ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଜୟଶଙ୍କର, ଆଡଭାନି, ସିସୋଦିଆଙ୍କ ସମେତ ବହୁ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ SIR ନୋଟିସ୍‌
ଇମ୍ରାନଙ୍କ ଭଉଣୀ ଅଲିମା ଗିରଫ
ଡ୍ୟୁଟି ସମୟରେ ପୋଲିସଙ୍କୁ ମୋବାଇଲ ମନା, ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ
ଏସୀୟ କ୍ରୀଡ଼ାରେ ଭାରତର ଚମକ, ସୁଟିଂରେ ଦୁଇ ରୌପ୍ୟ
ଆମେରିକା ନିକଟରେ ଆତ୍ମସମର୍ପଣର ପ୍ରଶ୍ନ ନାହିଁ: କ୍ୟୁବା ରାଷ୍ଟ୍ରଦୂତ
ମହାନଦୀ ବିବାଦ ମଧ୍ୟରେ ଓଡ଼ିଶା ଗସ୍ତରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ
Browsing Category

ସାମାଜିକ

ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ

ଭୁବନେଶ୍ବର: ଆଜି ସାରା ଦେଶ ପାଳୁଛି ୭୩ ତମ ଗଣତନ୍ତ୍ର ଦିବସ। କୋଭିଡ କଟକଣା ଭିତରେ ରାଜଧାନୀ ଗାନ୍ଧୀମାର୍ଗରେ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ପତାକା ଉତ୍ତୋଳନ କରିବା ସହ ଅଭିଭାଦନ ଗ୍ରହଣ କରିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମାରୋହରେ
Read More...

ବ୍ରିଜରୁ ଖସିଲା କାର..ବିଧାୟକଙ୍କ ପୁଅ ସମେତ ୭ ମୃତ

ମହାରାଷ୍ଟ୍ର ୱାର୍ଦ୍ଧାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ବିଧାୟକଙ୍କ ପୁଅ ସମେତ ୭ ଜଣଙ୍କ ମୃତ୍ୟୁ ହୋଇଛି । ସୋମବାର ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି । ସୂଚନା ଅନୁସାରେ ସେଲସୁରା ବ୍ରିଜ ଉପରେ ଯିବା ସମୟରେ ଛାତ୍ରଙ୍କ ଗାଡି ସାମନାକୁ ଜଙ୍ଗଲୀ ପଶୁ
Read More...

‘ଶାନ୍ତିଲତା’ ରୁ ଶେଷଯାତ୍ରା

ଛାତିରେ ହାତ ପିଟି କାନ୍ଦୁଛି ମାଆ । ମୋ ଛୁଆ..ମୋ ଛୁଆ..କାହିଁ ବୋଲି କହି କାନ୍ଦିକି ହସ୍ପିଟାଲ ଚଟାଣରେ ଗଡିଯାଉଛି । କିଏ କାହା ଛୁଆକୁ ହରାଇ ରାହା ଧରି କାନ୍ଦୁଥିବା ବେଳେ ଆଉ କିଏ ନିଜ ଲୋକଙ୍କୁ ହରାଇ ମୁକ ପାଲଟିଯାଇଛି । ଏଯାଏ ଘଟଣାକୁ ବିଶ୍ୱାସ କରିପାରୁନାହାନ୍ତି । ତ ଆଉ କିଏ ଜୀବନ କଣ
Read More...

ଏସସିବିରୁ ଏୟାରଲିଫ୍ଟ ହେଲେ ରୋଗୀ

କଟକ ଏସସିବିରୁ ପ୍ରଥମ ଥର ପାଇଁ ଜଣେ ଗୁରୁତର ରୋଗୀଙ୍କୁ ଏୟାରଲିଫ୍ଟ କରାଯାଇଛି । ରୋଗୀଙ୍କୁ ନେବା ଲାଗି କଟକରୁ ଭୁବନେଶ୍ୱର ବିମାନ ବନ୍ଦ ଯାଏ ଗ୍ରୀନ କରିଡର କରାଯାଇଥିଲା । ଏସସିବିରୁ ଆମ୍ବୁଲାନ୍ସରେ ରୋଗୀ ଜଣକ ବାହାରିବା ପରେ ତାଙ୍କୁ ବିମାନବନ୍ଦର ଯାଏ ନେବାକୁ କମିସନରେଟ ପୁଲିସ ପକ୍ଷରୁ
Read More...

୨୦ ମହଲା କୋଠାରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇର ତାଡଦେବ ଅଂଚଳରେ ଏକ ୨୦ ମହଲା କୋଠାରେ ଭୟଙ୍କର ଅଗ୍ନିକାଣ୍ଡ । କୋଠାଟି ଭାଟିଆ ହସ୍ପିଟାଲ ନିକଟରେ ରହିଛି । ନିଆଁରେ ପୋଡି ହୋଇ ୭ଜଣଙ୍କ ମୃତ୍ୟୁ ହୋଇଥିବା ଖବର ମିଳିଛି । ନିଆଁକୁ ଆୟତ୍ତ କରିବା ପାଇଁ ୧୨ଟି ଦମକଳ ଗାଡି ଘଟଣା ସ୍ଥଳରେ ପହଞ୍ଚି ନିଆଁ ଲିଭା କାର୍ଯ୍ୟ ଜାରି ରଖିଛନ୍ତି
Read More...

