ପ୍ରମୁଖ ଖବର

୫ରୁ ୧୭ ବର୍ଷ ପିଲାଙ୍କ ଆଧାର ବାୟୋମେଟ୍ରିକ୍‌ ଅପଡେଟ୍‌ ମାଗଣା
‘ଚଳିବ’ ମାନସିକତା ବଦଳାଇ ସମୟାନୁବର୍ତ୍ତିତାକୁ ଗୁରୁତ୍ୱ: ମୋଦୀଙ୍କ ଆହ୍ୱାନ
ଏନ୍‌ଟିପିସି ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଆହତ
ରାଜ୍ୟ ସହିବ ୧ ଲକ୍ଷ କୋଟିର କ୍ଷତି: ଏମ୍‌ଏମ୍‌ଡିଆର୍‌ ବିଲ୍‌କୁ କଂଗ୍ରେସର ବିରୋଧ, ସ୍ୱତନ୍ତ୍ର ଅଧିବେଶନ ଦାବି
ୟୁପିର ୫୨ ନେତାଙ୍କୁ ମିଳିବ ବୁଲେଟ୍‌ପ୍ରୁଫ୍‌ ଜାକେଟ୍‌
୪ ବର୍ଷରୁ କମ୍ ପିଲାଙ୍କ ପାଇଁ କାଶ-ଥଣ୍ଡା ଔଷଧ ଉପରେ କେନ୍ଦ୍ରର କଟକଣା
ଚିନି ଦରରେ ରେକର୍ଡ ବୃଦ୍ଧି
ନେତାନ୍ୟାହୁଙ୍କ ବିରୋଧରେ ତୁର୍କୀର ଗିରଫ ପରୱାନା
Browsing Category

ସାମାଜିକ

ରାଜଧାନୀ ଦିଲ୍ଲୀରେ ବଢିଲା ବାୟୁ ପ୍ରଦୂଷଣ

ନୂଆଦିଲ୍ଲୀ; ବିଷବଳୟ ମଧ୍ୟରେ ଛନ୍ଦି ହେଲାଣି ରାଜଧାନୀ ଦିଲ୍ଲୀ। ଦୀପାବଳି ପରେ ବଢିଲା ବାୟୁ ପ୍ରଦୂଷଣ । ଏଥିପାଇଁ ଅଣନିଶ୍ବାସୀ ହୋଇପଡିଛନ୍ତି ଦିଲ୍ଲୀବାସୀ । ବାଣ ବିକ୍ରି ଓ ଫୁଟାଇବା ଉପରେ କଟକଣା ସତ୍ତ୍ବେ ବାଣ ଧୂଆଁରେ ବିଷାକ୍ତ ହୋଇଛି ରାଜଧାନୀର ପବନ । ଦିଲ୍ଲୀ ପ୍ରଦୂଷଣ କଣ୍ଟ୍ରୋଲ
Read More...

ଦୀପାବଳି ପାଇଁ ଉତ୍ସବମୁଖର ଗାଁ ଠୁ ସହର

ଭୁବନେଶ୍ବର; ଆଜି ହେଉଛି ଆଲୋକର ପର୍ବ ଦୀପାବଳି । ଦୀପ ଆଲୋକରେ ସଜେଇ ହେବ ଘର ଠାରୁ ବାହାର । ବିଶ୍ବାସ ରହିଛି ଯେ ଏହି ଦିନ ପିତୃପୁରୁଷଙ୍କୁ ଶ୍ରାଦ୍ଧ ଅର୍ପଣ କରାଗଲେ ସେମାନେ ମୁକ୍ତି ଲାଭ କରିଥାନ୍ତି । ପୌରାଣିକ କଥା ଅନୁଯାୟୀ ଖୁସିର ପର୍ବ, ଦୀପାବଳିରେ ଲଙ୍କା ଉପରେ ଭଗବାନ ରାମଙ୍କ ବିଜୟର
Read More...

