ପ୍ରମୁଖ ଖବର

୫ରୁ ୧୭ ବର୍ଷ ପିଲାଙ୍କ ଆଧାର ବାୟୋମେଟ୍ରିକ୍‌ ଅପଡେଟ୍‌ ମାଗଣା
‘ଚଳିବ’ ମାନସିକତା ବଦଳାଇ ସମୟାନୁବର୍ତ୍ତିତାକୁ ଗୁରୁତ୍ୱ: ମୋଦୀଙ୍କ ଆହ୍ୱାନ
ଏନ୍‌ଟିପିସି ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଆହତ
ରାଜ୍ୟ ସହିବ ୧ ଲକ୍ଷ କୋଟିର କ୍ଷତି: ଏମ୍‌ଏମ୍‌ଡିଆର୍‌ ବିଲ୍‌କୁ କଂଗ୍ରେସର ବିରୋଧ, ସ୍ୱତନ୍ତ୍ର ଅଧିବେଶନ ଦାବି
ୟୁପିର ୫୨ ନେତାଙ୍କୁ ମିଳିବ ବୁଲେଟ୍‌ପ୍ରୁଫ୍‌ ଜାକେଟ୍‌
୪ ବର୍ଷରୁ କମ୍ ପିଲାଙ୍କ ପାଇଁ କାଶ-ଥଣ୍ଡା ଔଷଧ ଉପରେ କେନ୍ଦ୍ରର କଟକଣା
ଚିନି ଦରରେ ରେକର୍ଡ ବୃଦ୍ଧି
ନେତାନ୍ୟାହୁଙ୍କ ବିରୋଧରେ ତୁର୍କୀର ଗିରଫ ପରୱାନା
Browsing Category

ସାମାଜିକ

ହକି ପାଇଁ ରାଜଧାନୀରେ ହଟିଲା ହୋଡିଂ

ଭୁବନେଶ୍ବର; ହକି ମହାକୁମ୍ଭ ପାଇଁ ଆରମ୍ଭ ହୋଇଛି କାଉଣ୍ଟଡାଉନ୍ । ସବୁଠି ଦେଖିବାକୁ ମିଳୁଛି ବିଶ୍ୱକପର ଫିଭର । ଭୁବନେଶ୍ୱର ଓ ରାଉରକେଲା ନୂଆରୂପରେ ସଜେଇ ହେଉଥିବା ବେଳେ, ଏଥିରୁ ବାଦ ପଡିନି ପର୍ଯ୍ୟଟନ ସହର ପୁରୀ । ଶିଳ୍ପୀ ମହେଶ୍ୱର ମହାରଣା ପୁରୀରେ ପ୍ରସ୍ତୁତ କରିଛନ୍ତି ୨୨ଫୁଟ ଉଚ୍ଚତାର
Read More...

ଉନ୍ମୋଚିତ ହେଲା କିଶୋର ମହାନ୍ତିଙ୍କ ପ୍ରତିମୂର୍ତ୍ତୀ

ବ୍ରଜରାଜନଗରରେ ପୂର୍ବତନ ବାଚସ୍ପତି କିଶୋର ମହାନ୍ତିଙ୍କ ପ୍ରତିମୂର୍ତ୍ତୀ ଉନ୍ମୋଚିତକିଶୋର ବାବୁଙ୍କ ସରଳତା ଥିଲା ତାଙ୍କ ବଡ ପରିଚୟ – ମୁଖ୍ୟମନ୍ତ୍ରୀ ବ୍ରଜରାଜନଗର; ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବ୍ରଜରାଜନଗର ଠାରେ ବିଧାନ ସଭାର ପୂର୍ବତନ
Read More...

ନୂଆବର୍ଷ ପାଇଁ କଡାକଡି ହେଲା ନିୟମ

ଭୁବନେଶ୍ବର; ଆଉ ଦିନକ ପରେ ନୂଆବର୍ଷ । ଜଗା ଦର୍ଶନ ପାଇଁ ଦେଶ ତଥା ବିଦେଶରୁ ଶ୍ରୀକ୍ଷେତ୍ରକୁ ଛୁଟୁଛି ଶ୍ରଦ୍ଧାଳୁଙ୍କ ସୁଅ । ବର୍ଷ ଶେଷରେ ଓ ନୂଆବର୍ଷ ଆରମ୍ଭରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରତିଦିନ ଲକ୍ଷ ଲକ୍ଷ ଭକ୍ତଙ୍କ ଭିଡ଼ ଜମୁଛି । ଆସନ୍ତାକାଲି ଓ ନୂଆବର୍ଷ ପାଇଁ ଶ୍ରୀମନ୍ଦିରରେ
Read More...

ମୋଦୀଙ୍କ ମା’ ହୀରାବେନ୍‌ ମୋଦୀଙ୍କ ପରଲୋକ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମା’ ହୀରାବେନ୍‌ ମୋଦୀଙ୍କ ପରଲୋକ। ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ରାତି ପ୍ରାୟ ୩.୩୦ରେ ଅହମଦାବାଦର ୟୁଏନ୍‌ ମେହଟା ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଯାଇଛି।ଶ୍ୱାସକ୍ରିୟାରେ ସମସ୍ୟା ପାଇଁ ମେଡିକାଲରେ ଚିକିତ୍ସିତ ହେଉଥିଲେ ।
Read More...

