ରତିଯୋଗିତାରେ
Read More...

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ରାଉରକେଲା ଗସ୍ତ

ରାଉରକେଲା: ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ଯିବେ । ଅନ୍ତର୍ଜାତୀୟ ସ୍ତରର ସର୍ବ ବୃହତ ବିର୍ସା ମୁଣ୍ଡା ହକି ଷ୍ଟାଡିୟମ୍ ଉଦଘାଟନ କରିବେ । ସୁନ୍ଦରଗଡ଼ରେ ନିର୍ମିତ ହୋଇଥିବା ମେଡିକାଲ କଲେଜ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ରାଉରକେଲା ସହରରେ ମୋ ବସ ସେବା ମଧ୍ୟ
Read More...

ଆଳୟ ମହାନ୍ତିଙ୍କ ବିୟୋଗ ରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର; ବିଶିଷ୍ଟ ସାମ୍ବାଦିକ ଆଳୟ ମହାନ୍ତି ଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ବାର୍ତ୍ତା ରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ମହାନ୍ତି ଜଣେ ବରିଷ୍ଠ ସାମ୍ବାଦିକ ଭାବରେ ଭୁବନେଶ୍ୱର ଓ ସାରା ଓଡ଼ିଶାରେ ଜଣାଶୁଣା ଥିଲେ।
Read More...

ହକି ପାଇଁ ରାଜଧାନୀରେ ହଟିଲା ହୋଡିଂ

ଭୁବନେଶ୍ବର; ହକି ମହାକୁମ୍ଭ ପାଇଁ ଆରମ୍ଭ ହୋଇଛି କାଉଣ୍ଟଡାଉନ୍ । ସବୁଠି ଦେଖିବାକୁ ମିଳୁଛି ବିଶ୍ୱକପର ଫିଭର । ଭୁବନେଶ୍ୱର ଓ ରାଉରକେଲା ନୂଆରୂପରେ ସଜେଇ ହେଉଥିବା ବେଳେ, ଏଥିରୁ ବାଦ ପଡିନି ପର୍ଯ୍ୟଟନ ସହର ପୁରୀ । ଶିଳ୍ପୀ ମହେଶ୍ୱର ମହାରଣା ପୁରୀରେ ପ୍ରସ୍ତୁତ କରିଛନ୍ତି ୨୨ଫୁଟ ଉଚ୍ଚତାର
Read More...

ଉନ୍ମୋଚିତ ହେଲା କିଶୋର ମହାନ୍ତିଙ୍କ ପ୍ରତିମୂର୍ତ୍ତୀ

ବ୍ରଜରାଜନଗରରେ ପୂର୍ବତନ ବାଚସ୍ପତି କିଶୋର ମହାନ୍ତିଙ୍କ ପ୍ରତିମୂର୍ତ୍ତୀ ଉନ୍ମୋଚିତକିଶୋର ବାବୁଙ୍କ ସରଳତା ଥିଲା ତାଙ୍କ ବଡ ପରିଚୟ – ମୁଖ୍ୟମନ୍ତ୍ରୀ ବ୍ରଜରାଜନଗର; ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବ୍ରଜରାଜନଗର ଠାରେ ବିଧାନ ସଭାର ପୂର୍ବତନ
Read More...

ନୂଆବର୍ଷ ପାଇଁ କଡାକଡି ହେଲା ନିୟମ

ଭୁବନେଶ୍ବର; ଆଉ ଦିନକ ପରେ ନୂଆବର୍ଷ । ଜଗା ଦର୍ଶନ ପାଇଁ ଦେଶ ତଥା ବିଦେଶରୁ ଶ୍ରୀକ୍ଷେତ୍ରକୁ ଛୁଟୁଛି ଶ୍ରଦ୍ଧାଳୁଙ୍କ ସୁଅ । ବର୍ଷ ଶେଷରେ ଓ ନୂଆବର୍ଷ ଆରମ୍ଭରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରତିଦିନ ଲକ୍ଷ ଲକ୍ଷ ଭକ୍ତଙ୍କ ଭିଡ଼ ଜମୁଛି । ଆସନ୍ତାକାଲି ଓ ନୂଆବର୍ଷ ପାଇଁ ଶ୍ରୀମନ୍ଦିରରେ
Read More...

ମୋଦୀଙ୍କ ମା’ ହୀରାବେନ୍‌ ମୋଦୀଙ୍କ ପରଲୋକ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମା’ ହୀରାବେନ୍‌ ମୋଦୀଙ୍କ ପରଲୋକ। ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ରାତି ପ୍ରାୟ ୩.୩୦ରେ ଅହମଦାବାଦର ୟୁଏନ୍‌ ମେହଟା ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଯାଇଛି।ଶ୍ୱାସକ୍ରିୟାରେ ସମସ୍ୟା ପାଇଁ ମେଡିକାଲରେ ଚିକିତ୍ସିତ ହେଉଥିଲେ ।
Read More...

ନୂଆବର୍ଷରେ ରାଉଲକେଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର; ରାଉଲକେଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜାନୁୟାରୀ ୫ ତାରିଖରେ ରାଉଲକେଲା ଗସ୍ତ କରି ବିର୍ସାମୁଣ୍ଡା ଆନ୍ତର୍ଜାତୀୟ ହକି ଷ୍ଟାଡିୟମର ଉଦଘାଟନ କରିବେ । ଏଥିସହିତ ରାଉଲକେଲରୁ ମୋ ବସ ସେବା ଏବଂ ରାଉଲକେଲା ତଥା ସୁନ୍ଦରଗଡ ଜିଲ୍ଲାର ବିଭିନ୍ନ ଉନ୍ନତିମୂଳକ
Read More...