ଟୁଇନ୍‌ ସିଟିରେ ୨ ଘଣ୍ଟା ଫୁଟିବ ବାଣ

ଭୁବନେଶ୍ବର; ଆଉ ଦିନକ ପରେ ଆଲୋକର ପର୍ବ ଦୀପାବଳି । ଏଥିପାଇଁ ସବୁଠି ଦେଖିବାକୁ ମିଳୁଛି ଉତ୍ସାହ । ତେବେ ଦୀପାବଳିରେ ବାଣ ଫୁଟାଇବାକୁ ନେଇ ଟୁଇନ୍‌ ସିଟିରେ ଜାରି ହୋଇଛି ଗାଇଡଲାଇନ୍ । ଏଥର ମାତ୍ର ୨ ଘଣ୍ଟା ବାଣ ଫୁଟାଇବାକୁ ଅନୁମତି ମିଳିଛି ।ଦୀପାବଳି ଦିନ ରାତି ୮ରୁ ୧୦ଟା ମଧ୍ୟରେ ବାଣ
Read More...

ଓଡିଶା ଭବନର ସଂପ୍ରସାରଣ ନିମନ୍ତେ ଭିତ୍ତି ପ୍ରସ୍ତର ସ୍ଥାପନ କଲେ ନବୀନ

ଭୁବନେଶ୍ୱର; ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ମୁମ୍ବାଇସ୍ଥିତ ଓଡିଶା ଭବନର ସଂପ୍ରସାରଣ ନିମନ୍ତେ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ଭବନରେ ୨୮ ଗୋଟି ଏସି ରୁମ ଓ ୪ ଟି ଏସି ଡର୍ମିଟୋରୀ ରହିଛି । ଏହି ସବୁ ରୁମ୍ ମଧ୍ୟରୁ ୧୬ ଗୋଟି ୨ ଶଯ୍ୟା ବିଶିଷ୍ଟ ଏସି ରୁମ ଓ ୨ ଟି ଏସି
Read More...

ବାଣ ଫୁଟାଇବା ଉପରେ କଟକଣା କଲେ ଦିଲ୍ଲୀ ସରକାର

ନୂଆଦିଲ୍ଲୀ; ଦିଲ୍ଲୀ ସରକାର ବାଣ ଫୁଟାଇବା ଉପରେ କଡା କଟକଣା ଲଗାଇଛନ୍ତି । ଦିଲ୍ଲୀ ସରକାରଙ୍କ ନିର୍ଦ୍ଦେଶ ମୂୁତାବକ ଯଦି ଦିଲ୍ଲୀରେ କେହି ବାଣ ଫୁଟାନ୍ତି ତେବେ ତାଙ୍କୁ ୬ ମାସ ଜେଲ ଦଣ୍ଡ ସହ ୨୦୦ ଟଙ୍କା ପର୍ଯ୍ୟନ୍ତ ଜରିମାନା ରାଶି ଦେବାକୁ ପଡିବ । ଦିଲ୍ଲୀର ପରିବେଶ ମନ୍ତ୍ରୀ ଗୋପାଳ ରାୟ
Read More...

ରବି ଫସଲର ଏମଏସପି ବୃଦ୍ଧି କଲା କେନ୍ଦ୍ର

ନୂଆଦିଲ୍ଲୀ: ଦୀପାବଳି ପୂର୍ବରୁ ଚାଷୀଙ୍କ ପାଇଁ ଆସିଲା ଖୁସି ଖବର । ରବି ଫସଲର ଏମଏସ୍‌ପି ବୃଦ୍ଧି କଲେ କେନ୍ଦ୍ର ସରକାର । ୨୦୨୩-୨୪ରେ ଏହି ବର୍ଦ୍ଧିତ ଏମଏସ୍‌ପି ଦାମରେ ସରକାର ଚାଷୀଙ୍କଠାରୁ ସାମଗ୍ରୀ କିଣିବେ । ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଏମଏସ୍‌ପି
Read More...

