Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଜୟଶଙ୍କର, ଆଡଭାନି, ସିସୋଦିଆଙ୍କ ସମେତ ବହୁ ହାଇପ୍ରୋଫାଇଲ୍ ଭୋଟରଙ୍କୁ SIR ନୋଟିସ୍
ଇମ୍ରାନଙ୍କ ଭଉଣୀ ଅଲିମା ଗିରଫ
ଡ୍ୟୁଟି ସମୟରେ ପୋଲିସଙ୍କୁ ମୋବାଇଲ ମନା, ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ
ଏସୀୟ କ୍ରୀଡ଼ାରେ ଭାରତର ଚମକ, ସୁଟିଂରେ ଦୁଇ ରୌପ୍ୟ
ଆମେରିକା ନିକଟରେ ଆତ୍ମସମର୍ପଣର ପ୍ରଶ୍ନ ନାହିଁ: କ୍ୟୁବା ରାଷ୍ଟ୍ରଦୂତ
ମହାନଦୀ ବିବାଦ ମଧ୍ୟରେ ଓଡ଼ିଶା ଗସ୍ତରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ
Browsing Category
ସାମାଜିକ
ହିଞ୍ଜିଳିକାଟୁରେ ୪ ଜଣଙ୍କୁ ବୀଭତ୍ସ ହତ୍ୟା
ଗଞ୍ଜାମ ହିଞ୍ଜିଳିକାଟୁରେ ବୀଭତ୍ସ ହତ୍ୟାକାଣ୍ଡ । ୪ ଜଣଙ୍କୁ ନିର୍ମମ ଭାବେ ହତ୍ୟା । ଶେରଗଡ଼ ଥାନା ଅଧିନସ୍ଥ ନରେନ୍ଦ୍ରପୁରରେ ୪ ଜଣଙ୍କୁ ହତ୍ୟା କରାଯାଇଛି । ମୃ୍ତକଙ୍କ ମଧ୍ୟରେ ୩ ଜଣ ଭାଇ ଓ ଜଣେ ପୁତୁରା ଅଛନ୍ତି । ଫଳରେ ଗୋଟିଏ ପରିବାର ଛାରଖାର ହୋଇଯାଇଛି । ଆଉ ଜଣେ ଗୁରୁତର ହୋଇ!-->…
Read More...
Read More...
ସ୍ୱାମୀଙ୍କ ପରେ ଆଖିବୁଜିଲେ ସ୍ତ୍ରୀ
ସ୍ୱାମୀଙ୍କ ଦଶାହରେ ଆଖି ବୁଜିଲେ ସ୍ତ୍ରୀ । ଟାହିଟପରା ଉଜାଡିଦେଲା ସୁଖର ସଂସାର। ଭଦ୍ରକ ବାସୁଦେବପୁରରେ ପରାଜିତ ପ୍ରାର୍ଥୀଙ୍କୁ ଟାହିଟପରା ଘଟଣାରେ ସ୍ୱାମୀଙ୍କ ପରେ ସବୁଦିନ ପାଇଁ ଆଖି ବୁଜିଛନ୍ତି ସ୍ତ୍ରୀ ।କଟକରେ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଥିବା ସୁମତିଙ୍କ ଆଜି ସକାଳେ ମୃତ୍ୟୁ!-->…
Read More...
Read More...
ବିଧାୟକଙ୍କ ବର୍ବରକାଣ୍ଡର ପ୍ରତିବାଦ: ବିଜେପି କରୁଛି ସତ୍ୟାଗ୍ରହ
ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଗାଡି ମଡାଇବା ଘଟଣାରେ ସାରା ରାଜ୍ୟରେ ପ୍ରତିବାଦ କରୁଛି ବିଜେପି । ସମସ୍ତ ସହରାଞ୍ଚଳଠୁ ଆରମ୍ଭ କରି ବ୍ଲକ, ଜିଲ୍ଲା ମୁଖ୍ୟାଳୟ ସାମନାରେ ମୁହଁରେ କଳାପଟି ବାନ୍ଧି ସତ୍ୟାଗ୍ରହ କରୁଛି ବିଜେପି । ବିଧାୟକଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଦାବି!-->…
Read More...
Read More...
