Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଅଟଳ ବସ୍ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ
Browsing Category
ସାମାଜିକ
୧୮ ବର୍ଷ ପରେ ଅଲଗା ହେବେ ସାଉଥ ସୁପରଷ୍ଟାର ଧନୁଷ ଓ ଏଶ୍ୱର୍ଯ୍ୟା
ସାମନ୍ଥା ପ୍ରଭୁ ଓ ନାଗା ଚୈତନ୍ୟଙ୍କ ଛାଡ଼ପତ୍ର ଖବର ପରେ ସାଉଥ ଇଣ୍ଡଷ୍ଟ୍ରିର ଆଉ ଏକ ପାୱାର କପଲ ଅଲଗା ହେବା ନେଇ ଘୋଷଣା କରିଛନ୍ତି । ଯାହା ଫ୍ୟାନ୍ସଙ୍କୁ ଚକିତ କରିଦେଇଛି । ଦୀର୍ଘ ୧୮ ବର୍ଷ ପରେ ତାମିଲ ସୁପରଷ୍ଟାର ଧନୁଷ ଓ ଏଶ୍ୱର୍ଯ୍ୟାଙ୍କ ମଧ୍ୟରେ ବିବାହ ବିଚ୍ଛେଦ ହୋଇଛି । ଦୀର୍ଘ!-->…
Read More...
Read More...
ପରଲୋକରେ ପଦ୍ମଶ୍ରୀ ଶାନ୍ତି ଦେବୀ
ଭୁବନେଶ୍ବର: ପରପାରିରେ ପଦ୍ମଶ୍ରୀ ଶାନ୍ତି ଦେବୀ । ୮୮ ବର୍ଷ ବୟସରେ ଶାନ୍ତି ଦେବୀଙ୍କ ପରଲୋକ ହୋଇଛି। ରାୟଗଡ଼ା ଗୁଣୁପୁର ସ୍ଥିତ ବାସଭବନରେ ଗତକାଲି ରାତିରେ ସେ ଆଖିବୁଜିଛନ୍ତି।
ଗତକାଲି ବିଳମ୍ବିତ ରାତିରେ ହଠାତ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ଏହାପରେ ସେ ଚେତାଶୂନ୍ୟ ହୋଇପଡିଥିଲେ।!-->!-->!-->…
Read More...
Read More...
ଲାଠିମାଡ଼ ପରେ ଢିଙ୍କିଆ ଗାଁ ପୁରୁଷ ଶୂନ୍ୟ
ପୁଲିସର ଲାଠିମାଡ଼ ପରେ ପୁରୁଷ ଶୂନ୍ୟ ଢିଙ୍କିଆ ଗାଁ । ଗାଁର ତାଟି କବାଟ ପଡିଥିବା ବେଳେ ଗିରଫ ଭୟରେ ଗାଁ ପୁରୁଷ ଶୂନ୍ୟ ହୋଇପଡିଛି । ଆନ୍ଦୋଳନର ନେତୃତ୍ୱ ନେଇଥିବା ଦେବେନ୍ଦ୍ର ସ୍ୱାଇଁଙ୍କ ସମେତ ୫ ଜଣଙ୍କୁ ଗିରଫ କିରିଛି ପୁଲିସ। ସେପଟେ ଗ୍ରାମବାସୀଙ୍କ ଉପରେ ପୁଲିସ ଆକ୍ରମଣକୁ ନେଇ ଜିଲ୍ଲା!-->…
Read More...
Read More...
ଦେଶରେ ୨ ଲକ୍ଷ ଟପିଲା ଦୈନିକ ସଂକ୍ରମଣ..
ଦେଶରେ କରୋନା ସଂକ୍ରମଣର ବିସ୍ଫୋରଣ । କରୋନାର ଲମ୍ବା ଲମ୍ପ ସହ ୨୪ ଘଣ୍ଟା ରେ ଦେଶରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ଟପିଛି । ସଂକ୍ରମଣ ହାର ରହିଛି ୧୩.୧୧ ପ୍ରତିଶତ । ଡିସେମ୍ବର ୩୦ରେ ଦେଶରେ ପଜିଟିଭ ହାର ୧.୧ ପ୍ରତିଶତ ଥିବା ବେଳେ ଜାନୁଆରୀ ୧୩ ବେଳକୁ ଏହା ୧୩ ପ୍ରତିଶତରେ!-->…
Read More...
Read More...
ବିଦାୟ ମିହିର ଦାସ
କଟକ: ପଞ୍ଚଭୂତରେ ଲୀନ ହେଲେ ଓଡିଆ ଚଳଚ୍ଚିତ୍ର ଜଗତର ବାଦଶାହା ମିହିର ଦାସ। କଟକ ସତୀଚୌରା ଶ୍ମଶାନରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତାଙ୍କ ଶେଷକୃତ ସମ୍ପନ୍ନ ହୋଇଛି। ବଡ଼ ପୁଅ ଅମ୍ଲାନ ଦାସ ତାଙ୍କୁ ମୁଖାଗ୍ନି ଦେଇଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ଗାର୍ଡ ଅଫ ଅନର ଦିଆଯାଇଥିଲା। ମିହିର ଭାଇ ଅମର!-->…
Read More...
