ପ୍ରମୁଖ ଖବର

ଡାକସେବାରେ ବଡ଼ ପରିବର୍ତ୍ତନ: ଅପ୍‌ଗ୍ରେଡ୍ ହେଲା ‘ଡାକ ମିତ୍ର’ ଓ ‘ଡାକ ସେବା’ ଆପ୍‌
ଶିକ୍ଷକ ଦିବସରେ ୨୧ ଉଚ୍ଚଶିକ୍ଷା ଶିକ୍ଷକଙ୍କୁ ଜାତୀୟ ପୁରସ୍କାର ଦେବେ ରାଷ୍ଟ୍ରପତି
ପ୍ରତି ପରିବାରକୁ ବର୍ଷକୁ ୩ ମାଗଣା ଏଲ୍‌ପିଜି ସିଲିଣ୍ଡର, ବିଜୟଙ୍କ ବଡ଼ ଘୋଷଣା
ଇମ୍ରାନଙ୍କ ଚିକିତ୍ସା ପାଇଁ ଏକାଠି ହେଲେ ୨୧ ଜଣ ପୂର୍ବତନ ଅନ୍ତର୍ଜାତୀୟ କ୍ୟାପ୍‌ଟେନ
ପିଆଜ ଦର ନିୟନ୍ତ୍ରଣ ପାଇଁ ସରକାରଙ୍କ ପଦକ୍ଷେପ, ଆଜିଠୁ ଚାଲିବ ‘କାନ୍ଦା ଏକ୍ସପ୍ରେସ’
ଅମରାବତୀ ହସ୍ପିଟାଲ ଏନଆଇସିୟୁରେ ଅଗ୍ନିକାଣ୍ଡ, ୩ ନବଜାତଙ୍କ ମୃତ୍ୟୁ
ଡିଜିଟାଲ ହେବ ଡାକ୍ତରୀ ପ୍ରେସ୍‌କ୍ରିପସନ୍‌, ଲାଗୁ ହେବ ‘ୱାନ୍‌ ନେସନ, ୱାନ୍‌ ହେଲ୍‌ଥ’
Browsing Category

ସାମାଜିକ

ତଥାପି ମାଥି ବଦଳିଲେନି

ଭୁବନେଶ୍ବର: ରାଜ୍ୟ ସରକାର ଆଜି ପ୍ରଶାସନିକସ୍ତରରେ ଏକ ଛୋଟ ଅଦଳବଦଳ କରିଛନ୍ତି। ବରିଷ୍ଠ ଆଇଏଏସ ଅଫିସର ଅଶୋକ କୁମାର ମୀନାଙ୍କୁ ପଞ୍ଚାୟତିରାଜ ବିଭାଗର ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ସେଠାରେ ଥିବା ଦେଓରଂଜନ ସିଂ ଏବେ ଖଣି ବିଭାଗର ସଚିବ ହେବେ। ଦେଓରଂଜନ ଦୀର୍ଘ ୯ବର୍ଷ ଧରି
Read More...

ମନ୍ତ୍ରୀଙ୍କର ଆଗ୍ରହ ନାହିଁ; ଅଫିସର ବଦଳିଲେ ବୋଲି ନିଷ୍ପତ୍ତି ବି ବଦଳିଗଲା!

ବିଜ୍ଞାନ ଓ କାରିଗରୀ କୌଶଳ ବିଭାଗରେ ହିଁ ଜିଆଇ ଟ୍ୟାଗ୍ ଅଡୁଆ, ସ୍ବତନ୍ତ୍ର ସେଲ୍ ରହିଛି, ବଜେଟ୍ ନାହିଁରସଗୋଲା କ୍ଲଷ୍ଟର, ହବ୍ ପ୍ରତିଶ୍ରୁତି ସବୁ ଭୁଲିଗଲେ, ଫାଇଲରେ ରହିଲା ଛେନାଝିଲ୍ଲୀ କମିଟି ରିପୋର୍ଟ ଛେନାପୋଡ଼, ତାରକସୀ ଉପରେ ବଙ୍ଗଳା ଆଖି, ରସାବଳୀ ପାଇଁ କେନ୍ଦ୍ରାପଡ଼ାରେ
Read More...