ଦୁର୍ଘଟଣାଗ୍ରସ୍ତ ହେଲା ଆମ୍ବୁଲାନ୍ସ , ରୋଗୀ ସହ ହେଲପରଙ୍କ ମୃତ୍ୟୁ

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ଥାନା ମହିଚଲା ନିକଟରେ ଏକ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହାଫଳରେ ଘଟଣାସ୍ଥଳରେ ହିଁ ରୋଗୀଙ୍କ ସହ ଗାଡ଼ି ହେଲପରଙ୍କ ମୃତ୍ୟୁ ଘଟିଛି। ମୃତକ ରୋଗୀ ହେଲେ ହେଲେ କପୁର ମାଲ ଗାଁର ସୁମିତ୍ରା ଦୁର୍ଗା। ଖବର ପାଇ ଜୁନାଗଡ଼ ଥାନା ପୁଲିସ
Read More...

ରାଜଧାନୀର ୭ଟି ସ୍ଥାନରେ ହେବ ବାଣ ବିକ୍ରି

ଭୁବନେଶ୍ବର: କୋଭିଡ ମହାମାରୀ କାରଣରୁ ଗଲା ୨ ବର୍ଷ ହେଲା ଭଲରେ ପାଳନ ହେଉନଥିଲା ଦୀପାବଳି। ଏଥର କିନ୍ତୁ ଆଡମ୍ବରପୂର୍ଣ୍ଣ ଭାବେ ଦୀପାବଳି ପାଳନ କରାଯିବ। ରାଜ୍ୟ ସରକାର ବାଣ ବିକ୍ରି ପାଇଁ ଅନୁମତି ପ୍ରଦାନ କରିଛନ୍ତି। ଭୁବନେଶ୍ବରରେ ୭ଟି ସ୍ଥାନରେ ବାଣ ବିକ୍ରି ହେବକୁ ନେଇ ସୂଚନା ଦିଆଯାଇଛି।
Read More...

କ୍ଷୁଧା ତାଲିକାରେ ଶୋଚନୀୟ ସ୍ଥିତିରେ ଭାରତ

ପଡ଼ୋଶୀ ପାକିସ୍ତାନ, ବାଂଲାଦେଶ, ଶ୍ରୀଲଙ୍କା ସ୍ଥିତି ବରଂ ଭଲ୨୦୨୧ ଅପେକ୍ଷା ସ୍ଥିତି ସୁଧୁରିବା ବଦଳରେ ବିଗିଡ଼ିଛି ନୂଆଦିଲ୍ଲୀ: ଭାରତର ଲୋକମାନେ ପେଟପୂରା ଖାଦ୍ୟ ଖାଇବାକୁ ପାଉନାହାନ୍ତି। ସଂପ୍ରତି ପ୍ରକାଶ ପାଇଥିବା ବିଶ୍ବ କ୍ଷୁଧା ସୂଚକାଙ୍କ ତାଲିକା ଏମିତି ଚାଞ୍ଚଲ୍ୟକର ତଥ୍ୟ
Read More...

କୁକୁର କାମୁଡ଼ାରେ ୩ବର୍ଷର ଶିଶୁ କନ୍ୟା ମୃତ

ବଲାଙ୍ଗୀର: ବଲାଙ୍ଗୀର ପାଟଣାଗଡ଼ ସ୍ଥିତ ବାଲିପାଟଣାରେ ପାଗଳ କୁକୁର କାମୁଡ଼ାରେ ୩ବର୍ଷର ଶିଶୁ କନ୍ୟା ମୃତ ।ଶିଶୁଟି ଘର ବାହାରେ ଖେଳୁଥିବା ବେଳେ କୁକୁରଟି ତାକୁ କାମୁଡି କ୍ଷତାକ୍ତ କରିଦେଇଥିଲା। ଗୁରୁତର ଅବସ୍ଥାରେ ଶିଶୁକନ୍ୟାକୁ ସ୍ଥାନୀୟ ପାଟଣାଗଡ଼ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା
Read More...