ପ୍ରମୁଖ ଖବର

ଶ୍ରୀକ୍ଷେତ୍ର ପୁରୀରେ ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥିରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତି ସମ୍ପନ୍ନ
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ରୌପ୍ୟ, ଋଷିକାନ୍ତ ସିଂହଙ୍କ କମାଲ
ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ ବିଜେତା
ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଂସ୍କାର ପାଇଁ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ:ପ୍ରଧାନମନ୍ତ୍ରୀ
ହାଇୱେ ଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଦୂରତା ଅନୁସାରେ ଦେବେ ଟୋଲ ଶୁଳ୍କ
ମହାରାଷ୍ଟ୍ର ଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ବିହାରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
ସରକାରଙ୍କ ସହ ଆଲୋଚନା ପରେ ସିଜେପିର ଆନ୍ଦୋଳନ ପ୍ରତ୍ୟାହାର
ଲଗାଣ ବର୍ଷା ପାଇଁ ଜଗତସିଂହପୁରରେ କାଲି ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି
ବୌଦ୍ଧରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ୟାଙ୍କର ସହ କାର ଧକ୍କା, ୩ ଗୁରୁତର
ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ
Browsing Category

ସାମାଜିକ

ରାଜ୍ୟରେ ଫେରିଲା କଟକଣା, ବନ୍ଦ ହେଲା ସ୍କୁଲ କଲେଜ

ରାଜ୍ୟରେ କରୋନା ସଂକ୍ରମଣ ବଢିଚାଲିଥିବା ବେଳେ ଓମିକ୍ରନ ଭୟ ଭିତରେ ପୁଣି ଫେରିଛି କଟକଣା । ଏସଆରସି ପ୍ରଦୀପ ଜେନା ନୂଆ ଗାଇଡଲାଇନ ଜାରି କରିଛନ୍ତି । ରାଜ୍ୟର ସବୁ ସହରାଞ୍ଚଳରେ ଲାଗୁ ହେବ ନାଇଟ କର୍ଫ୍ୟୁ । ଏଣିକି ରାତି ୧୦ ନୁହେଁ ରାତି ୯ରୁ ନାଇଟ କର୍ଫ୍ୟୁ ସହରାଞ୍ଚଳରେ ଲାଗୁ କରାଯିବ ।
Read More...

କୋଭିଡ ମୁକାବିଲା ପାଇଁ ସଜବାଜ ହେଲେ ନବୀନ

ଆସନ୍ତା ୧୦ ଦିନ ମଧ୍ୟରେ ସମସ୍ତ ସରକାରୀ, ବେସରକାରୀ ସମସ୍ତ କୋଭିଡ ହସ୍‌ପିଟାଲ ପ୍ରସ୍ତୁତ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶଦ୍ବିତୀୟ ଲହରୀର ସର୍ବୋଚ୍ଚ ସ୍ତରରେ ଯେତିକି ଶଯ୍ୟା ଓ ଆଇସିୟୁ ବ୍ୟବସ୍ଥା ହୋଇଥିଲା, ସେହି ପରିମାଣର ବ୍ୟବସ୍ଥା ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶଜନସାଧାରଣଙ୍କ
Read More...

କଟକ: ଆସନ୍ତାକାଲିଠାରୁ କରୋନା କଟକଣାରେ ଆରମ୍ଭ ହେବ ମାଟ୍ରିକ ସମେଟିଭ ପରୀକ୍ଷା। ୫ରୁ ୮ ତାରିଖ ଯାଏଁ ସମଟେିଭ-୧ ପରୀକ୍ଷା ଚାଲିବ। ପ୍ରଥମ ୩ ଦିନ ୨ଟି ସିଟିଂରେ ହେବ ଥିଓରୀ ପରୀକ୍ଷା। ୮ ତାରିଖରେ କେବଳ ପ୍ରାକ୍ଟିକାଲ ପରୀକ୍ଷା ଅନୁଷ୍ଠିତ ହେବ। ୫ ଲକ୍ଷ ୭୬ ହଜାର ୨୨୩ ପରୀକ୍ଷାର୍ଥୀ ମାଟ୍ରିକ
Read More...

ଇତିହାସ ରଚିଲେ ଅଳକା

ଦେଶରେ ପୁଣି ଇତିହାସ ରଚିଲେ ମହିଳା ତୈଳ କମ୍ପାନୀ ଓଏନଜିସିର ଅଧ୍ୟକ୍ଷ ହେଲେ ଅଳକା ମିତ୍ତଲ ୨୦୧୮ରୁ ଓଏନଜିସିରେ ଏଚଆର ଭାବେ କାର୍ଯ୍ୟରତ ଦେଶର ପ୍ରଥମଥର ପାଇଁ ଜଣେ ମହିଳା ଓଏନଜିସି ଭଳି ବିରାଟ ତୈଳ କମ୍ପାନୀର ଅଧ୍ୟକ୍ଷ ହୋଇଛନ୍ତି । ସୋମବାର ଓଏନଜିସିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ
Read More...

