ପ୍ରମୁଖ ଖବର

କୋଟିପତି ଡେପୁଟି ରେଞ୍ଜର ଗିରଫ
ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା ବାତିଲ୍ ଘଟଣାରେ; ବଦଳି ହେଲେ ୬ ଅଧିକାରୀ
ବିନା ସିସିଟିଭିରେ ଔଷଧ ବିକିପାରିବେନି ଦୋକାନୀ
ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣା, ନିଲମ୍ବିତ ଅଧ୍ୟାପକଙ୍କ ଜେଲ୍ ଅବଧି ବୃଦ୍ଧି
ଲାଞ୍ଚ ଅଭିଯୋଗରେ ଡାକ୍ତରଙ୍କୁ ୫ ବର୍ଷ ଜେଲ
Browsing Category

ସାମାଜିକ

ମୁଁ ଚିଟଫଣ୍ଡ୍ ଠକେଇର ଶିକାର ହୋଇଛି

ଭୁବନେଶ୍ବର; ‘ମୁଁ ଚିଟଫଣ୍ଡ୍ ଠକେଇର ଶିକାର ହୋଇଛି। ଥରେ ନୁହେଁ ଦୁଇ ଦୁଇ ଥର ମୁଁ ଚିଟଫଣ୍ଡ୍ ଠକେଇର ଶିକାର ହୋଇଛି।’ ଭୁବନେଶ୍ୱରରେ ଆୟୋଜିତ ହୋଇଥିବା ଜାତୀୟ ଉପଭୋକ୍ତା ଦିବସ କାର୍ଯ୍ୟକ୍ରମରେ ଚିଟଫଣ୍ଡ୍‌ ଠକେଇର ଶିକାର ହୋଇଥିବା ନେଇ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
Read More...

ଧାରଣାରେ ନରାଜ ଓମଫେଡ୍ ଠିକା ଡ୍ରାଇଭର

କଟକ: ମିଳୁନି ଓମଫେଡ୍ କ୍ଷୀର। ନରାଜ ଓମଫେଡ୍ ଠିକା ଡ୍ରାଇଭରଙ୍କ ଧାରଣା। ଏହା ଯୋଗୁଁ ଭୁବନେଶ୍ୱର, କଟକରେ କ୍ଷୀର ଯୋଗାଣ ବାଧାପ୍ରାପ୍ତ। ଓମ୍‌ଫେଡ୍‌ର ଜଣେ ଠିକା ଡ୍ରାଇଭରଙ୍କୁ ଅଟକ ପ୍ରତିବାଦରେ ଧାରଣା। ନରାଜ ଓମଫେଡ୍‌ ଫ୍ୟାକ୍ଟ୍ରି ଆଗରେ ଗାଡ଼ି ରଖି ଧାରଣାରେ ବସିଛନ୍ତି ଡ୍ରାଇଭର। ଓମଫେଡ
Read More...

ଜନ୍ମ ମାଟିରେ ଶହୀଦ ଯବାନଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି

ବୈପାରିଗୁଡ଼ା: ଓଡ଼ିଆ ଶହୀଦ ଯବାନ ଈଶ୍ୱରଙ୍କ ମରଶରୀର ଶନିବାର ନିଜ ଜନ୍ମମାଟିରେ ପହଞ୍ଚିଛି। ଜନ୍ମ ମାଟିରେ ଶହୀଦ ଯବାନଙ୍କୁ ଦିଆଯାଇଛି ଶେଷ ଶ୍ରଦ୍ଧାଞ୍ଜଳି। ଜନସମୁଦ୍ର ପାଲଟିଥିଲା ଗାଁ ଶ୍ମଶାନ। ସମସ୍ତଙ୍କ ହାତରେ ଥିଲା ଜାତୀୟ ପତକା। ସମସ୍ତଙ୍କ ମୁହଁରେ ଶହୀଦ ଯବାନ ଅମର ରହେ, ଈଶ୍ୱର ଭାଇ
Read More...

ନୂଆବର୍ଷରେ ଅବକାରୀ ନିୟମ ଉଲଂଘନ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ବର: ଆସୁଛି ନୂଆବର୍ଷ। ଜିରୋ ନାଇଟ ସେଲିବ୍ରେସନ୍ ପାଇଁ ପ୍ରସ୍ତୁତ ହେଲେଣି ଯୁବବର୍ଗ। ଜିରୋ ନାଇଟ୍ ସେଲିବ୍ରେସନ୍ ପାଇଁ ଅବକାରୀ ବିଭାଗର କଟକଣା ଜାରି କରିଛି । ଡିସେମ୍ବର ୩୧ ତାରିଖରେ ଜିରୋ ନାଇଟ୍ ଆୟୋଜନ ପାଇଁ ଅବକାରୀ ବିଭାଗର ଅନୁମତି ନେବା ନିହାତି ଆବଶ୍ୟକ। ନୂଆ ବର୍ଷ ପାଳନ
Read More...

ଦୁଇ ମାସରେ ସରିବ ଆବାସ ସର୍ଭେ

ଭୁବନେଶ୍ବର: ଦୁଇ ମାସରେ ସରିବ ଆବାସ ସର୍ଭେ। ଏବେ ଗ୍ରାମାଞ୍ଚଳରେ ସର୍ଭେ ଆରମ୍ଭ ହୋଇଥିବା ନେଇ କହିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ। ପ୍ରତି ଗାଁରେ ସର୍ଭେ କରାଯାଉଛି। ଗ୍ରାମସଭା ଦ୍ୱାରା ଲୋକଙ୍କୁ ସଚେତନ ବି କରାଯାଉଛି। ଏଥିସହିତ ଲୋକଙ୍କୁ ସର୍ଭେରେ ସାମିଲ କରାଯାଉଛି।
Read More...

