Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଆଇଏଏସ ସ୍ତରରେ ଅଦଳବଦଳ: ୧୩ ଜଣ ଆଇଏଏସଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି ସରକାର
ସି-ସୋର ଚିଟଫଣ୍ଡ ମାମଲାରେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନାଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି
ଦେଶରେ ଇନ୍ଧନ ଅଭାବ ନାହିଁ, ଆଶ୍ୱାସନା ଦେଲେ ପେଟ୍ରୋଲିୟମ ମନ୍ତ୍ରୀ
ଭୁବନେଶ୍ବର କୋର୍ଟକୁ ପୁଣି ବୋମା ଧମକ
ଖରାଦିନେ ହେବନି ବିଦ୍ୟୁତ୍ କାଟ୍: ସୁରେଶ ପୂଜାରୀ
ହର୍ମୁଜ୍ ପ୍ରଣାଳୀ ପାର କରି ମୁମ୍ବାଇ ପହଞ୍ଚିଲା ଭାରତୀୟ ତୈଳ ଟ୍ୟାଙ୍କର
Browsing Category
ସାମାଜିକ
ଆଳୟ ମହାନ୍ତିଙ୍କ ବିୟୋଗ ରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର; ବିଶିଷ୍ଟ ସାମ୍ବାଦିକ ଆଳୟ ମହାନ୍ତି ଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ବାର୍ତ୍ତା ରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ମହାନ୍ତି ଜଣେ ବରିଷ୍ଠ ସାମ୍ବାଦିକ ଭାବରେ ଭୁବନେଶ୍ୱର ଓ ସାରା ଓଡ଼ିଶାରେ ଜଣାଶୁଣା ଥିଲେ।!-->…
Read More...
Read More...
ହକି ପାଇଁ ରାଜଧାନୀରେ ହଟିଲା ହୋଡିଂ
ଭୁବନେଶ୍ବର; ହକି ମହାକୁମ୍ଭ ପାଇଁ ଆରମ୍ଭ ହୋଇଛି କାଉଣ୍ଟଡାଉନ୍ । ସବୁଠି ଦେଖିବାକୁ ମିଳୁଛି ବିଶ୍ୱକପର ଫିଭର । ଭୁବନେଶ୍ୱର ଓ ରାଉରକେଲା ନୂଆରୂପରେ ସଜେଇ ହେଉଥିବା ବେଳେ, ଏଥିରୁ ବାଦ ପଡିନି ପର୍ଯ୍ୟଟନ ସହର ପୁରୀ । ଶିଳ୍ପୀ ମହେଶ୍ୱର ମହାରଣା ପୁରୀରେ ପ୍ରସ୍ତୁତ କରିଛନ୍ତି ୨୨ଫୁଟ ଉଚ୍ଚତାର!-->…
Read More...
Read More...
ଉନ୍ମୋଚିତ ହେଲା କିଶୋର ମହାନ୍ତିଙ୍କ ପ୍ରତିମୂର୍ତ୍ତୀ
ବ୍ରଜରାଜନଗରରେ ପୂର୍ବତନ ବାଚସ୍ପତି କିଶୋର ମହାନ୍ତିଙ୍କ ପ୍ରତିମୂର୍ତ୍ତୀ ଉନ୍ମୋଚିତକିଶୋର ବାବୁଙ୍କ ସରଳତା ଥିଲା ତାଙ୍କ ବଡ ପରିଚୟ – ମୁଖ୍ୟମନ୍ତ୍ରୀ
ବ୍ରଜରାଜନଗର; ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ବ୍ରଜରାଜନଗର ଠାରେ ବିଧାନ ସଭାର ପୂର୍ବତନ!-->!-->!-->…
Read More...
Read More...
ନୂଆବର୍ଷ ପାଇଁ କଡାକଡି ହେଲା ନିୟମ
ଭୁବନେଶ୍ବର; ଆଉ ଦିନକ ପରେ ନୂଆବର୍ଷ । ଜଗା ଦର୍ଶନ ପାଇଁ ଦେଶ ତଥା ବିଦେଶରୁ ଶ୍ରୀକ୍ଷେତ୍ରକୁ ଛୁଟୁଛି ଶ୍ରଦ୍ଧାଳୁଙ୍କ ସୁଅ । ବର୍ଷ ଶେଷରେ ଓ ନୂଆବର୍ଷ ଆରମ୍ଭରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରତିଦିନ ଲକ୍ଷ ଲକ୍ଷ ଭକ୍ତଙ୍କ ଭିଡ଼ ଜମୁଛି । ଆସନ୍ତାକାଲି ଓ ନୂଆବର୍ଷ ପାଇଁ ଶ୍ରୀମନ୍ଦିରରେ!-->…
Read More...
Read More...
ମୋଦୀଙ୍କ ମା’ ହୀରାବେନ୍ ମୋଦୀଙ୍କ ପରଲୋକ
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମା’ ହୀରାବେନ୍ ମୋଦୀଙ୍କ ପରଲୋକ। ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ରାତି ପ୍ରାୟ ୩.୩୦ରେ ଅହମଦାବାଦର ୟୁଏନ୍ ମେହଟା ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଯାଇଛି।ଶ୍ୱାସକ୍ରିୟାରେ ସମସ୍ୟା ପାଇଁ ମେଡିକାଲରେ ଚିକିତ୍ସିତ ହେଉଥିଲେ ।!-->…
Read More...
