ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ
Browsing Category

ସାମାଜିକ

୨୬ ଦିନିଆ ସୋଆ କପ୍ କ୍ରୀଡା ପ୍ରତିଯୋଗିତା ଉଦ୍‌ଘାଟିତ

ଭୁବନେଶ୍ୱର, ୪/୦୧: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର ବାର୍ଷିର୍କ କ୍ରୀଡା ଉତ୍ସବ ‘ସୋଆ କପ୍‌’ ବୁଧବାର ବିଶ୍ୱବିଦ୍ୟାଳୟର କ୍ୟାମ୍ପସ ୨ ସ୍ପୋର୍ଟ୍ସ କମ୍ପେ୍ଲକ୍ସ ଠାରେ ଉଦ୍‌ଘାଟିତ ହୋଇଯାଇଛି । ୨୬ ଦିନ ଧରି ଚାଲିବାକୁ ଥିବା ଏହି ସୋଆ କପ୍‌ରେ ୧୨ ରୁ ଅଧିକ କ୍ରୀଡା ପ୍ରତିଯୋଗିତାରେ
Read More...

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ରାଉରକେଲା ଗସ୍ତ

ରାଉରକେଲା: ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ଯିବେ । ଅନ୍ତର୍ଜାତୀୟ ସ୍ତରର ସର୍ବ ବୃହତ ବିର୍ସା ମୁଣ୍ଡା ହକି ଷ୍ଟାଡିୟମ୍ ଉଦଘାଟନ କରିବେ । ସୁନ୍ଦରଗଡ଼ରେ ନିର୍ମିତ ହୋଇଥିବା ମେଡିକାଲ କଲେଜ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ରାଉରକେଲା ସହରରେ ମୋ ବସ ସେବା ମଧ୍ୟ
Read More...

ଆଳୟ ମହାନ୍ତିଙ୍କ ବିୟୋଗ ରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର; ବିଶିଷ୍ଟ ସାମ୍ବାଦିକ ଆଳୟ ମହାନ୍ତି ଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ବାର୍ତ୍ତା ରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ମହାନ୍ତି ଜଣେ ବରିଷ୍ଠ ସାମ୍ବାଦିକ ଭାବରେ ଭୁବନେଶ୍ୱର ଓ ସାରା ଓଡ଼ିଶାରେ ଜଣାଶୁଣା ଥିଲେ।
Read More...

ହକି ପାଇଁ ରାଜଧାନୀରେ ହଟିଲା ହୋଡିଂ

ଭୁବନେଶ୍ବର; ହକି ମହାକୁମ୍ଭ ପାଇଁ ଆରମ୍ଭ ହୋଇଛି କାଉଣ୍ଟଡାଉନ୍ । ସବୁଠି ଦେଖିବାକୁ ମିଳୁଛି ବିଶ୍ୱକପର ଫିଭର । ଭୁବନେଶ୍ୱର ଓ ରାଉରକେଲା ନୂଆରୂପରେ ସଜେଇ ହେଉଥିବା ବେଳେ, ଏଥିରୁ ବାଦ ପଡିନି ପର୍ଯ୍ୟଟନ ସହର ପୁରୀ । ଶିଳ୍ପୀ ମହେଶ୍ୱର ମହାରଣା ପୁରୀରେ ପ୍ରସ୍ତୁତ କରିଛନ୍ତି ୨୨ଫୁଟ ଉଚ୍ଚତାର
Read More...

ଉନ୍ମୋଚିତ ହେଲା କିଶୋର ମହାନ୍ତିଙ୍କ ପ୍ରତିମୂର୍ତ୍ତୀ

ବ୍ରଜରାଜନଗରରେ ପୂର୍ବତନ ବାଚସ୍ପତି କିଶୋର ମହାନ୍ତିଙ୍କ ପ୍ରତିମୂର୍ତ୍ତୀ ଉନ୍ମୋଚିତକିଶୋର ବାବୁଙ୍କ ସରଳତା ଥିଲା ତାଙ୍କ ବଡ ପରିଚୟ – ମୁଖ୍ୟମନ୍ତ୍ରୀ ବ୍ରଜରାଜନଗର; ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବ୍ରଜରାଜନଗର ଠାରେ ବିଧାନ ସଭାର ପୂର୍ବତନ
Read More...