ଅଧାବାଟରେ ଜଗିଥିଲା ମୃତ୍ୟୁ, ଦୁର୍ଘଟଣାରେ ଆଖିବୁଜିଲେ ବାପ,ଝିଅ
ପ୍ରତିଦିନ ପରି ଆଜି ମଧ୍ୟ ସାଙ୍ଗହୋଇ ବାପା, ଝିଅ ଘରୁ ଡ୍ୟୁଟି ପାଇଁ ବାହାରିଥିଲେ । ହେଲେ ଅଧାବାଟରେ ଜଗିଥିଲା ମୃତ୍ୟୁ । କିଏ ଜାଣିଥିଲା ଉଭୟ ବାପା, ଝିଅ ଏକାସାଙ୍ଗେ ଆରପାରିକୁ ଚାଲିଯିବେ । ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଅନୁଗୁଳ ଖମରା ଥାନା କଲଣ୍ଡା ପେଟ୍ରୋଲ ପମ୍ପ ନିକଟରେ । ବାପା ସୁନୀଲ!-->…
Read More...
Read More...
ଚିକିତ୍ସା ପାଇଁ ଆସିଥିବା ରୋଗୀଙ୍କୁ ପିଟିଲେ ଡାକ୍ତର
ଚିକିତ୍ସା ପାଇଁ ଆସିଥିବା ରୋଗୀଙ୍କୁ ଗୋଡାଇ ଗୋଡାଇ ପିଟିଲେ ଡାକ୍ତର । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲ୍ଲାରେ । କଳାହାଣ୍ଡି ଧର୍ମଗଡ ଉପଖଣ୍ଡ ଡାକ୍ତରଖାନାରେ ଏଭଳି ଉନ୍ମ୍ତ କାଣ୍ଡ ଦେଖିବାକୁ ମିଳିଥିବା ବେଳେ ଏହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ!-->…
Read More...
Read More...
ସରପଞ୍ଚ ପ୍ରାର୍ଥୀଙ୍କ ସ୍ୱାମୀଙ୍କ ମିଳୁନି ପତ୍ତା, ଦୁଇ ଦିନ ଧରି ନିଖୋଜ
ସରପଞ୍ଚ ପ୍ରାର୍ଥୀଙ୍କ ସ୍ୱାମୀ ନିଖୋଜ । ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ବ୍ଲକ ବେ ପୁର ପଞ୍ଚୟତ ସରପଞ୍ଚ ପ୍ରାର୍ଥୀ ଶ୍ରଦ୍ଧାଞ୍ଜଳୀ ତ୍ରିପାଠୀଙ୍କ ସ୍ୱାମୀ ନିଖୋଜ ଅଛନ୍ତି ।ଦୁଇ ଦିନ ହେବ ପୀତବାସ ଦାସ ନିଖୋଜ ଥିବା ଅଭିଯୋଗ ହୋଇଛି । ଶ୍ରଦ୍ଧାଞ୍ଜଳୀ ସ୍ୱାମୀ ନିଖୋଜ ଥିବା ନେଇ ତାଲାରେ ଏତାଲା!-->…
Read More...
Read More...
‘ତପସ୍ୱିନୀକୁ ୧୭ ହଜାର ନୁହେଁ ମାସକୁ ମିଳିବ ୧୦ ହଜାର’
ବହୁ ଚର୍ଚ୍ଚିତ ସୁମିତ-ତପସ୍ୱିନୀ ବିବାଦ ମାମଲା । ଏଣିକି ତପସ୍ୱିନୀଙ୍କୁ ଭରଣପୋଷଣ ନିମନ୍ତେ ୧୭ ହଜାର ବଦଳରେ ୧୦ ହଜାର ମିଳିବ । ତଳକୋର୍ଟଙ୍କ ଆଦେଶ ଉପରେ ହାଇକୋର୍ଟଙ୍କ ସ୍ଥଗିତାଦେଶ । ପୂର୍ବରୁ ସୁମିତଙ୍କୁ , ତପସ୍ୱିନୀଙ୍କ ଭରଣପୋଷଣ ପାଇଁ ମାସକୁ ୧୭ ହଜାର ଟଙ୍କା ଦେବାକୁ ତଳକୋର୍ଟଙ୍କ!-->…
Read More...
Read More...
ଆଜିଠୁ ବିନା କଟକଣାରେ ଜଗା ଦର୍ଶନ
ଆଜିଠୁ ଆରମ୍ଭ ହୋଇଛି କଟକଣା ମୁକ୍ତ ଜଗା ଦର୍ଶନ । କରୋନା ସଂକ୍ରମଣ ରାଜ୍ୟରେ କମିଥିବାରୁ ବିନା କଟକଣାରେ ଏବେ ଜଗାକୁ ଦେଖିପାରିବେ ଭକ୍ତ । ପାଖାପାଖି ଦୁଇ ବର୍ଷ ପରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ କଟକଣା କୋହଳ ହୋଇଛି । ଏଣିକି ବିନା କଟକଣାରେ ଭକ୍ତମାନେ ସକାଳ ୬ରୁ ରାତି ୯!-->…
Read More...
Read More...