ଜୁଲାଇ ୩୧ରେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ

ଭୁବନେଶ୍ବର: ଆସନ୍ତା ୩୧ ତାରିଖ ଦିନ ସନ୍ଧ୍ୟାରେ ଯୁକ୍ତ ଦୁଇ ବାଣିଜ୍ୟ ଓ ବିଜ୍ଞାନ ଫଳ ପ୍ରକାଶ ପାଇବ। ପରବର୍ତ୍ତୀ ସମୟରେ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇବ। ଉଭ ୟ ପାଠ୍ୟକ୍ରମ ର ଫଳାଫ ଳ ଜୁଲ।ଇ ୩୧ ତାରିଖ ପରେ ପ୍ରକାଶ ପାଇବ। ଏଥିପାଇଁ ଅନୁମତି ନିମନ୍ତେ
Read More...

ମନ୍ତ୍ରୀଙ୍କର ବିବେକ ନାହିଁ, ବିଭାଗ ବି ବେପରୁଆ

ଗଣଶିକ୍ଷା ବିଭାଗର ବୈମାତୃକ ମନୋଭାବକୁ ନେଇ ଭୀଷଣ ଅସନ୍ତୋଷ ୫.୬୨ଲକ୍ଷ ଛାତ୍ରଛାତ୍ରୀ କଥା ବୁଝିଲେ, ଦୃଷ୍ଟି ଓ ଶ୍ରବଣ ବାଧିତଙ୍କୁ ଭୁଲିଗଲେଅନ୍ଧାରରେ ୯ଟି ବିଦ୍ୟାଳୟର ୧୩୯ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ସାମାଜିକ ସୁରକ୍ଷା ବିଭାଗର ଅନୁଦାନ ପାଇ ମଧ୍ୟ ସତ୍ତା ଉପରେ ପ୍ରଶ୍ନ୧୯୮୦ ପରଠୁ ଓଡ଼ିଶାରେ
Read More...

ଫନି ପରେ ନିଷ୍ପତ୍ତି ନେଇଥିଲି ,ମହାପ୍ରଭୁଙ୍କ ଧାମକୁ ଆଗରେ ରଖିବି: ନବୀନ

ଦେଶର ପ୍ରଥମ ସହର ଭାବରେ ପୁରୀରେ ଟ୍ୟାପରୁ ପିଇବା ପାଣି ପ୍ରକଳ୍ପ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀଓଡିଶାର ବିକାଶ ଷେତ୍ରରେ ନୂଆ ଉପଲଵ୍ଧି, ଅଢେଇ ଲକ୍ଷ ପୁରୀବାସୀ ଓ ଦୁଇ କୋଟି ପର୍ଯ୍ୟଟକ ଉପକୃତ ହେବେ୫-ଟି କାର୍ଯ୍ୟକ୍ରମର ଶ୍ରେଷ୍ଠ ମଡେଲ: ୯ ମାସରେ ପ୍ରକଳ୍ପ ହେଲା କାର୍ଯ୍ୟକ୍ଷମଲଣ୍ଡନ,
Read More...

ସ୍ମାର୍ଟସିଟି ବାବୁ, ଆର୍‌କେଡି ସରକାରରେ କାହାର ସଂପର୍କୀୟ ଲାଗନ୍ତି କି?

ଜନପଥ ସ୍ମାର୍ଟ କରିବାକୁ କରିତକର୍ମା ବାବୁ ଆଉ କେତେ ସମୟ ନେବେ?ଦିନ ପରେ ଦିନ ଗଡୁଛି, ଲୋକମାନଙ୍କର ଦୁର୍ଦଶା ବଢୁଛି, ନାକେଦମ ୪ବର୍ଷ ଲାଗିଗଲାଣି, ୫.୮ କିମି ରାସ୍ତା କାମ ଶେଷ ହୋଇପାରୁନାହିଁମୁଖ୍ୟମନ୍ତ୍ରୀ, ମୁଖ୍ୟସଚିବ, ଉନ୍ନୟନ କମିସନର, ୫ଟି ସଚିବ ସମସ୍ତେ ଚୁପ୍କାହା ଆଖିକୁ ନଜର
Read More...