ନୂଆବର୍ଷ ପାଇଁ କଡାକଡି ହେଲା ନିୟମ

ଭୁବନେଶ୍ବର; ଆଉ ଦିନକ ପରେ ନୂଆବର୍ଷ । ଜଗା ଦର୍ଶନ ପାଇଁ ଦେଶ ତଥା ବିଦେଶରୁ ଶ୍ରୀକ୍ଷେତ୍ରକୁ ଛୁଟୁଛି ଶ୍ରଦ୍ଧାଳୁଙ୍କ ସୁଅ । ବର୍ଷ ଶେଷରେ ଓ ନୂଆବର୍ଷ ଆରମ୍ଭରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରତିଦିନ ଲକ୍ଷ ଲକ୍ଷ ଭକ୍ତଙ୍କ ଭିଡ଼ ଜମୁଛି । ଆସନ୍ତାକାଲି ଓ ନୂଆବର୍ଷ ପାଇଁ ଶ୍ରୀମନ୍ଦିରରେ
Read More...

ମୋଦୀଙ୍କ ମା’ ହୀରାବେନ୍‌ ମୋଦୀଙ୍କ ପରଲୋକ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମା’ ହୀରାବେନ୍‌ ମୋଦୀଙ୍କ ପରଲୋକ। ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ରାତି ପ୍ରାୟ ୩.୩୦ରେ ଅହମଦାବାଦର ୟୁଏନ୍‌ ମେହଟା ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଯାଇଛି।ଶ୍ୱାସକ୍ରିୟାରେ ସମସ୍ୟା ପାଇଁ ମେଡିକାଲରେ ଚିକିତ୍ସିତ ହେଉଥିଲେ ।
Read More...

ନୂଆବର୍ଷରେ ରାଉଲକେଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର; ରାଉଲକେଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜାନୁୟାରୀ ୫ ତାରିଖରେ ରାଉଲକେଲା ଗସ୍ତ କରି ବିର୍ସାମୁଣ୍ଡା ଆନ୍ତର୍ଜାତୀୟ ହକି ଷ୍ଟାଡିୟମର ଉଦଘାଟନ କରିବେ । ଏଥିସହିତ ରାଉଲକେଲରୁ ମୋ ବସ ସେବା ଏବଂ ରାଉଲକେଲା ତଥା ସୁନ୍ଦରଗଡ ଜିଲ୍ଲାର ବିଭିନ୍ନ ଉନ୍ନତିମୂଳକ
Read More...

ଆଜି ନନ୍ଦନକାନନର ୬୩ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ବର; ଆଜି ୬୩ତମ ପ୍ରତିଷ୍ଠା ଦିବସ ପାଳୁଛି ନନ୍ଦନକାନନ ପ୍ରାଣୀ ଉଦ୍ୟାନ । ଗତ ୬୨ବର୍ଷରେ ପର୍ଯ୍ୟଟକଙ୍କ ମଧ୍ୟରେ ଏକ ସ୍ବତନ୍ତ୍ର ସ୍ଥାନ ନେଇଛି ନନ୍ଦନକାନନ । ଆଜିଠୁ ନୂଆ ପଶୁପକ୍ଷୀଙ୍କୁ ଦେଖିବାକୁ ସୁଯୋଗ ପାଇବେ ପର୍ଯ୍ୟଟକ । ମହୀଶୂର ଚିଡିଆଖାନାରୁ ଆସିଥିବା ବିରଳ ପ୍ରଜାତିର ଜନ୍ତୁ
Read More...

ଅନୁଗୁଳବାସୀଙ୍କୁ ନୂଆବର୍ଷ ଭେଟିଦେବେ ମୁଖ୍ୟମନ୍ତ୍ରୀ

ଅନୁଗୁଳ; ଆଜି ଅନୁଗୁଳବାସୀଙ୍କୁ ନୂଆବର୍ଷ ଭେଟିଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅନୁଗୁଳରେ ୧୧ଟି ପ୍ରକଳ୍ପର ଶୁଭାରମ୍ଭ ସହ ୧୩ରୁ ଅଧିକ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ । ଏଥିସହ ମିଶନ ଶକ୍ତି ମହିଳାଙ୍କୁ ଭେଟିବେ ଏବଂ ୨୪୨ କୋଟି ଟଙ୍କା ଋଣର ଡିଜିଟାଲ ଲଞ୍ଚିଂ ଶୁଭାରମ୍ଭ
Read More...