ପ୍ରମୁଖ ଖବର

ସ୍ବର୍ଗତଃ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଳ ଦାସଙ୍କୁ ପଚରାଉଚରା ସୂଚନା। ଆୟକର ବିଭାଗର ପଚରାଉଚରା ସୂଚନା। ପ୍ରାୟ ୪ ଘଣ୍ଟା ଧରି ପଚରାଉଚରା କରାଯାଇଥିବା ପ୍ରାଥମିକ ସୂଚନା
।ବିଜେପିରୁ ବରିଷ୍ଠ ନେତା ବିଜୟ ମହାପାତ୍ର ବହିଷ୍କୃତ, ଦଳ ବିରୋଧୀ କାର୍ଯ୍ୟ ଓ ଅନୁଶାସନ ଭଙ୍ଗ ଅଭିଯୋଗରେ ବହିଷ୍କୃତ
ବିଜେଡି କର୍ମୀଙ୍କ ଆକ୍ରମଣ ବିଜେପି କର୍ମୀଙ୍କ ମୃତ୍ୟୁ, ୩ ଜଣ ଗୁରୁତର ଆହତ
ସ୍ଥିତି ଅଣାୟତ୍ତ ହେଉଥିବା ଦେଖି ଗଞ୍ଜାମ ଜିଲ୍ଲା ପ୍ରଶାସନ ୧୪୪ ଧାରି ଜାରି, ଗଞ୍ଜାମ ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି
ପୁରୀରେ ସଫେଇ କର୍ମଚାରୀଙ୍କ ଉପରେ ବୋମା ମାଡ଼, ଘଟଣାରେ ଦୁଇ ଜଣ ସଫେଇ କର୍ମଚାରୀ ଆହତ
Browsing Category

ସାମାଜିକ

ଛତିଶା ନିଯୋଗ ବୈଠକରେ କାର୍ତ୍ତିକ ମାସ ନୀତି ଚୂଡ଼ାନ୍ତ

ପୁରୀ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସଙ୍କ ଅଧ୍ୟକ୍ଷତାରେ ଆଜି ପୁରୀର ନୀଳାଦ୍ରି ଭକ୍ତ ନିବାସରେ ହୋଇଥିବା ଛତିଶା ନିଯୋଗ ବୈଠକରେ କାର୍ତ୍ତିକ ମାସ ନୀତି ଚୂଡ଼ାନ୍ତ ହୋଇଛି। ହବିଷ୍ୟାଳୀଙ୍କ ଦର୍ଶନ ଉପରେ ଅଧିକ ଗୁରୁତ୍ଵ ଦିଆଯାଇଛି। ସେହିପରି ଶୃଙ୍ଖଳିତ ନୀତି ,ବାଳଭୋଗ ଓ…
Read More...

ଅପରାହ୍ନରେ ବସିବ ଛତିଶାନିଯୋଗ ବୈଠକ

ପୁରୀ: ଆଜି ଅପରାହ୍ନରେ ନୀଳାଦ୍ରି ଭକ୍ତନିବାସରେ ବସିବ ଛତିଶାନିଯୋଗ ବୈଠକ । କାର୍ତ୍ତିକ ମାସର ନୀତି ନିର୍ଘଣ୍ଟକୁ ଆଜି ଛତିଶାନିଯୋଗ ବୈଠକରେ ଅନୁମୋଦନ କରାଯିବା ସହ କିଭଳି ନୀତିକାନ୍ତି ଶୃଙ୍ଖଳିତ ହୋଇପାରିବ ଓ ସେହି ସମୟରେ ମହାପ୍ରଭୁଙ୍କ ଠାରେ ଲାଗି ବାଳଭୋଗ କିଭଳି ସମୟାନୁସାରେ…
Read More...

ଜାଗୋର ୧୭ ତମ ପ୍ରତିଷ୍ଠା ଦିବସ ପାଳିତ

ଭୁବନେଶ୍ୱର, ୧୨/୧୦: ବସ୍ତିରେ ଅନେକ ଅବହେଳିତ ଓ ନିଷ୍ପେସିତ ପିଲା ରହୁଛନ୍ତି । ବିଭିନ୍ନ କାରଣରୁ ସେମାନେ ବସ୍ତି ଭିତରେ ହିଁ ସୀମିତ ରହିଯାଉଛନ୍ତି । ପାଠପଢ଼ା ତ ଦୂରର କଥା, ଦେହ ଲୁଚାଇବାକୁ ଖଣ୍ଡେ ଭଲ ପୋଷାକ ଆଉ ଦି’ ଓଳି ଦୁଇ ମୁଠା ଖାଇବା ସେମାନଙ୍କ ପାଇଁ ସ୍ୱପ୍ନ ପାଲଟିଛି । ଏମିତି…
Read More...

ଲକ୍ଷ୍ମୀ ବସର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ

ମାଲକାନଗିରି: ମୁଖ୍ୟମନ୍ତ୍ରୀଙ୍କ ଗସ୍ତବେଳେ ଗମନାଗମନ ଅସୁବିଧା ଜାଣିବା ପରେ ଏହିଠାରୁ ଲକ୍ଷ୍ମୀ ବସ ସେବା ଆରମ୍ଭ କରିବାକୁ ନିଷ୍ପତ୍ତି ନିଆଯାଇଥିଲା । ତେବେ ଆଜି ମାଲକାନଗିରିରେ ପତାକା ଦେଖାଇ ଲକ୍ଷ୍ମୀ ଯୋଜନା ଶୁଭାରମ୍ଭ କରି ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। …
Read More...

