ପ୍ରମୁଖ ଖବର

୨୦୩୬ ସୁଦ୍ଧା ୫୦୦ ବିଲିୟନ ଡଲାର ଛୁଇଁବ ଓଡ଼ିଶାର ଅର୍ଥନୀତି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵରରେ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା
ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଏଆରଆଇ
ଶ୍ରୀରାମ ମନ୍ଦିରରେ ଉଡ଼ିଲା ଧର୍ମଧ୍ୱଜା
Browsing Category

ସାମାଜିକ

ପ୍ରଫୁଲ୍ଲ କର ଆଉନାହାନ୍ତି

ଭୁବନେଶ୍ବର: ନିଜର ଚମତ୍କାର ସ୍ୱର ପାଇଁ ଜଣାଶୁଣା; ଓଡିଶାର ସମୃଦ୍ଧ ସାଂସ୍କୃତିକ ପରମ୍ପରାର ପୃଷ୍ଠପୋଷକ, ବିଶିଷ୍ଟ ସଙ୍ଗୀତଜ୍ଞ ତଥା ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ପ୍ରଫୁଲ୍ଲ କରଙ୍କର ଆଜି ରାତିରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ଓଡ଼ିଶାର ଏହି ବିଶିଷ୍ଟ ସଙ୍ଗୀତଜ୍ଞଙ୍କୁ ୮୩ ବର୍ଷ ବୟସ
Read More...

ଶ୍ରୀମନ୍ଦିର ବଞ୍ଚାଅ ଅଭିଯାନ ଆରମ୍ଭ କଲା ବିଜେପି

ସୋସିଆଲ ମିଡ଼ିଆରେ ରାଜ୍ୟ ସରକାରଙ୍କ ପୁରୀ ପରିକ୍ରମା ପ୍ରକଳ୍ପକୁ ବିରୋଧ। ଶ୍ରୀମନ୍ଦିର ବଞ୍ଚାଅ ନାଁରେ ଅଭିଯାନ ଆରମ୍ଭ କରିଛି ରାଜ୍ୟ ବିଜେପି । ସପ୍ତାହେବ୍ୟାପୀ ଏହି ଅଭିଯାନ ଚଳାଇବା ପାଇଁ ରାଜ୍ୟ ନେତାଙ୍କୁ ନିର୍ଦ୍ଦେଶ ରହିଛି । ବିଜେପି ନେତା ଓ କାର୍ଯ୍ୟକର୍ତ୍ତା ମାନେ ନିଜର ଡିଜିଟାଲ
Read More...

ବଦଳିବ ‘ସୁଆଣ୍ଡୋ’ର ଚିତ୍ର

ପୁରୀ: ଗୋପବନ୍ଧୁ ଦାସଙ୍କ ଜନ୍ମପୀଠ ସୁଆଣ୍ଡୋରେ ୫-ଟି ସଚିବ। ଉତ୍କଳମଣି ଗୋପବନ୍ଧୁଙ୍କ ଜନ୍ମସ୍ଥାନ ବୁଲି ଦେଖିଲେ ଭି.କେ ପାଣ୍ଡିଆନ୍। ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ନେଇ ସମୀକ୍ଷା କରିଛନ୍ତି ଫାଇଭ ଟି ସଚିବ। ସୁଆଣ୍ଡୋକୁ ଐତିହ୍ୟ ଗାଁରେ ପରିଣତ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି।
Read More...

ଟ୍ରେନ ମାଡିଯାଇ ୫ ଜଣଙ୍କ ମୃତ୍ୟୃୁ, ମୃତକଙ୍କ ମଧ୍ୟରେ ଜଣେ ଓଡିଆ ଥିବା ସୂଚନା

ସୋମବାର ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମ ଜିଲ୍ଲାର ଚିପୁରପାଲି ଷ୍ଟେସନ ନିକଟରେ ଟ୍ରେନ ମାଡିଯାଇ ୫ ଜଣଙ୍କ ଜୀବନ ଦୀପ ଲିଭିଯାଇଛି । ଭୁବନେଶ୍ୱରରୁ ମୁମ୍ବାଇ ଯାଉଥିବା କୋଣାର୍କ ଏକ୍ସପ୍ରେସ ରାତିର ଅନ୍ଧକାର ମଧ୍ୟରେ ଲୋକଙ୍କ ଉପରେ ମାଡିଯାଇଥିଲା । ତେବେ ମୃତକଙ୍କ ମଧ୍ୟରେ ଜଣେ ଓଡିଆ ଥିବା
Read More...

କେନ୍ଦୁଝରରେ ଇଣ୍ଟରନେଟ ସେବା ବନ୍ଦ

କେନ୍ଦୁଝର ଯୋଡ଼ାରେ ଦୁଇ ଗୋଷ୍ଠୀ ମଧ୍ୟରେ ଉତ୍ତେଜନା ଯୋଗୁଁ ସମସ୍ତ ନେଟୱର୍କର ଇଣ୍ଟରନେଟ ସେବାକୁ ବନ୍ଦ କରିଦିଆଯାଇଛି । ଯୋଡ଼ା ସହରରେ ୧୪୪ ଧାରା ଜାରି କରାଯିବା ସହ ସମଗ୍ର ଜିଲ୍ଲାରେ ଇଣ୍ଟରନେଟ ସେବା ବନ୍ଦ ରହିଛି । ଯୋଡ଼ା ବଜାରରେ ଏକ ଧାର୍ମିକ ଶୋଭାଯାତ୍ରା ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ପ୍ରବଳ
Read More...