ଜାନୁଆରୀ ୧୪ରୁ ୨୨ପର୍ଯ୍ୟନ୍ତ ବନ୍ଦ ରହିବ ଭିତରକନିକା

କେନ୍ଦ୍ରାପଡା: ଆସନ୍ତା ଜାନୁଆରୀ ୧୪ରୁ ୨୨ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ଭିତରକନିକା। ତେବେ ଭିତରକନିକା ଜାତୀୟ ଉଦ୍ୟାନରେ ୨୦୨୫ ପ୍ରଥମ ମାସରେ କୁମ୍ଭୀର ଗଣନା କରାଯିବ। ଏଥିପାଇଁ ଏହି ସମୟରେ ପର୍ଯ୍ୟଟକଙ୍କ ପାଇଁ ଜାତୀୟ ଉଦ୍ୟାନ ବନ୍ଦ ରହିବା ନେଇ ସୂଚନା ଦେଇଛନ୍ତି ଭିତରକନିକା
Read More...

ଜୟପୁରରେ ବିକାଶମୂଳକ କାଯ୍ୟର ଲୋକାର୍ପଣ ଓ ଭିତ୍ତି ପ୍ରସ୍ତର କଲେ ମୁଖ୍ୟମନ୍ତ୍ରୀ

କୋରାପୁଟ: କୋରାପୁଟ ଜିଲ୍ଲାର ଜୟପୁର ଫୁଲବାଡ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିକାଶମୂଳକ କାଯ୍ୟର ଲୋକାର୍ପଣ ଓ ଭିତ୍ତି ପ୍ରସ୍ତର ଦେଇଛନ୍ତି । ଜୟପୁର ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ନୁତନ କୋଠା, ସରକାରୀ ଆବାସୀକ ଗୃହ, ଏୟାରପୋର୍ଟର ନବ ନିର୍ମିତ ଟର୍ମିନାଲ କୋଠା ଲୋକାର୍ପଣ
Read More...

ମହାକୁମ୍ଭରେ ଶ୍ରଦ୍ଧାଳୁଙ୍କ ପାଇଁ ଚାଲିବ ୧୩ ହଜାର ଟ୍ରେନ

ନୂଆଦିଲ୍ଲୀ; ଶ୍ରଦ୍ଧାଳୁଙ୍କ ପାଇଁ ବଡ ପଦକ୍ଷେପ ନେଇଛି ରେଳବାଇ ବିଭାଗ। ମହାକୁମ୍ଭ ପାଇଁ ଶ୍ରଦ୍ଧାଳୁଙ୍କ ସୁବିଧା ଦୃଷ୍ଟିରୁ ଚାଲିବ ୧୩ ହଜାର ଟ୍ରେନ। ଏଥିରେ ୩ ହଜାର ସ୍ୱତନ୍ତ୍ର ଓ ୧୦ ହଜାର ନିୟମିତ ଟ୍ରେନ ରହିଛି। ଏଥିରେ ଦେଢରୁ ୨ କୋଟି ଯାତ୍ରୀ ଉପକୃତ ହେବେ।କେନ୍ଦ୍ର ରେଳମନ୍ତ୍ରୀ
Read More...

ଭୀମସାରରୁ ଚୋରି ହୋଇଥିବା ଶିଶୁପୁତ୍ର ଉଦ୍ଧାର

ବୁର୍ଲା: ଭୀମସାରରୁ ନବଜାତ ଶିଶୁ ଚୋରି ଘଟଣାରେ ଖୁସି ଖବର। ଚୋରି ହୋଇଥିବା ଶିଶୁପୁତ୍ରକୁ ଉଦ୍ଧାର କଲା ପୋଲିସ। ୪୮ ଘଣ୍ଟା ପରେ ସୁରକ୍ଷିତ ଭାବେ ଉଦ୍ଧାର ହେଲା ଭୀମସାର ମେଡିକାଲ ପରିସରରୁ ଚୋରି ହୋଇଥିବା ଶିଶୁପୁତ୍ର। ରେଙ୍ଗାଲିରୁ ଉଦ୍ଧାର ହୋଇଛି ନବଜାତକ। ଚୋରି କରିଥିବା ମହିଳା ଓ ତାଙ୍କ
Read More...

ମଝି ରାସ୍ତାରେ ହାତାହାତି ହେଲେ ଦୁଇ କଳାକାର

ଭୁବନେଶ୍ବର: ଥମୁନି ଅଭିନେତାଙ୍କ କଳି। ଡିସିପି ଅଫିସ ଆଗରେ ଶୁକ୍ରବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ପୁଲିସ ଉପସ୍ଥିତିରେ ଡିସିପି ଅଫିସ୍ ସମ୍ମୁଖରେ ହାତାହାତି ହୋଇଛନ୍ତି ଅଭିନେତା ମନୋଜ ମିଶ୍ର ଓ ନିର୍ଦ୍ଦେଶକ ବବି ଇସଲାମ୍। ସେଠାରେ ଉପସ୍ଥିତ ଅନ୍ୟ ନିର୍ଦ୍ଦେଶକଙ୍କ ଉପରକୁ ମଧ୍ୟ
Read More...