ପ୍ରମୁଖ ଖବର

ଆଇଏଏସ ସ୍ତରରେ ଅଦଳବଦଳ: ୧୩ ଜଣ ଆଇଏଏସଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି ସରକାର
ସି-ସୋର ଚିଟଫଣ୍ଡ ମାମଲାରେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନାଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି
ଦେଶରେ ଇନ୍ଧନ ଅଭାବ ନାହିଁ, ଆଶ୍ୱାସନା ଦେଲେ ପେଟ୍ରୋଲିୟମ ମନ୍ତ୍ରୀ
ଭୁବନେଶ୍ବର କୋର୍ଟକୁ ପୁଣି ବୋମା ଧମକ
ଖରାଦିନେ ହେବନି ବିଦ୍ୟୁତ୍ କାଟ୍: ସୁରେଶ ପୂଜାରୀ
ହର୍ମୁଜ୍ ପ୍ରଣାଳୀ ପାର କରି ମୁମ୍ବାଇ ପହଞ୍ଚିଲା ଭାରତୀୟ ତୈଳ ଟ୍ୟାଙ୍କର
Browsing Category

ସାମାଜିକ

ରାଉରକେଲାରେ ବିମାନ ସେବା ଖୁବଶୀଘ୍ର

ମୁଖ୍ୟ ଶାସନ ସଚିବ ଓ ୫-ଟି ସଚିବ ରାଉରକେଲା ଗସ୍ତବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ସହିତ ରାଉରକେଲା ବିମାନ ବନ୍ଦର ଏବଂ ବିଭିନ୍ନ ଭିତ୍ତିଭୂମି ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମୀକ୍ଷାଷ୍ଟାଡିଅମ ଓ ବିମାନ ବନ୍ଦର ନିର୍ମାଣ ସଂପୂର୍ଣ୍ଣଜାନୁଆରୀ ୧୩ରେ ପ୍ରଥମ ମ୍ୟାଚ ଭାରତ ଓ ସ୍ପେନ
Read More...

ରାଉରକେଲାରେ ଗଡିବ ‘ମୋ ବସ୍’

ରାଉରକେଲା; ଭୁବନେଶ୍ୱର, କଟକ ଓ ପୁରୀ ପରେ ଏଣିକି ଇସ୍ପାତ ନଗରୀରେ ଗଡ଼ିବ ମୋ ବସ୍ । ହକି ବିଶ୍ୱକପ ପୂର୍ବରୁ ମୋ ବସ ସେବାରେ ସାମିଲ ହେବ ଅଧିକ ୩୦ଟି ବସ୍‌ । ୩୦ଟି ପ୍ରଦୂଷଣ ମୁକ୍ତ ତଥା ଶୀତତାପ ନିୟନ୍ତ୍ରିତ ଇକେକ୍ଟ୍ରିକ ବସ୍‌। ବିଶ୍ବକପ୍ ପୂର୍ବରୁ ୨୫ଟି ବସ୍ କ୍ରୁଟ ପକ୍ଷରୁ
Read More...

୨୧୪ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

୪ଟି ମିଶନ ଶକ୍ତି ଭବନ ଉଦ୍‌ଘାଟିତବିଜୁ ସ୍ୱାସ୍ଥ୍ୟ କଲ୍ଯାଣ ଯୋଜନା ରେ ଏ ପର୍ଯ୍ୟନ୍ତ ଆଠ ଲକ୍ଷ ଲୋକ ଉପକାର ପାଇଲେଣି.ଲୋକଙ୍କ ଆସ୍ଥା ଓ ବିଶ୍ବାସକୁ ବଜାୟ ରଖିବା ପାଇଁ ଆମେ କାମ କରୁଛୁ - ମୁଖ୍ୟମନ୍ତ୍ରୀ ଜଗତସିଂହପୁର; ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଜଗତସିଂହପୁର ଜିଲ୍ଲାରେ
Read More...

ନୂଆବର୍ଷରୁ ଶ୍ରୀମନ୍ଦିରକୁ ମୋବାଇଲ ମନା

ପୁରୀ; ନୂଆବର୍ଷରୁ ଶ୍ରୀମନ୍ଦିର ଭିତରକୁ ମୋବାଇଲ ନେବା ଉପରେ ଲାଗିଲା କଟକଣା । ସେ ସେବାୟତ ହୁଅନ୍ତୁ କି କର୍ମଚାରୀ କେହି ବି ଶ୍ରୀମନ୍ଦିରକୁ ମୋବାଇଲ ଧରି ପ୍ରବେଶ କରିପାରିବେ ନାହିଁ । ତେବେ ଶ୍ରୀମନ୍ଦିରର ଦୁଇଟି ଦ୍ୱାରରେ ଯଥା-ସିଂହଦ୍ୱାର ଓ ଦକ୍ଷିଣଦ୍ୱାରରେ ମୋବାଇଲ ରଖିବାକୁ ବ୍ୟବସ୍ଥା
Read More...

