ପ୍ରମୁଖ ଖବର

ପ୍ରେସର ବୋମା ବିସ୍ଫୋରଣରେ ଯବାନ ସହିଦ
କୋରାପୁଟ ଜିଲାପାଳ ପାଇଲେ ପ୍ରଧାନମନ୍ତ୍ରୀ ଆଓ୍ବାର୍ଡ
ଇସ୍ରାଏଲରେ ଚାକିରି ଦେବା ନାଁରେ ଠକେଇ, ନକଲି ସାକ୍ଷାତକାର ବେଳେ ୩ ଗିରଫ
ସମ୍ବଲପୁରରେ ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ
ଝାଡ଼ଖଣ୍ଡରେ ପୋଲିସ ଏନକାଉଣ୍ଟର, ୮ ନକ୍ସଲ ନିପାତ
ସରକାରଙ୍କୁ ଡାକ୍ତରଙ୍କ ଚେତାବନୀ; ୭ ଦଫା ଦାବି ପୂରଣ ନହେଲେ ସମୂହ ଇସ୍ତଫା
Browsing Category

ସାମାଜିକ

ଏଥର ଦୀପାବଳୀରେ ଫୁଟିବନି ବାଣ

ନୂଆଦିଲ୍ଲୀ: ପୁଣି ଥରେ ଦିଲ୍ଲୀରେ ବାଣ ପ୍ରସ୍ତୁତି ସହ ବିକ୍ରି ଓ ଫୁଟାଇବା ଉପରେ ସଂପୂର୍ଣ୍ଣ ରୋକ ଲଗାଇଛନ୍ତି ସରକାର। ଏଥର ବି ଦୀପାବଳୀରେ ଫୁଟିବନି ବାଣ। ଦିଲ୍ଲୀ ଏନସିଆରରେ ବାଣ ପ୍ରସ୍ତୁତି ସହ ବିକ୍ରି ଓ ଫୁଟାଇବାକୁ ମନା କରିଛନ୍ତି। ତେବେ ଆଗାମୀ ୨୦୨୫ ଜାନୁଆରୀ ୧ ଯାଏଁ ଏହି କଟକଣା
Read More...

ସୋଆ ପକ୍ଷରୁ ବିଶ୍ୱ ପ୍ରାଣୀ ଦିବସ ପାଳିତ

ଭୁବନେଶ୍ୱର, ଅକ୍ଟୋବର ୭ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଭେଟେରିନାରୀ ସାଇନ୍‌ସେସ୍ ଆଣ୍ଡ ଆନିମଲ୍ ହଜ୍‌ବ୍ୟାଣ୍ଡରୀ (ଆଇଭିଏସ୍‌ଏଏଚ୍‌), ଓଡିଶା ଲାଇଭଷ୍ଟକ୍ ଡେଭେଲମେଂଟ ସୋସାଇଟି (ଓଏଲ୍‌ଡିଏସ୍‌) ଏବଂ ଓଡିଶା ଭେଟେରିନାରୀ କାଉନ୍‌ସିଲ୍‌ର ମିଳିତ ଆନୁକୂଲ୍ୟରେ
Read More...

ଜାହାନିଆ ସମୁଦ୍ରକୂଳରେ ସୋଆ ଏନ୍‌ଏସ୍‌ଏସ୍ ସ୍ୱେଚ୍ଛାସେବୀଙ୍କ ପକ୍ଷରୁ ସଫେଇ କାର୍ଯ୍ୟକ୍ରମ

ଭୁବନେଶ୍ୱର, ଅକ୍ଟୋବର ୭: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଏନ୍‌ଏସ୍‌ଏସ୍ ସ୍ୱେଚ୍ଛାସେବୀମାନଙ୍କ ପକ୍ଷରୁ ‘ସ୍ୱଚ୍ଛତା ହି ସେବା’ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ପୁରୀ ଜିଲ୍ଲା ଅସ୍ତରଙ୍ଗ ନିକଟବର୍ତୀ ଜାହାନିଆ ସମୁଦ୍ରକୂଳରେ ସଫେଇ କରାଯାଇଛି । ସମୁଦ୍ରକୂଳ ସଫେଇ ନେଇ ସଚେତନତା, ଉପକୂଳ ପରିବେଶ
Read More...

ଏଥର ରାସ୍ତା ଉପରେ ହେବନି ତୋରଣ ନିର୍ମାଣ

ଦଶହରା ଉତ୍ସବକୁ ନେଇ ହାଇକୋର୍ଟ ଦେଇଛନ୍ତି କଡ଼ା ନିର୍ଦ୍ଦେଶ ରାସ୍ତା ଉପରେ ତୋରଣ ନିର୍ମାଣକୁ ବାରଣ କରିଛନ୍ତି କୋର୍ଟ କଟକ:ରାଜ୍ୟରେ ଦଶହରା ଉତ୍ସବକୁ ନେଇ ତୋରଣ ନିର୍ମାଣ ଆରମ୍ଭ ହୋଇଗଲାଣି । ତୋରଣ ନିର୍ମାଣକୁ ନେଇ ଓଡ଼ିଶା ହାଇକୋର୍ଟ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ
Read More...

ବେପରୁଆ ଗାଡି ଚଳାଇବା ପଡିଲା ମହଙ୍ଗା, ୫ ଗିରଫ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ବେପରୁଆ ଡ୍ରାଇଭିଂ କରିବାରୁ ୫ ଜଣଙ୍କୁ ଗିରଫ କରିଛି କମିଶନରେଟ ପୋଲିସ। ଏଥିସହିତ ୨ଟି ଗାଡ଼ି ମଧ୍ୟ ଜବତ କରାଯାଇଛି। ଅଭିଯୁକ୍ତମାନେ ଭୁବନେଶ୍ୱରର ଜନପଥରେ ଟ୍ରାଫିକ ନିୟମକୁ ଉଲ୍ଲଂଘନ କରି ବେପରୁଆ ଭାବେ ୪ଟି କାର୍‌ ଚଳାଇ ଆତଙ୍କ ଖେଳାଇଥିଲେ। ଗୋଟିଏ
Read More...

