Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
କ୍ରସ୍ ଭୋଟିଂ ପରେ କଡ଼ା କାର୍ଯ୍ୟାନୁଷ୍ଠାନ: କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ
ହର୍ମୁଜ ଅତିକ୍ରମ କରି ଭାରତରେ ପହଞ୍ଚିଲା ‘ନନ୍ଦାଦେବୀ’ LPG ଜାହାଜ; ଓଡ଼ିଆ କ୍ୟାପଟେନଙ୍କ ସଫଳତା
୧୧ ଜିଲ୍ଲାରେ ୨୩ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ
ପୁରୀ: ବୋମା ଭିଡୁଥିବା ବେଳେ ବିସ୍ଫୋରଣରେ ଛିଡିଗଲା ଯୁବକଙ୍କ ପାପୁଲି
ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମାଆ ବି ପାଇବେ ମାଟର୍ନିଟୀ ଲିଭ୍
ଭୁବନେଶ୍ୱର ଗସ୍ତରେ ରାଜନାଥ ସିଂହ
୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଟିଏମସି
Browsing Category
ସାମାଜିକ
ନିୟମ ନମାନିଲେ ଆକ୍ସନ
ଟ୍ୱିନସିଟିକୁ ଜଗିବେ ୨୫ ପ୍ଲାଟୁନ ଫୋର୍ସ
ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢିଚାଲିଥିବା ବେଳେ ଆଜି ରାତିରୁ କଡାକଡି ହେବ କଟକଣା । ରାତି ୯ଟାରୁ ସବୁ ସହରାଞ୍ଚଳରେ ଲାଗୁ ହେବ ନାଇଟ କର୍ଫ୍ୟୁ । ଟ୍ୱିନସିଟିରେ କଟକଣା ଅଧିକ କଡ଼ାକଡ଼ି କରାଯିବ । ରାତି ସାରା ପଇଁତରା ମାରିବ ପୁଲିସ ।!-->!-->!-->…
Read More...
Read More...
ଖୋଲିଲା ମାର୍କେଟ ବିଲ୍ଡିଂ
ଭୁବନେଶ୍ବର: ଆଜିଠୁ ଖୋଲିଲା ମାର୍କେଟ ବିଲ୍ଡିଂ। ୩ ଦିନ ପରେ ମାର୍କେଟ ଖୋଲିଛି । ଉଠା ଦୋକାନୀ ଓ ବ୍ୟବସାୟୀ ସଂଘ ମଧ୍ୟରେ ବିବାଦ ଯୋଗୁ ମାର୍କେଟ ବିଲ୍ଡିଂର ସମସ୍ତ ଦୋକାନ ବନ୍ଦ ରହିଥିଲା । ତେବେ ବୈଠକ ପରେ ଦୁଇ ଦିନ ହେବ ସମାଧାନ ହୋଇପାରୁନିଲା ଓ ଏହାର ପ୍ରତିବାଦରେ ଆଜି ବିଏମସି ଅଫିସ!-->…
Read More...
Read More...
ବୋହୂର ପ୍ରବେଶ ପରେ ଘର ଛାଡିଲେ ଶ୍ୱଶୁର
ତପସ୍ୱିନୀ-ସୁମିତ ପାରିବାରିକ ବିବାଦ ମାମଲାରେ ନୂଆ ମୋଡ଼ । ଗତକାଲି ବହୁ ବାଦ ବିବାଦ ପରେ ପ୍ରଶାସନକି ଅଧିକାରୀମାନେ ତପସ୍ୱିନୀଙ୍କୁ ଘରେ ପ୍ରବେଶ କରିବା ପରେ ମଧ୍ୟରାତ୍ରିରେ ଘରେ ଛାଡିଛନ୍ତି ଶ୍ୱଶୁର । ଶ୍ୱଶୁର ପ୍ରମୋଦ ସାହୁ ତପସ୍ୱିନୀ ଘରେ ପ୍ରବେଶ କରିବା ପରେ ନିଜକ ଅସୁରକ୍ଷିତ ମନେ!-->…
Read More...
Read More...
ରାଜ୍ୟରେ ଫେରିଲା କଟକଣା, ବନ୍ଦ ହେଲା ସ୍କୁଲ କଲେଜ
ରାଜ୍ୟରେ କରୋନା ସଂକ୍ରମଣ ବଢିଚାଲିଥିବା ବେଳେ ଓମିକ୍ରନ ଭୟ ଭିତରେ ପୁଣି ଫେରିଛି କଟକଣା । ଏସଆରସି ପ୍ରଦୀପ ଜେନା ନୂଆ ଗାଇଡଲାଇନ ଜାରି କରିଛନ୍ତି । ରାଜ୍ୟର ସବୁ ସହରାଞ୍ଚଳରେ ଲାଗୁ ହେବ ନାଇଟ କର୍ଫ୍ୟୁ । ଏଣିକି ରାତି ୧୦ ନୁହେଁ ରାତି ୯ରୁ ନାଇଟ କର୍ଫ୍ୟୁ ସହରାଞ୍ଚଳରେ ଲାଗୁ କରାଯିବ ।!-->…
Read More...
Read More...