୫୦% ବଢ଼ିଲା କନିଷ୍ଠ ଶିକ୍ଷକଙ୍କ ଦରମା

ଉପକୃତ ହେବେ ୩୩,୦୩୮ ଶିକ୍ଷକ ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପ୍ରାଥମିକ ବିଦ୍ୟାଳୟ ଗୁଡିକରେ ଶିକ୍ଷାଦାନରେ ନିୟୋଜିତ କନିଷ୍ଠ ଶିକ୍ଷକ ମାନଙ୍କ ଦରମା ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। କନିଷ୍ଠ ଶିକ୍ଷକ (ଚୁକ୍ତିଭିତ୍ତିକ) ଏବଂ କନିଷ୍ଠ ଶିକ୍ଷକ ମାନଙ୍କ
Read More...

ପୁରୀ: ଧନ୍ୟରେ ପୁଅ ଧନ୍ୟ… ପିଲାବେଳେ ଯେଉଁ ମାଆ ଉପାସ ରହି ତୁମ ମୁହଁରେ ଦାନା ଗଣ୍ଡେ ଦେଇଥିଲା,ମଲାବେଳେ ସେହି ମାଆର ମୁହଁକୁ ଚାହିଁଲନି! ଶବକୁ ଛୁଇଁଲାନି କି ତାକୁ ମଶାଣି ନେଲନି?ଧିକ୍ ତୁମ ପୁଅ ପଣିଆକୁ ଧିକ୍‌.. ଯେତେବେଳେ ଘର ଭିତରେ ମଲା ମାଆର ଶବ ପଡି ରହିଛି ଆଉ ତା ଅନ୍ତିମ
Read More...

ଡରାଇଲା କରୋନା; ସ୍କୁଲ ଖୋଲିବା ନିଷ୍ପତ୍ତି ପୁଣି ସ୍ଥଗିତ

ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲାଯିବା ନିଷ୍ପତ୍ତିରୁ ଓହରିଲେ ସରକାର ଭୁବନେଶ୍ବର: କରୋନା ସଂକ୍ରମଣ ହଠାତ୍ ବୃଦ୍ଧି ପାଇବା ଦେଖି ରାଜ୍ୟ ସରକାର ତାଙ୍କ ନିଷ୍ପତ୍ତିରେ ଏକ ବଡ଼ ପରିବର୍ତ୍ତନ କରିଛନ୍ତି। ରାଜ୍ୟ ସରକାର ଚଳିତ ଶିକ୍ଷା ବର୍ଷରେ ପ୍ରଥମ ଶ୍ରେଣୀଠାରୁ ପଞ୍ଚମ
Read More...

ଓଡିଶାର ସବୁଠାରୁ ଦୀର୍ଘତମ ସେତୁ ଉଦ୍ଘାଟିତ କଲେ ମୁଖ୍ୟମନ୍ତ୍ରୀ

ବଡମ୍ବା ନରସିଂହପୁରରୁ ବାଙ୍କୀ ବୈଦେଶ୍ବର ଏବଂ ମହାନଦୀରେ ସିଂହନାଥ ମନ୍ଦିରକୁ ସଂଯୋଗ କରୁଛି ଏହି ସେତୁ୩.୪ କିଲୋମିଟର ଦୀର୍ଘ ଏହି T-ଆକାରର ସେତୁ ପାଇଁ ବିନିଯୋଗ ହୋଇଛି ୧୧୧ କୋଟି ଟଙ୍କା ୨୦.୧୨.୨୧ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ବଡମ୍ବା ଗୋପୀନାଥପୁର ଠାରେ ମହାନଦୀ ଉପରେ
Read More...

‘ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା’ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ମାଲକାନଗିରି, ନବରଙ୍ଗପୁର, ନୂଆପଡା ଓ କଳାହାଣ୍ଡିର ଜନସାଧାରଣ ପାଇବେ ଉତ୍କୃଷ୍ଟ ସ୍ବାସ୍ଥ୍ୟସେବାବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ଡାକ୍ତରୀଦଳକୁ ନେଇ ମାଲକାନଗିରିକୁ ପ୍ରଥମ ବିମାନ ଉଡାଣର ଶୁଭାରମ୍ଭ ଭୁବନେଶ୍ବର; ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସ୍ଥାନୀୟ ବିଜୁ
Read More...

ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଓଡିଶା ଇତିହାସର ବଡ ସଫଳତା

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନାରେ ସାମିଲ ହେଲା ସାରା ଓଡିଶାସାରା ରାଜ୍ୟର ସାଢେ ତିନି କୋଟି ଲୋକ ପାଇବେ ସ୍ମାର୍ଟ ଚିକିତ୍ସା ସୁବିଧାବର୍ତ୍ତମାନ ସୁଦ୍ଧା ୨ ଲକ୍ଷ ଲୋକ ସ୍ମାର୍ଟ କାର୍ଡରେ ଚିକିତ୍ସା ସୁବିଧା ପାଇଛନ୍ତିସରକାର ଦେଇଛନ୍ତି ୨୭୮ କୋଟି ଟଙ୍କାର
Read More...