କଟକଣା ଭିତରେ ଆଜିଠୁ ଖୋଲିବ ସ୍କୁଲ

ଭୁବନେଶ୍ବର: ପାଠପଢାକୁ ଦିଗହରା କରିଦେଇଛି କରୋନା। ଏମିତି ଯେ ଗତବର୍ଷ ମାଟ୍ରିକ୍ ପରୀକ୍ଷା ବି ହୋଇପାରିଲା ନାହିଁ। ପିଲାମାନେ ସ୍କୁଲ ଦେଖିପାରିଲେ ନାହିଁ। ଦ୍ବିତୀୟ ଲହର କମିବା ପରେ ସରକାର ଏକ ବଡ଼ ସାହସିକ ନିଷ୍ପତ୍ତି ନେଇଛନ୍ତି। କରୋନା କଟକଣା ଭିତରେ ଆଜିଠୁ ରାଜ୍ୟରେ ସ୍କୁଲ ଖୋଲିବ।
Read More...

ମୋଦୀଙ୍କ ‘ମନ୍ କି ବାତ୍’କୁ କାହିଁକି ଆସିଲେ ଇସାକ ମୁଣ୍ଡା?

ଭୁବନେଶ୍ବର: ଭାଗ୍ୟ କେବେ, କାହାର ଓ କେତେବେଳେ କଡ଼ ଲେଉଟାଇବ ତାହା କହିହେବ ନାହିଁ। ଦିନ ମଜୁରିଆରୁ ଲକ୍ଷପତି ୟ୍ୟୁଟ୍ୟୁବର । ଆଗରୁ ଚାଳଘରେ ରହୁଥିଲେ । ଏବେ ଛାତ ଘର କଲେଣି। ଆମେ କହୁଛୁ ସମ୍ବଲପୁରର ୟୁଟ୍ୟୁବରର ଇସାକ ମୁଣ୍ଡାଙ୍କ କଥା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମନ୍ କି
Read More...

୨୦୨୨ରେ ରାଜଧାନୀରେ ୪ଟି ପ୍ରକଳ୍ପ କାର୍ଯ୍ୟ ଶେଷ ହେବ

ସକାଳୁ ସକାଳୁ ସ୍ଥିତି ଅନୁଧ୍ୟାନ କଲେ ପାଣ୍ଡିଆନ୍, କ୍ରିଷନ୍ କୁମାର୨୦୨୨ ଜୁନ୍ ସୁଦ୍ଧା ବରମୁ୍ଣ୍ଡା ବସ ଟର୍ମିନାଲ କାର୍ଯ୍ୟକ୍ଷମ ହେବ ଭୁବନେଶ୍ବର: ବରମୁଣ୍ଡାଠାରେ ନିର୍ମାଣାଧୀନ ଅନ୍ତଃରାଜ୍ୟ ବସ୍ ଟର୍ମିନାଲ୍ ୨୦୨୨ ଜୁନ୍ ସୁଦ୍ଧା ଶେଷ ହେବ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ
Read More...

ଵଦଳିବ ରେଳ ଷ୍ଟେସନର ଚିତ୍ର

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ଭୁବନେଶ୍ୱର ଷ୍ଟେସନ୍ ନିରୀକ୍ଷଣ ଭୁବନେଶ୍ବର: ପୂର୍ବତଟ ରେଳପଥ ମହାପ୍ରବନ୍ଧକ ବିଦ୍ୟା ଭୂଷଣ ଆଜି ଅପରାହ୍ନରେ ଭୁବନେଶ୍ୱର ରେଳ ଷ୍ଟେସନ ପରିଦର୍ଶନ କରି ଷ୍ଟେସନ ପୁନଃନିର୍ମାଣ ଯୋଜନାର ଏକ ଅଂଶ ଭାବରେ ବିକାଶ ପାଇଁ ଆବଶ୍ୟକ ହେଉଥିବା ବିଭିନ୍ନ
Read More...