ପୂଜା ପାଇଁ ବିଏମସି ପକ୍ଷରୁ ଗୁରୁତ୍ବପୂର୍ଣ୍ଣ ବୈଠକ

ଭୁବନେଶ୍ବର: ଶାରଦୀୟ ପୂଜାକୁ ଶାନ୍ତି ଶୃଙ୍ଖଳାର ସହ ଶେଷ କରିବା ପାଇଁ ବିଏମସି ପକ୍ଷରୁ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଟିତ ହୋଇଯାଇଛି । ବୈଠକରେ ରାଜଧାନୀର ୧୮୫ଟି ପୂଜା ମଣ୍ଡପର ସଭାପତି, ସମ୍ପାଦକଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ । ଭୁବନେଶ୍ବର ମେୟର ସୁଲୋଚନା…
Read More...

ସୋଆ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଅଭିଯାନ ଆୟୋଜିତ

ଭୁବନେଶ୍ୱର, ଅକ୍ଟୋବର ୩: ଭାରତ ସରକାରଙ୍କ ଦ୍ୱାରା ପ୍ରବର୍ତିତ ସ୍ୱଚ୍ଛ ଭାରତ ଅଭିଯାନ, ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ରବିବାର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରରେ ସୋଆର ଛାତ୍ରଛାତ୍ରୀମାନେ ଖଣ୍ଡଗିରି ପାହାଡରେ ସଫେଇ କାର୍ଯ୍ୟକ୍ରମ ସହିତ…
Read More...

ପୋଖରୀରେ ବୁଡ଼ି ଛାତ୍ର ମୃତ

ଭୁବନେଶ୍ୱର: ବରମୁଣ୍ଡା ମ୍ୟୁନିସିପାଲ କର୍ପୋରେସନ ହାଇସ୍କୁଲର ଛାତ୍ର ଓମ୍ ପ୍ରକାଶ ପ୍ରଧାନ ପୋଖରୀରୁ ବୁଡ଼ି ଯିବାରୁ ତାଙ୍କ ମୃତ୍ୟୁ ହୋଇଛି ।ସେ ବରମୁଣ୍ଡା ଗାଁ ନୀଳକଣ୍ଠେଶ୍ୱର ମନ୍ଦିର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ଓମ୍ ବଳିଆ ବାବା ଆଶ୍ରମରେ ରହି ଅଷ୍ଟମ ଶ୍ରେଣୀରେ ପାଠ…
Read More...

ସରକାରଙ୍କ ‘ଲକ୍ଷ୍ମୀ’ ବସ୍‌ ଯୋଜନାକୁ ତୀବ୍ର ବିରୋଧ

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ‘ଲକ୍ଷ୍ମୀ’ ବସ୍‌ ଯୋଜନାକୁ ତୀବ୍ର ବିରୋଧ । ରାଜ୍ୟ ସରକାରଙ୍କ ଦ୍ବାରା ଆସନ୍ତା ୨ ତାରିଖରେ ଆରମ୍ଭ ହେବାକୁ ଥିବା ସର୍ବସାଧାରଣ ପରିବହନ ବ୍ୟବସ୍ଥା ‘ଲକ୍ଷ୍ମୀ’ ଯୋଜନାକୁ ଘରୋଇ ବସ୍‌ ମାଲିକ ସଂଘ  ବିରୋଧ କରିଛି। ଆସନ୍ତା ଅକ୍ଟୋବର ୧୦ ତାରିଖରେ ରାଜ୍ୟବ୍ୟାପି…
Read More...

ବାହାଘର ଉତ୍ସବରେ ଅଗ୍ନିକାଣ୍ଡ: ୧୧୩ରୁ ଅଧିକ ଲୋକଙ୍କ ମୃତ୍ୟୁ, ୧୫୦ରୁ ଅଧିକ ଆହତ

ବାଗଦାଦ:  ବାହାଘର ଉତ୍ସବରେ ଅଗ୍ନିକାଣ୍ଡ ଘଟି ୧୧୩ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ୧୫୦ରୁ ଅଧିକ ଆହତ ହୋଇଛନ୍ତି। ଇରାକ ସହରର ହାମ୍‌ଦାନିୟା ଘଟିଥିବା ଏହି ଭୟାନକ ଅଗ୍ନିକାଣ୍ଡ ସାରା ଦେଶରେ ଶୋକର ବାତାବରଣ ସୃଷ୍ଟି କରିଛି । ନିନେଭ ଡେପୁଟି ଗଭର୍ଣ୍ଣର ହାସନ ଅଲ ଅଲାକ କହିଛନ୍ତି-…
Read More...

ସୋଆ କ୍ୟାମ୍ପସ୍‌ରେ ମେଗା ବୃକ୍ଷ ରୋପଣ କାର୍ଯ୍ୟକ୍ରମ “ମେରୀ ଲାଇଫ୍‌” ଆୟୋଜିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ବିଶ୍ୱବିଦ୍ୟାଳୟର କ୍ୟାମ୍ପସ୍ ୪ ଓ କ୍ୟାମ୍ପସ ୫ ରେ ମେଗା ବୃକ୍ଷ ରୋପଣ କାର୍ଯ୍ୟକ୍ରମ “ମେରି ଲାଇଫ୍‌” ଆୟୋଜିତ ହୋଇଯାଇଛି । ଅଲ୍ ଇଣ୍ଡିଆ କାଉନ୍‌ସିଲ୍ ଅଫ୍ ଟେକ୍ନିକାଲ୍‌ ଏଜୁକେସନ୍ (ଏଆଇସିଟିଇ)ର ନିର୍ଦ୍ଦେଶ କ୍ରମେ ଓ “ଆଜାଦୀ କା ଅମୃତ…
Read More...