Read More...
ନୂଆବର୍ଷରେ ରାଉଲକେଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର; ରାଉଲକେଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜାନୁୟାରୀ ୫ ତାରିଖରେ ରାଉଲକେଲା ଗସ୍ତ କରି ବିର୍ସାମୁଣ୍ଡା ଆନ୍ତର୍ଜାତୀୟ ହକି ଷ୍ଟାଡିୟମର ଉଦଘାଟନ କରିବେ । ଏଥିସହିତ ରାଉଲକେଲରୁ ମୋ ବସ ସେବା ଏବଂ ରାଉଲକେଲା ତଥା ସୁନ୍ଦରଗଡ ଜିଲ୍ଲାର ବିଭିନ୍ନ ଉନ୍ନତିମୂଳକ!-->…
Read More...
Read More...
ଆଜି ନନ୍ଦନକାନନର ୬୩ତମ ପ୍ରତିଷ୍ଠା ଦିବସ
ଭୁବନେଶ୍ବର; ଆଜି ୬୩ତମ ପ୍ରତିଷ୍ଠା ଦିବସ ପାଳୁଛି ନନ୍ଦନକାନନ ପ୍ରାଣୀ ଉଦ୍ୟାନ । ଗତ ୬୨ବର୍ଷରେ ପର୍ଯ୍ୟଟକଙ୍କ ମଧ୍ୟରେ ଏକ ସ୍ବତନ୍ତ୍ର ସ୍ଥାନ ନେଇଛି ନନ୍ଦନକାନନ । ଆଜିଠୁ ନୂଆ ପଶୁପକ୍ଷୀଙ୍କୁ ଦେଖିବାକୁ ସୁଯୋଗ ପାଇବେ ପର୍ଯ୍ୟଟକ । ମହୀଶୂର ଚିଡିଆଖାନାରୁ ଆସିଥିବା ବିରଳ ପ୍ରଜାତିର ଜନ୍ତୁ!-->…
Read More...
Read More...
ଅନୁଗୁଳବାସୀଙ୍କୁ ନୂଆବର୍ଷ ଭେଟିଦେବେ ମୁଖ୍ୟମନ୍ତ୍ରୀ
ଅନୁଗୁଳ; ଆଜି ଅନୁଗୁଳବାସୀଙ୍କୁ ନୂଆବର୍ଷ ଭେଟିଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅନୁଗୁଳରେ ୧୧ଟି ପ୍ରକଳ୍ପର ଶୁଭାରମ୍ଭ ସହ ୧୩ରୁ ଅଧିକ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ । ଏଥିସହ ମିଶନ ଶକ୍ତି ମହିଳାଙ୍କୁ ଭେଟିବେ ଏବଂ ୨୪୨ କୋଟି ଟଙ୍କା ଋଣର ଡିଜିଟାଲ ଲଞ୍ଚିଂ ଶୁଭାରମ୍ଭ!-->…
Read More...
Read More...
ସଚିବ ୫-ଟି ଙ୍କ ପୁରୀ, କୋଣାର୍କ ଓ କାକଟପୁର ପରିଦର୍ଶନ
ମା ମଙ୍ଗଳା ପୀଠ ର ହେବ ଉନ୍ନତିକରଣପନ୍ଦର ଦିନରେ ଯୋଜନା ପ୍ରସ୍ତୁତ ପାଇଁ ନିର୍ଦ୍ଦେଶ.ଶ୍ରୀ ଜଗନ୍ନାଥ ମେଡିକାଲ କଲେଜ କାମ ଜୁନ୍ ୨୩ ସୁଦ୍ଧା ଶେଷ ହେବ .କୋଣାର୍କ ଚନ୍ଦ୍ରଭାଗା ରାସ୍ତା ସମ୍ପ୍ରସାରଣ ଏପ୍ରିଲ ୨୦୨୩ ସୁଦ୍ଧା ଶେଷ କରିବାକୁ ନିର୍ଦ୍ଦେଶ .
ଭୁବନେଶ୍ବର; ମୁଖ୍ୟମନ୍ତ୍ରୀ ଶ୍ରୀ!-->!-->!-->…
Read More...
Read More...
ଗୋପାଳପୁରରେ ମିଳିବ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ
ଭୁବନେଶ୍ବର; ପୁରୀ ପରେ ଏବେ ଗୋପାଳପୁରରେ ମିଳିବ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ । ଆଜିଠାରୁ ସହରରେ ଆରମ୍ଭ ହେଲା ‘ଡ୍ରିଙ୍କ ଫ୍ରମ ଟ୍ୟାପ୍’ ଯୋଜନା । ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗୋପାଳପୁରରେ ୨୪ ଘଣ୍ଟିଆ ପାନୀୟ ଜଳ ଯୋଗାଣ ସହିତ ରାଜ୍ୟର ୧୯ ଟି!-->…
Read More...
Read More...