ନୂଆବର୍ଷରେ ରାଉଲକେଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର; ରାଉଲକେଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜାନୁୟାରୀ ୫ ତାରିଖରେ ରାଉଲକେଲା ଗସ୍ତ କରି ବିର୍ସାମୁଣ୍ଡା ଆନ୍ତର୍ଜାତୀୟ ହକି ଷ୍ଟାଡିୟମର ଉଦଘାଟନ କରିବେ । ଏଥିସହିତ ରାଉଲକେଲରୁ ମୋ ବସ ସେବା ଏବଂ ରାଉଲକେଲା ତଥା ସୁନ୍ଦରଗଡ ଜିଲ୍ଲାର ବିଭିନ୍ନ ଉନ୍ନତିମୂଳକ
Read More...

ଆଜି ନନ୍ଦନକାନନର ୬୩ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ବର; ଆଜି ୬୩ତମ ପ୍ରତିଷ୍ଠା ଦିବସ ପାଳୁଛି ନନ୍ଦନକାନନ ପ୍ରାଣୀ ଉଦ୍ୟାନ । ଗତ ୬୨ବର୍ଷରେ ପର୍ଯ୍ୟଟକଙ୍କ ମଧ୍ୟରେ ଏକ ସ୍ବତନ୍ତ୍ର ସ୍ଥାନ ନେଇଛି ନନ୍ଦନକାନନ । ଆଜିଠୁ ନୂଆ ପଶୁପକ୍ଷୀଙ୍କୁ ଦେଖିବାକୁ ସୁଯୋଗ ପାଇବେ ପର୍ଯ୍ୟଟକ । ମହୀଶୂର ଚିଡିଆଖାନାରୁ ଆସିଥିବା ବିରଳ ପ୍ରଜାତିର ଜନ୍ତୁ
Read More...

ଅନୁଗୁଳବାସୀଙ୍କୁ ନୂଆବର୍ଷ ଭେଟିଦେବେ ମୁଖ୍ୟମନ୍ତ୍ରୀ

ଅନୁଗୁଳ; ଆଜି ଅନୁଗୁଳବାସୀଙ୍କୁ ନୂଆବର୍ଷ ଭେଟିଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅନୁଗୁଳରେ ୧୧ଟି ପ୍ରକଳ୍ପର ଶୁଭାରମ୍ଭ ସହ ୧୩ରୁ ଅଧିକ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ । ଏଥିସହ ମିଶନ ଶକ୍ତି ମହିଳାଙ୍କୁ ଭେଟିବେ ଏବଂ ୨୪୨ କୋଟି ଟଙ୍କା ଋଣର ଡିଜିଟାଲ ଲଞ୍ଚିଂ ଶୁଭାରମ୍ଭ
Read More...

ସଚିବ ୫-ଟି ଙ୍କ ପୁରୀ, କୋଣାର୍କ ଓ କାକଟପୁର ପରିଦର୍ଶନ

ମା ମଙ୍ଗଳା ପୀଠ ର ହେବ ଉନ୍ନତିକରଣପନ୍ଦର ଦିନରେ ଯୋଜନା ପ୍ରସ୍ତୁତ ପାଇଁ ନିର୍ଦ୍ଦେଶ.ଶ୍ରୀ ଜଗନ୍ନାଥ ମେଡିକାଲ କଲେଜ କାମ ଜୁନ୍ ୨୩ ସୁଦ୍ଧା ଶେଷ ହେବ .କୋଣାର୍କ ଚନ୍ଦ୍ରଭାଗା ରାସ୍ତା ସମ୍ପ୍ରସାରଣ ଏପ୍ରିଲ ୨୦୨୩ ସୁଦ୍ଧା ଶେଷ କରିବାକୁ ନିର୍ଦ୍ଦେଶ . ଭୁବନେଶ୍ବର; ମୁଖ୍ୟମନ୍ତ୍ରୀ ଶ୍ରୀ
Read More...

ଗୋପାଳପୁରରେ ମିଳିବ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ

ଭୁବନେଶ୍ବର; ପୁରୀ ପରେ ଏବେ ଗୋପାଳପୁରରେ ମିଳିବ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ । ଆଜିଠାରୁ ସହରରେ ଆରମ୍ଭ ହେଲା ‘ଡ୍ରିଙ୍କ ଫ୍ରମ ଟ୍ୟାପ୍‍’ ଯୋଜନା । ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗୋପାଳପୁରରେ ୨୪ ଘଣ୍ଟିଆ ପାନୀୟ ଜଳ ଯୋଗାଣ ସହିତ ରାଜ୍ୟର ୧୯ ଟି
Read More...

ରାଉରକେଲାରେ ବିମାନ ସେବା ଖୁବଶୀଘ୍ର

ମୁଖ୍ୟ ଶାସନ ସଚିବ ଓ ୫-ଟି ସଚିବ ରାଉରକେଲା ଗସ୍ତବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ସହିତ ରାଉରକେଲା ବିମାନ ବନ୍ଦର ଏବଂ ବିଭିନ୍ନ ଭିତ୍ତିଭୂମି ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମୀକ୍ଷାଷ୍ଟାଡିଅମ ଓ ବିମାନ ବନ୍ଦର ନିର୍ମାଣ ସଂପୂର୍ଣ୍ଣଜାନୁଆରୀ ୧୩ରେ ପ୍ରଥମ ମ୍ୟାଚ ଭାରତ ଓ ସ୍ପେନ
Read More...