ହାଜର ହେଲେ ସୁମିତ୍‌-ତପସ୍ୱିନୀ

ଡାକ୍ତର ସୁମିତ-ତପସ୍ୱିନୀ ପାରିବାରିକ ବିବାଦ ମାମଲା । ହାଇକୋର୍ଟର ମଧ୍ୟସ୍ଥତା କେନ୍ଦ୍ରରେ ଆଜି ଉଭୟ ହାଜର ହୋଇଛନ୍ତି । ଉଭୟଙ୍କ ମଧ୍ୟରେ ଆଲୋଚନା ଶେଷ ହୋଇଛି । ଏପ୍ରିଲ ୧୧ରେ ପୁଣି ଥରେ ଉଭୟଙ୍କୁ ହାଜର ପାଇଁ ନିର୍ଦ୍ଦେଶ ରହିଛି । ମଧ୍ୟସ୍ଥତା କେନ୍ଦ୍ରରେ ପୁଣି ୧୧ ଥରେ ହାଜର ହେବେ । ତେବେ
Read More...

ମାଟିରେ ମିଶିଲା ଝାରପଡ଼ା ହାଟ

ଆଜି ବିଏମସି ପକ୍ଷରୁ ଝାରପଡା ଗଣେଶ ମଣ୍ଡପ ଛକରେ ଥିବା ଦୋକାନ ଗୁଡିକୁ ଉଚ୍ଛେଦ କରାଯାଉଛି । ଏଠାରେ ଦୀର୍ଘଦିନ ଧରି ଥିବା ଦୋକାନ ଗୁଡିକ ଜବରଦଖଲ ଉଚ୍ଛେଦ କରିଛି ବିଡିଏ । କିନ୍ତୁ ଏହି ଉଚ୍ଛେଦକୁ ବିରୋଧ କରି ଘଟଣା ସ୍ଥଳରେ ଉତ୍ତେଜନା ଦେଖାଦେଇଛି । ଲୋକଙ୍କୁ କିଛି ନୋଟିସ ନଦେଇ ପ୍ରଶାସନ
Read More...

ମୁମ୍ବାଇ କ୍ରୁଜ ଡ୍ରଗ୍ସ ମାମଲା: ସାକ୍ଷୀ ପ୍ରଭାକରଙ୍କ ମୃତ୍ୟୁ

ମୁମ୍ବାଇରେ ଚର୍ଚ୍ଚିତ ଡ୍ରଗ୍ସ ମାମଲାରେ ସାକ୍ଷୀ ରହିଥିବା ପ୍ରଭାକର ସେଲ୍‌ଙ୍କ ମୃତ୍ୟୁ ହୋଇଛି । ତାଙ୍କ ଓକିଲ ତୁଷାର ଖଣ୍ଡାରେଙ୍କ ଅନୁସାରେ ଚେମ୍ବୁରର ମାହୁଲ ଅଞ୍ଚଳରେ ତାଙ୍କ ବାସଭବନରେ ହୃଦଘାତରେ ତାଙ୍କର ପରଲୋକ ହୋଇଛି । ପ୍ରଭାକର ସେଲ୍ ସମୀର ୱାଙ୍ଖଡେଙ୍କ ଉପରେ ମୁମ୍ବାଇ କ୍ରୁଜ ଡ୍ରଗ୍ସ
Read More...

ରାଜ୍ୟରେ ସକାଳୁଆ ସ୍କୁଲ ଆରମ୍ଭ

ରାଜ୍ୟରେ ଆଜିଠୁ ଆରମ୍ଭ ହୋଇଛି ସକାଳୁଆ ସ୍କୁଲ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସକାଳୁଆ ପାଠ ପଢା ଆରମ୍ଭ ହୋଇଛି । ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏଁ ଛାତ୍ରଛାତ୍ରୀଙ୍କ ସକାଳ ସାଢେ ୬ରୁ ପାଠ ପଢା ଆରମ୍ଭ ହୋଇଛି । ସାଢେ ୬ରୁ ସାଢେ ୧୦ ପର୍ଯ୍ୟନ୍ତ ଏମାନଙ୍କ କ୍ଲାସ ହେବ । ସେହିପରି ନବମରୁ
Read More...

ବଲାଙ୍ଗୀରରେ ଚାଞ୍ଚଲ୍ୟ ଶାଶୁ,ବୋହୂଙ୍କୁ ଗଳାକାଟି ହତ୍ୟା

ବଲାଙ୍ଗୀରରେ ଚା ଲ୍ୟ । ଶାଶୁ,ବୋହୂଙ୍କୁ ଗଳାକାଟି ହତ୍ୟା । ଏଭଳି ଜଘନ୍ୟ କାଣ୍ଡ ଘଟିଛି ତୁଷୁରା ଥାନା ନୂଆପଡାରେ । ତେବେ ଶାଶୁ,ବୋହୂଙ୍କୁ କିଏ ଓ କାହିଁକି ମାରିଲା ତାହା ଏଯାଏଁ ଜଣାପଡିନି । ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତ ଶାଶୁ, ବୋହୂ ହେଲେ ପ୍ରେମଶିଳା ମେହେର
Read More...