ପ୍ରମୁଖ ଖବର

କ୍ରସ୍‌ ଭୋଟିଂ ପରେ କଡ଼ା କାର୍ଯ୍ୟାନୁଷ୍ଠାନ: କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ
ହର୍ମୁଜ ଅତିକ୍ରମ କରି ଭାରତରେ ପହଞ୍ଚିଲା ‘ନନ୍ଦାଦେବୀ’ LPG ଜାହାଜ; ଓଡ଼ିଆ କ୍ୟାପଟେନଙ୍କ ସଫଳତା
୧୧ ଜିଲ୍ଲାରେ ୨୩ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ
ପୁରୀ: ବୋମା ଭିଡୁଥିବା ବେଳେ ବିସ୍ଫୋରଣରେ ଛିଡିଗଲା ଯୁବକଙ୍କ ପାପୁଲି
ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମାଆ ବି ପାଇବେ ମାଟର୍ନିଟୀ ଲିଭ୍
ଭୁବନେଶ୍ୱର ଗସ୍ତରେ ରାଜନାଥ ସିଂହ
୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଟିଏମସି
Browsing Category

ସାମାଜିକ

ମାଲବାହୀ ଟ୍ରେନ୍ ଦୁର୍ଘଟଣା; ରାଜ୍ୟ ଓ ରେଳବାଇ ପକ୍ଷରୁ ଆର୍ଥିକ ସହାୟତା ଘୋଷଣା

ନୂଆଦିଲ୍ଲୀ: କୋରାଇ ଷ୍ଟେସନରେ ମାଲବାହୀ ଟ୍ରେନ୍ ଦୁର୍ଘଟଣାରେ ରେଳବାଇ ପକ୍ଷରୁ ଆର୍ଥିକ ସହାୟତା ଘୋଷଣା କରାଯାଇଛି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଟ୍ୱିଟ୍ କରି ଏନେଇ ସୂଚନା ଦେଇଛନ୍ତି । ଏହି ଦୁର୍ଘଟଣାରେ ମୃତ୍ୟୁ ବରଣ କରିଥିବା ବ୍ୟକ୍ତିମାନଙ୍କ ପ୍ରତି ଗଭୀର ଦୁଃଖ ପ୍ରକାଶ କରିଛନ୍ତି ରେଳ
Read More...

ବସ୍ତିବାସିନ୍ଦାଙ୍କୁ ମିଳିବ ଭୂମି ଅଧିକାର

୫ଟି ମହାନଗର ନିଗମରେ ଡ୍ରୋନ ସର୍ଭେ ଆରମ୍ଭଟାଟା ଷ୍ଟିଲ ଓ ଜାଗା ମିଶନ ମଧ୍ୟରେ ବୁଝାମଣାପତ୍ର ସ୍ବାକ୍ଷରିତ୭୦୭ ବିଜୁ ଆଦର୍ଶ କଲୋନୀକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀହିଞ୍ଜିଳିକାଟୁ ଓ ଦିଗପହଣ୍ଡି ସଂପୂର୍ଣ୍ଣ ବସ୍ତିମୁକ୍ତ ସହରର ମାନ୍ୟତା ପାଇଲାଡିସେମ୍ବର ୨୦୨୩ ସୁଦ୍ଧା ସାରା ରାଜ୍ୟ ହେବ
Read More...