କୋଭିଡ ମୁକାବିଲା ପାଇଁ ସଜବାଜ ହେଲେ ନବୀନ
ଆସନ୍ତା ୧୦ ଦିନ ମଧ୍ୟରେ ସମସ୍ତ ସରକାରୀ, ବେସରକାରୀ ସମସ୍ତ କୋଭିଡ ହସ୍ପିଟାଲ ପ୍ରସ୍ତୁତ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶଦ୍ବିତୀୟ ଲହରୀର ସର୍ବୋଚ୍ଚ ସ୍ତରରେ ଯେତିକି ଶଯ୍ୟା ଓ ଆଇସିୟୁ ବ୍ୟବସ୍ଥା ହୋଇଥିଲା, ସେହି ପରିମାଣର ବ୍ୟବସ୍ଥା ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶଜନସାଧାରଣଙ୍କ!-->…
Read More...
Read More...
କଟକ: ଆସନ୍ତାକାଲିଠାରୁ କରୋନା କଟକଣାରେ ଆରମ୍ଭ ହେବ ମାଟ୍ରିକ ସମେଟିଭ ପରୀକ୍ଷା। ୫ରୁ ୮ ତାରିଖ ଯାଏଁ ସମଟେିଭ-୧ ପରୀକ୍ଷା ଚାଲିବ। ପ୍ରଥମ ୩ ଦିନ ୨ଟି ସିଟିଂରେ ହେବ ଥିଓରୀ ପରୀକ୍ଷା। ୮ ତାରିଖରେ କେବଳ ପ୍ରାକ୍ଟିକାଲ ପରୀକ୍ଷା ଅନୁଷ୍ଠିତ ହେବ। ୫ ଲକ୍ଷ ୭୬ ହଜାର ୨୨୩ ପରୀକ୍ଷାର୍ଥୀ ମାଟ୍ରିକ!-->…
Read More...
Read More...
ଇତିହାସ ରଚିଲେ ଅଳକା
ଦେଶରେ ପୁଣି ଇତିହାସ ରଚିଲେ ମହିଳା ତୈଳ କମ୍ପାନୀ ଓଏନଜିସିର ଅଧ୍ୟକ୍ଷ ହେଲେ ଅଳକା ମିତ୍ତଲ ୨୦୧୮ରୁ ଓଏନଜିସିରେ ଏଚଆର ଭାବେ କାର୍ଯ୍ୟରତ ଦେଶର ପ୍ରଥମଥର ପାଇଁ ଜଣେ ମହିଳା ଓଏନଜିସି ଭଳି ବିରାଟ ତୈଳ କମ୍ପାନୀର ଅଧ୍ୟକ୍ଷ ହୋଇଛନ୍ତି । ସୋମବାର ଓଏନଜିସିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ!-->…
Read More...
Read More...
୫୦% ବଢ଼ିଲା କନିଷ୍ଠ ଶିକ୍ଷକଙ୍କ ଦରମା
ଉପକୃତ ହେବେ ୩୩,୦୩୮ ଶିକ୍ଷକ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପ୍ରାଥମିକ ବିଦ୍ୟାଳୟ ଗୁଡିକରେ ଶିକ୍ଷାଦାନରେ ନିୟୋଜିତ କନିଷ୍ଠ ଶିକ୍ଷକ ମାନଙ୍କ ଦରମା ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। କନିଷ୍ଠ ଶିକ୍ଷକ (ଚୁକ୍ତିଭିତ୍ତିକ) ଏବଂ କନିଷ୍ଠ ଶିକ୍ଷକ ମାନଙ୍କ!-->!-->!-->…
Read More...
Read More...
ପୁରୀ: ଧନ୍ୟରେ ପୁଅ ଧନ୍ୟ… ପିଲାବେଳେ ଯେଉଁ ମାଆ ଉପାସ ରହି ତୁମ ମୁହଁରେ ଦାନା ଗଣ୍ଡେ ଦେଇଥିଲା,ମଲାବେଳେ ସେହି ମାଆର ମୁହଁକୁ ଚାହିଁଲନି! ଶବକୁ ଛୁଇଁଲାନି କି ତାକୁ ମଶାଣି ନେଲନି?ଧିକ୍ ତୁମ ପୁଅ ପଣିଆକୁ ଧିକ୍..
ଯେତେବେଳେ ଘର ଭିତରେ ମଲା ମାଆର ଶବ ପଡି ରହିଛି ଆଉ ତା ଅନ୍ତିମ!-->!-->!-->…
Read More...
Read More...
ଡରାଇଲା କରୋନା; ସ୍କୁଲ ଖୋଲିବା ନିଷ୍ପତ୍ତି ପୁଣି ସ୍ଥଗିତ
ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲାଯିବା ନିଷ୍ପତ୍ତିରୁ ଓହରିଲେ ସରକାର
ଭୁବନେଶ୍ବର: କରୋନା ସଂକ୍ରମଣ ହଠାତ୍ ବୃଦ୍ଧି ପାଇବା ଦେଖି ରାଜ୍ୟ ସରକାର ତାଙ୍କ ନିଷ୍ପତ୍ତିରେ ଏକ ବଡ଼ ପରିବର୍ତ୍ତନ କରିଛନ୍ତି। ରାଜ୍ୟ ସରକାର ଚଳିତ ଶିକ୍ଷା ବର୍ଷରେ ପ୍ରଥମ ଶ୍ରେଣୀଠାରୁ ପଞ୍ଚମ!-->!-->!-->…
Read More...
Read More...