ପ୍ରମୁଖ ଖବର

ଶ୍ରୀକ୍ଷେତ୍ର ପୁରୀରେ ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥିରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତି ସମ୍ପନ୍ନ
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ରୌପ୍ୟ, ଋଷିକାନ୍ତ ସିଂହଙ୍କ କମାଲ
ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ ବିଜେତା
ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଂସ୍କାର ପାଇଁ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ:ପ୍ରଧାନମନ୍ତ୍ରୀ
ହାଇୱେ ଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଦୂରତା ଅନୁସାରେ ଦେବେ ଟୋଲ ଶୁଳ୍କ
ମହାରାଷ୍ଟ୍ର ଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ବିହାରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
ସରକାରଙ୍କ ସହ ଆଲୋଚନା ପରେ ସିଜେପିର ଆନ୍ଦୋଳନ ପ୍ରତ୍ୟାହାର
ଲଗାଣ ବର୍ଷା ପାଇଁ ଜଗତସିଂହପୁରରେ କାଲି ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି
ବୌଦ୍ଧରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ୟାଙ୍କର ସହ କାର ଧକ୍କା, ୩ ଗୁରୁତର
ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ
Browsing Category

ସାମାଜିକ

ଅଳିଆ ଗାଡ଼ିକୁ ଟ୍ରାକ କରିବ ‘ସଫା’ ଆପ୍‍

ଅଳିଆ ଗାଡିକୁ ଜଗିବ ‘ସଫା’ ଆପ୍‍ସ୍ବଚ୍ଛତାରେ ଆଗକୁ ବଢିବ ରାଜଧାନୀଅଳିଆ ଗାଡ଼ିକୁ ଟ୍ରାକ କରିବ ‘ସଫା’ ଆପ୍‍ଘରେ ଘରେ ଲାଗିବ କ୍ୟୁଆର କୋଡ଼ ଭୁବନେଶ୍ବର: ଆହୁରି ସୁନ୍ଦର ଦିଶିବ ସ୍ମାର୍ଟସିଟି । ସ୍ବଚ୍ଛତା ଅଭିଯାନକୁ ଆଉ ପାଦେ ଆଗକୁ ବଢାଇବା ପାଇଁ ଅଣ୍ଟା ଭିଡିଛି ବିଏମସି । ଏଣିକି ଅଳିଆ
Read More...

ସୈଫାଇରେ ମୁଲାୟମ ସିଂ ଯାଦବଙ୍କ ଶେଷକୃତ୍ୟ

ଆଜି ପଞ୍ଚଭୂତରେ ଲୀନ ହେବେ ମୁଲାୟମପୈତୃକ ଗାଁ ସୈଫାଇରେ ହେବ ଶେଷକୃତ୍ୟ ସମ୍ପର୍ଣ୍ଣମୁଲାୟମଙ୍କ ବିୟୋଗରେ ୩ଦିନିଆ ଶୋକ ଘୋଷଣା ଉତ୍ତରପ୍ରଦେଶ: ଆଜି ପଞ୍ଚଭୂତରେ ଲୀନ ହେବେ ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବ । ନିଜ ପୈତୃକ
Read More...

ବୃନ୍ଦାବତୀ ନିବାସ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ପୁରୀରେ ହବିଷ୍ୟାଳି ମା ମାନଙ୍କ କାର୍ତ୍ତିକ ବ୍ରତ ଆରମ୍ଭ ହବିଷ୍ୟାଳି ମା’ଙ୍କ ପାଇଁ ବୃନ୍ଦାବତୀ ନିବାସ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ ହବିଷ୍ୟାଳି ଯୋଜନା ର ମା’ଙ୍କୁ ଗୋଟିଏ ଗୋଟିଏ ଶାଲ୍‌ ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଜଗନ୍ନାଥ ମୁଖ୍ୟମନ୍ତ୍ରୀଙ୍କୁ ‘କୋଟିଏ
Read More...

ଅଳିଆ ପକାଇଲେ ୫ ହଜାର ଫାଇନ୍

୧ ନମ୍ବର ହାଟରେ କୁଢ କୁଢ ଅଳିଆଆକ୍ସନ ମୋଡରେ ବିଏମ୍ସି କମିଶନରଅଳିଆ ପକାଇଲେ ୫ ହଜାର ଜୋରିମାନା ଭୁବନେଶ୍ବର: ଏଣିକି ରାସ୍ତାରେ ଅଳିଆ ପକାଇଲେ ଗଣିବାକୁ ପଡିବ ମୋଟା ଅଙ୍କର ଜୋରିମାନା । ଏଭଳି ନିଷ୍ପତ୍ତି ନେଇଛନ୍ତି ବିଏମ୍ସି କମିଶନର । ଭୁବନେଶ୍ୱର ୧ ନମ୍ବର ହାଟରେ ଦେଖିବାକୁ ମିଳୁଥିବା
Read More...

