ପ୍ରମୁଖ ଖବର

ଆଇଏଏସ ସ୍ତରରେ ଅଦଳବଦଳ: ୧୩ ଜଣ ଆଇଏଏସଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି ସରକାର
ସି-ସୋର ଚିଟଫଣ୍ଡ ମାମଲାରେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନାଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି
ଦେଶରେ ଇନ୍ଧନ ଅଭାବ ନାହିଁ, ଆଶ୍ୱାସନା ଦେଲେ ପେଟ୍ରୋଲିୟମ ମନ୍ତ୍ରୀ
ଭୁବନେଶ୍ବର କୋର୍ଟକୁ ପୁଣି ବୋମା ଧମକ
ଖରାଦିନେ ହେବନି ବିଦ୍ୟୁତ୍ କାଟ୍: ସୁରେଶ ପୂଜାରୀ
ହର୍ମୁଜ୍ ପ୍ରଣାଳୀ ପାର କରି ମୁମ୍ବାଇ ପହଞ୍ଚିଲା ଭାରତୀୟ ତୈଳ ଟ୍ୟାଙ୍କର
Browsing Category

ସାମାଜିକ

୫ ଦିନ ହେବ ଜଳୁଛି ମାର୍କେଟ୍ କମ୍ପ୍ଲେକ୍ସ

ନୂଆଦିଲ୍ଲୀ; ୫ ଦିନ ହେବ ଜଳୁଛି ମାର୍କେଟ୍ କମ୍ପ୍ଲେକ୍ସ । ଦିଲ୍ଲୀ ଚାନ୍ଦନୀଚୌକ ଭାଗିରଥି ପ୍ୟାଲେସ ବଜାରରେ ଲାଗିଥିବା ନିଆଁ ଲିଭାଇବା ପାଇଁ ୧୫୦ଟି ଦମକଳ ଗାଡି ମୁତୟନ କରାଯାଇଥିଲେ ବି ଏଯାଏଁ ସମ୍ପୂର୍ଣ୍ଣ ଆୟତ ହୋଇପାରିନାହିଁ । ଯାହା ଅଗ୍ନିଶମ ବିଭାଗର ଚିନ୍ତାର କାରଣ ପାଲଟିଛି।
Read More...

ସ୍ମାର୍ଟ ଫୋନ୍ ବ୍ୟବହାର ନେଇ ଲାଗିଲା କଟକଣା

ପୁରୀ; ଶ୍ରୀମନ୍ଦିରରେ ସ୍ମାର୍ଟ ଫୋନ୍ ବ୍ୟବହାର ନେଇ ଲାଗିଲା କଟକଣା । ଏଣିକି ଜଗନ୍ନାଥଙ୍କ ମନ୍ଦିର ଭିତରକୁ ପୁଲିସ କର୍ମଚାରୀ ସ୍ମାର୍ଟ ଫୋନ ନେଇ ଯାଇପାରିବେ ନାହିଁ । ଏନେଇ ପୁରୀ ଏସପି କଡ଼ା ନିର୍ଦେଶ ଦେଇଥିବା ସୂଚନା ମିଳିଛି । ଶ୍ରୀମନ୍ଦିରରେ ପ୍ରବେଶ ଏବଂ ଡିୟୁଟି ସମୟରେ, ପୁଲିସ
Read More...

୪୮ ଲକ୍ଷରୁ ଅଧିକ ହିତାଧିକାରୀ ପାଇବେ ଶୀତ ସହାୟତା

ଡିସେମ୍ବର ପହିଲା ସୁଦ୍ଧା ହିତାଧିକାରୀଙ୍କୁ ଶୀତ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ମଧୁବାବୁ ପେନ୍ସନ ଓ ଜାତୀୟ ପେନ୍‌ସନ ଯୋଜନା ହିତାଧିକରୀ ମାନଙ୍କୁ ମିଳିବ ଏହି ସହାୟତା ଡିସେମ୍ବର ପହିଲା ସୁଦ୍ଧା ୪୮ ଲକ୍ଷରୁ ଅଧିକ ହିତାଧିକାରୀ କମ୍ବଳ ପାଇଁ ୩୦୦ ଟଙ୍କା ଲେଖାଏ
Read More...

ଜାମା ମସଜିଦରେ ଝିଅଙ୍କ ପ୍ରବେଶରେ ଲାଗିଲା ରୋକ

ନୂଆଦିଲ୍ଲୀ; ଦେଶର ରାଜଧାନୀ ଦିଲ୍ଲୀରେ ଥିବା ପ୍ରସିଦ୍ଧ ଜାମା ମସଜିଦ ପ୍ରଶାସନ ବଡ଼ ପଦକ୍ଷେପ ନେଇଛି । ଏଣିକି ଝିଅମାନେ ଏକାକୀ କିମ୍ବା ଗ୍ରୁପ ହୋଇ ମସଜିଦ ପରିସରରେ ପ୍ରବେଶ କରିପାରିବେ ନାହିଁ । କମିଟି ପକ୍ଷରୁ କୁହାଯାଇଛି ଯେ ମହିଳାମାନେ ନିଜ ସାଙ୍ଗରେ ପରିବାରର କେହି ଜଣେ ପରୁଷଙ୍କୁ ଧରି
Read More...

କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

() କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ଘୋଷଣା ହେଲା ପ୍ୟାକେଜ() ପ୍ରଥମ ପର୍ଯ୍ୟାୟରେ ପ୍ରତି ତୋଳାଳିଙ୍କୁ ମିଳିବ ୧ ହଜାର ଟଙ୍କା() ପ୍ରତି ସିଜିନାଲ ଷ୍ଟାଫ୍‌ଙ୍କୁ ପ୍ରଦାନ କରାଯିବ୧୫୦୦ ଟଙ୍କା() ସମସ୍ତଙ୍କୁ ବିଏସକେୱାଇ ଯୋଜନାରେ କରାଯିବ ସାମିଲ() ତୋଳାଳି ଓ କର୍ମଚାରୀଙ୍କ ପିଲାମାନଙ୍କୁ ପ୍ରଦାନ
Read More...

‘ଅମ୍ଳାନ’ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର; ରାଜ୍ୟରେ ରକ୍ତହୀନତା ରୋଗକୁ ଦୂର କରିବା ଦିଗରେ ରାଜ୍ୟ ସରକାର ଆଉ ଏକ ପାଦ ଆଗକୁ ବଢାଇଛନ୍ତି । ଏଣିକି ରକ୍ତହୀନତା ରୋଗରୁ ମୁକ୍ତ ହେବ ଓଡିଶା । ରାଜ୍ୟରେ ଯେପରି କେହି ରକ୍ତହୀନତା ରୋଗୀ ରହିବେନି ସେଥିପାଇଁ ଆଜି 'ଅମ୍ଳାନ' ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ
Read More...

ମାଲକାନଗିରିରେ ୨୫ କୋଟି ଟଙ୍କାର ୬ଟି ପ୍ରକଳ୍ପ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର; ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ମାଲକାନଗିରି ଜିଲ୍ଲା ପାଇଁ ୬ଟି ଗୁରୁତ୍ବପୂର୍ଣ୍ଣ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ କରିଛନ୍ତି। ଏଥିପାଇଁ ୨୫ କୋଟି ଟଙ୍କା ବିନିଯୋଗ କରାଯାଇଛି। ଭିଡିଓ କନ୍ଫରେନ୍ସିଂ ଜରିଆରେ ପ୍ରକଳ୍ପ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଥିଲେ
Read More...

ମହିମା ଗାଦିରେ ଚାଲିଛି ଜବରଦଖଲ ଉଚ୍ଛେଦ

ଢ଼େଙ୍କାନାଳ; ବିଶ୍ଵପ୍ରସିଦ୍ଧ ଯୋରନ୍ଦାସ୍ଥିତ ମହିମା ଗାଦିରେ ଚାଲିଲା ଜେସିବି । ମହିମାପୀଠ ପରିସରରେ ଥିବା ବକଳ ସମାଜଙ୍କ ମୁଖ୍ୟ ଗାଦି ମନ୍ଦିର ତୃତୀୟ ବେଢ଼ା, କୌପୁନି ସମାଜର ବତୀ ମନ୍ଦିର, ଧୂନି ମନ୍ଦିର, ଟୁଙ୍ଗି ଘର ଆଦିକୁ ଭଙ୍ଗା ଯାଉଛି । ସୂଚନା ଅନୁଯାୟୀ, ମହିମା ପୀଠରେ ଥିବା ଉଭୟ
Read More...

ନୂଆ ରୂପ ପାଇବ ପୁରୀର ଲୋକନାଥ ମନ୍ଦିର ଓ ବ୍ରହ୍ମଗିରିର ଅଲାରନାଥ ପୀଠ

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ମାଷ୍ଟରପ୍ଲାନ ଅନୁମୋଦିତବର୍ଷକ ମଧ୍ୟରେ ଉଭୟ କାମ ସଂପୂର୍ଣ୍ଣ ହେବଉଭୟ ମନ୍ଦିରର ସେବାୟତମାନେ ଖୁସି, ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ ପୁରୀ; ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ପୁରୀର ଶ୍ରୀ ଲୋକନାଥ ମନ୍ଦିର ଓ ବ୍ରହ୍ମଗିରିର ଅଲାରନାଥ ପୀଠର ଉନ୍ନତି
Read More...

ମାଲବାହୀ ଟ୍ରେନ୍ ଦୁର୍ଘଟଣା; ରାଜ୍ୟ ଓ ରେଳବାଇ ପକ୍ଷରୁ ଆର୍ଥିକ ସହାୟତା ଘୋଷଣା

ନୂଆଦିଲ୍ଲୀ: କୋରାଇ ଷ୍ଟେସନରେ ମାଲବାହୀ ଟ୍ରେନ୍ ଦୁର୍ଘଟଣାରେ ରେଳବାଇ ପକ୍ଷରୁ ଆର୍ଥିକ ସହାୟତା ଘୋଷଣା କରାଯାଇଛି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଟ୍ୱିଟ୍ କରି ଏନେଇ ସୂଚନା ଦେଇଛନ୍ତି । ଏହି ଦୁର୍ଘଟଣାରେ ମୃତ୍ୟୁ ବରଣ କରିଥିବା ବ୍ୟକ୍ତିମାନଙ୍କ ପ୍ରତି ଗଭୀର ଦୁଃଖ ପ୍ରକାଶ କରିଛନ୍ତି ରେଳ
Read More...