ରାଜଧାନୀରେ ମଶା ମାରିବ ଡ୍ରୋନ୍

ଭୁବନେଶ୍ବର; ରାଜଧାନୀରେ ଚାରିଆଡ଼େ ବଢିବାରେ ଲାଗୁଛି ମଶାଙ୍କ ଉପଦ୍ରବ । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରରେ ମଶାଙ୍କ ଦମନ ପାଇଁ ବିଏମସି ପକ୍ଷରୁ ପ୍ରସ୍ତୁତ ହୋଇଛି ଆକ୍ସନ ପ୍ଲାନ୍ । ରାଜଧାନୀରେ ଏବେ ମଶା ଦମନରେ ବ୍ୟବହାର ହେବ ଡ୍ରୋନ୍ । ମଶା ବଂଶ ବିସ୍ତାର ରୋକିବାକୁ ମାସେ ପର୍ଯ୍ୟନ୍ତ
Read More...

ଗଭୀର ବୋରେୱେଲ ଭିତରେ ୮ ବର୍ଷର ବାଳକ

ମଧ୍ୟପ୍ରଦେଶ; ରାହୁଲ ଘଟଣାର ପୁନରାବୃତ୍ତି। ପୁଣି ଗଭୀର ବୋରେୱେଲ ଭିତରେ ଖସିପଡ଼ିଛି ଏକ ୮ ବର୍ଷର ବାଳକ । ପ୍ରାୟ ୪୦୦ ଫୁଟ ଗଭୀର ରହିଛି ବୋରେଓ୍ୱଲଟି କିନ୍ତୁ ପିଲାଟି ୬୦ ଫୁଟରେ ଅଟକି ରହିଥିବା ଜଣାପଡିଛି । ଏହି ଅଭାବନୀୟ ଘଟଣାଟି ମଧ୍ୟପ୍ରେଦଶର ବେତୁଲ ଜିଲ୍ଲାର ମାଣ୍ଡଭି ଗାଁରେ ଘଟିଛି ।
Read More...

ରାଜଧାନୀରେ ଅଳିଆ ଉଠେଇବ ‘ଜଟାୟୁ’

ଭୁବନେଶ୍ବର; ପରିମଳ ବ୍ୟବସ୍ଥା ପାଇଁ ଆଉ ଏକ ପାଦ ଆଗକୁ ବଢାଇଛି ଭୁବନେଶ୍ୱର ମହାନଗର ନିଗମ । ଅତ୍ୟାଧୁନିକ ମେସିନ୍ ‘ଜଟାୟୁ’ ଜରିଆରେ ଆରମ୍ଭ ହୋଇଛି ସଫେଇ । ସମସ୍ତ ପ୍ରକାରର ଆବର୍ଜନା ଉଠାଇବା ପାଇଁ ଏହି ମେସିନ୍ କ୍ଷମତା ରଖିଛି । ଏହି ମେସିନ୍ କ୍ଷମତା ୧.୫ ଟନ୍ ରହିଛି । ୯ ଇଞ୍ଚ ମୋଟେଇ
Read More...

ଭୂସ୍ଖଳନରେ ଦବିଗଲା ବସ୍, ୩୩ ଜଣଙ୍କ ମୃତ୍ୟୁ

କଲମ୍ବିଆ; ପ୍ରବଳ ବର୍ଷା ଯୋଗୁଁ କଲମ୍ବିଆର ରିସାରାଲ୍ଡ ଅଞ୍ଚଳରେ ଭୂସ୍ଖଳନ ହୋଇଛି । ପୁଏଲବୋ ରିକୋ ଓ ସୋସିଲିଆ ଗାଁ ନିକଟସ୍ଥ ପାହାଡ଼ିଆ ଅଞ୍ଚଳରେ ଏହି ଭୂସ୍ଖଳନ ହୋଇଛି । ମାଟି ତଳେ ବସ୍ ଚାପି ହୋଇଯିବାରୁ ୩୩ଜଣଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ୩ଜଣ ଶିଶୁ ଥିବା ଜଣାପଡ଼ିଛି ।
Read More...

ଆରପାରିରେ ବର୍ଷିଆନ୍ ଅଭିନେତ୍ରୀ ଝରଣା ଦାସ

କଟକ: ବିଶିଷ୍ଠ ଅଭିନେତ୍ରୀ ଝରଣା ଦାସଙ୍କ ପରଲୋକ ଘଟିଛି। କଟକ ଚଣ୍ଡି ରୋଡ୍ ସ୍ଥିତ ବାସଭବନରେ ଗତକାଲି ବିଳମ୍ବିତ ରାତିରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା। ଝରଣା କିଛି ଦିନ ହେବ ଅସୁସ୍ଥ ଥିଲେ। ଗତକାଲି ବିଳମ୍ବିତ ରାତିରେ ତାଙ୍କ
Read More...

ମିଶନ ଶକ୍ତି ମା’ମାନଙ୍କୁ ନବୀନଙ୍କ ଭେଟି

ଭୁବନେଶ୍ୱର: ରାଜ୍ୟର ମିଶନ ଶକ୍ତି ମା’ମାନଙ୍କ କାର୍ଯ୍ୟକ୍ରମରେ ଏକ ବିଶାଳ ପରିବର୍ତ୍ତନ ଆଣିବାର ଲକ୍ଷ୍ୟ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସେମାନଙ୍କ ପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ବିନା ସୁଧରେ ଯୋଗାଇ ଦିଆଯିବ ବୋଲି ଘୋଷଣା କରିଛନ୍ତି । ୨୦୨୨ ଅପ୍ରେଲ ପହିଲାରୁ ଏହି ନୂତନ ଋଣ
Read More...