Read More...
ଲକଡାଉନ ମୁହାଁ ଦିଲ୍ଲୀ! ସବୁ ଘରୋଇ ଅଫିସ ବନ୍ଦ
ଦିଲ୍ଲୀରେ କରୋନା ଓ ଓମିକ୍ରନ ସଂକ୍ରମିତଙ୍କ ମାମଲା ଦ୍ରୁତ ଗତିରେ ବଢୁଥିବାରୁ କୋଭିଡ଼ କଟକଣା ଆହୁରି ବଢାଇଦିଆଯାଇଛି । କରୋନା ମାମଲା ହଠାତ ବୃଦ୍ଧି ପରେ ଦିଲ୍ଲୀରେ ଲକଡାଉନ ଭଳି କଟକଣା ଜାରି କରାଯାଇଛି । ଦିଲ୍ଲୀ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ ଏହାର ନିର୍ଦ୍ଦେଶ ଜାରି କରିଛନ୍ତି ।!-->…
Read More...
Read More...
ହାଇକୋର୍ଟ ଗଲେ ତପସ୍ୱିନୀଙ୍କ ଶ୍ୱଶୁର
ବ୍ରହ୍ମପୁରର ବହୁ ଚର୍ଚ୍ଚିତ ଡାକ୍ତର ସୁମିତ ଓ ତପସ୍ୱିନୀ ପାରିବାରିକ ବିବାଦ ମାମଲାରେ ହାଇକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି ସୁମିତଙ୍କ ବାପା । ନିଜ ଓ ନିଜ ପରିବାର ଲୋକଙ୍କ ସୁରକ୍ଷା ଲୋଡିଛନ୍ତି ପ୍ରମୋଦ ସାହୁ । ଏହା ସହ ଗତ ୨୦ ତାରିଖରେ ତାଙ୍କ ବ୍ରହ୍ମାନଗର ସ୍ଥିତ ଘରେ ଶତାଧିକ ମହିଳା ତାଙ୍କ!-->…
Read More...
Read More...
ଓମିକ୍ରନ ଚିହ୍ନଟ ପାଇଁ ଓଡିଶା ଆସିବ ‘ଓମିସିୟୋର’
ଦେଶ ସହ ରାଜ୍ୟରେ ମଧ୍ୟ ଓମିକ୍ରନ ଭ୍ୟାରିଆ ଯୋଗୁଁ ସଂକ୍ରମଣ ବଢିଚାଲିଛି । କରୋନା ସଂକ୍ରମଣ ମାମଲା ବଢିଚାଲିଥିବା ବେଳେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି । ତେବେ ରାଜ୍ୟରେ ଯେଉଁମାନେ ସଂକ୍ରମିତ ହେଉଛନ୍ତି,ସେମାନଙ୍କ ଜେନମ ସ୍ୱିକେନ୍ସଂ ପାଇଁ ରିପୋର୍ଟ ଆସିବାରେ ବିଳମ୍ବ ହେଉଛି!-->…
Read More...
Read More...
ପଞ୍ଚାୟତ ନିର୍ବାଚନ: ବିଜେଡିର ହଁ, ବିରୋଧୀଙ୍କ ନା…
ଭୁବନେଶ୍ବର; ପଞ୍ଚାୟତ ନିର୍ବାଚନ ପାଇଁ ଆଜି ନିର୍ବାଚନ କମିଶନ ସର୍ବଦଳୀୟ ବୈଠକ ଡାକିଥିଲେ ଏଥିରେ ସରକାରୀ ଦଳ ବିଜେଡିକୁ ଛାଡି ଅନ୍ୟ ସମସ୍ତ ଦଳ ନିର୍ବାଚନକୁ ସ୍ଥଗିତ ରଖିବା ପାଇଁ ଦାବି କରିଛନ୍ତି । କରୋନାର ତୃତୀୟ ଲହର ଚାଲିଥିବାରୁ ସଂକ୍ରମଣ ଦ୍ରୁତ ଗତିରେ ବଢୁଛି ତେଣୁ ନିର୍ବାଚନ ସ୍ଥଗିତ!-->…
Read More...
Read More...
ଅଙ୍ଗନବାଡି କର୍ମୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି
ସେବା ନିବୃତ ହେଉଥିବା ଅଙ୍ଗନବାଡି କର୍ମୀ ଓ ଅଙ୍ଗନବାଡି ସହାୟକ ମାନଙ୍କ ପୋତ୍ସାହନ ରାଶିରେ ବୃଦ୍ଧି।
ଅଙ୍ଗନବାଡି କର୍ମୀଙ୍କୁ ମିଳିବ ସବେତନ ଚିକିତ୍ସା ଛୁଟି ।
ଉପକୃତ ହେବେ ୧.୩୦ ଲକ୍ଷ ଅଙ୍ଗନବାଡି କର୍ମୀ
ଗ୍ରାମାଞ୍ଚଳରେ ପିଲାମାନଙ୍କ ସ୍ବାସ୍ଥ୍ୟ, ପୁଷ୍ଟିସାଧନ ଓ ଶିକ୍ଷା ତଥା!-->!-->!-->!-->!-->!-->!-->…
Read More...
Read More...