ବରଯାତ୍ରୀ ଗାଡି ଦୁର୍ଘଟଣା..ଚାଲିଗଲା ୫ ଜୀବନ

ବାହାଘର ଭୋଜି ଖାଇ ଖୁସିରେ ଘରକୁ ଫେରୁଥିଲେ । କିନ୍ତୁ ଅଧାବାଟରେ ଜଗିଥିଲା ମୃତ୍ୟୁ । ଦୁର୍ଘଟଣାରେ ଚାଲିଗଲା ୫ ଜୀବନ । ସୋନପୁର ମହାନଦୀ ପୋଲ ଉପରେ ବିଳମ୍ବିତ ରାତିରେ ଏଭଳି ଅଘଟଣ ଘଟିଛି । ଟ୍ରକ ଓ ବୋଲେରୋ ମୁହାମୁହିଁ ଧକ୍କା ହେବା ଫଳରେ ୫ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଗୁରୁତର ଥିବା ୫
Read More...

ବୁଷ୍ଟର ଡୋଜ୍ ପାଇଁ ସାମ୍ବାଦିକମାନେ ରହିଲେ ଆଗଧାଡିରେ

ଜନସାଧାରଣଙ୍କୁ ଭୟଭୀତ ନ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଟିକାକରଣ ତ୍ବରାନ୍ବିତ କରିବାକୁ ନିର୍ଦ୍ଦେଶକୋଭିଡ ନିୟମକୁ କଡାକଡି ଭାବରେ ପାଳନ କରିବାକୁ ଜନସାଧାରଣଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନସମସ୍ତଙ୍କ ସହଯୋଗ ରହିଲେ ଜୀବନ ଜୀବିକାକୁ ପ୍ରଭାବିତ ନ କରି ମଧ୍ୟ ଆମେ ପରିସ୍ଥିତିର
Read More...

୧୮ ବର୍ଷ ପରେ ଅଲଗା ହେବେ ସାଉଥ ସୁପରଷ୍ଟାର ଧନୁଷ ଓ ଏଶ୍ୱର୍ଯ୍ୟା

ସାମନ୍ଥା ପ୍ରଭୁ ଓ ନାଗା ଚୈତନ୍ୟଙ୍କ ଛାଡ଼ପତ୍ର ଖବର ପରେ ସାଉଥ ଇଣ୍ଡଷ୍ଟ୍ରିର ଆଉ ଏକ ପାୱାର କପଲ ଅଲଗା ହେବା ନେଇ ଘୋଷଣା କରିଛନ୍ତି । ଯାହା ଫ୍ୟାନ୍ସଙ୍କୁ ଚକିତ କରିଦେଇଛି । ଦୀର୍ଘ ୧୮ ବର୍ଷ ପରେ ତାମିଲ ସୁପରଷ୍ଟାର ଧନୁଷ ଓ ଏଶ୍ୱର୍ଯ୍ୟାଙ୍କ ମଧ୍ୟରେ ବିବାହ ବିଚ୍ଛେଦ ହୋଇଛି । ଦୀର୍ଘ
Read More...

ପରଲୋକରେ ପଦ୍ମଶ୍ରୀ ଶାନ୍ତି ଦେବୀ

ଭୁବନେଶ୍ବର: ପରପାରିରେ ପଦ୍ମଶ୍ରୀ ଶାନ୍ତି ଦେବୀ । ୮୮ ବର୍ଷ ବୟସରେ ଶାନ୍ତି ଦେବୀଙ୍କ ପରଲୋକ ହୋଇଛି। ରାୟଗଡ଼ା ଗୁଣୁପୁର ସ୍ଥିତ ବାସଭବନରେ ଗତକାଲି ରାତିରେ ସେ ଆଖିବୁଜିଛନ୍ତି। ଗତକାଲି ବିଳମ୍ବିତ ରାତିରେ ହଠାତ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ଏହାପରେ ସେ ଚେତାଶୂନ୍ୟ ହୋଇପଡିଥିଲେ।
Read More...

ଲାଠିମାଡ଼ ପରେ ଢିଙ୍କିଆ ଗାଁ ପୁରୁଷ ଶୂନ୍ୟ

ପୁଲିସର ଲାଠିମାଡ଼ ପରେ ପୁରୁଷ ଶୂନ୍ୟ ଢିଙ୍କିଆ ଗାଁ । ଗାଁର ତାଟି କବାଟ ପଡିଥିବା ବେଳେ ଗିରଫ ଭୟରେ ଗାଁ ପୁରୁଷ ଶୂନ୍ୟ ହୋଇପଡିଛି । ଆନ୍ଦୋଳନର ନେତୃତ୍ୱ ନେଇଥିବା ଦେବେନ୍ଦ୍ର ସ୍ୱାଇଁଙ୍କ ସମେତ ୫ ଜଣଙ୍କୁ ଗିରଫ କିରିଛି ପୁଲିସ। ସେପଟେ ଗ୍ରାମବାସୀଙ୍କ ଉପରେ ପୁଲିସ ଆକ୍ରମଣକୁ ନେଇ ଜିଲ୍ଲା
Read More...