ଚନ୍ଦ୍ରଗ୍ରହଣରେ ଖାଦ୍ୟ ଖାଇବାକୁ ନେଇ ମୁହାଁମୁହିଁ ହେଲେ ହେତୁବାଦୀ-ପରମ୍ପରାବାଦୀ

ଭୁବନେଶ୍ୱର: ଆଜି ଦିନରେ ଖାଦ୍ୟ ଭକ୍ଷଣକୁ ନେଇ ରାଜ୍ୟର ଭିନ୍ନ ଭିନ୍ନ ସ୍ଥାନରେ ମୁହାଁମୁହିଁ ହୋଇଛନ୍ତି ହେତୁବାଦୀ-ପରମ୍ପରାବାଦୀ।ଚନ୍ଦ୍ରଗ୍ରହଣରେ ସାମୂହିକ ଭୋଜନ କାର୍ଯ୍ୟକ୍ରମକୁ ବିରୋଧ । ରାଜ୍ୟର ବିଭିନ୍ନ ସ୍ଥାନରେ ହେତୁବାଦୀ-ପରମ୍ପରାବାଦୀ ମୁହାଁମୁହିଁ । ଲୋହିଆ ଏକାଡେମୀରେ ଠେଲାପେଲା
Read More...

ଆଜିଠୁ ଆରମ୍ଭ ହେଲା କଟକ ବିଶ୍ବ ପ୍ରସିଦ୍ଧ ବାଲିଯାତ୍ରା

କଟକ: ଆଜିଠୁ ଆରମ୍ଭ ହୋଇଯାଇଛି ବିଶ୍ୱ ପ୍ରସିଦ୍ଧ କଟକ ବାଲିଯାତ୍ରା । କରୋନା ଯୋଗୁଁ ୨ ବର୍ଷ ପରେ ଯାତ୍ରା ହେଉଥିବାରୁ ବହୁ ସଂଖ୍ୟାରେ ଲୋକଙ୍କ ସମାଗମ ହେବ। ମହାନଦୀ ପଠାରେ ୯ ଦିନ ଧରି ଚାଲିବ ଏହି ମେଳା ।ଏଥର ୧୪୦୦ ଷ୍ଟଲ ଓ ୨ ହଜାରରୁ ଅଧିକ ବ୍ୟବସାୟୀଙ୍କୁ ନେଇ ହେଉଛି ଏହି ବାଲିଯାତ୍ରା
Read More...

ଓଡ଼ିଶାର ୩ ନର୍ସଙ୍କୁ ଜାତୀୟ ଫ୍ଲୋରେନ୍ସ ନାଇଟିଙ୍ଗଲ୍-୨୦୨୧ ସମ୍ମାନ

ନୂଆଦିଲ୍ଲୀ; ଓଡ଼ିଶାର ୩ ଜଣ ନର୍ସଙ୍କୁ ଜାତୀୟ ଫ୍ଲୋରେନ୍ସ ନାଇଟିଙ୍ଗଲ-୨୦୨୧ ସମ୍ମାନରେ ସମ୍ମାନିତ କରାଯାଇଛି ।ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ୩ ଜଣଙ୍କୁ ସମ୍ମାନିତ କରିଛନ୍ତି । ଓଡିଶାର ନର୍ସ ଖୁଲଣା ବାରିକ, ନର୍ସ ଶିବାନୀ ଦାସ
Read More...

ଆସନ୍ତା କାଲି ଚନ୍ଦ୍ରଗ୍ରହଣ, କଣ କହୁଛି ଜ୍ୟୋତିଷଶାସ୍ତ୍ର..

ପୁରୀ; ଆସନ୍ତା କାଲି ଅର୍ଥାତ୍ ତା୦୮-୧୧-୨୦୨୨ ମଙ୍ଗଳବାର କାର୍ତ୍ତିକ ପୂର୍ଣ୍ଣିମାରେ ହେଉଥିବା ରାହୁଗ୍ରସ୍ତ ପୂର୍ଣ୍ଣଗ୍ରାସ ଗ୍ରସ୍ତୋଦୟ ଚନ୍ଦ୍ରଗ୍ରହଣ ଓଡ଼ିଶା ଓ ଭାରତକୁ ଦୃଶ୍ୟ ହେବ । କିନ୍ତୁ ଆଂଶିକ ଓ ସଂପୂର୍ଣ୍ଣ ଗ୍ରହଣର ଆରମ୍ଭ ପର୍ଯ୍ୟାୟ ଚନ୍ଦ୍ରୋଦୟ ପୂର୍ବରୁ ଘଟୁଥିବାରୁ ଭାରତରେ
Read More...