ଅକ୍ଟୋବର ୫ ସୁଦ୍ଧା ସହରର ସବୁ ରାସ୍ତା ମରାମତି କାମ ଶେଷ ହେବ

ଭୁବନେଶ୍ବର: ଦୁର୍ଗାପୂଜାକୁ ଦୃଷ୍ଟିରେ ରଖି ସହରର ସବୁ ରାସ୍ତା ମରାମତି କାମ କରିବାକୁ ପୂର୍ତ୍ତ ବିଭାଗ ସ୍ୱତନ୍ତ୍ର ବୈଠକରେ ନିଷ୍ପତ୍ତି ନିଆଯାଇଛି। ପାର୍ବଣକୁ ଦୃଷ୍ଟିରେ ରଖି କଟକ-ଭୁବନେଶ୍ବର ସମେତ ଅନ୍ୟ ପ୍ରମୁଖ ସହରର ରାସ୍ତା ମରାମତି କାର୍ଯ୍ୟ ଅକ୍ଟୋବର ୫ ସୁଦ୍ଧା ଶେଷ ହେବ। ଶୀଘ୍ର
Read More...

ଦୁଗ୍ଧ ଉତ୍ପାଦନକୁ ଦ୍ୱିଗୁଣିତ କରିବା ଲାଗୁ ହେବ କାମଧେନୁ ଯୋଜନା

ଭୁବନେଶ୍ବର: ରାଜ୍ୟରେ ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ଲାଗୁ ହେବ କାମଧେନୁ ଯୋଜନା l ଜାତୀୟ ମୌସୁମୀ ବୈଠକରେ ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ l କାମଧେନୁ ଯୋଜନା ପାଇଁ ଖର୍ଚ୍ଚ ହେବ ୧୪୨୪ କୋଟି ଟଙ୍କା l ସେହିପରି ଗାଈଗୋରୁଙ୍କ ସ୍ୱାସ୍ଥ୍ୟ ଓ ଚିକିତ୍ସା ଲାଗି ଗୋ ମାତା
Read More...

ଭୁବନେଶ୍ୱରରେ ଷ୍ଟ୍ରିଟ୍ ଫୁଡ୍ ବିକ୍ରେତାଙ୍କ ପାଇଁ ନୂଆ ଗାଇଡଲାଇନ ଜାରି କଲା ବିଏମସି

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଲୋକମାନଙ୍କୁ ଉତ୍ତମ ସ୍ଵଛ ଏବଂ ପରିଷ୍କାର ଖାଦ୍ୟ ଉପଲବ୍ଧ କରାଇବାକୁ ଶୁକ୍ରବାର ଦିନ ଭୁବନେଶ୍ୱରରେ ଷ୍ଟ୍ରିଟ୍ ଫୁଡ୍ ବିକ୍ରେତାଙ୍କ ପାଇଁ ଏକ ନୂଆ ଗାଇଡଲାଇନ ଜାରି କରିଛି। ପରିମଳ, ସ୍ୱାସ୍ଥ୍ୟ ଏବଂ ପରିଷ୍କାର ପରିଚ୍ଛନ୍ନତା ପାଇଁ ଏହି
Read More...

ସୁଭଦ୍ରା ଯୋଜନା ଫର୍ମ ପୂରଣ ଓ ପଞ୍ଜିକରଣ ପାଇଁ ଟଙ୍କା ମାଗିବା ପଡିଲା ମହାଙ୍ଗା

ଭୁବନେଶ୍ବର; ସୁଭଦ୍ରା ଯୋଜନା ପାଇଁ ଏବେ ଜନସେବା କେନ୍ଦ୍ର ଓ ମୋ ସେବା କେନ୍ଦ୍ରରେ ନାହିଁ ନଥିବା ଭିଡ। ହେଲେ ଏହାରି ଭିତରେ କିଛି ଖଳ ପ୍ରକୃତିର ବ୍ୟକ୍ତି ଚଞ୍ଚକତା କରି ଲୋକଙ୍କ ଠାରୁ ଟଙ୍କା ଲୁଟିବାରେ ଲାଗିଛନ୍ତି । ସୁଭଦ୍ରା ଯୋଜନା ଫର୍ମ ପୂରଣ ଓ ପଞ୍ଜିକରଣ ସଂପୂର୍ଣ୍ଣ ମାଗଣା
Read More...

କୁକୁର, ବିଲେଇଙ୍କ ପାଇଁ ଶ୍ମଶାନ କରିବେ ରାଜ୍ୟ ସରକାର

ଭୁବନେଶ୍ବର: ପଶୁମାନଙ୍କର ବି ମଣିଷ ଭଳି ଶେଷ ସମୟରେ ସମ୍ମାନ ପାଇବାର ଅଧିକାର ଅଛି। ଏବେ ପଶୁମାନେ ଜଣେ ମଣିଷ ଭଳି ଶେଷ ସମୟରେ ସମ୍ମାନ ପାଇବେ। ଅନେକ ଲୋକେ କୁକୁର, ବିଲେଇ କିମ୍ବା ଅନ୍ୟ କୌଣସି ପ୍ରାଣୀ ଏବଂ ପକ୍ଷୀ ମାନଙ୍କୁ ସେମାନଙ୍କର ଏକ ଅବିଚ୍ଛେଦ୍ୟ ଅଙ୍ଗ ଭାବେ ପରିବାରର ସଦସ୍ୟ କରି
Read More...