ମୁଲାୟମ ସିଂହ ଯାଦବଙ୍କ ଦେହାନ୍ତ

ଉତ୍ତରପ୍ରଦେଶ: ମୁଲାୟମ ସିଂହ ଯାଦବ ଆଉ ନାହାନ୍ତି। ୮୨ ,ବର୍ଷ ବୟସରେ ପରଲୋକ। ଉତ୍ତରପ୍ରଦେଶରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଓ ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ଥିଲେ। ଅସୁସ୍ଥ ହେବା ପରେ ଗୁରୁଗାଁଓ ସ୍ଥିତ ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ
Read More...

ବିଜେଡି ବିଧାୟକ ବିଜୟ ରଂଜନ ସିଂହ ବରିହାଙ୍କ ଦେହାନ୍ତ

ଭୁବନେଶ୍ୱର :ପଦ୍ମପୁର ବିଜେଡି ବିଧାୟକ ବିଜୟ ରଂଜନ ସିଂହ ବରିହାଙ୍କ ପରଲୋକ ହୋଇଯାଇଛି। ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ହୋଇଥିଲା। ବିଧାୟକ ବିଜୟ ରଂଜନ ସିଂହ ବରିହା ଗୁରୁତର ଅସୁସ୍ଥ ହୋଇ
Read More...

ବିକଶିତ ହେବ କଟକ ଶ୍ରୀରାମଚନ୍ଦ୍ର ମେଡିକାଲ କଲେଜ

୫-ଟି ସଚିବଙ୍କ କଟକ ଗସ୍ତକଟକ ବଡ ଡାକ୍ତରଖାନା ଓ ତାଳଦଣ୍ଡା କେନାଲ ରୂପାନ୍ତରଣ କାମ ସମୀକ୍ଷାଡିସେମ୍ବର ୨୦୨୩ ସୁଦ୍ଧା ବଡ ଡାକ୍ତରଖାନାର କ୍ଲିନିକାଲ ବ୍ଲକ ୧ ଓ ୪ ର କାମ ଶେଷ କରିବାକୁ ନିର୍ଦ୍ଦେଶଏସସିବି ପବ୍ଲିକ ସ୍କୁଲ କାମ ମାର୍ଚ୍ଚ ୨୩ ସୁଦ୍ଧା ଶେଷ ହେବତାଳଦଣ୍ଡା କେନାଲ ସୌନ୍ଦର୍ଯ୍ୟକରଣ
Read More...

ପରଲୋକରେ ବିଧାୟକ ବିଷ୍ଣୁ ସେଠୀ

ଭୁବନେଶ୍ୱର: ବରିଷ୍ଠ ବିଜେପି ବିଧାୟକ ବିଷ୍ଣୁ ସେଠୀଙ୍କ ଦେହାନ୍ତ ହୋଇଛି। ଆଜି ସକାଳ ୭ଟା ୪୫ ମିନିଟ ସମୟରେ ତାଙ୍କର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ବୟସ ହୋଇଥିଲା। ସେ ଦୀର୍ଘ ଦିନ ଧରି କିଡନି ରୋଗରେ ପୀଡ଼ିତ ଥିଲେ। ତାଙ୍କୁ ଭୁବନେଶ୍ବର
Read More...

ସିକନ୍ଦରାବାଦ ଅଗ୍ନିକାଣ୍ଡ ଘଟଣାରେ ଓଡିଆ ଦମ୍ପତି ମୃତ

ହାଇଦ୍ରାବାଦ; ସିକନ୍ଦରାବାଦ ଠାରେ ସୋମବାର ରାତିରେ ଇଲେକ୍ଟ୍ରିକ୍‌ ବାଇକ୍‌ ସୋ’ ରୁମ୍‌ରେ ଘଟିଥିବା ଅଗ୍ନିକାଣ୍ଡ ଘଟଣାରେ ୮ ଜଣଙ୍କର ମୃତ୍ୟୁ ହୋଇଛି। ଏହି ମୃତକଙ୍କ ମଧ୍ୟରେ ଓଡ଼ିଆ ଦଂପତି  ମଧ୍ୟ ଥିବା ନେଇ ସୂଚନା ମିଳିଛି। ସୂଚନା ଅନୁସାରେ ବାଇକ ଶୋ’ ରୁମ ଉପରେ ଥିବା ଏକ ଲଜରେ
Read More...

ଜାତୀୟ ପତାକାକୁ ନେଇ ବିଶ୍ବ ରେକର୍ଡ କଲେ ଛାତ୍ରଛାତ୍ରୀ

ଚଣ୍ଡିଗଡ: ଚଣ୍ଡିଗଡ଼ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଆଜି ତ୍ରିରଙ୍ଗାକୁ ନେଇ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ସ୍ବାଧୀନତାର ୭୫ବର୍ଷ ଏବଂ ଅଗଷ୍ଟ ୧୫ ପାଇଁ ଦେଶ ପ୍ରସ୍ତୁତ ହେଉଥିବା ବେଳେ ଛାତ୍ରଛାତ୍ରୀଙ୍କର ପତାକା ଉତ୍ତୋଳନର ଅଭିନବ କୌଶଳ ସମସ୍ତଙ୍କୁ ଚକିତ କରିଛି। ଚଣ୍ଡିଗଡ଼
Read More...