ଦିଲ୍ଲୀରେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ସ୍କୁଲ ବନ୍ଦ

ନୂଆଦିଲ୍ଲୀ; ରାଜଧାନୀ ଦିଲ୍ଲୀରେ ବଢିବାରେ ଲାଗିଛି ବାୟୁ ପ୍ରଦୂଷଣ । ପ୍ରଦୂଷଣକୁ ଆଖି ଆଗରେ ରଖି ଆଜିଠୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ନୋଏଡାରେ ପ୍ରାଇମେରୀ ସ୍ତରର ସ୍କୁଲ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଅନଲାଇନରେ କ୍ଲାସ କରିବାକୁ ଛାତ୍ରଛାତ୍ରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।
Read More...

ସାମାଜିକ ସୁରକ୍ଷା କ୍ଷେତ୍ରରେ ବିଜୁ ସ୍ବାସ୍ଥ୍ୟ ଯୋଜନା ଏକ ଭଲ ପ୍ରୟାସ

ମୁଖ୍ୟମନ୍ତ୍ରୀଙ୍କ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ସମୀକ୍ଷାସ୍ବାସ୍ଥ୍ୟସେବା ପ୍ରଦାନ ପାଇଁ ୫୦୦ ଘରୋଇ ହସ୍ପିଟାଲ ତାଲିକାଭୁକ୍ତ, ସେଥିମଧ୍ୟରୁ ୯୮ଟି ରାଜ୍ୟ ବାହାରେଯୋଜନା ଆରମ୍ଭରୁ ଆଜି ପର୍ଯ୍ୟନ୍ତ ୫,୪୫,୩୩୯ ହିତାଧିକାରୀଙ୍କ ପାଇଁ ୧୧୯୧ କୋଟି ଟଙ୍କା ଖର୍ଚ୍ଚ ଭୁବନେଶ୍ବର;
Read More...

ଧବଳେଶ୍ବର ପୀଠରେ ୧୪୪ ଧାରା ଜାରି

ଆଠଗଡ; ଗୁଜୁରାଟ ଝୁଲା ପୋଲ ଭୁଶୁଡିବା ଘଟଣା ପରେ ଓଡିଶା ପ୍ରଶାସନର ଚେତା ପଶିଛି। ଧବଳେଶ୍ୱର ଝୁଲା ପୋଲରେ ଯିବା ଆସିବା କରୁଥିବା ଲୋକଙ୍କ ସଂଖ୍ୟାକୁ କମାଇ ଦିଆଯାଇଛି । ଆଜି ଏହି ଝୁଲା ପୋଲର ସୁରକ୍ଷା ଯାଞ୍ଚ କରିବ ଟେକନିକାଲ ଟିମ । ଏହା ପୂର୍ବରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ୧୪୪ ଧାରା
Read More...

ଆଖି ବୁଜିଲା ‘ପ୍ରେମା’

ଭୁବନେଶ୍ବର; ଆଖି ବୁଜିଲା ନନ୍ଦନକାନନର ବୟସ୍କା ହାତୀ ‘ପ୍ରେମା’ । ବର୍ଷ ବର୍ଷ ଧରି ପର୍ଯ୍ୟଟକଙ୍କୁ ଖୁସି କରି ଆସୁଥିବା ପ୍ରେମା ଆଜି ୬୭ ବର୍ଷ ବୟସରେ ଆଖି ବୁଜିଛି। ଏନେଇ ନନ୍ଦନକାନନ କର୍ତ୍ତୁପକ୍ଷ ସୂଚନା ଦେଇଛନ୍ତି । ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଦୀର୍ଘ ଦିନ ଧରି ମୃତ୍ୟୁ ସହ ସଂଗ୍ରାମ
Read More...